ଗଞ୍ଜାମ: ଦାଦନ ଖଟିବାକୁ ଆନ୍ଧ୍ର ପ୍ରଦେଶ ଯାଇ ଭୋକ ଉପାସରେ ଥିବା ଗଞ୍ଜାମର ୨୦ ଜଣ ଶ୍ରମିକ ଉଦ୍ଧାର ପାଇଁ ନିବେଦନ କରିଛନ୍ତି। ଆନ୍ଧ୍ରରେ କେବୁଲ ଲାଇନ୍ ଖୋଳିବାକୁ ପୁନେର ବାଲାଜୀ ନାମକ ଠିକାଦାର ଯୋଗାଯୋଗ କରି ଗଞ୍ଜାମ ସାନଖେମୁଣ୍ଡି ଅଞ୍ଚଳର ୨୦ ଜଣ ଶ୍ରମିକଙ୍କୁ ହାଇଦ୍ରାବାଦ ନେଇଥିଲା।...
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଚିନ୍ତାମଣିଶ୍ୱର ଫିସେରି ଲେନ୍ ଓ ହଳଦୀପଡ଼ିଆ ବସ୍ତିରୁ ୩୮୫ ଗ୍ରାମ୍ ବ୍ରାଉନ୍ ସୁଗାର୍ ଜବତ କରାଯାଇଛି। ଆଜି ସକାଳେ ଅବକାରୀ ବିଭାଗର ଅଧିକାରୀମାନେ ଚଢ଼ାଉ କରି ଏହି ବ୍ରାଉନ୍ ସୁଗାର୍ ଜବତ କରିଛନ୍ତି। ଜବତ ବ୍ରାଉନ୍ ସୁଗାର୍ର ଅନୁମାନିକ ମୂଲ୍ୟ ୩୮ ଲକ୍ଷ ଟଙ୍କାରୁ...
ଭୁବନେଶ୍ୱର: ଆସନ୍ତା ୨୦ ତାରିଖରେ ହେବାକୁ ଥିବା ଆସିଷ୍ଟାଣ୍ଟ୍ ସେକ୍ସନ୍ ଅଫିସର-ASO ପରୀକ୍ଷାକୁ ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି। ଏହି ଦିନ ଅନ୍ୟ ୩ଟି କେନ୍ଦ୍ରୀୟ ପରୀକ୍ଷା ପଡୁଥିବାରୁ ASO ପରୀକ୍ଷାକୁ ଘୁଞ୍ଚାଇବାକୁ ପରୀକ୍ଷାର୍ଥୀମାନେ ଦାବି କରିଛନ୍ତି। ଏନେଇ ବହୁ ସଂଖ୍ୟାରେ ଚାକିରି ଆଶାୟୀ ଆଜି...
ଲକ୍ଷ୍ନୌ: ଉତ୍ତରପ୍ରଦେଶର ବୁଲନ୍ଦଶହର ହିଂସାକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଯୋଗେଶ ରାଜ୍ଙ୍କୁ ପୁଲିସ୍ ଗିରଫ କରିଛି। ଯୋଗେଶ ବଜରଙ୍ଗ ଦଳ କାର୍ଯ୍ୟକର୍ତ୍ତା ଏବଂ ତାଙ୍କୁ ଏହି ହିଂସାର ମୁଖ୍ୟ ଅଭିଯୁକ୍ତ ବୋଲି ଜଣାପଡିଛି। ଗତ ରାତିରେ ତାଙ୍କୁ ଗିରଫ କରାଯାଇଛି। ଏକ ଜଙ୍ଗଲରେ ସଂଖ୍ୟାଧିକ ଗାଈଙ୍କର ମୃତଦେହ ମିଳିବା...
ଭୁବନେଶ୍ୱର: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ପ୍ରଥମ ପର୍ଯ୍ୟାୟରେ ଭୋଟର ତାଲିକାରେ ସଂଶୋଧନ କରାଯାଇଥିବା ନେଇ ସୂଚନା ଦେଇଛନ୍ତି। ଜାନୁଆରୀ ୪ ତାରିଖ ଯାଏ ଚୂଡ଼ାନ୍ତ ଭୋଟର ତାଲିକା ସଂଶୋଧନ ନେଇ...
