• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Ranjeet Kumar Jena

Ranjeet Kumar Jena

Editor

Posts by Ranjeet Kumar Jena

kangna
କଙ୍ଗନାଙ୍କୁ ମିଳିଲା Y ପ୍ଲସ୍ ଶ୍ରେଣୀ ସୁରକ୍ଷା ବ୍ୟବସ୍ଥା

ମୁମ୍ବାଇ: ସୁଶାନ୍ତି ସିଂହ ରାଜପୁତ୍ କଙ୍ଗନା ରନାୱତ ଏବଂ ଶିବସେନା ନେତାଙ୍କ ମଧ୍ୟରେ ବାକ୍ ଯୁଦ୍ଧ ଶେଷ ହେବାର ନାଁ ନେଉନାହିଁ। ଏହା ବିବାଦ ମଧ୍ୟରେ ଅଭିନେତ୍ରୀ କଙ୍ଗନା ଆସନ୍ତା ୯ ତାରିଖରୁ ମୁମ୍ବାଇ ପହଞ୍ଚୁଛନ୍ତି। ତେବେ ଶିବସେନା ମୁଖପାତ୍ର ସଞ୍ଜୟ ରାଉତଙ୍କ ସହ ବିବାଦ ବଢ଼ିବା ପରେ...

congress
'ସାଂସଦ ଅନୁଭବ ମହାନ୍ତି ଯୁକ୍ତ ଦୁଇ ଫେଲ୍'

ଭୁବନେଶ୍ୱର: ଅନୁଭବ ମହାନ୍ତିଙ୍କ ବିରୋଧରେ ଘରୋଇ ହିଂସା ମାମଲା ପରେ ସାଂସଦ ଭାବେ ସେ ଶିକ୍ଷାଗତ ଯୋଗ୍ୟତାର ମିଥ୍ୟା ସତ୍ୟପାଠ ପ୍ରସଙ୍ଗକୁ ପୁଣି ଉଠାଇଛି କଂଗ୍ରେସ। ଅନୁଭବ ଖ୍ରୀଷ୍ଟ କଲେଜରେ ଯୁକ୍ତ ଦୁଇ ଫେଲ ହୋଇଥିବା ବେଳେ କନ୍ଦରପୁର କଲେଜରେ କେମିତି ନାମ ଲେଖାଇଲେ ବୋଲି ପୁରୁଣା ପ୍ରଶ୍ନକୁ...

ojee
ସ୍ଥଗିତ ହେଲା OJEE ଅନ୍‌ଲାଇନ ପରୀକ୍ଷା

ଭୁବନେଶ୍ୱର: ମହାମାରୀ କରୋନା ପାଇଁ ସ୍ଥଗିତ ହେଲା OJEE ଅନ୍‌ଲାଇନ ପରୀକ୍ଷା। ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। OJEE ଅନ୍‌ଲାଇନ ପରୀକ୍ଷା ସେପ୍ଟେମ୍ୱର ୯ରୁ ୧୫ ତାରିଖ ଯାଏଁ ହେବା ପାଇଁ ସ୍ଥିର ହୋଇଥିଲା। ଏଥିପାଇଁ ରାଜ୍ୟରେ ୨୧ଟି ଓ...

anubhab
'ମୁଁ ବର୍ଷାଙ୍କୁ ବହୁତ ସମ୍ମାନ କରେ'

କଟକ (ଓଡ଼ିଶା ରିପୋର୍ଟର): ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମାମଲା ଏବେ ଘନେଇବାରେ ଲାଗିଛି। ଏହାକୁ ନେଇ ଆଜି ପ୍ରଥମେ ବର୍ଷା ସୋସିଆଲ୍ ମିଡିଆରେ ମୁହଁ ଖୋଲିଛନ୍ତି। ସେହିପରି ଦୁଇ ଦିନର ନୀରବତା ପରେ ଅନୁଭବ ମଧ୍ୟ ମୁହଁ ଖୋଲିଛନ୍ତି। ବର୍ଷାଙ୍କ ସହ...

