ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତି ବିରୋଧରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଆଜିଠାରୁ ଦୁଇ ଦିନିଆ ଧର୍ମଘଟ ଡାକରା ଦିଆଯାଇଛି। ଶ୍ରମିକ ସଙ୍ଗଠନ ଆଜି ଓ ଆସନ୍ତାକାଲି ଦୁଇ ଦିନ ଧର୍ମଘଟ କରୁଛନ୍ତି। ଏହି ଧର୍ମଘଟରେ ଦେଶବ୍ୟାପୀ ୧୦ଟି ଶ୍ରମିକ ସଙ୍ଗଠନର ୨୦ କୋଟି କର୍ମଚାରୀ...
ଭୁବନେଶ୍ୱର: ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ଇସ୍ତଫା ପରେ ବି ପିପିଲି ପୀଡ଼ିତା ଇସ୍ୟୁ ଥମୁନାହିଁ। ଆଜି କଂଗ୍ରେସ ଦଳ ଏ ପ୍ରସଙ୍ଗ ନେଇ ସରକାରଙ୍କୁ ପୁଣି ଟାର୍ଗେଟ୍ କରିଛି। କଂଗ୍ରେସ କହିଛି ମହାରଥୀଙ୍କ ଇସ୍ତଫା ମୁଖ୍ୟମନ୍ତ୍ରୀଙ୍କ ପୁରୁଣା ଚାଲ୍। ମହାରଥୀଙ୍କୁ ଇସ୍ତଫା ପାଇଁ କହି ବିଜେଡି ଏଥିରୁ ମୁକୁଳି...
କଟକ : ଅଭିନେତ୍ରୀ ନିକିତା ମୃତ୍ୟୁ ଘଟଣାରେ ନୂଆ ମୋଡ। ଆଜି ନିକିତାଙ୍କ ବାପା ଘରକୁ ଯାଇ ପୁଲିସ୍ ଛାନଭିନ୍ ଆରମ୍ଭ କରିଛି। ପୁଲିସ୍ ସହ ସାଇଣ୍ଟିଫିକ୍ ଟିମ୍ ନିକିତାଙ୍କ ଘରକୁ ଯାଇ ପୁରା ଘଟଣାର ଅନୁଧ୍ୟାନ କରିଛନ୍ତି। ଛାତ ଉପର ବୁଲି ଦେଖିବା ସହ ସେ କେଉଁଠି...
ଭୁବନେଶ୍ୱର: ଦେଶର ଅର୍ଥନୀତି ସମୃଦ୍ଧ କରିବାରେ ଓଡ଼ିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଜାତୀୟ ଅର୍ଥନୀତିର ବିକାଶ ଲାଗି ରାଜ୍ୟ ଅର୍ଥନୀତିକୁ ସୁଦୃଢ଼ କରିବାକୁ ପଡ଼ିବ ବୋଲି ପଞ୍ଚଦଶ ଅର୍ଥ କମିଶନ ଅଧ୍ୟକ୍ଷ ନନ୍ଦକିଶୋର ସିଂହ କହିଛନ୍ତି। ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ନନ୍ଦକିଶୋର ଆଜି ଭୁବନେଶ୍ୱରରେ ସାମ୍ବାଦିକମାନଙ୍କୁ ଏହି...
ନୂଆଦିଲ୍ଲୀ: ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ପାଇଁ ଖୁସି ଖବର। ଚଳିତ ୨୦୧୯-୨୦ ଶିକ୍ଷା ବର୍ଷ ପାଇଁ ଜବାହର ନବୋଦୟ ବିଦ୍ୟାଳୟରେ ଅଧିକ ୫ ହଜାର ସିଟ୍ ବୃଦ୍ଧି କରାଯାଇଛି। କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ପ୍ରକାଶ ଜାଭ୍ଡେକର ଆଜି ଏହି ସୂଚନା ଦେଇଛନ୍ତି। ବର୍ତ୍ତମାନ ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ...
କଳାହାଣ୍ଡି: କଳାହାଣ୍ଡିରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଦାବିରେ ଆଜି ୧୨ଘଣ୍ଟିଆ କଳାହାଣ୍ଡି ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା ଓକିଲ ସଙ୍ଘ ଓ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଆନ୍ଦୋଳନକୁ ବିଭିନ୍ନ ରାଜନୈତିକ ଦଳ ଓ ସଂଗଠନ ସମର୍ଥନ କରିଛନ୍ତି। ଏହି ବନ୍ଦ...
ନୂଆଦିଲ୍ଲୀ: ଆଗାମୀ ସାଧାରଣ ନିର୍ବାଚନ ପାଇଁ ବିଜେପି ପ୍ରସ୍ତୁତି ଆରମ୍ଭ କରିଛି। ଗୃହମନ୍ତ୍ରୀ ରାଜନାଥ ସିଂ ଓ ଅର୍ଥମନ୍ତ୍ରୀ ଅରୁଣ ଜେଟ୍ଲିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ରାଜନାଥ ସିଂଙ୍କୁ ୨୦୧୯ ସାଧାରଣ ନିର୍ବାଚନ ପାଇଁ ବିଜେପିର ଇସ୍ତାହାର କମିଟିର ଅଧ୍ୟକ୍ଷ ଏବଂ ଅର୍ଥମନ୍ତ୍ରୀ ଅରୁଣ ଜେଟ୍ଲିଙ୍କୁ ପ୍ରଚାର କମିଟିର...