• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Ranjeet Kumar Jena

Ranjeet Kumar Jena

Editor

Posts by Ranjeet Kumar Jena

modi-and-kohli
ବିରାଟ୍‌ କୋହଲିଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶ୍ନ, 'ଏତେ ଫିଟ୍ କେମିତି ରହୁଛ'

ନୂଆଦିଲ୍ଲୀ: ଫିଟ୍ ଇଣ୍ଡିଆ ଡାଇଲଗ ଜରିଆରେ ଟିମ ଇଣ୍ଡିଆ କ୍ୟାପଟେନ ବିରାଟ କୋହଲିଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ ମୋଦି କୋହଲିଙ୍କୁ ଫିଟେନସ୍ ଓ ତାଙ୍କର ନିୟମିତ ରୁଟିନକୁ ନେଇ କଥା ହୋଇଛନ୍ତି। ଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ଏହି କାର୍ଯ୍ୟକ୍ରମ ଆୟୋଜିତ...

dean
ପରଲୋକରେ ଅଷ୍ଟ୍ରେଲିଆର ମହାନ୍ କ୍ରିକେଟର୍ ଡିନ୍ ଜୋନ୍ସ

ମୁମ୍ବାଇ: କ୍ରିକେଟ୍ ଜଗତରୁ ଆସିଲା ବଡ଼ ଦୁଃଖଦ ଖବର। ଅଷ୍ଟ୍ରେଲିଆର ମହାନ୍ କ୍ରିକେଟର୍ ଏବଂ ଜଣାଶୁଣା କମେଣ୍ଟେଟର୍ ଡିନ୍ ଜୋନ୍ସଙ୍କର ଗୁରୁବାର ପରଲୋକ ହୋଇଯାଇଛି। ହୃଦଘାତ ଯୋଗୁ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା। ବର୍ତ୍ତମାନ ୟୁଏଇରେ ଇଣ୍ଡିଆନ୍ ପ୍ରିମିୟର୍...

trolly
ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନୟାଗଡ଼: ମୃତଦେହକୁ ମିଳିଲାନି କାନ୍ଧ। ଶେଷରେ ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା କୁରାଳ ଗାଁରେ। କୁରାଳ ଗାଁର ବେଙ୍ଗେଇ ସାହିର ୭୨ବର୍ଷୀୟ ଚନ୍ଦ୍ରଶେଖର ଆଚାରି ତାଙ୍କ ପତ୍ନୀ ଏବଂ ପୁଅ କରୋନା ସଂକ୍ରମିତ ହୋଇଥିଲେ। ପରେ...

corona
ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଜି ଆଉ ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟିନ୍‌ରୁ ୧୨୦ ଓ ଲୋକାଲ କଣ୍ଟାକ୍ଟ କେସ ୨୨୯ ରହିଛି। ଏହାଛଡ଼ା ୩୭୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରି ସୂଚନା ଦେଇଛି। Update...

jayant-panda
'କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…'

ଭୁବନେଶ୍ୱର: ଚାରିଆଡ଼େ କରୋନାର ଭୟ। କରୋନାରୁ ରକ୍ଷା ପାଇବା ପାଇଁ ଲୋକେ ମନଇଚ୍ଛା ଔଷଧ ଖାଉଛନ୍ତି। ବିଶେଷକରି ଗ୍ରାମାଞ୍ଚଳରେ ଏହା ଅଧିକ ଦେଖିବାକୁ ମିଳୁଛି। କିନ୍ତୁ ମନଇଚ୍ଛା ଔଷଧ ଖାଇବା ସ୍ୱାସ୍ଥ୍ୟ ପକ୍ଷେ ବିପଜ୍ଜନକ ହୋଇପାରେ। ସେମିତି ନକରି ଡାକ୍ତରଙ୍କ ପରାମର୍ଶରେ ଔଷଧ ଖାଆନ୍ତୁ। ସ୍ୱାସ୍ଥ୍ୟ ବିଭାଗ ବୈଷୟିକ...

two-anganwadi
ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

ଚିତ୍ରକୁଣ୍ଡା: ଜୀବନକୁ ବାଜି ଲଗେଇ ନିଜର କର୍ତ୍ତବ୍ୟ ସଂପାଦନ କରିଥିବା ୨ ଅଙ୍ଗନବାଡ଼ି କର୍ମୀ ଏବେ ଅନ୍ୟମାନଙ୍କ ପାଇଁ ରୋଲ୍‌ ମଡେଲ୍‌ ପାଲଟିଛନ୍ତି। ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ରାଳେଗାଡ଼ା ପଞ୍ଚାୟତର ୨ କର୍ମୀ ହେମଲତା ଶୀଶା ଓ ପ୍ରମିଳା ପେନେଲ ଭରା ନଈରେ ପାର ହୋଇ ନିଜର...

