• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

2
ଆଗାମୀ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶାରେ ହେବ ପ୍ରବଳ ଶୀତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟରେ କୋଲ୍ଡ ୱେଭ୍‌ ଓ୍ୱାର୍ଣ୍ଣିଂ ଜାରି କରିଛି। ଭୁବନେଶ୍ୱର, ଅନୁଗୁଳ ଓ ଟିଟିଲାଗଡ଼ରେ କୋଲ୍ଡ ୱେଭ୍‌ ସ୍ଥିତି ଥିବା ବେଳେ ଆଗାମୀ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଶୀତ ଅନୁଭୂତ ହେବ ବୋଲି...

1
ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଆସିକା: ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଗତକାଲି ରାତିରେ ଗଞ୍ଜାମ ଜିଲ୍ଲା ଆଠଗଡ଼ପାଟଣାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଲୋକେ ଗାଁର ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ଫଳରେ ଆସିକା ଓ ଭୁବନେଶ୍ୱର ମଧ୍ୟରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ପୁଲିସ୍ ବୁଝାସୁଝା କରିବା ପରେ ରାସ୍ତାରୋକ...

b1
ସରକାରୀ ଡାଏରୀରେ ତ୍ରୁଟିକୁ ନେଇ ବିରୋଧ

ଭୁବନେଶ୍ୱର: ସରକାରୀ ଡାଏରୀରେ ତ୍ରୁଟି। ‘ମାନବ ଜୀବନ ନୁହଁଇ କେବଳ ବର୍ଷ ମାସ ଦିନ ଦଣ୍ଡ’ ପଂକ୍ତିଟି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ରଚିତ ଧର୍ମପଦ ପୁସ୍ତକର। କିନ୍ତୁ ଚଳିତ ବର୍ଷ ଛପାଯାଇଥିବା ରାଜ୍ୟ ସରକାରଙ୍କ ଡାଏରୀରେ ଏହି ପଂକ୍ତିଟି କବିବର ରାଧାନାଥ ରାୟଙ୍କର ବୋଲି ଉଲ୍ଲେଖ କରାଯାଇଛି। ଏହାକୁ...

e1
ଚମ୍ପୁଆ ରେଞ୍ଜ ଅଞ୍ଚଳରେ ହାତୀ ଆତଙ୍କ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ଅଞ୍ଚଳରେ ହାତୀ ଆତଙ୍କ। ଝୁମ୍ପୁରା ବ୍ଲକ ଅଫିସ୍‌ ପାଖରେ ଥିବା ଆମ୍ବ ବଗିଚାରେ ହାତୀ ବୁଲୁଥିବା ଦେଖିବାକୁ ମିଳିଛି। ସକାଳୁ ବାଲିବନ୍ଧ ପଟୁ ହାତୀ ଆସି ବଗିଚାରେ ଅଛନ୍ତି। ୮ଟି ହାତୀ ପ୍ରବେଶ କରିବାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି।...

8
ଦାରିଙ୍ଗବାଡ଼ିରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

କନ୍ଧମାଳ: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ସତ୍ତ୍ୱେ ମଧ୍ୟ ବିଭିନ୍ନ ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ଭିଡ଼ ବେଶ୍‌ ଜମୁଛି। ଶୀତଋତୁରେ ବଣଭୋଜି ସାଙ୍ଗକୁ ପ୍ରକୃତିର ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ଲାଗି ଲୋକଙ୍କ ମଧ୍ୟରେ ଆଗ୍ରହ ଦେଖିବାକୁ ମିଳିଛି। ଜାଡ଼ର ମାଡ଼ ସତ୍ତ୍ୱେ ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ...

aahar
‘ରାତ୍ରି ଆହାର’ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଆହାର ଯୋଜନାରେ ନୂଆ ପଦକ୍ଷେପ। ଏଣିକି ରାତିରେ ମଧ୍ୟ ଆହାର ମିଳିବ। ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ରାତ୍ରି ଆହାର’ କେନ୍ଦ୍ର ଉଦ୍‌ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର କ୍ୟାପିଟାଲ୍‌ ହସ୍ପିଟାଲ୍‌ ପରିସରରେ ରାତ୍ରି ଆହାର କେନ୍ଦ୍ରର ଶୁଭାରମ୍ଭ କରିଥିଲେ। ପ୍ରାଥମିକ ପର୍ଯ୍ୟାୟରେ ଭୁବନେଶ୍ୱରର ସମ୍...