• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Ranjeet Kumar Jena

Ranjeet Kumar Jena

Editor

Posts by Ranjeet Kumar Jena

india
୨ ପ୍ରତିଶତରୁ କମିଲା କରୋନା ମୃତ୍ୟୁହାର

ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। କିନ୍ତୁ ଅନ୍ୟପଟେ ଦେଶରେ ମୃତ୍ୟୁହାର ହ୍ରାସ ପାଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଓଏସଡି ରାଜେଶ ଭୂଷଣ କହିଛନ୍ତି। ଓଏସଡିଙ୍କ ମୁତାବକ, ଚଳିତ ସପ୍ତାହରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୫ଲକ୍ଷ ଟପିଛି ଏବଂ ମୃତ୍ୟୁହାର ୨ ପ୍ରତିଶତରୁ...

.jpg
ଲେବାନନ୍ ବିସ୍ଫୋରଣ ପରେ ସବୁ ଫ୍ୟାକ୍ଟ୍ରିକୁ ରିପୋର୍ଟ ମାଗିଲେ ରାଜ୍ୟ ସରକାର

ଭୁବନେଶ୍ୱର: ଲେବାନନ ବିସ୍ଫୋରଣ ପରେ ତତ୍ପରତା ପ୍ରକାଶ କରିଛନ୍ତି ରାଜ୍ୟ ସରକାର। ସବୁ କଳ କାରଖାନାକୁ ଚିଠି ଲେଖିଛନ୍ତି ଫ୍ୟାକ୍ଟ୍ରି ଆଣ୍ଡ ବ୍ରଏଲର୍ ନିର୍ଦ୍ଦେଶକ। ଫ୍ୟାକ୍ଟ୍ରିର ନିରାପତ୍ତା ଓ ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ସେ କହିଛନ୍ତି। ଏଥିପାଇଁ କଣ ପ୍ରସ୍ତୁତି ରହିଛି, ତାହା ମଧ୍ୟ ସେ ଜଣାଇବାକୁ...

ipl2020
ଆଇପିଏଲ୍‌ରେ ପଶିଲା କରୋନା

ନୂଆଦିଲ୍ଲୀ: ଆଇପିଏଲର ୧୩ଶ ସଂସ୍କରଣ ପୂର୍ବରୁ ରାଜସ୍ଥାନ ରୟାଲ୍ସକୁ ଶକ୍ତ ଝଟକା ଲାଗିଛି। ଟିମର ଫିଲ୍ଡିଂ କୋଚ୍ ଦିଶାନ୍ତ ୟାଗନିକଙ୍କର କରୋନା ଟେଷ୍ଟ ପଜିଟିଭ୍ ଆସିଛି। ଏ ନେଇ ରାଜସ୍ଥାନ ରୟାଲ୍ସ ଟ୍ୱିଟ୍ କରି ସୂଚନା ଦେଇଛି। ରୟାଲ୍ସ ପକ୍ଷରୁ କୁହାଯାଇଛି, ଟିମର ଫିଲ୍ଡିଂ କୋଚ୍ ଦିଶାନ୍ତଙ୍କର କରୋନା...

karan1
ମୁମ୍ବାଇର 'ଜୁନିୟର ଡେଲ୍ ଷ୍ଟେନ୍'ଙ୍କ ଆତ୍ମହତ୍ୟା

ମୁମ୍ବାଇ: ଭାରତୀୟ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ମୁମ୍ବାଇର ଜଣେ କ୍ଲବ୍ କ୍ରିକେଟର୍ କରନ୍ ତିୱାରୀ ସୋମବାର ରାତିରେ ଆତ୍ମହତ୍ୟା କରିଛନ୍ତି। ମଲାଡସ୍ଥିତ ନିଜ ଘରେ କରନଙ୍କ ମୃତଦେହ ମିଳିଛି। ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍ (ଆଇପିଏଲ)ରେ ସିଲେକ୍ଟ ନହେବା କାରଣରୁ କରନ୍ ବହୁତ ଚିନ୍ତିତ ଥିଲେ। ଏହି...