corona test 1
ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ କରୋନାରୁ ଆରୋଗ୍ୟ ହୋଇଛନ୍ତି ୩୭୭୯ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୬୧୦୪୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। 46 from Malkangiri44 from Boudh39 from...

sushant
'କେଦାରନାଥ' ଫିଲ୍ମ କାହାଣୀ ଶୁଣି କାନ୍ଦି ପକାଇଥିଲେ ସୁଶାନ୍ତ

ନୂଆଦିଲ୍ଲୀ: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଦେହାନ୍ତକୁ ଇତିମଧ୍ୟରେ ତିନିମାସରୁ ଅଧିକ ସମୟ ବିତିଗଲାଣି। କିନ୍ତୁ ତାଙ୍କ ମୃତ୍ୟୁର ଅସଲ କାରଣ ଜଣାପଡ଼ିନାହିଁ। ତାଙ୍କୁ ଏବେବି ଝୁରୁଛନ୍ତି ଅଗଣିତ ପ୍ରଶଂସକ। ଏପରିକି ସୋସିଆଲ୍ ମିଡିଆରେ ଏବେବି ଏହି ପ୍ରତିଭାଶାଳୀ ଅଭିନେତାଙ୍କୁ ଦିଆଯାଉଛି ଶ୍ରଦ୍ଧାଞ୍ଜଳି। ଏହି କ୍ରମରେ ଫିଲ୍ମ...

rahul
ଆଇପିଏଲ୍‌ରେ ବର୍ଷିଲା ରାହୁଲଙ୍କ ବ୍ୟାଟ୍, ୬୯ ବଲ୍‌ରେ ୧୩୨* ରନ୍

ଦୁବାଇ: ଲଗାତର ଦୁଇଟି କ୍ୟାଚ୍ ଛାଡ଼ିବା ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର୍ (ଆରସିବି) କ୍ୟାପଟେନ୍ ବିରାଟ୍ କୋହଲିଙ୍କୁ ମହଙ୍ଗା ପଡ଼ିଛି। ଏହାର ଫାଇଦା ଉଠାଇ କିଙ୍ଗସ୍ ଇଲେଭେନ୍ ପଞ୍ଜାବ କ୍ୟାପଟେନ୍ ଲୋକେଶ ରାହୁଲ୍ ଚଳିତ ଆଇପିଏଲର ପ୍ରଥମ ଶତକ ମାରିଛନ୍ତି। ତାଙ୍କର ବିସ୍ଫୋରକ ଶତକୀୟ ଇନିଂସ୍ ବଳରେ ପଞ୍ଜାବ ଆରସିବି...

sp
ଜଣାଶୁଣା ଗାୟକ ବାଲାସୁବ୍ରମଣ୍ୟମଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର

ମୁମ୍ବାଇ: ବଲିଉଡରେ ଅନେକ ସୁପରହିଟ୍ ଗୀତ ଗାଇଥିବା ଭେଟେରାନ୍ ସିଙ୍ଗର୍ ଏସପି ବାଲାସୁବ୍ରମଣ୍ୟମଙ୍କ ସ୍ୱାସ୍ଥ୍ୟବସ୍ଥା ଅତ୍ୟନ୍ତ ଗୁରୁତର ହୋଇପଡ଼ିଛି। ଏ ନେଇ ଏମଜିଏମ୍ ହେଲ୍‌ଥକେୟାର୍ ହସ୍ପିଟାଲ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଅଗଷ୍ଟ ୫ ତାରିଖରେ କରୋନାରେ ଆକ୍ରାନ୍ତ ହେବା ପରଠାରୁ ବାଲାସୁବ୍ରମଣ୍ୟମ୍ ଏମଜିଏମ୍ ହେଲ୍‌ଥକେୟାର୍ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି।...

anu
ଗାଭାସ୍କରଙ୍କୁ ମୁହଁତୋଡ଼ ଜବାବ ଦେଲେ ବିରାଟ୍ କୋହଲିଙ୍କ ପତ୍ନୀ

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆ କ୍ୟାପଟେନ୍ ବିରାଟ୍ କୋହଲି ଓ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେଇ ବିବାଦ ଘେରକୁ ଆସିଛନ୍ତି କିମ୍ବଦନ୍ତୀ କ୍ରିକେଟର୍ ସୁନୀଲ ଗାଭାସ୍କର। ଗତକାଲି କିଙ୍ଗସ୍ ଇଲେଭେନ୍ ପଞ୍ଜାବ (KXIP) ବିପକ୍ଷ ମ୍ୟାଚରେ କେଏଲ୍ ରାହୁଲଙ୍କ ଦୁଇଟି କ୍ୟାଚ୍...

