• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Ranjeet Kumar Jena

Ranjeet Kumar Jena

Editor

Posts by Ranjeet Kumar Jena

bjp
ବିଜେପିରେ ମିଶିଲେ ୫ କଂଗ୍ରେସ ବିଧାୟକ

ନୂଆଦିଲ୍ଲୀ: ମଣିପୁର ରାଜନୀତିରେ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ମଣିପୁରର ୫ ଜଣ ବିଧାୟକ କଂଗ୍ରେସ ଛାଡ଼ି ବିଜେପିରେ ମିଶିଛନ୍ତି। ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ମୁଖ୍ୟାଳୟରେ ହୋଇଥିବା ମିଶ୍ରଣ ପର୍ବରେ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ୍ ସିଂଙ୍କ ଉପସ୍ଥିତିରେ ସାମିଲ ହୋଇଛନ୍ତି। ଏମାନେ ବିଧାୟକ ପଦରୁ ଇସ୍ତଫା...

railway
ଏହି କାରଣ ପାଇଁ ବଢ଼ିଲା ପ୍ଲାଟଫର୍ମ ଟିକେଟ୍

ନୂଆଦିଲ୍ଲୀ: କରୋନାଭାଇରସକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏବେ ଭାରତୀୟ ରେଲୱେ ମଧ୍ୟ କରୋନାକୁ ରୋକିବା ପାଇଁ ବଡ଼ ନିଷ୍ପତ୍ତି ନେଇଛି। ଭାରତୀୟ ରେଲୱେ ଏବେ ପ୍ଲାଟଫର୍ମ ଟିକେଟକୁ ୫୦ ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ତେବେ କାହିଁକି ବଢ଼ିଲା ପ୍ଲାଟଫର୍ମ ଟିକେଟ୍। ଏହାର...

hardik
ବାପା ହେବା ପରେ ଗ୍ରାଉଣ୍ଡକୁ ଫେରିଲେ ହାର୍ଦ୍ଦିକ

ନୂଆଦିଲ୍ଲୀ: ନିକଟରେ ବାପା ହେବାର ସୌଭାଗ୍ୟ ଲାଭ କରିଥିବା ଟିମ୍ ଇଣ୍ଡିଆର ଷ୍ଟାର୍ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବେ କ୍ରିକେଟରୁ ଲମ୍ବା ବ୍ରେକ୍ ପରେ ମଇଦାନକୁ ଫେରିଛନ୍ତି। ସେପ୍ଟେମ୍ବରରୁ ୟୁଏଇରେ ଆରମ୍ଭ ହେବାକୁ ଥିବା ଆଇପିଏଲ୍ ପାଇଁ ପାଣ୍ଡ୍ୟା ନିଜ ଫ୍ରାଞ୍ଚାଇଜି ଟିମ୍ ମୁମ୍ବାଇ ଇଣ୍ଡିଆନ୍ସ ସହ ଯୋଗ...

ms-dhoni
'ପ୍ରଧାନମନ୍ତ୍ରୀ ମୋଦି ଚାହିଁଲେ ଧୋନି କମବ୍ୟାକ୍ କରିବେ'

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର ପୂର୍ବତନ କ୍ୟାପଟେନ୍ ମହେନ୍ଦ୍ର ସିଂହ ଧୋନି ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିସାରିଛନ୍ତି। ସ୍ୱାଧୀନତା ଦିବସ ଅବସରରେ ସନ୍ନ୍ୟାସ ନେଇ ସମସ୍ତଙ୍କୁ ଚକିତ କରିଦେଇଥିଲେ। ଆଇସିସିର ତିନୋଟି ଟ୍ରଫି ଉପରେ କବଜା କରିଥିବା ଦୁନିଆର ଏକମାତ୍ର କ୍ୟାପଟେନ୍ ଧୋନିଙ୍କର ସନ୍ନ୍ୟାସକୁ ନେଇ ଏବେ ସମସ୍ତେ ଚର୍ଚ୍ଚା...

