• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Ranjeet Kumar Jena

Ranjeet Kumar Jena

Editor

Posts by Ranjeet Kumar Jena

corona1
ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେବେ ବଡ଼ କଥା ହେଉଛି ଦୈନିକ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ୁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୦୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ୧୪୫୬୭୫ ଜଣ ସୁସ୍ଥ ହୋଇ...

school
ଆସନ୍ତାକାଲିଠାରୁ ଖୋଲିବ ସ୍କୁଲ

ନୂଆଦିଲ୍ଲୀ: କରୋନା ମହାମାରୀ ସଙ୍କଟ ଭିତରେ ଶିକ୍ଷା ମନ୍ତ୍ରାଳୟ ସେପ୍ଟେମ୍ବର ୨୧ ତାରିଖରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍ ଖୋଲିବାକୁ ଅନୁମତି ପ୍ରଦାନ କରିଛନ୍ତି। ତେବେ ଏବେବି କିଛି ରାଜ୍ୟରେ ସ୍କୁଲ୍ ଖୋଲିବା ନେଇ ସହମତି ହୋଇନାହିଁ। କିଛି ରାଜ୍ୟରେ ଲକଡାଉନ୍ ପୁନର୍ବାର ଲାଗୁ କରାଯାଇଛି। ଅନ୍ୟପକ୍ଷରେ...

IPL 2020 News in Odia
IPL 2020 News: ଦମ୍ ଦେଖାଇଲେ ଷ୍ଟୋଇନିସ୍, ପଞ୍ଜାବକୁ ୧୫୮ ରନର ଟାର୍ଗେଟ୍

ଦୁବାଇ: ଚଳିତ ଆଇପିଏଲର ଦ୍ୱିତୀୟ ମ୍ୟାଚ୍ ଦିଲ୍ଲୀ କ୍ୟାପିଟାଲ୍ସ ଓ କିଙ୍ଗସ୍ ଇଲେଭେନ୍ ପଞ୍ଜାବ ମଧ୍ୟରେ ଖେଳାଯାଉଛି। ଉକ୍ତ ମ୍ୟାଚରେ ମାର୍କସ୍ ଷ୍ଟୋଇନିସଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରାରମ୍ଭିକ ବିପର୍ଯ୍ୟୟ ସତ୍ତ୍ୱେ ୨୦ ଓଭରରେ ୮ ୱିକେଟ୍ ହରାଇ ୧୫୭ ରନର ସମ୍ମାନଜନକ ସ୍କୋର ଛିଡ଼ା...

gayle
ଭୋଜପୁରୀ ଗୀତରେ ଧମାଲ୍ କଲେ ଗେଲ୍

ଦୁବାଇ: କରୋନା ମହାମାରୀ ଯୋଗୁ ଏଥର ଭାରତ ବଦଳରେ ୟୁଏଇରେ ଖେଳାଯାଉଛି ଆଇପିଏଲର ୧୩ଶ ସଂସ୍କରଣ। ଟୁର୍ଣ୍ଣାମେଣ୍ଟର ୨ୟ ଦିନରେ ଅର୍ଥାତ୍ ରବିବାର ମୁହାଁମୁହିଁ ହୋଇଛନ୍ତି ଦିଲ୍ଲୀ କ୍ୟାପିଟାଲ୍ସ ଓ କିଙ୍ଗସ୍ ଇଲେଭେନ୍ ପଞ୍ଜାବ। ତେବେ ମ୍ୟାଚ୍ ପୂର୍ବରୁ କିଙ୍ଗସ୍ ଇଲେଭେନ୍ ପଞ୍ଜାବର ଅଫିସିଆଲ୍‌ ସୋସିଆଲ ମିଡିଆ ଆକାଉଣ୍ଟରେ...

