• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Ranjeet Kumar Jena

Ranjeet Kumar Jena

Editor

Posts by Ranjeet Kumar Jena

naxal
ଗୁଳିବିନିମୟରେ ୨ ମାଓବାଦୀ ସଫା

ମାଲକାନଗିରି: ମାଲକାନଗିରି ସୀମାନ୍ତ ତେଲେଙ୍ଗାନାର ଚେରଲା ମଣ୍ଡଳରେ ମାଓବାଦୀ ଏବଂ ପୋଲିସ ମଧ୍ୟରେ ଗୁଳିବିନିମୟ ହୋଇଛି। ଯେଉଁଥିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ମାଓବାଦୀଙ୍କ ନିକଟରୁ ଗୋଟିଏ ବନ୍ଧୁକ ସହ ବ୍ୟାପକ ଗୁଳିଗୋଳା ଜବତ କରିଛି ପୋଲିସ। ଚେରଲାମଣ୍ଡଳର ଭାଡ଼ିପେଟା ଏବଂ ପୁସୁଗୁପା ଅଂଚଳରେ ନକ୍ସଲ ଏକାଠି ହୋଇଥିବା...

GRS
ଦୁର୍ଘଟଣାରେ ଚାଲିଗଲା ଜିଆରଏସଙ୍କ ଜୀବନ

ମାଲକାନଗିରି: ମାଲକାନଗିରି ଜିଲ୍ଲା ମାଥିଲି ଥାନା ପଙ୍ଗାମ ନିକଟରେ ପୋଲିସ ଗାଡ଼ି ଧକ୍କାରେ ନାୟକଗୁଡ଼ା ପଞ୍ଚାୟତ ଜିଆରଏସ୍ ବଲରାଜୁ ସାହୁଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ମାଥିଲି ଥାନା ଆଇଆଇସିଙ୍କ ସମେତ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ମାଥିଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଏସଆଇ...

riya
ଗିରଫ ହେଲେ ରିୟା ଚକ୍ରବର୍ତ୍ତି

ମୁମ୍ବାଇ: ଶେଷରେ ଯାହା ଆଶଙ୍କା କରାଯାଉଥିଲା, ସେୟା ଘଟିଲା। ସୁଶାନ୍ତଙ୍କ ଗାର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତି ଗିରଫ ହୋଇଛନ୍ତି। ତିନିଦିନର ମାରାଥନ ଜେରା ପରେ ଆଜି ରିୟାଙ୍କୁ ଗିରଫ କରିଛି ନାର୍କୋଟିସ୍ କଣ୍ଟ୍ରୋଲ୍ ବ୍ୟୁରୋ (ଏନସିବି)। ରିୟାଙ୍କ ବିରୋଧରେ ଡ୍ରଗ୍ସ ନେବା ସହ ଆଉ କିଛି ଗୁରୁତର ଅଭିଯୋଗ ଆସିଥିଲା,...

vaccine
ଖୁସିଖବର, ସାଧାରଣ ଲୋକଙ୍କ ପାଇଁ ଲଞ୍ଚ୍ ହେଲା ପ୍ରଥମ କରୋନା ଭ୍ୟାକସିନ୍

ନୂଆଦିଲ୍ଲୀ: କରୋନା ମହାମାରୀ ଭିତରେ ଆସିଲା ଖୁସି ଖବର। ରୁଷ୍ ପକ୍ଷରୁ ପ୍ରସ୍ତୁତ ହୋଇଥିବା କରୋନା ଭ୍ୟାକସିନ୍ ସ୍ପୁଟନିକ୍-V ଏବେ ସାଧାରଣ ଲୋକଙ୍କ ପାଇଁ ଲଞ୍ଚ କରାଯାଇଛି। ରୁଷ୍ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହାର ସୂଚନା ଦିଆଯାଇଛି। ଏହି କରୋନା ଭ୍ୟାକସିନ୍ ପ୍ରାଥମିକ ପର୍ଯ୍ୟାୟରେ ଭଲ ରେଜଲ୍ଟ ଦେଉଥିବା...