hotel
ଅନଲକ୍-୩: ହୋଟେଲ୍ ଖୋଲିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ: ଦେଶରେ କରୋନା ତା’ର କାୟା ବିସ୍ତାର କରିବାରେ ଲାଗିଛି। କରୋନା ଯୋଗୁ ଦେଶରେ କିଛି କଟକଣା ଜାରି ରହିଥିବା ବେଳେ କିଛି କ୍ଷେତ୍ରରେ କୋହଳ ମଧ୍ୟ କରାଯାଇଛି। ଦେଶରେ ଏବେ ଅନଲକ୍-୩ ଚାଲିଥିବା ବେଳେ ଦିଲ୍ଲୀ ସରକାର ହୋଟେଲ୍ ଖୋଲିବାକୁ ଅନୁମତି ଦେଇଛନ୍ତି। ତେବେ ରାଜ୍ୟରେ ଜିମ୍...

football
ପରଲୋକରେ ଭାରତର ପୂର୍ବତନ ଫୁଟବଲର୍

ନୂଆଦିଲ୍ଲୀ: ଭାରତୀୟ ଫୁଟବଲ ଦଳର ପୂର୍ବତନ ଗୋଲକିପର ଭାସ୍କର ମୈତୀଙ୍କର ବୁଧବାର ୬୭ ବର୍ଷ ବୟସରେ ପରଲୋକ ହୋଇଛି। ନଭି ମୁମ୍ବାଇଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କ ପାଖରେ ତାଙ୍କ ପତ୍ନୀ, ପୁଅ ଓ ଝିଅ ଉପସ୍ଥିତ ଥିଲେ। ଏ ନେଇ ତାଙ୍କ...

pm-modi
ଧୋନିଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ହୃଦୟସ୍ପର୍ଶୀ ଚିଠି, କହିଲେ | pm modi writes letter to ms dhoni

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର ପୂର୍ବତନ କ୍ୟାପଟେନ୍ ମହେନ୍ଦ୍ର ସିଂହ ଧୋନି ଅଗଷ୍ଟ ୧୫ ତାରିଖରେ ସ୍ୱାଧୀନତା ଦିବସ ଅବସରରେ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଥିଲେ। ଏଥିରେ କିଛି ଜଣାଶୁଣା ବ୍ୟକ୍ତି ଧୋନିଙ୍କ କ୍ୟାରିୟରକୁ ନେଇ ଖୁବ୍ ପ୍ରଶଂସା କରିଛନ୍ତି। ଏବେ ଏଥିରେ ସାମିଲ୍ ହୋଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

saf
ଦକ୍ଷିଣ ଆଫ୍ରିକାର ଦୁଇ ଷ୍ଟାର୍ କ୍ରିକେଟର କରୋନାରେ ଆକ୍ରାନ୍ତ

ଜୋହାନସବର୍ଗ: ଧୀରେ ଧୀରେ ଆରମ୍ଭ ହେବାରେ ଲାଗିଛି ଅନ୍ତର୍ଜାତୀୟ କ୍ରିକେଟ୍। ଇତିମଧ୍ୟରେ ଇଂଲଣ୍ଡ ତା’ ଘରୋଇ ମାଟିରେ ୱେଷ୍ଟଇଣ୍ଡିଜ୍ ଓ ପାକିସ୍ତାନ ବିପକ୍ଷ ଦ୍ୱିପାକ୍ଷିକ ସିରିଜ୍ ଖେଳି ସମ୍ଭାବନାକୁ ଆହୁରି ବଢ଼ାଇ ଦେଇଛି। ଏହାଛଡ଼ା ଏବେ କ୍ୟାରିବିୟାନ୍ ପ୍ରିମିୟର୍ ଲିଗ୍ ମଧ୍ୟ ଆରମ୍ଭ ହୋଇସାରିଛି। ଆସନ୍ତାମାସଠାରୁ ଆଇପିଏଲ୍‌ ମଧ୍ୟ...

sushant
ସୁଶାନ୍ତଙ୍କ ମୃତ୍ୟୁର ଗୁମର ଖୋଲିବେ ଏହି ୪ ଅଧିକାରୀ!

