• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Ranjeet Kumar Jena

Ranjeet Kumar Jena

Editor

Posts by Ranjeet Kumar Jena

jay-panda
ମଣିପୁର ଗସ୍ତରେ ବୈଜୟନ୍ତ ପଣ୍ଡା

ଭୁବନେଶ୍ୱର: ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଦୁଇ ଦିନିଆ ମଣିପୁର ଗସ୍ତ କରିଛନ୍ତି। ତାଙ୍କ ସହ ବିଜେପିର ଉତ୍ତର-ପୂର୍ବାଞ୍ଚଳ ସଂଗଠନ ମନ୍ତ୍ରୀ ଅଜୟ ଜମୱାଲ ମଧ୍ୟ ମଣିପୁର ଯାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ସପ୍ତାହକୁ ଦେଶବ୍ୟାପୀ ସେବା ସପ୍ତାହ ଭାବେ ପାଳନ କରାଯାଉଥିବା ପରିପ୍ରେକ୍ଷୀରେ ସେଠାରେ...

corona1
୨୪ ଘଣ୍ଟାରେ ସୁସ୍ଥ ହେଲେ ୩୭୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ସୁସ୍ଥ ହେଲେ ୩୭୧୪ ଜଣ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୨୫୭୩୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। 34 from Dhenkanal22...

baliguda
ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ

ବାଲିଗୁଡ଼ା: ସିଆର୍‌ପିଏଫ୍‌ କ୍ୟାମ୍ପକୁ ଫେରୁଥିବା ବେଳେ ଘଟିଲା ଅଘଟଣ। ଚାଲିଗଲା ସିଆରପିଏଫ୍ ଯବାନଙ୍କ ଜୀବନ। ଆଜି ଏମିତି ଏକ ଘଟଣା ଘଟିଛି ବାଲିଗୁଡ଼ାରେ। ସିଆର୍‌ପିଏଫ୍‌ କ୍ୟାମ୍ପକୁ ଫେରୁଥିବା ବେଳେ ବୋଲେରୋଟି ରାସ୍ତା ପାର୍ଶ୍ୱ ଗଛରେ ପିଟି ହୋଇଯାଇଥିଲା। ଫଳରେ ଜଣେ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ...

rajnath
'ଆମେ ଦେଶର ମୁଣ୍ଡକୁ ନଇଁବାକୁ ଦେବୁନି'

ନୂଆଦିଲ୍ଲୀ: ଲଦାଖ ସ୍ଥିତି ନେଇ ରାଜ୍ୟସଭାରେ ବିବୃତି ରଖିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ବିବୃତି ରଖି ଦେଶବାସୀଙ୍କୁ ଆଶ୍ୱସନା ଦେଇଛନ୍ତି ଯେ, ଦେଶର ଅଖଣ୍ଡତା ରକ୍ଷା କରିବାକୁ ସରକାର ସଂପୂର୍ଣ୍ଣ ପ୍ରତିଜ୍ଞାବଦ୍ଧ। ଏହାସହ ଦେଶର ମସ୍ତକ ନଇଁବାକୁ ଦେବୁନି ବୋଲି ସେ କହିଛନ୍ତି। ଭାରତୀୟ ଯବାନ କୌଣସି...

bmc
ଆଜି ଭୁବନେଶ୍ୱରରୁ ଆଉ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତି ଅଣାୟତ ହେବାରେ ଲାଗିଛି। ଏହିକ୍ରମରେ ଆଜି ଭୁବନେଶ୍ୱର ମହାନଗରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ ୧୦୧ ଜଣ କ୍ୱାରେଣ୍ଟିନ୍‌ରୁ ଓ ୨୨୪ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୪୨୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର...