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାର ନିପାଣିଆର ମହାନଦୀ ମୁହାଣରେ ଡଙ୍ଗା ବୁଡ଼ି ଘଟଣାରେ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ଶୋକ ବ୍ୟକ୍ତ କରିଛନ୍ତି। ଟ୍ୱିଟ୍ କରି ସେ ଶୋକ ପ୍ରକାଶ କରିଛନ୍ତି। ଘଟଣାରେ ସେ ମର୍ମାହତ ଥିବା କଥା ଟ୍ୱିଟ୍ କରିଛନ୍ତି। R.I.P? Woke to awful news of 9...
କେନ୍ଦୁଝର: ପ୍ରକୃତିର କୋଳରେ ଅବସର ବିନୋଦନ ପାଇଁ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। କେନ୍ଦୁଝର ଜିଲ୍ଲା ତେଲକୋଇ କଳାପଟ ପାହାଡ଼ରେ ଥିବା ପୁଟଘର ଜଳପ୍ରପାତ ପର୍ଯ୍ୟଟନସ୍ଥଳୀକୁ ଦୂରଦୂରାନ୍ତରୁ ପର୍ଯ୍ୟଟକମାନେ ଆସୁଛନ୍ତି। ଯଦିଓ ପୁଟଘର ଜଳପ୍ରପାତ ସୌନ୍ଦର୍ଯ୍ୟରେ ବିମୋହିତ, ତେବେ ସେଠାକାର ଅବ୍ୟବସ୍ଥାରେ ପର୍ଯ୍ୟଟକ ଅସନ୍ତୋଷ ପ୍ରକାଶ କରିଛନ୍ତି। କିଏ ଜଳପ୍ରପାତର...
କଟକ: ଅବହେଳିତ ଅବସ୍ଥାରେ କଟକର ହରିଣ ପାର୍କ। ୨୦ରୁ ୨୫ ହରିଣ ରହିବା ଜାଗାରେ ରହୁଛନ୍ତି ଦୁଇ ଶହରୁ ଅଧିକ ହରିଣ। କମ୍ ଜାଗାରେ ଅଧିକ ହରିଣ ରହୁଥିବାରୁ ସେମାନଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେଉଛି। ବାରମ୍ବାର ଅଭିଯୋଗ ପରେ ବି କୌଣସି ପଦକ୍ଷେପ ନିଆଯାଉନାହିଁ। ୬ଟି ହରିଣକୁ...
ବାରିପଦା: ପୁଣି ଥରେ ଡକାୟତଙ୍କ ଟାଗେର୍ଟରେ ବ୍ୟାଙ୍କ। ବାରିପଦା ବଡ଼ସାହି ଥାନା ଅନ୍ତର୍ଗତ ପ୍ରତାପପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାରୁ ଡକାୟତି ହୋଇଥିବା ସୂଚନା ମିଳିଛି। ଗତକାଲି ବିଳମ୍ବିତ ରାତିରେ ଏହି ଡକାୟତି ହୋଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ...
କେନ୍ଦ୍ରାପଡ଼ା: ବସ୍ ଦୁର୍ଘଟଣା ହେଉ କିମ୍ବା ଡଙ୍ଗା ବୁଡ଼ି ସବୁବେଳେ ଦୁର୍ଘଟଣା ଘଟିବା ପରେ ଦୁର୍ଘଟଣାର ଅନେକ କାରଣ ସମ୍ନାକୁ ଆସିଥାଏ। ସେଥିମଧ୍ୟରୁ କ୍ଷମତା ଠାରୁ ଅଧିକ ଯାତ୍ରୀ ନେଇ ଯିବାରୁ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିବା କାରଣଟି ପ୍ରାୟ ମୁଖ୍ୟ କାରଣ ହୋଇଥାଏ। ଗତକାଲି ଜଗତସିଂହପୁର ଜିଲ୍ଲା...
ଭୁବନେଶ୍ୱର: କେନ୍ଦ୍ରାପଡ଼ା ଡଙ୍ଗା ବୁଡ଼ି ଘଟଣାରେ ମୃତକଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଥିବା ବେଳେ ମୃତକଙ୍କ ମଧ୍ୟରେ ୭ ଜଣ ଶିଶୁ ଓ ୨ ଜଣ ମହିଳା ଅଛନ୍ତି। ତେବେ ଏଠାରେ ପ୍ରଶ୍ନ ଉଠୁଛି ଯେ ଡଙ୍ଗାବୁଡ଼ି ଘଟଣାରେ ଆଉ କେତେ ଜୀବନ ଗଲେ ଆମେ ଚେତିବା ଓ...