ନୂଆଦିଲ୍ଲୀ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ରହସ୍ୟ ଉପରୁ ଏବେ ପରଦା ହଟାଇବ ସିବିଆଇ। ତଦନ୍ତ ପାଇଁ ଆଜି ମୁମ୍ବାଇ ଯିବ ସିବିଆଇ ତଦନ୍ତକାରୀ ଦଳ। ଏଥିପାଇଁ ଏକ ସ୍ପେଶାଲ ଇନଭେଷ୍ଟିଗେସନ ଟିମ୍ ବା ଏସ୍ଆଇଟି ଗଠନ କରାଯାଇଛି। ମୁମ୍ବାଇ ଯିବା ପୂର୍ବରୁ ଦିଲ୍ଲୀ ସିବିଆଇ ମୁଖ୍ୟାଳୟରେ SITର...

kamarn-and-ms
'ପାକିସ୍ତାନକୁ ଦରକାର ଧୋନି'

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ କ୍ୟାପଟେନ୍ ମହେନ୍ଦ୍ର ସିଂହ ଧୋନି ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିବାରେ ୫ ଦିନ ବିତି ଗଲାଣି। କିନ୍ତୁ ଏବେବି ସାରା ବିଶ୍ୱର କ୍ରିକେଟର ଧୋନିଙ୍କୁ ଶୁଭେଚ୍ଛାର ବାର୍ତ୍ତା ଦେଉଛନ୍ତି। ଏବେ ଏଥିରେ ସାମିଲ୍ ହୋଇଛନ୍ତି ପାକିସ୍ତାନ କ୍ରିକେଟ୍ ଟିମର ୱିକେଟକିପର କାମରାନ...

cbi
ମୁମ୍ବାଇରେ ପହଞ୍ଚିଲା ସିବିଆଇ ଟିମ୍

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାର ଖୋଳତାଡ ପାଇଁ ମୁମ୍ବାଇରେ ପହଞ୍ଚିଲା ସିବିଆଇ ଟିମ୍। ସିବିଆଇ ଟିମର ୪ ଜଣ ଅଧିକାରୀ ମୁମ୍ବାଇରେ ପହଞ୍ଚିଛନ୍ତି। ସେହିପରି ଆଉ ଏକ ଟିମ୍ ବିଳମ୍ବିତ ରାତିରେ ମୁମ୍ବାଇରେ ପହଞ୍ଚିବ। ମୁମ୍ବାଇ ପହଞ୍ଚିଥିବା ସିବିଆଇ ଟିମକୁ କ୍ୱାରେଣ୍ଟିନରେ ରହିବାକୁ ପଡ଼ିବନି।...

raina
ଧୋନିଙ୍କ ପରେ ରାଇନାଙ୍କୁ ବି ଚିଠି ଲେଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦିନକ ତଳେ ମହେନ୍ଦ୍ର ସିଂହ ଧୋନିଙ୍କୁ ଚିଠି ଲେଖିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତର ପୂର୍ବତନ ଅଲରାଉଣ୍ଡର ତଥା ଜବରଦସ୍ତ ଫିଲ୍ଡର ସୁରେଶ ରାଇନାଙ୍କୁ ମଧ୍ୟ ଚିଠି ଲେଖିଛନ୍ତି। ରାଇନା ମଧ୍ୟ ଅଗଷ୍ଟ ୧୫ ତାରିଖରେ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