abhay
ଏଣିକି ସାବାଡ଼ ହେବେ ଅମାନିଆ

ଭୁବନେଶ୍ୱର: କରୋନା ମହାମାରୀ ଚାରିଆଡ଼େ କାୟା ବିସ୍ତାର କରିଚାଲିଛି। କିନ୍ତୁ କିଛି ଅମାନିଆ ଏବେବି ଏହି ମହାମାରୀକୁ ନେଇ ସିରିୟସ୍ ନାହାନ୍ତି। ଏଭଳି ସ୍ଥିତିରେ ଦ୍ୱୈତନଗରୀରେ ଅମାନିଆଙ୍କୁ ସାବାଡ଼ କରିବା ପାଇଁ ନୂଆ ଉପାୟ କରାଯାଇଛି। ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତାଗିଦ୍‌ ପରେ ଅମାନିଆଙ୍କୁ ସାବାଡ୍‌ ପାଇଁ...

harsh-vardhan
ଆସନ୍ତାବର୍ଷ ଆରମ୍ଭରୁ ମିଳିବ କରୋନା ଭ୍ୟାକସିନ୍!

ନୂଆଦିଲ୍ଲୀ: କରୋନା ଭ୍ୟାକସିନ୍ କେବେ ସାଧାରଣ ଲୋକଙ୍କ ପାଖରେ ପହଞ୍ଚିବ, ତାକୁ ନେଇ ସବୁଠି ପ୍ରଶ୍ନ। ଏବେ ଏହି କରୋନା ଭ୍ୟାକସିନକୁ ନେଇ ବଡ଼ କଥା ମନ୍ତବ୍ୟ ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ। ରାଜ୍ୟସଭାରେ ହର୍ଷବର୍ଦ୍ଧନ କହିଛନ୍ତି, ‘କରୋନା ଭାଇରସ୍ ଭ୍ୟାକସିନ୍ ଆସନ୍ତାବର୍ଷ ଆରମ୍ଭରୁ ଭାରତରେ...

ashok
ପରଲୋକରେ ନବନିର୍ବାଚିତ ବିଜେପି ରାଜ୍ୟସଭା ସାଂସଦ

ବେଙ୍ଗାଲୁରୁ: କର୍ଣ୍ଣାଟକରୁ ନବନିର୍ବାଚିତ ରାଜ୍ୟସଭା ସଦସ୍ୟ ଏବଂ କର୍ଣ୍ଣାଟକ ବିଜେପି ନେତା ଅଶୋକ ଗାସ୍ତିଙ୍କର ଆକସ୍ମିତ ଦେହାନ୍ତ ହୋଇଛି। କରୋନା ପଜିଟିଜ୍ ଚିହ୍ନଟ ହେବା ପରେ ଅଶୋକଙ୍କୁ ସେପ୍ଟେମ୍ବର ୨ ତାରିଖରେ ରାଜଧାନୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତରଙ୍କ ସବୁ ପ୍ରଚେଷ୍ଟା ସତ୍ତ୍ୱେ ତାଙ୍କୁ ବଞ୍ଚାଯାଇ...

jayant
ରାଜ୍ୟରେ ଆଉ ଜଣେ ବିଧାୟକ କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉଜଣେ ବିଧାୟକଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଛି। ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ସୂଚନା ଦେଇଛନ୍ତି। ତେବେ ରାଜ୍ୟରେ ବିଧାୟକ ଓ ମନ୍ତ୍ରୀଙ୍କର କରୋନାରେ ପଜିଟିଭ୍ ସଂଖ୍ୟା ଲଗାତର ବଢ଼ିବାରେ ଲାଗିଛି। ଆଜି ସୁଦ୍ଧା ରାଜ୍ୟରେ ୮ଜଣ...

covid19
ଦିନକରେ ସୁସ୍ଥ ହେଲେ ୩୬୦୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ଆରୋଗ୍ୟ ହେଲେ ଆଉ ୩୬୦୭ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ଆଜି ସୁଦ୍ଧା ୧୩୩୪୬୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। 19 from Kalahandi18 from Deogarh16...