rafale
ଏଣିକି ରାଫେଲ୍ ଉଡ଼ାଇବେ ମହିଳା ପାଇଲଟ୍

ନୂଆଦିଲ୍ଲୀ: ଶତ୍ରୁକୁ ଏବେ କଡ଼ା ଜବାବ୍ ଦେବ ଭାରତର ନାରୀ ଶକ୍ତି। ଭାରତୀୟ ବାୟୁସେନାର ଲଢୁଆ ବିମାନ ରାଫେଲ୍ ଉଡ଼ାଇବେ ମହିଳା ପାଇଲଟ୍। ସପ୍ତଦଶ ସ୍କ୍ୱାଡ୍ରନରେ ମହିଳା ପାଇଲଟ ସାମିଲ ହେବାକୁ ଯାଉଛନ୍ତି। ରାଫେଲ ଉଡ଼ାଇବାକୁ ୧୦ ମହିଳା ପାଇଲଟଙ୍କୁ ସ୍ୱତନ୍ତ୍ର ଟ୍ରେନିଂ ଦିଆଯାଉଛି। ଫ୍ରାନ୍ସ ନିର୍ମିତ ଅତ୍ୟାଧୁନିକ...

bus
ପୋଲ ତଳକୁ ଖସି ପଡ଼ିଲା ୩୦ ଯବାନଙ୍କୁ ନେଇ ଯାଉଥିବା ବସ୍

ମାଲକାନଗିରି: ବନ୍ୟା ପାଣିରେ ପୋଲ ତଳକୁ ଖସିପଡ଼ିଲା ବସ୍। ଯେଉଁଥିରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ୩୦ ଯବାନ। ମାଲକାନଗିର ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ଘଟିଛି ଏ ଦୁର୍ଘଟଣା। DRG ଯବାନଙ୍କୁ ନେଇ ଯାଉଥିବା ଏକ ବସ୍ ପାଣିର ସୁଅରେ ପୋଲ ତଳକୁ ଖସିପଡିଛି। ସୌଭାଗ୍ୟବଶତଃ, ଏହି ଦୁର୍ଘଟଣାରେ...

mother
ଶିଶୁଙ୍କୁ କରୋନାରୁ ଆରୋଗ୍ୟ କରାଇବ ମା'କ୍ଷୀର

ଭୁବନେଶ୍ୱର: ସାରା ବିଶ୍ୱରେ କରୋନା ତା’ର କାୟା ବିସ୍ତାର କରିବାରେ ଲାଗିଛି। ବିଶେଷକରି ବୟସ୍କ ଲୋକମାନଙ୍କ ପାଇଁ ଏହି ମହାମାରୀ ବହୁତ ମାରାତ୍ମକ ବୋଲି କୁହାଯାଉଛି। ତେବେ ଛୋଟ ପିଲାମାନଙ୍କ ପାଇଁ କରୋନା ସଂକ୍ରମଣ ମାରାତ୍ମକ କି ନୁହେଁ‍, ସେ ନେଇ ବିଶିଷ୍ଟ ଶିଶୁ ବିଶେଷଜ୍ଞ ଅରବିନ୍ଦ ମହାନ୍ତି...

bmc
ଆଜି ଭୁବନେଶ୍ୱରରୁ ୩୦୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଆଜି ଭୁବନେଶ୍ୱରରୁ ୩୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୨୩ କ୍ୱାରେଣ୍ଟିନ୍‌ରେ ଥିବା ବେଳେ ୧୮୩ ଲୋକାଲ୍‌ କେସ ରହିଛନ୍ତି। ଏହାଛଡ଼ା ଆଜି ୫୦୬ ଜଣ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏ...

jamini
ଗିରଫ ହେଲା ପୋଲିସ୍ କର୍ମଚାରୀଙ୍କ ପୁଅ

ଭୁବନେଶ୍ୱର: ଯୌତୁକ ନିର୍ଯାତନା ଓ ହତ୍ୟା ଅଭିଯୋଗରେ ଗିରଫ ହୋଇଛି ପୋଲିସ ପୁଅ। ରାଜଧାନୀ ଭୁବନେଶ୍ୱର ତମାଣ୍ଡୋ ଥାନାର ଜଣେ ପୋଲିସ କର୍ମଚାରୀଙ୍କ ପୁଅକୁ ଗିରଫ କରିଛି କମିଶନରେଟ ପୋଲିସ। ଗିରଫ ଅଭିଯୁକ୍ତ ହେଉଛନ୍ତି ଯାମିନୀକାନ୍ତ ଜେନା। ଶ୍ୱଶୁର ଘର ଲୋକଙ୍କ ଏତଲା ଆଧାରରେ ପୋଲିସ୍ ତାକୁ ଗିରଫ...