dam
ହୀରାକୁଦ ଡ୍ୟାମ୍‌କୁ ଖସିଲା ହାଇୱା

ଝାରସୁଗୁଡ଼ା: ହୀରାକୁଦ ଜଳଭଣ୍ଡାରରେ ଘଟିଲା ଅଘଟଣ। ହୀରାକୁଦ ଜଳଭଣ୍ଡାର ରଂପେଲା ସେତୁ ଉପରୁ ଏକ ହାଇୱା ଖସିପଡ଼ିଛି। ଫଳରେ ଦୁଇ ନିଖୋଜ ହୋଇଯାଇଛନ୍ତି। ମତ୍ସ୍ୟଜୀବୀମାନେ ଆଦିତ୍ୟ ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଉଦ୍ଧାର କରିଛନ୍ତି। ଏବେବି ଅନ୍ୟ ୨ ଜଣ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ...

ganja
୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ୱର: ବାଇଗଣ ଓ ବନ୍ଧାକୋବି ବୋଝେଇ ଟ୍ରକ୍‌ରୁ ଜବତ ହେଲା ଗଞ୍ଜେଇ। ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ଟ୍ରକ୍‌କୁ ଭୁବନେଶ୍ୱର ଖଣ୍ଡଗିରି ନିକଟରୁ ଜବତ କରାଯାଇଛି। ଟ୍ରକ୍‌ରୁ ସାଢ଼େ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୮୦ ଲକ୍ଷ ଟଙ୍କା ହେବ।...

kan
ମୁମ୍ବାଇରେ ପହଞ୍ଚିଲେ କଙ୍ଗନା ରଣାୱତ

bollywood Actress Kangana Ranaut arrives at Mumbai's Chhatrapati Shivaji Maharaj International Airport

kangna1
'ଉଦ୍ଧବ, ଆଜି ମୋ ଘର ଭାଙ୍ଗିଛ, କାଲି ତୁମ ଗର୍ବ ଭାଙ୍ଗିବ'

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ମୁମ୍ବାଇରେ ପହଞ୍ଚିବା ମାତ୍ରକେ ନିଜର ଦମ୍ ଦେଖାଇଛନ୍ତି। କଙ୍ଗନା ନିଜର ଅଫିସିଆଲ୍ ଟୁଇଟର୍ ଆକାଉଣ୍ଟରେ ଏକ ଭିଡିଓ ପୋଷ୍ଟ କରି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନାଁ ନେଇ ତାଙ୍କୁ ସିଧାସଳଖ ଟାର୍ଗେଟ୍ କରିଛନ୍ତି। କଙ୍ଗନା କହିଛନ୍ତି, ଉଦ୍ଧବ ଠାକରେ ତୁମକୁ...

sadashiv
ନବରଙ୍ଗପୁର ବିଧାୟକ କରୋନାରେ ଆକ୍ରାନ୍ତ

ନବରଙ୍ଗପୁର: କରୋନାରେ ଆକ୍ରାନ୍ତ ହୋଇଛନ୍ତି ଆଉଜଣେ ବିଧାୟକ। ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। କେବଳ ସେ ନୁହନ୍ତି, ତାଙ୍କ ପତ୍ନୀ କୌଶଲ୍ୟା ପ୍ରଧାନୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କିଛି ଦିନ ତଳେ ସଦାଶିବଙ୍କ ନିକଟରେ କରୋନା ଲକ୍ଷଣ ଦେଖା ଯାଉଥିଲା ଏବଂ...

sravani1
ଦୁଃଖଦ ଖବର, ତେଲୁଗୁ ଅଭିନେତ୍ରୀଙ୍କ ଆତ୍ମହତ୍ୟା

ହାଇଦ୍ରାବାଦ: ହିନ୍ଦି ଟିଭି ଇଣ୍ଡଷ୍ଟ୍ରୀ ପରେ ଏବେ ତେଲୁଗୁ ଟିଭି ଇଣ୍ଡଷ୍ଟ୍ରୀରୁ ମଧ୍ୟ ଦୁଃଖଦ ଖବର ଆସିଛି। ଲୋକପ୍ରିୟ ତେଲୁଗୁ ଟିଭି ଅଭିନେତ୍ରୀ ଶ୍ରାବଣୀ କୋଣ୍ଡାପଲୀ ମଙ୍ଗଳବାର ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମିଳିଥିବା ଖବର ଅନୁଯାୟୀ, ମଙ୍ଗଳବାର ରାତିରେ ହାଇଦ୍ରାବାଦ ସ୍ଥିତ ନିଜ ଘରୁ ଶ୍ରାବଣୀଙ୍କର...