commoando
SSF କମାଣ୍ଡୋ ନିମା ତେନଜିନଙ୍କୁ ଅଶ୍ରୁଳ ବିଦାୟ

ନୂଆଦିଲ୍ଲୀ: ଭାରତ-ଚୀନ୍ ସୀମାରେ ସହିଦ ହୋଇଥିବା ସ୍ପେଶାଲ୍ ଫ୍ରଣ୍ଟିୟର ଫୋର୍ସ କମାଣ୍ଡୋ ନିମା ତେନଜିନଙ୍କୁ ଅଶ୍ରୁଳ ବିଦାୟ ଦିଆଯାଇଛି। ଲେହରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ସମ୍ମାନ ସହ ତେନଜିନଙ୍କ ଅନ୍ତିମ ସଂସ୍କାର କରାଯାଇଛି। ଯବାନଙ୍କ ମରଶରୀରକୁ SSFର ସ୍ୱତନ୍ତ୍ର ଟ୍ରକରେ ଏସକର୍ଟ କରି ଲେହକୁ ଅଣାଯାଇଥିଲା। ତେନଜିନଙ୍କ ମରଶରୀରକୁ ଉଭୟ...

barsha
ଅନୁଭବଙ୍କ ଘରେ ପହଞ୍ଚିଲା ପୋଲିସ୍

ଭୁବନେଶ୍ୱର: ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ତିକ୍ତ ସମ୍ପର୍କ ଏବେ ଅଧିକ ବିବାଦୀୟ ହେବାରେ ଲାଗିଛି। ଏହିକ୍ରମରେ ବର୍ଷା ୧୦୦ ଡାଏଲ୍ କରି ସୁରକ୍ଷା ମାଗିଛନ୍ତି। ଏହା ପରେ ସାଂସଦ ଅନୁଭବ ମହାନ୍ତିଙ୍କ କଟକ ନନ୍ଦିସାହି ଘରେ ପହଞ୍ଚିଛି...

chinmayee 1
ଥାନାରେ ଏତଲା ଦେଲେ ଆଦିତ୍ୟଙ୍କ ବାନ୍ଧବୀ ଚିନ୍ମୟୀ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଆଦିତ୍ୟ ଦାଶ ମୃତ୍ୟୁ ଘଟଣାରେ ଆଉ ଏକ ନୂଆ ଟୁଇଷ୍ଟ ସାମ୍ନାକୁ ଆସିଛି। ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କ ନାଁରେ ବାଲେଶ୍ୱର ଜିଲ୍ଲା ଖଇରା ଥାନାରେ ଏତଲା ଦେଇଛନ୍ତି ଆଦିତ୍ୟଙ୍କ ବାନ୍ଧବୀ ଚିନ୍ମୟୀ ମହାପାତ୍ର। ଏହାଛଡ଼ା ବିସ୍ମିତ ଦାଶ ଓ ଅନ୍ୟ କେତେକ ଲୋକଙ୍କ ନାମରେ...

bmc
ଆଜି ବିଏମସିରୁ ଆଉ ୩୯୪ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟିନରୁ ୧୫୯ ଓ ଲୋକାଲ କେସ ୨୩୫ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରି ସୂଚନା ଦେଇଛି। ଏହାଛଡ଼ା ୩୦୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on...

corona1
ଆଜି ରାଜ୍ୟରେ ସୁସ୍ଥ ହେଲେ ୩୦୩୪

ଭୁବନେଶ୍ୱର: ରାଜ୍ୟରେ କରୋନାଜନିତ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର ବୃଦ୍ଧି ପାଇ ଚାଲିଛି। ତେବେ ଏହା ମଧ୍ୟରେ ସୁସ୍ଥ ସଂଖ୍ୟାରେ ବେଶ୍ ବୃଦ୍ଧି ପାଇଛି। ଆଜି ରାଜ୍ୟରେ ୩୦୩୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୯୯ ହଜାର ୩୯୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।...