rohit
ରୋହିତ ଶର୍ମାଙ୍କ ସମେତ ୫ଜଣଙ୍କୁ 'ଖେଳ ରତ୍ନ', ଦୂତୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ: ଚଳିତ ବର୍ଷର ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ନାଁ ଘୋଷଣା କରାଯାଇଛି। ଟିମ୍ ଇଣ୍ଡିଆର ଷ୍ଟାର୍ ଓପନିଂ ବ୍ୟାଟ୍ସମ୍ୟାନ୍ ରୋହିତ୍ ଶର୍ମାଙ୍କ ସମେତ ଏଥର ୫ଜଣଙ୍କୁ ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ରାଜୀବ ଗାନ୍ଧି ‘ଖେଳ ରତ୍ନ’ ପୁରସ୍କାରରେ ସମ୍ମାନିତ କରାଯିବ। ସେହିପରି ଓଡ଼ିଶାର...

covid
କେବେ ଆସିବ କରୋନା ଭ୍ୟାକସିନ୍? ସୂଚନା ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

ନୂଆଦିଲ୍ଲୀ: ଭାରତରେ କରୋନା ଭାଇରସ୍ ଦ୍ରୁତ ଗତିରେ ବ୍ୟାପି ଚାଲିଥିବା ବେଳେ କରୋନା ଭ୍ୟାକସିନକୁ ନେଇ ଦେଶବାସୀଙ୍କ ପାଇଁ ଆଶ୍ୱସ୍ତିକର ମିଳିଛି। ଯଦି ଟ୍ରାଏଲ୍ ପ୍ରକ୍ରିୟା ଠିକଠାକ୍ ଚାଲେ, ତାହେଲେ ଚଳିତ ବର୍ଷ ଶେଷ ସୁଦ୍ଧା ଭାରତରେ କରୋନା ଭ୍ୟାକସିନ୍ ଉପଲବ୍ଧ ହେବ ବୋଲି କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରୀ...

msd
ହସି ହସି ୟୁଏଇ ଚାଲିଲେ ଧୋନି

ଚେନ୍ନାଇ: ତିନିଥରର ଚାମ୍ପିୟନ୍ ଚେନ୍ନାଇ ସୁପର୍ କିଙ୍ଗସ୍ (ସିଏସକେ) ଟିମ୍ ଆଇପିଏଲ୍-୨୦୨୦ ଅଭିଯାନରେ ବାହାରିଛି। ଶୁକ୍ରବାର ମହେନ୍ଦ୍ର ସିଂହ ଧୋନିଙ୍କ ନେତୃତ୍ୱରେ ଟିମ୍ ୟୁଏଇ ଅଭିମୁଖେ ଯାତ୍ରା କରିଛି। ୟୁଏଇ ଗସ୍ତ ପୂର୍ବରୁ ଚେନ୍ନାଇ ଫ୍ରାଞ୍ଚାଇଜି ତା’ର ଅଫିସିଆଲ୍ ଟ୍ୱିଟର୍ ହ୍ୟାଣ୍ଡଲରେ ଖେଳାଳିଙ୍କ ଫଟୋ ପୋଷ୍ଟ କରିଛି। ଏଥିରେ...

election
ନିର୍ବାଚନ ପାଇଁ ଜାରି ହେଲା ନୂଆ ଗାଇଡଲାଇନ୍

ନୂଆଦିଲ୍ଲୀ: ନିର୍ବାଚନ ବେଳେ ଡୋର୍ ଟୁ ଡୋର କ୍ୟାମ୍ପେନିଂରେ ରହିବେ ୫ ଜଣ ବ୍ୟକ୍ତି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଭାରତୀୟ ନିର୍ବାଚନ କମିଶନ ପକ୍ଷରୁ ଜାରି ହୋଇଛି ଏହି ଗାଇଡଲାଇନ। ଆଗାମୀ ନିର୍ବାଚନ ଓ ଉପନିର୍ବାଚନ ବେଳେ କିପରି ପ୍ରଚାର ହେବ ଏବଂ ଭୋଟିଂ ହେବ ସେ...

child
୧୪ ମାସରେ ୮ ଶିଶୁକନ୍ୟା ଜନ୍ମ କଲେ ୬୫ ବର୍ଷୀୟା ମହିଳା!