boys
ବନ୍ୟା ଜଳରେ ଭାସି ଯାଉଥିଲେ ଦୁଇ ଯୁବକ, ଆଉ ତା'ପରେ…

ମୟୂରଭଞ୍ଜ: ଗାଧୋଇବା ବେଳେ ବଢ଼ନ୍ତା ନଦୀରେ ଭାସିଯାଇ ପୁଣି ଜୀବନ ବଞ୍ଚାଇବାରେ ସଫଳ ହେଲେ ଦୁଇ ଯୁବକ। ମୟୂରଭଞ୍ଜ ବାଙ୍ଗିରିପୋଷି କଲେଜ ଗେଟ୍ ସାମ୍ନା ବୁଢ଼ାବଳଙ୍ଗ ନଦୀରେ ଆଜି ସକାଳେ ୨ ଜଣ ଯୁବକ ଗାଧୋଉଥିବା ବେଳେ ହଠାତ୍ ପାଣି ବଢିଯିବାରୁ ୨ ଜଣ ନଦୀ ଗର୍ଭକୁ ଭାସି...

corona
୨୪ ଘଣ୍ଟାରେ ସୁସ୍ଥ ହେଲେ ୩୭୦୪

ଭୁବନେଶ୍ୱର: ଆଜି ରାଜ୍ୟରେ ଆରୋଗ୍ୟ ହୋଇଛନ୍ତି ୩୭୦୪ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୪୯୩୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। 23 from Deogarh22 from Anugul22 from...

morris
ଓଡ଼ିଆ ପୁଅଙ୍କୁ ଜର୍ସି ଉତ୍ସର୍ଗ କଲେ ଆର୍‌ସିବି ଅଲରାଉଣ୍ଡର୍ ମୋରିସ୍

ଭୁବନେଶ୍ୱର: ଲକଡାଉନରେ ପର୍ବତ ଆରୋହଣକାରୀରୁ ପରିବା ଦୋକାନୀ ପାଲଟିଥିବା ଓଡ଼ିଶାର ନୀଳାଚଳ ପରିଡ଼ାଙ୍କୁ ସମ୍ମାନ ପ୍ରଦର୍ଶନ କରିଛନ୍ତି ଦକ୍ଷିଣ ଆଫ୍ରିକା କ୍ରିକେଟ୍ ଟିମର ଷ୍ଟାର୍ ଅଲରାଉଣ୍ଡର କ୍ରିସ୍ ମୋରିସ୍। ମୋରିସ୍ ନିଜ ଟୁଇଟର୍ ଆକାଉଣ୍ଟରେ ନୀଳାଚଳଙ୍କୁ କୋଭିଡ୍ ହିରୋର ଆଖ୍ୟା ଦେବା ଦହ ସହ ଏକ ଜର୍ସିର ଫଟୋ...

rain
ଆହୁରି ୨୪ ଘଣ୍ଟା ବର୍ଷା, ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଆହୁରି ୨୪ ଘଣ୍ଟା ଯାଏଁ ରହିବ ଲଘୁଚାପର ପ୍ରଭାବ। ଫଳରେ ଆସନ୍ତା ୨୪ ଘଣ୍ଟା ଭିତରେ ଓ଼ଡ଼ିଶାର ପ୍ରାୟ ସମସ୍ତ ଜିଲ୍ଲାରେ ଅଳ୍ପରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ତେବେ ଏହି ସମୟ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା,...

deepika1
ଡ୍ରଗ୍ସ ଲିଙ୍କ୍ ମାମଲାରେ ଦୀପିକା ପାଦୁକୋଣଙ୍କ ନାଁ!

ମୁମ୍ବାଇ: ଡ୍ରଗସ୍ ଲିଙ୍କ୍ ମାମଲାରେ ଅଭିନେତ୍ରୀ ଦୀପିକା ପାଦୁକୋଣଙ୍କ ନାଁ। ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଦୀପିକାଙ୍କୁ ଆଜି କିମ୍ବା ଆସନ୍ତକାଲି ହାଜର ହେବାକୁ ଡାକି ପାରେ। ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରସାରଣ ହେଉଛି। ଅଭିଯୋଗ ମୁତାବକ, ଦୀପିକା ଏକ ଟ୍ୟାଲେଣ୍ଟ ମ୍ୟାନେଜମେଣ୍ଟ କମ୍ପାନୀରେ କାମ କରୁଥିବା...