vaccine
ରୁଷ୍‌ର କରୋନା ଭ୍ୟାକସିନକୁ ନେଇ ବିବାଦ

ନୂଆଦିଲ୍ଲୀ: ବିଶ୍ୱବ୍ୟାପୀ କରୋନା ମହାମାରୀ ଲଗାତର ବଢ଼ିବାରେ ଲାଗିଛି। ଏହା ମଧ୍ୟରେ କରୋନା ଭ୍ୟାକସିନକୁ ନେଇ ମଧ୍ୟ ଜୋରଦାର୍ ପ୍ରସ୍ତୁତି ଚାଲିଛି। ବିଶ୍ୱର ପ୍ରଥମ ଦେଶ ଭାବେ ରୁଷ୍ କରୋନା ଭ୍ୟାକସିନ୍ ବାହାର କରିସାରିଥିବା ନେଇ ଘୋଷଣା କରିଛି। କିନ୍ତୁ ରୁଷର ଏହି ଭ୍ୟାକସିନକୁ ନେଇ ଏବେଠାରୁ ବିବାଦ...

rajeev1
ପରଲୋକରେ କଂଗ୍ରେସ ମୁଖପାତ୍ର ରାଜୀବ ତ୍ୟାଗି

ନୂଆଦିଲ୍ଲୀ: କଂଗ୍ରେସ ମୁଖପାତ୍ର ରାଜୀବ ତ୍ୟାଗିଙ୍କର ପରଲୋକ ହୋଇଛି। ରାଜୀବ ତ୍ୟାଗିଙ୍କର ଅଚାଚକ ସ୍ବାସ୍ଥ୍ୟ ଖରାପ ହୋଇଥିଲା। ଯାହା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଗାଜିଆବାଦସ୍ଥିତ ଯଶୋଦା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, ଯେଉଁଠାରେ ସେ ଅନ୍ତିମ ନିଶ୍ୱାସ ତ୍ୟାଗ କରିଛନ୍ତି। आज शाम 5:00 बजे आज तक...

covid19
ରାଜ୍ୟରେ ଆଉ ୧୬୭୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ କରୋନାରୁ ଆଉ ୧୬୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ୩୬ହଜାର ୪୭୮କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। 46 from Kandhamal 35...

sripad
ମୋଦି ସରକାରରେ ଆଉ ଜଣେ ମନ୍ତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସର ସଙ୍କଟ ଲଗାତର ବୃଦ୍ଧି ପାଇବାରେ ଲାଗିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଲୋକେ ଏହି ମହାମାରୀରେ ଆକ୍ରାନ୍ତ ହେଉଛନ୍ତି। ଏବେ ମୋଦି ସରକାରଙ୍କ ମନ୍ତ୍ରୀ ମଧ୍ୟ କରୋନାରେ ସଂକ୍ରମିତ ହେବାରେ ଲାଗିଛନ୍ତି। କେନ୍ଦ୍ରୀୟ ଆୟୁଷ ମନ୍ତ୍ରୀ ଶ୍ରୀପଦ ନାଏକଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଛି।...

test
ରାଜ୍ୟରେ ଦିନକରେ ୪୦,୭୧୧ କରୋନା ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଟେଷ୍ଟିଂ ମାତ୍ରାରେ ବୃଦ୍ଧି ପାଇଛି। ଏହିକ୍ରମରେ ରାଜ୍ୟରେ ଦିନକରେ ୪୦ ହଜାରରୁ ଅଧିକ କରୋନା ଟେଷ୍ଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ କହିଛନ୍ତି। ରାଜ୍ୟରେ ଗୋଟିଏ ଦିନରେ ମୋଟ ୪୦ ହଜାର ୭୧୧ ଟେଷ୍ଟ କରାଯାଇଛି। RTPCR,...

nrutya
ରାମ ମନ୍ଦିର ଟ୍ରଷ୍ଟ ମୁଖ୍ୟ ମହନ୍ତଙ୍କୁ କରୋନା

ଲକ୍ଷ୍ନୌ: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନିତ୍ୟ ଗୋପାଳ ଦାସ କରୋନାରେ ସଂକ୍ରମିତ ହୋଇଛନ୍ତି। ମହନ୍ତ ମହନ୍ତ ନିତ୍ୟଗୋପାଳ ନିଶ୍ୱାସ ପ୍ରଶ୍ୱାସରେ କଷ୍ଟ ଅନୁଭବ କରୁଥିଲେ। ଯାହା ପରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା। ଯେଉଁଥିରେ ତାଙ୍କର ସ୍ୱାବ୍ ରିପୋର୍ଟ ପଜିଟିଭ ଆସିଥିବା ଉତ୍ତରପ୍ରଦେଶ...