low-pressure
ଦାନା ବାନ୍ଧୁଛି ଆଉଏକ ଲଘୁଚାପ

ଭୁବନେଶ୍ୱର: ଦାନା ବାନ୍ଧୁଛି ଆଉଏକ ଲଘୁଚାପ। ଯାହାର ପ୍ରଭାବରେ ଆସନ୍ତା ୨୦ ତାରିଖରୁ ତିନିଦିନ ଧରି ଅର୍ଥାତ୍ ୨୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି। ଏପରିକି ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହି ଜିଲ୍ଲାଗୁଡ଼ିକ...

bad-saalasa
ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

ରାୟଗଡ଼ା: ରିୟଲିଟି ସୋ ଆମେରିକାସ୍ ଗଟ୍ ଟାଲେଣ୍ଟରେ କିମିଆଁ କରୁଛନ୍ତି ଜଣେ ଓଡ଼ିଶା ପୁଅ। ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲ୍ଲାର ସୁମନ୍ଥ ନିଜ ନୃତ୍ୟକଳାର ଜଲୱା ଦେଖାଇ ସାରା ବିଶ୍ୱକୁ ଚମକାଇ ଦେଇଛନ୍ତି। ଆମେରିକାସ୍ ଗଟ୍ ଟାଲେଣ୍ଟର କ୍ୱାର୍ଟର ଓ ସେମି ଫାଇନାଲରେ ହିପ୍ ହପ୍ ଏବଂ ସାଲସା...

harsirat
ମନ୍ତ୍ରୀପରିଷଦରୁ ଇସ୍ତଫା ଦେଲେ ହରସିମରତ୍ କୌର୍ ବାଦଲ

ନୂଆଦିଲ୍ଲୀ: କେନ୍ଦ୍ରର ମୋଦି ସରକାରରେ ଏନଡିଏର ସହଯୋଗୀ ଥିବା ଶିରୋମଣି ଅକାଳି ଦଳର କେନ୍ଦ୍ରମନ୍ତ୍ରୀ ହରସିମରତ କୌର୍ ବାଦଲ ମନ୍ତ୍ରୀପରିଷଦରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ସତ୍ତ୍ୱେ ମୋଦି ସରକାରଙ୍କୁ ଅକାଳି ଦଳର ସମର୍ଥନ ଜାରି ରହିବ। ଅକାଳି ଦଳର ଅଧ୍ୟକ୍ଷ ଏବଂ ହରସିମରତ୍ କୌରଙ୍କ ପତି ସୁଖବୀର ବାଦଲ୍...

ipl1
ଆସନ୍ତାକାଲିଠାରୁ ଫଟାଫଟ୍ କ୍ରିକେଟ୍, କିଏ ମାରିବ ବାଜି?

ଆବୁ ଧାବି: ବାସ୍ ଆଉ କେଇ ଘଣ୍ଟାର ବ୍ୟବଧାନ ପରେ ଆରମ୍ଭ ହେବ ଫଟାଫଟ୍ କ୍ରିକେଟ୍। ବିଶ୍ୱର ସବୁଠାରୁ ମହଙ୍ଗା ଟି-୨୦ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍ (ଆଇପିଏଲ୍)ର ତ୍ରୟୋଦଶ ସଂସ୍କରଣ ଆସନ୍ତାକାଲିଠାରୁ ଅର୍ଥାତ୍ ସେପ୍ଟେମ୍ବର ୧୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ସାରା ଦୁନିଆରେ ଏବେ...

ojee
୧୨ରୁ OJEE ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୧୨ରୁ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଓଜେଇଇ। ଏ ନେଇ ସୂଚନା ଦେଇଛନ୍ତି OJEE ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ। ମୋଟ ୫୩ଟି ସେଣ୍ଟରରେ ହେବ OJEE ପରୀକ୍ଷା। ଏହି ପରୀକ୍ଷା ରାଜ୍ୟ ଭିତରେ ୨୧ଟି ସହରର ୫୦ଟି କେନ୍ଦ୍ରରେ ପରୀକ୍ଷା ହେବ।...