cb
IPL 2020 News: କାହା ପାଇଁ ପଲଟିଲା ବାଜି, ଜବାବ ଦେଲେ ବିରାଟ୍ କୋହଲି

ଦୁବାଇ: ଯୁବ ବ୍ୟାଟ୍ସମ୍ୟାନ୍ ଦେବଦତ୍ତ ପାଦିକଲ ଓ ଅଭିଜ୍ଞ ଏବି ଡିଭିଲିୟର୍ସଙ୍କ ଅର୍ଦ୍ଧଶତକ ପରେ ୟୁଜବେନ୍ଦ୍ର ଚହଲଙ୍କ ଚମତ୍କାର ବୋଲିଂ ବଳରେ ରୟାଲ୍ ଚ୍ୟାଲେଞ୍ଜର୍ ବାଙ୍ଗାଲୋର (ଆରସିବି) ସୋମବାର ସନରାଇଜର୍ସ ହାଇଦ୍ରାବାଦକୁ ୧୦ ରନ୍‌ରେ ପରାସ୍ତ କରିଛି। ଏହି ବିଜୟ ସହ ଆରସିବି ଗତ ତିନୋଟି ସଂସ୍କରଣ ପରେ...

snake
କାର୍ ଚକାରୁ ମିଳିଲା ବିରାଟକାୟ ଅଜଗର

ମୁମ୍ବାଇ: ରାସ୍ତା ଉପରେ ୮ ଫୁଟ୍ ଲମ୍ବର ବିରାଟ ଅଜଗର ଶୋଇଥିବାର ଦେଖିବାକୁ ମିଳିଛି। ମୁମ୍ବାଇରେ ଦେଖିବାକୁ ମିଳିଛି ଏହି ଦୃଶ୍ୟ। ମୁମ୍ବାଇ ଇଷ୍ଟର୍ଣ୍ଣ ଏକ୍ସପ୍ରେସ୍ ହାଇେୱରେ ଶୋଇ ରହିଥିଲା ଏହି ବିରାଟ ଅଜଗରଟି। ଯାହାର ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି। ସାପ ଦେଖିବାକୁ ଲୋକଙ୍କ ଭି଼ଡ଼ ମଧ୍ୟ...

covid19
୫୫ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ସାରା ଦେଶରେ କରୋନା ମାମଲା ଲଗାତର ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୭୫,୦୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହାକି ଗତ କିଛି ଦିନ ଭିତରେ ଏହା ସର୍ବନିମ୍ନ। ଏହାକୁ ମିଶାଇ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୫ଲକ୍ଷ ଟପିଛି। ଭାରତରେ ଏବେ ପଜିଟିଭ୍...

corona updates in odisha
Coronavirus Odisha News: ୪ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ପୁଣି ୨୪ ଘଣ୍ଟା ଭିତରେ ୪ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ ୪୧୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟିନରୁ ୨୪୫୩ ଏବଂ ଲୋକାଲ୍ କେସ୍ ୧୭୩୬ ରହିଛି। ଏହାକୁ ମିଶାଇ ରାଜ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୩୧୧ରେ ପହଞ୍ଚିଛି।...

covid
ରାଜ୍ୟରେ ଆଉ ୧୧ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଜି ୧୧ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୨୧ରେ ପହଞ୍ଚିଛି। ଏ ନେଇ ସ୍ୱାସ୍ଥ ବିଭାଗ ଟୁଇଟ୍ କରି ସୂଚନା ଦେଇଛି। 9.A 54 year old male of Malkangiri district who was also suffering...

dead-body
ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରୁ ମିଳିଛି ଚାଞ୍ଚଲ୍ୟକର ଖବର। ସୁନ୍ଦରଗଡ଼ ଜିଲ୍ଲା ତଲସରା ଥାନା ସବଡେଗା ପୋଷ୍ଟ ଅଫିସ ପଡ଼ାର ଗୋଟିଏ ଘରୁ ଜଣେ ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ନାବାଳିକା ଜଣକ ମୟାବାହଲ ଗ୍ରାମର ଏବଂ ସବଡେଗାରେ ଜଣେ ଯୁବକ ସହିତ ରହୁଥିଲା। ଉଭୟେ ସ୍ୱାମୀ ସ୍ତ୍ରୀ...