sweta-singh
ନିଜ ଭାଇ ପାଇଁ ପୁଣି ସିବିଆଇ ତଦନ୍ତ ଦାବି କଲେ ଭଉଣୀ ଶ୍ୱେତା

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ଦାବି ନେଇ ଲଗାତର ସ୍ୱର ଉଠିବାରେ ଲାଗିଛି। ଏବେ ସୁଶାନ୍ତଙ୍କ ଭଉଣୀ ଶ୍ୱେତା ସିଂ କୀର୍ତ୍ତି ପୁଣିଥରେ ନିଜ ଭାଇଙ୍କ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ଦାବି କରିଛନ୍ତି। ଏ ନେଇ ଶ୍ୱେତା ସୋସିଆଲ୍ ମିଡିଆରେ ଏକ...

msd
ଆସିଲା ଧୋନିଙ୍କ କରୋନା ରିପୋର୍ଟ

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର ପୂର୍ବତନ କ୍ୟାପଟେନ୍ ମହେନ୍ଦ୍ର ସିଂ ଧୋନିଙ୍କ ପ୍ରଶଂସକଙ୍କ ପାଇଁ ବଡ଼ ଖବର। ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍ (ଆଇପିଏଲ୍)ରେ ଚେନ୍ନାଇ ସୁପର୍ କିଙ୍ଗସର କ୍ୟାପଟେନ୍ ମହେନ୍ଦ୍ର ସିଂ ଧୋନିଙ୍କର କୋଭିଡ୍-୧୯ ଟେଷ୍ଟ କରାଯାଇଥିଲା, ଯାହାର ରିପୋର୍ଟ ନେଗେଟିଭ୍ ଆସିଛି। ଏବେ ସେ ୟୁଏଇରେ ହେବାକୁଥିବା ଆଇପିଏଲର...

gehlot-and-pilot
ହାତ ମିଳାଇଲେ ଗେହଲଟ୍ ଓ ପାଇଲଟ୍

ରାଜସ୍ଥାନ: ରାଜସ୍ଥାନରେ ଗତ କିଛିଦିନ ହେବ କ୍ଷମତା ଲଢ଼େଇ ଜାରି ରହିଛି। ଏହା ମଧ୍ୟରେ ଆସନ୍ତାକାଲି ରାଜସ୍ଥାନ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହେବ। ଅଧିବେଶନରେ କଂଗ୍ରେସର ରଣନୀତି କଣ ରହିବ ସେ ନେଇ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଘରେ କଂଗ୍ରେସ ବିଧାୟକ ଦଳର ବୈଠକ ହୋଇଛି। ଏଥିରେ...

kerala
କେରଳ ଭୁସ୍ଖଳନ: ୫୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଥିରୁଅନନ୍ତପୁରମ୍: କେରଳରେ ହୋଇଥିବା ପ୍ରଳୟଙ୍କରୀ ଭୂସ୍ଖଳନରେ ମୃତ୍ୟୁ ସଂଖ୍ୟା ୫୫କୁ ବୃଦ୍ଧି ପାଇଛି। ଧ୍ୱଂସାବଶେଷ ତଳେ ଆହୁରି ଅନେକ ଚାପି ହୋଇ ରହିଥିବାରୁ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବାର ଆଶଙ୍କା ରହିଛି। ପ୍ରତିକୂଳ ପାଗ ସତ୍ତ୍ୱେ ଲଗାତର ସପ୍ତମ ଦିନରେ ଏନଡିଆରଏଫ୍ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି।...

purana
ଆଖିକୁ ଦେଖା ଯାଉନି, ତଥାପି UPSC ପରୀକ୍ଷାରେ କଲେ କମାଲ୍

ଚେନ୍ନାଇ: ସାଧାରଣତ ଜଣେ ମଣିଷ ବିଫଳତା ପାଇଁ ନିଜ ଭିତରେ ଥିବା ଦୁର୍ବଳତାକୁ ଅଧିକ ଦୋଷ ଦେଇଥାଏ। ଏହି କାରଣରୁ ପ୍ରତିଟି ଛୋଟ ସମସ୍ୟା ତା’କୁ ବଡ଼ ଲାଗିଥାଏ। ଏଥିରେ ନିରାଶ ହୋଇ ଅଧିକାଂଶ ଲୋକେ ଆତ୍ମହତ୍ୟା କରିବାକୁ ପଛାନ୍ତି ନାହିଁ। କିନ୍ତୁ ଏସମସ୍ତଙ୍କ ପାଇଁ ଦୃଷ୍ଟିବାଧିତ ପୂର୍ଣ୍ଣା...