dog
ଏଣିକି କୁକୁରଙ୍କ ପାଇଁ ବ୍ଲଡ୍ ବ୍ୟାଙ୍କ୍

ଲୁଧିଆନା: କୁକୁରଙ୍କ ପାଇଁ ଖୋଲା ଗଲା ବ୍ଲଡ୍ ବ୍ୟାଙ୍କ୍। ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିଲେ ହେଁ, ଏହା ସତ। ପଞ୍ଜାବ ଲୁଧିଆନାର ଗୁରୁ ଅଙ୍ଗଦ ଦେବ ଭେଟେରୀନାରୀ ଆଣ୍ଡ ଆନିମଲ୍ ସାଇନ୍ସ ୟୁନିଭର୍ସିଟିରେ କୁକୁରଙ୍କ ପାଇଁ ଏକ ବ୍ଲଡ୍ ବ୍ୟାଙ୍କ୍ ଖୋଲାଯାଇଛି। ନିକଟରେ ଏକ କୁକୁର ବ୍ଲଡ୍ ବ୍ୟାଙ୍କକୁ ରକ୍ତ...

ncb
ଡ୍ରଗ୍ସ ଲିଙ୍କ୍ ମାମଲାରେ ଆଉଜଣେ ପେଡଲର୍ ଗିରଫ

ମୁମ୍ବାଇ: ବଲିଉଡ୍ ଡ୍ରଗ୍ସ ଲିଙ୍କ୍ ଏବେ ମୁମ୍ବାଇରେ ସୀମିତ ହୋଇ ରହିନାହିଁ। ଏହାର ଚେର ଏବେ ହିମାଚଳ ପ୍ରଦେଶ ଯାଏ ଲମ୍ବିଛି। ବଲିଉଡରେ ଡ୍ରଗ୍ସ ଲିଙ୍କ୍ ମାମଲାରେ ଆଉ ପେଡଲରଙ୍କୁ ଗିରଫ କରିଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି)। ହିମାଚଳରୁ ଗିରଫ ହୋଇଥିବା ରାହିଲ୍ ବିଶ୍ରମଙ୍କ ନିକଟରୁ ଗୋଟିଏ...

cbi
ଦିନକରେ ୮ଟି ସ୍ଥାନରେ ସିବିଆଇ ରେଡ୍

ଭୁବନେଶ୍ୱର: ପୁଣି ଫେରିଲା ସିବିଆଇ। ପୁଣି ଖୋଲିଲା ଚିଟ୍‌ଫଣ୍ଡ ମହାଠକେଇର ପେଡ଼ି। ସି-ସୋର ଚିଟ୍‌ଫଣ୍ଡ ଲିଙ୍କରେ ଆଜି CBI ପକ୍ଷରୁ ଏକାଥରକେ ୮ଟି ସ୍ଥାନରେ ରେଡ୍‌ ହୋଇଛି। ଯାହାକୁ ନେଇ ସବୁଠି ଚର୍ଚ୍ଚା। ସକାଳେ ସିବିଆଇ ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ରଙ୍କ ଭୁବନେଶ୍ୱର ସ୍ଥିତ ଘରେ ରେଡ୍‌ କରିଥିଲା।...

corona1
୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ଲଗାତର ବୃଦ୍ଧି ପାଇବାରେ ଲାଗିଛି। ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହି କ୍ରମରେ ଆଜି ରାଜ୍ୟରେ ୪୧୦୧ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୩୭୫୬୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ...

modi
ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ: ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୦ ବର୍ଷରେ ପାଦ ଥାପିଛନ୍ତି। ତାଙ୍କ ଜନ୍ମଦିନ ଅବସରରେ ଦେଶ-ବିଦେଶରୁ ଶୁଭେଚ୍ଛାରୁ ସୁଅ ଛୁଟିଛି। ସୋସିଆଲ୍‌ ମିଡିଆରେ ମଧ୍ୟ ପିଏମ୍ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇବାରେ ଟିମ୍ ଇଣ୍ଡିଆ କ୍ୟାପଟେନ୍ ବିରାଟ୍ କୋହଲି ମଧ୍ୟ ସାମିଲ୍‌ ଥିଲେ। Thank...