earth
ଲଦାଖରେ ବଡ଼ ଧରଣର ଭୂକମ୍ପ

ଶ୍ରୀନଗର: ବଡ଼ଧରଣ ଭୂକମ୍ପ ଝଟକାରେ ଥରିଲା ଲଦାଖ। ଆଜି ଅପରାହ୍ନରେ ଲଦାଖ ଓ ଏହାର ଆପପାଖ ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୪ ଥିବାରୁ ଏଥିରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଆଶଙ୍କା କରାଯାଉଛି। ଏନସିଏସ୍‌ର ସୂଚନା ଅନୁଯାୟୀ, ଅପରାହ୍ନ ୪.୨୭ରେ କେନ୍ଦ୍ର...

ms
ପୁଣି ଟସ୍ ଜିତିଲେ ଧୋନି, ଦିଲ୍ଲୀ ଟିମରୁ ଅଶ୍ୱିନ୍ ଆଉଟ୍

ଦୁବାଇ: ଚଳିତ ଆଇପିଏଲର ସପ୍ତମ ମୁକାବିଲାରେ ମୁହାଁମୁହିଁ ହୋଇଛନ୍ତି ଚେନ୍ନାଇ ସୁପର୍ କିଙ୍ଗସ୍ ଓ ଦିଲ୍ଲୀ କ୍ୟାପିଟାଲ୍ସ। ଦୁବାଇ ଇଣ୍ଟରନ୍ୟାଶନାଲ୍ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଚେନ୍ନାଇ କ୍ୟାପଟେନ୍ ମହେନ୍ଦ୍ର ସିଂ ଧୋନି ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଚେନ୍ନାଇ କ୍ୟାପଟେନ୍ ଧୋନି ମ୍ୟାଚରେ ଗୋଟିଏ...

covid19
ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ରେକର୍ଡ ଛୁଇଁଛି। ଆଜି ମୋଟ ୪୩୮୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଯାହାକି ଏପର୍ଯ୍ୟନ୍ତ ରାଜ୍ୟରେ ସୁସ୍ଥ ହେବାରେ ଏହା ରେକର୍ଡ। ଏହାକୁ ମିଶାଇ ଆଜି ସୁଦ୍ଧା ୧୬୫୪୩୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।...

rakul
ରିୟାଙ୍କ ସହ ଡ୍ରଗ୍ସ ଚାଟ୍ କଥା ସ୍ୱୀକାର କଲେ ରକୁଲ୍!

ମୁମ୍ବାଇ: ବଲିଉଡ୍ ଡ୍ରଗ୍ସ ଲିଙ୍କ ମାମଲାରେ ଆଜି ଏନସିବି ଟିମ୍ ଅଭିନେତ୍ରୀ ରକୁଲ୍ ପ୍ରୀତ ସିଂଙ୍କୁ ପଚରାଉଚୁରା କରିଛି। ତାଙ୍କୁ ପ୍ରାୟ ୪ ଘଣ୍ଟା ଧରି ଘନଘନ ଜେରା କରିଛି ଏନସିବି। ରକୁଲଙ୍କ ଘରୁ ଜବତ ନିଶା ସାମଗ୍ରୀ ରିୟା ମଗାଇଥିବା କଥା ରକୁଲ୍ ନିଜେ ସ୍ୱୀକାର କରିଥିବା...

vote
କରୋନା ଆକ୍ରାନ୍ତ ବି ଦେବେ ଭୋଟ୍

ନୂଆଦିଲ୍ଲୀ: ନିର୍ବାଚନରେ କରୋନା ଆକ୍ରାନ୍ତ ବି ଦେଇପାରିବେ ଭୋଟ। ଏହି ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରା। ଭୋଟ ଗ୍ରହଣର ଶେଷ ପର୍ଯ୍ୟାୟରେ ସୁରକ୍ଷା ବ୍ୟବସ୍ଥା ସହ କରୋନା ଆକ୍ରାନ୍ତ ଭୋଟ ଦେଇପାରିବେ। ତେବେ ଭୋଟ ଗ୍ରହଣ ସମୟ ସୀମା ବି ୧ ଘଣ୍ଟା ବୃଦ୍ଧି...