karun
କରୋନାକୁ ମାତ୍ ଦେଲେ ଟିମ୍ ଇଣ୍ଡିଆର ଷ୍ଟାର୍ ବ୍ୟାଟ୍ସମ୍ୟାନ୍

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଟିମର ବ୍ୟାଟ୍ସମ୍ୟାନ୍ ଏବଂ କିଙ୍ଗସ୍ ଇଲେଭେନ୍ ପଞ୍ଜାବର କରୁନ୍ ନାୟର୍ ଏବେ କରୋନାରୁ ସୁସ୍ଥ ହୋଇଛନ୍ତି। ନିକଟରେ କରୁନ୍ ନିଜର କୋଭିଡ୍-୧୯ ଟେଷ୍ଟ କରାଇଥିଲେ, ଯେଉଁଥିରେ ତାଙ୍କର ରିପୋର୍ଟ ପଜିଟିଭ୍ ଆସିଥିଲା। କିନ୍ତୁ ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ଏବଂ ସେପ୍ଟେମ୍ବର ୧୯...

sushant
ସୁଶାନ୍ତଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦାବି କଲେ ବଲିଉଡ୍ କଳାକାର

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବି ଏବେ ତୀବ୍ରତର ହେବାରେ ଲାଗିଛି। ବିଶେଷକରି କିଛି ବଲିଉଡ୍ ଅଭିନେତା ଓ ଅଭିନେତ୍ରୀ ସୁଶାନ୍ତଙ୍କ ପାଇଁ ସିବିଆଇ ତଦନ୍ତ ଦାବି କରିଛନ୍ତି। ପରିଣିତି ଚୋପ୍ରା, ବରୁଣ ଧାୱନ, ସୁରଜ ପଞ୍ଚୋଲି ଏବଂ କୃତି ସାନୋନ୍‌...

rajstan
ଆସ୍ଥା ଭୋଟ୍ ଜିତିଲେ ରାଜସ୍ଥାନ ସରକାର

ଜୟପୁର: ରାଜସ୍ଥାନରେ ଚାଲିଥିବା ରାଜନୀତିକ ସଙ୍କଟ ମଧ୍ୟରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ ଆସ୍ଥା ଭୋଟ୍ ଜିତିଛନ୍ତି। ଶୁକ୍ରବାର ସରକାରଙ୍କ ପକ୍ଷରୁ ବିଧାନସଭାରେ ଆସ୍ଥା ଭୋଟ୍ କରାଯାଇଥିଲା, ଯେଉଁଥିରେ ଗେହଲଟଙ୍କ ସରକାର ବାଜିମାତ୍ କରିଛନ୍ତି। ଆସ୍ଥା ଭୋଟ୍ ଜିତିବା ପରେ କଂଗ୍ରେସ ବିଧାୟକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଥିଲା। ଏବେ...

granny
'ଆଁଖ ମାରେ' ଗୀତରେ ଧମାଲ୍ କଲେ ୯୩ ବର୍ଷୀୟା ଜେଜେମା

କୋଲକାତା: ବୟସ ୯୩, ତଥାପି ମନ କି ଶରୀର ଥକି ନାହିଁ। ଏହି ବୟସରେ ଯେଉଁଠି ଛିଡ଼ା ହେବା ତ ଦୂରର କଥା, ସେଇଠି ଡାନ୍ସ କରିବା ନିଶ୍ଚିତ ଭାବେ ସମସ୍ତଙ୍କ ପାଇଁ ଅଦ୍ଭୁତ କଥା। ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିଲେ ହଁ, ଏହା ସତ। ଏମିତି ଏକ ଦୃଶ୍ୟ...

ramnath-kovind
'ଏବର୍ଷ ଧୁମ୍‌ଧାମ୍‌ରେ ହେବନି ସ୍ୱାଧୀନତା ଦିବସ'

ନୂଆଦିଲ୍ଲୀ: ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଜାତି ଉଦ୍ଦେଶ୍ୟରେ ସମ୍ବୋଧନ ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଦେଶବାସୀଙ୍କୁ ବାର୍ତ୍ତା ଦେଇ ରାଷ୍ଟ୍ରପତି କହିଛନ୍ତି, କରୋନା ପାଇଁ ଆମ ସମସ୍ତଙ୍କର ଜୀବନଧାରା ବଦଳିଯାଇଛି। ତେଣୁ ଏବର୍ଷ ସ୍ୱାଧୀନତା ଦିବସ ଧୁମଧାମରେ ପାଳନ ହେବ ନାହିଁ ବୋଲି ରାଷ୍ଟ୍ରପତି କହିଛନ୍ତି। ରାଷ୍ଟ୍ରପତି...