jitendriya
ଭୁଶୁଡ଼ିଲା ପଦ୍ମଶ୍ରୀ ଜିତେନ୍ଦ୍ରୀୟ ହରିପାଲଙ୍କ ଘର

ସମ୍ୱଲପୁର: ପଦ୍ମଶ୍ରୀ ଜିତେନ୍ଦ୍ରୀୟ ହରିପାଲଙ୍କ ଝାଟିମାଟି ଘର ବର୍ଷାରେ ଭୁଶୁଡ଼ି ପଡ଼ିଛି। ରଙ୍ଗବତୀ ଗୀତ ପାଇଁ ଦେଶ ବିଦେଶରେ ପରିଚିତ ସୁପ୍ରସିଦ୍ଧ ଗାୟକ ଜିତେନ୍ଦ୍ରୀୟ ହରିପାଲ ରହୁଥିବା ସମ୍ବଲପୁର ଷ୍ଟେସନପଡ଼ାସ୍ଥିତ ନୂଆଣିଆ ଚାଳ ଘରର କିଛି ଅଂଶ ଆଜି ଭୁଶୁଡ଼ି ପଡ଼ିଛି। ଫଳରେ ହରିପାଲଙ୍କ ୧୧ ପ୍ରାଣୀ କୁଟୁମ୍ବ...

rhea
ରିୟାଙ୍କୁ ପୁଣି ମାରାଥନ ଜେରା

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତଙ୍କ ରହସ୍ୟଜନକ ମୃତ୍ୟୁ ମାମଲାରେ ଫସିଥିବା ବାନ୍ଧବୀ ରିୟା ଚକ୍ରବର୍ତ୍ତିଙ୍କୁ କ୍ରମାଗତ ୨ୟ ଦିନରେ ଜେରା କରିଛି ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ (NCB)। ଭାଇ ସୌଭିକ ଚକ୍ରବର୍ତ୍ତି ସମେତ ସୁଶାନ୍ତଙ୍କ ଘରୋଇ ସହାୟକ ସାମୁଏଲ୍ ମିରାଣ୍ଡା ଏବଂ ଡ୍ରଗ୍ସ ସିଣ୍ଡିକେଟର ଅନ୍ୟତମ ସକ୍ରିୟ ସଦସ୍ୟ...

bars1
ବର୍ଷାଙ୍କ ଜୀବନକୁ ବିପଦ!, ମାଗିଲେ ପୋଲିସ୍ ସୁରକ୍ଷା

କଟକ: ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଚାଲିଥିବା ପାରିବାରିକ ତିକ୍ତତା ଦିନକୁ ଦିନକୁ ଅଧିକ ତୀବ୍ରତର ହେବାରେ ଲାଗିଛି। ଏବେ ବର୍ଷା ନିଜ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ପୋଲିସକୁ ସୁରକ୍ଷା ମାଗିଛନ୍ତି। ଏଥିପାଇଁ ବର୍ଷା ପୁରୀଘାଟ ଥାନାରେ ଅଭିଯୋଗ...

border
୪୫ ବର୍ଷ ପରେ ଭାରତ-ଚୀନ୍ ସୀମାରେ ଗୁଳିମାଡ଼!

ନୂଆଦିଲ୍ଲୀ: ଏଲ୍ଏସିରେ ଭାରତ ଓ ଚୀନ୍ ମଧ୍ୟ ଲଗାତର ସ୍ଥିତି ଖରାପ ହେବାରେ ଲାଗିଛି। ପ୍ରାୟ ତିନିମାସ ଧରି ଲଦାଖରେ ଭାରତ ଓ ଚୀନ୍ ମଧ୍ୟରେ ହୋଇଥିବା ଉତ୍ତେଚନା ଥମିବାର ନାଁ ନେଉନାହିଁ। ସୋମବାର ବିଳମ୍ବିତ ରାତିରେ ପାଙ୍ଗଙ୍ଗ ଅଞ୍ଚଳରେ ଏଲଏସି ନିକଟରେ ଭାରତ ଓ ଚୀନ୍ ସେନା...

elect
ଘରେ ଜଳୁଛି ମାତ୍ର ଗୋଟିଏ ବଲ୍‌ବ, କିନ୍ତୁ ବିଲ୍...