SANJU
ମାତ୍ର ୧୦ ମ୍ୟାଚ୍‌ରେ ୧୫୩ ଛକା

ନୂଆଦିଲ୍ଲୀ: କରୋନାଭାଇରସ୍ ମହାମାରୀ ଯୋଗୁ ଭାରତରୁ ୟୁଏଇ ସ୍ଥାନାନ୍ତର ହୋଇଥିବା ଆଇପିଏଲର ୧୩ତମ ସଂସ୍କରଣରେ ଛକାର ବର୍ଷା ଦେଖିବାକୁ ମିଳିଛି। ଏପର୍ଯ୍ୟନ୍ତ ଟୁର୍ଣ୍ଣାମେଣ୍ଟରେ ମାତ୍ର ୧୦ଟି ମ୍ୟାଚ୍ ଖେଳାଯାଇଛି, ଯେଉଁଥିରେ ଲାଗିଛି ୧୫୩ ବର୍ଷା। ଯାହାକି କୌଣସି ସଂସ୍କରଣର ପ୍ରଥମ ୧୦ଟି ମ୍ୟାଚରେ ସର୍ବାଧିକ ଛକା ବୋଲି କୁହାଯାଉଛି।...

ESSEX
ମୁସଲିମ୍ କ୍ରିକେଟର୍‌ଙ୍କ ଉପରେ ଢାଳିଲେ ବିଅର୍, ଆଉ ତା' ପରେ…

ନୂଆଦିଲ୍ଲୀ: କ୍ରିକେଟ୍‌ ଜଗତରେ ଏବେ ଗୋଟିଏ ଘଟଣାକୁ ନେଇ ବିବାଦ ଦେଖା ଦେଇଛି। ଏହି ଘଟଣା ଘଟିଛି ଇଂଲଣ୍ଡରେ, ଯେଉଁଠାରେ ବିଜୟ ଉତ୍ସବରେ ମସଗୁଲ୍ ହୋଇ ଜଣେ ମୁସଲିମ୍ କ୍ରିକେଟରଙ୍କ ଉପରେ ବିଅର୍ ଢଳାଯାଇଛି। ଲଣ୍ଡନର ଲର୍ଡ୍ସ ଗ୍ରାଉଣ୍ଡରେ ବବ୍ ୱିଲିସ୍ ଟ୍ରଫିର ଫାଇନାଲ୍ ମୁକାବିଲାରେ ଏଭଳି ଘଟଣା...

ipl
ଟସ୍ ଜିତିଲା ଦିଲ୍ଲୀ, ଫେରିଲେ ଈଶାନ୍ତ ଶର୍ମା

ଦୁବାଇ: ଚଳିତ ଆଇପିଏଲରେ ହ୍ୟାଟ୍ରିକ୍ ବିଜୟ ଲକ୍ଷ୍ୟରେ ଥିବା ଦିଲ୍ଲୀ କ୍ୟାପିଟାଲ୍ସ ଆଜି ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ସନରାଇଜର୍ସ ହାଇଦ୍ରାବାଦ ପ୍ରଥମେ ବ୍ୟାଟିଂ କରିବ। ଲଗାତର ଦୁଇଟି ମ୍ୟାଚ୍ ହାରିଥିବା ହାଇଦ୍ରାବାଦ ପାଇଁ ଏହି ମ୍ୟାଚ୍ ବେଶ୍...

dd
ପୁଣି ଚମକିଲା ଦିଲ୍ଲୀ ବୋଲିଂ, ହାଇଦ୍ରାବାଦ ୧୬୨/୪

ଆବୁ ଧାବି: ଚଳିତ ଆଇପିଏଲର ଲଗାତର ଦୁଇଟି ମ୍ୟାଚ୍ ହାରିଥିବା ସନରାଇଜର୍ସ ହାଇଦ୍ରାବାଦ ଟୁର୍ଣ୍ଣାମେଣ୍ଟରେ ପ୍ରଥମ ବିଜୟ ଆଶାରେ ଆଜି ଇନଫର୍ମ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିଛି। ଏହି ମ୍ୟାଚରେ କ୍ୟାପଟେନ୍ ଡେଭିଡ୍ ୱାର୍ଣ୍ଣର ଓ ଜନ୍ନି ବେୟାରଷ୍ଟୋଙ୍କ ସଫଳ ଓପନିଂ ପାର୍ଟନରଶିପ୍ ଏବଂ କେନ୍ ୱିଲିୟମସନଙ୍କ ବିସ୍ଫୋରକ ଇନିଂସ୍...