ମୁଜାଫରପୁର: ବିହାରର ମୁଜଫରପୁରରେ ସରକାରୀ ଯୋଜନାରେ ସାଙ୍ଘାତିକ ଘୋଟାଲାର ଏକ ଆଶ୍ଚର୍ଯ୍ୟ କଲା ଭଳି ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ୬୫ ବର୍ଷୀୟ ମହିଳା ୧୪ ମାସ ଭିତରେ ୮ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହା ଶୁଣିଲେ ଯିଏ ହେଉ ନା କାହିଁକି ଆଶ୍ଚର୍ଯ୍ୟ ହେବେ।...

hall-of-fame
ଆଇସିସି 'ହଲ୍ ଅଫ୍ ଫେମ୍'ରେ ସାମିଲ୍‌ ହେଲେ ଏସିଆର ବ୍ରାଡମ୍ୟାନ୍

ନୂଆଦିଲ୍ଲୀ: ଏସିଆର ବ୍ରାଡମ୍ୟାନ୍ କୁହାଯାଉଥିବା ପାକିସ୍ତାନର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍ ଜାହିର୍ ଆବାସଙ୍କୁ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ‘ହଲ୍‌ ଅଫ୍ ଫେମ’ରେ ସାମିଲ୍‌ କରିଛି। ତାଙ୍କ ବ୍ୟତୀତ ଦକ୍ଷିଣ ଆଫ୍ରିକାର କିମ୍ବଦନ୍ତୀ ଅଲରାଉଣ୍ଡର ଜ୍ୟାକ୍ କାଲିସ୍ ଏବଂ ପୁନେରେ ଜନ୍ମିତ ଅଷ୍ଟ୍ରେଲିଆର ମହିଳା କ୍ରିକେଟ୍ ଦଳର ପୂର୍ବତନ କ୍ୟାପଟେନ୍...

hand
ଏକାଥରକେ ପରିବାରର ୫ ସଦସ୍ୟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୋପାଳ: ମଧ୍ୟପ୍ରଦେଶର ଟିମକଗଡ଼ରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ରିଟାୟର୍ଡ ସରକାରୀ କର୍ମଚାରୀଙ୍କ ସମେତ ତାଙ୍କ ପତ୍ନୀ ଏବଂ ପରିବାର ଅନ୍ୟ ତିନି ସଦସ୍ୟଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଛି। ମୃତକଙ୍କ ମଧ୍ୟରେ ଏକ ୪ ବର୍ଷର ପିଲା ମଧ୍ୟ ଥିଲା। ପଡ଼ୋଶୀଙ୍କଠାରୁ ଖବର...

ganesha
ଏବର୍ଷ ମାର୍କେଟରୁ ଉଭାନ ଚାଇନିଜ୍ ଗଣେଶ ମୂର୍ତ୍ତି

ନୂଆଦିଲ୍ଲୀ: କୋଭିଡ୍‌-୧୯ ତଥା ଚୀନ୍ ସହ ସୀମା ବିବାଦର ପ୍ରଭାବ ଚଳିତବର୍ଷର ଗଣେଶ ପୂଜା ଉପରେ ପଡ଼ିଛି। ଗୋଟିଏ ପଟେ କୋଭିଡ୍‌-୧୯ କାରଣରୁ ସରକାର ସାର୍ବଜନୀନ ସ୍ଥାନରେ ପୂଜା କରିବାକୁ ମନା କରିଛନ୍ତି। ଅନ୍ୟପକ୍ଷରେ ଚୀନ୍ ସହ ଚାଲିଥିବା ବିବାଦ କାରଣରୁ ଦେଶରେ ଚାଇନିଜ୍ ସାମଗ୍ରୀ ପ୍ରତି ଆକ୍ରୋଶ...