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ପାଲୁରୁପାଡ଼ୁ ଗ୍ରାମରେ ବିଦ୍ୟୁତ ବିଭ୍ରାଟ ଦେଖା ଦେଇଛି। ବର୍ଷେ ଧରି ଆସିଲାନି ବିଦ୍ୟୁତ ବିଲ୍, ଆଉ ଯେତେବେଳେ ବିଲ୍ ଆସିଲା, ତାହା ଦେଖି ସମସ୍ତଙ୍କ ହୋସ୍ ଉଡ଼ିଯାଇଛି। ବିଦ୍ୟୁତ ବିଭାଗର ତ୍ରୁଟିପୂର୍ଣ୍ଣ ନୀତି କାରଣରୁ ଗ୍ରାହକମାନଙ୍କ ପାଖକୁ ହଜାରେ କି ଦୁଇ ହଜାର ନୁହେଁ...

covid19
କମିଲା ଆକ୍ରାନ୍ତଙ୍କ ସଂଖ୍ୟା, କିନ୍ତୁ ଦିନକରେ ରେକର୍ଡ ସଂଖ୍ୟକ ମୃତ୍ୟୁ

ନୂଆଦିଲ୍ଲୀ: ଗତ କିଛି ଦିନ ହେବ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଥିଲା। କିନ୍ତୁ ଏହା ତୁଳନାରେ ସୋମବାର କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ପାଇଛି। ଦେଶରେ ଗତ ୨୪ ଘଣ୍ଟା ଭିତରେ ୭୫,୮୦୯ ପଜିଟିଭ୍ ଚିହ୍ନଟ ହୋଇଛି। ଏହାକୁ ମିଶାଇ ଦେଶରେ ମୋଟ...

coronavirus-1
ରାଜ୍ୟରେ ଆଉ ୩୪୯୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୪୯୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୦୯୪ କ୍ୱାରେଣ୍ଟିନ୍ ଏବଂ ୧୩୯୬ ଲୋକାଲ୍ କେସ୍ ବାହାରିଛି। ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୫୩୫...

covid1
ରାଜ୍ୟରେ କରୋନା ନେଲା ଆଉ ୧୩ ଜୀବନ

ଭୁବନେଶ୍ୱର: ଆଜି ରାଜ୍ୟରେ କରୋନା ଯୋଗୁ ୧୩ଜଣଙ୍କର ମୃତ୍ୟୁ ହୋଇଛି। ଏ ନେଇ  ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୯୬ରେ ପହଞ୍ଚିଛି। ସେଥିମଧ୍ୟରୁ ପୁରୀରୁ ସର୍ବାଧିକ ତିନିଜଣଙ୍କ ମୃତ୍ୟୁ ହୋଇଛି। ପୁରୀର ଜଣେ ୭୦ ବର୍ଷୀୟ...

attack1
ବ୍ୟବସାୟୀଙ୍କୁ ଖଣ୍ଡାରେ ଆକ୍ରମଣ କରି ଲୁଟ୍

ପିପିଲି: ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ପାଲଟିଛି ଲୁଟେରାଙ୍କ ଚରାଭୂଇଁ। ପୁରୀ ଜିଲ୍ଲା ପିପିଲି ଥାନା ଅଂଚଳର ତେଇଶପୁର ବଜାର ନିକଟରେ ଜଣେ ପରିବା ବ୍ୟବସାୟୀଙ୍କୁ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣଇ ଲୁଟ୍ କରିଛନ୍ତି। ବ୍ୟବସାୟୀଙ୍କ ହାତ, ଗୋଡକୁ ହାଣି ଦେଇଛନ୍ତି ଦୁର୍ବୃତ୍ତ। ଏହା ସହ ବ୍ୟବସାୟୀଙ୍କଠାରୁ ୫୦ ହଜାର...

barsha
ନିଜ କୁପଥଗାମୀ ସ୍ୱାମୀଙ୍କୁ ସୁପଥକୁ ଆଣିବା ପାଇଁ ଶାଶୁଘରେ ରହିବେ ବର୍ଷା

କଟକ: ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ତିକ୍ତତା ତୀବ୍ରତର ହେବାରେ ଲାଗିଛି। ନିଜ ଜୀବନ ପ୍ରତି ବିପଦ ଥିବା କହି କଟକ ପୁରୀଘାଟ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ବର୍ଷା। ଅନୁଭବଙ୍କ ଘରେ ତାଙ୍କ ଜୀବନ ପ୍ରତି ବିପଦ ଥିବା ଦର୍ଶାଇଛନ୍ତି। ତେବେ...