trump
ନୋବେଲ୍ ଶାନ୍ତି ପୁରସ୍କାର ପାଇଁ ଟ୍ରମ୍ପ୍‌ଙ୍କ ନାଁ ସୁପାରିସ୍

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାଁ ୨୦୨୧ର ନୋବେଲ୍ ଶାନ୍ତି ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଇସ୍ରାଏଲ୍ ଓ ୟୁଏଇ ମଧ୍ୟରେ ଐତିହାସିକ ଶାନ୍ତି ବୁଝାମଣା କରାଇବାରେ ମୁଖ୍ୟ ସୂତ୍ରଧର ଲାଗି ଟ୍ରମ୍ପଙ୍କୁ ମନୋନୀତ କରାଯାଇଛି। ନରୱେର ସଂସଦ ଖ୍ରୀଷ୍ଟିଆନ୍ ଟାଇବ୍ରିଙ୍ଗ୍-ଗଜେଡ୍, ଟ୍ରମ୍ପଙ୍କ ନାଁ ଏହି ପୁରସ୍କାର...

malan
ହଟିଲେ ବାବର, ମଲାନ୍ ନୂଆ ନମ୍ବର ୱାନ୍ ଟି-୨୦ ବ୍ୟାଟ୍ସମ୍ୟାନ୍

ନୂଆଦିଲ୍ଲୀ: ପାକିସ୍ତାନୀ ଦିନିକିଆ ଓ ଟି-୨୦ ଦଳର କ୍ୟାପଟେନ୍ ବାବର ଆଜମଙ୍କୁ ଶକ୍ତ ଝଟକା ଲାଗିଛି। ଆଜମ ଟି-୨୦ ରାଙ୍କିଙ୍ଗର ଶୀର୍ଷ ହରାଇଛନ୍ତି। ବୁଧବାର ଆଇସିସି ପକ୍ଷରୁ ଜାରି ହୋଇଥିବା ସଦ୍ୟ ଟି-୨୦ ରାଙ୍କିଙ୍ଗରେ ବାବରଙ୍କୁ ହଟାଇ ଇଂଲଣ୍ଡର ବାମହାତୀ ବ୍ୟାଟ୍ସମ୍ୟାନ୍ ଡେୱିଡ୍ ମଲାନ୍ ଏକ ନମ୍ବର ସ୍ଥାନ...

lighting
ଆକାଶରୁ ଖସିଲା ମୃତ୍ୟୁ, ନେଲା ୨ ଜୀବନ

ଅନୁଗୁଳ: ଆକାଶରୁ ଖସିଲା ମୃତ୍ୟୁ। ନେଇଗଲା ଦୁଇ ଯୁବକଙ୍କ ଜୀବନ। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ ସିପିବି ଟାଙ୍କି ହଟିଂରେ। ବର୍ଷା ହେବାରୁ ଦୁଇ ଜଣ ଯୁବକ ଗଛ ମୂଳରେ ଛିଡ଼ା ହୋଇଥିଲେ। ହଠାତ୍ ଏହି ସମୟରେ ବଜ୍ରପାତ ହେବାରୁ...

bmc
ବିଏମସିରୁ ଆଉ ୪୨୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଜି ଆଉ ୪୨୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟିନ୍‌ରୁ ୧୯୧ ଓ ଲୋକାଲ କେସ୍‌ ୨୩୬ ଚିହ୍ନଟ ହୋଇଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଟ୍ୱିଟ୍‌ କରି ସୂଚନା ଦେଇଛି। Update on newly detected & cured...

vac
ଭାରତରେ ବନ୍ଦ ହେବନି ଅକ୍ସଫୋର୍ଡ ୟୁନିଭର୍ସିଟି କରୋନା ଭ୍ୟାକସିନର ଟ୍ରାଏଲ୍

ନୂଆଦିଲ୍ଲୀ: ଅକ୍ସଫୋର୍ଡ ୟୁନିଭର୍ସିଟି ଦ୍ୱାରା ପ୍ରସ୍ତୁତ କରୋନା ଭ୍ୟାକସିନକୁ ବଡ଼ ଝଟକା ଲାଗିଛି। ବ୍ରିଟେନର ଫାର୍ମାସ୍ୟୁଟିକାଲ୍ସ କମ୍ପାନୀ ଆଷ୍ଟ୍ରାଜେନେକା ତା’ର ତୃତୀୟ ଓ ଅନ୍ତିମ ପର୍ଯ୍ୟାୟ ଟ୍ରାଏଲକୁ ବନ୍ଦ କରାଯାଇଛି। କିନ୍ତୁ ଭାରତରେ ଏହି ଭ୍ୟାକସିନର ଟ୍ରାଏଲ୍ ବନ୍ଦ ହେବନି ବୋଲି ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ସ୍ପଷ୍ଟ କରିଛି।...

