ପୁରୀ: ଶ୍ରୀମନ୍ଦିର ସଂସ୍କାର ପାଇଁ ନିଯୁକ୍ତ ହେଲେ ନୂଆ ଆମିକସ୍ କ୍ୟୁରୀ। ଭାରତ ସରକାରଙ୍କ ପୂର୍ବତନ ସଲିସିଟର ଜେନେରାଲ ରଞ୍ଜିତ କୁମାରଙ୍କୁ ନୂଆ ଆମିକସ୍କ୍ୟୁରୀ ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ ଆମିକସ୍କ୍ୟୁରୀ ଥିବା ଗୋପାଳ ସୁବ୍ରମଣ୍ୟମ୍ ଦାୟିତ୍ୱରୁ ଅବ୍ୟାହତି ନେବା ପରେ ଏହି ପଦ ଖାଲି ପଡ଼ିଥିଲା। ଅନ୍ୟପଟେ...
ବଲାଙ୍ଗିର: ପ୍ରଶାସନର ବାରଣ ସତ୍ତ୍ୱେ ଆଜି ବଲାଙ୍ଗିର ଜିଲ୍ଲାରେ ଶୁଳିଆ ଯାତ୍ରାରେ ପଶୁବଳି ପଡ଼ିଛି। ଦେଓଗାଁ ବ୍ଲକ କୁଲୁତାପଡ଼ା ପଞ୍ଚାୟତର ଖଇରଗୁରା ଏବଂ କୁମୁରିଆ ଗାଁର ଆଦିବାସୀମାନେ ପାରମ୍ପରିକ ରୀତିନୀତିରେ ନିଜର ଆରାଧ୍ୟ ଦେବାଦେବୀଙ୍କୁ ପୂଜା କରିଛନ୍ତି। ଗତକାଲି ଅର୍ଦ୍ଧରାତ୍ରରେ ଗାଁର ଶୁଳିଆଗୁଡ଼ିରେ ନିଶି ପୂଜା ଶେଷ ହୋଇଥିବା...
ରାଉରକେଲା: ରାଉରକେଲାରୁ ବି ଉଡ଼ିବ ବିମାନ। ଇସ୍ପାତ ନଗରୀରେ ପ୍ରତିଷ୍ଠା ହେବ ରାଜ୍ୟର ତୃତୀୟ ବିମାନ ବନ୍ଦର। ଏଥିପାଇଁ କେନ୍ଦ୍ର ସରକାରଙ୍କ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ସବୁଜ ସଙ୍କେତ ମିଳିଛି। ରାଉରକେଲାରେ ବିମାନ ବନ୍ଦର ନିର୍ମାଣ ଲାଗି ଡିଜିସିଏ ଲାଇସେନ୍ସ ଦେଇଛନ୍ତି । ଏନେଇ ବେସାମରିକ...
ନୂଆଦିଲ୍ଲୀ: ଚାଷୀଙ୍କ ହକ୍ ପାଇଁ ଆଜି ଦିଲ୍ଲୀ ଦରବାରରେ ବିଜେଡି ନେତାଙ୍କ ଗର୍ଜନ ଶୁଭିବ। ଏଥିପାଇଁ ଦିଲ୍ଲୀର ତାଲକଟୋରା ଷ୍ଟାଡିୟମ ପ୍ରସ୍ତୁତ ହୋଇଛି। ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କ୍ୟାବିନେଟ୍ ମନ୍ତ୍ରୀ, ବିଧାୟକ ଧାରଣାରେ ବସିବେ। ଧାନର ସର୍ବନିମ୍ନ ସହାୟକ ମୂଲ୍ୟକୁ କେନ୍ଦ୍ର ସରକାର ୨୯୩୦ ଟଙ୍କା...
ଭୁବନେଶ୍ୱର: କେନ୍ଦ୍ର ସରକାର ଶ୍ରମିକ ମାରଣ ନୀତି ଆପଣାଉଥିବା ଅଭିଯୋଗ କରି ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଦୁଇ ଦିନିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଆଜି ଓ ଆସନ୍ତାକାଲି ବନ୍ଦ ଡାକରା ଦିଆଯାଇଥିବା ବେଳେ ଏଥିରେ ୧୦ଟି ଶ୍ରମିକ ସଂଗଠନର ୨୦ କୋଟି କର୍ମଚାରୀ ସାମିଲ ହୋଇଛନ୍ତି।...
କଟକ: ଅଭିନେତ୍ରୀ ନିକିତାଙ୍କ ମୃତ୍ୟୁ ଘଟଣାରେ ସ୍ୱାମୀ ଲିପନ ସାହୁଙ୍କୁ ପୁଲିସ୍ ଗିରଫ କରିଛି। କଟକ ଚାଉଳିଆଗଞ୍ଜ ଥାନା ପୁଲିସ୍ ନିକିତାଙ୍କ ବାପାଙ୍କ ଅଭିଯୋଗ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ନେଇଛି। ନିକିତାଙ୍କ ବାପା ମାଆଙ୍କୁ ଦୀର୍ଘ ସମୟ ଧରି ପୁଲିସ୍ ପଚରାଉଚରା କରିଥିଲା। ଏହାପରେ ଅଟକ ଥିବା ଲିପନଙ୍କୁ...