covid19
ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହି କ୍ରମରେ ଆଜି ରାଜ୍ୟରେ ମୋଟ ୩୧୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ୧,୦୫,୨୯୫ ଜଣ ଆରୋଗ୍ୟ ଲାଭ କରିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି...

sharada
ଆଉ ନାହାନ୍ତି ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ଶାରଦା ନାୟକ

ଭୁବନେଶ୍ୱର: ଓଡ଼ିଆ ସିନେଜଗତ ପାଇଁ ଦୁଃଖଦ ଖବର। ଆଉ ନାହାନ୍ତି ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ଗୀତିକାର ଶାରଦା ପ୍ରସନ୍ନ ନାୟକ। ୯୪ ବର୍ଷ ବୟସରେ ଆଜି ତାଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏ...

kangna11
କଙ୍ଗନାଙ୍କୁ ସମର୍ଥନ କଲେ ସୁଶାନ୍ତଙ୍କ ପୂର୍ବତନ ଗାର୍ଲଫ୍ରେଣ୍ଡ ଅଙ୍କିତା

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଖୋଲାଖୋଲି ନିଜର ମତ ଉପସ୍ଥାପନା କରୁଥିବା ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଏବେ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତଙ୍କୁ ସମର୍ଥନ କରିଛନ୍ତି। ଅଙ୍କିତା କଙ୍ଗନାଙ୍କ ଫିଲ୍ମ ‘ମଣିକର୍ଣ୍ଣିକା’ର ଏକ ଫଟୋ ଶେଆର୍ କରିଛନ୍ତି। ଏଥିରେ କଙ୍ଗନା ଝାନସୀର ରାଣୀ ଲୁକରେ ନଜର...

rafael
ଆସନ୍ତାକାଲି ବାୟୁସେନାରେ ସାମିଲ୍‌ ହେବ ରାଫେଲ୍

ନୂଆଦିଲ୍ଲୀ: ଆସନ୍ତାକାଲି ଅର୍ଥାତ୍ ଗୁରୁବାର ବିଧିବଦ୍ଧ ଭାବେ ବାୟୁସେନାରେ ସାମିଲ ହେବ ଲଢୁଆ ଯୁଦ୍ଧ ବିମାନ ରାଫେଲ୍। ବାୟୁସେନାର ସେଭେଣ୍ଟିନ୍ ସ୍କ୍ୱାଡର୍ନରେ ସାମିଲ ହେବ ଏହି ଏୟାରକ୍ରାଫ୍ଟ। ଅମ୍ବାଲା ଏୟାରବେସରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ଫ୍ରାନ୍ସ ପ୍ରତିରକ୍ଷା ମନ୍ତ୍ରୀ ଫ୍ଲୋରେନ୍ସ...

thermal
କରାେନା ସଂକ୍ରମଣକୁ ରୋକିବା ପାଇଁ ରାଜଧାନୀରେ ଲାଗୁ ହେବ ଏହି ଫର୍ମୂଲା

ଭୁବନେଶ୍ୱର: କରୋନା ସଂକ୍ରମଣ ରୋକିବା ପାଇଁ ରାଜଧାନୀରେ ଲାଗୁ ହେବ ଗଞ୍ଜାମ ଫର୍ମୂଲା। ଭୁବନେଶ୍ୱରରେ ସଂକ୍ରମଣ ରୋକିବାକୁ ବ୍ୟାପକ ହେଲଥ ସ୍କ୍ରିନିଂ କରାଯିବ। ଏଥିପାଇଁ ୫୬୫ ଟି ରାପିଡ୍ ରେସପନ୍ସ ଟିମ୍ ଗଠନ କରାଯାଇଛି। ଏମାନେ ବସ୍ତି ଓ ଅନ୍ୟ ଅଞ୍ଚଳରେ ହେଲଥ ସ୍କ୍ରିନିଂ କରିବେ। ସେହିପରି ହୋମ...