ଭୁବନେଶ୍ୱର: ଏଥର ମାଟ୍ରିକ ପରୀକ୍ଷା ବେଳେ ହଲ୍ରେ ସିସିଟିଭି ବ୍ୟବସ୍ଥା ଲାଗୁ ନେଇ ଆଶଙ୍କା ଦେଖାଦେଇଛି। ନିଜେ ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ଏହି ଆଶଙ୍କା ପ୍ରକାଶ କରିଛନ୍ତି। ମନ୍ତ୍ରୀ କହିଛନ୍ତି, ସିସିଟିଭି ଲଗାଇବାରେ ବଜେଟ୍ ବାଧକ ସାଜିଛି। କଲେଜମାନଙ୍କରେ ସ୍ୱତନ୍ତ୍ର ଫଣ୍ଡ୍ ବ୍ୟବସ୍ଥା ରହିଥିବା ବେଳେ...
ନୂଆଦିଲ୍ଲୀ: ମେଘାଳୟ ଜଇନ୍ତିଆ ପର୍ବତର ସାନ୍ କୋଇଲା ଖଣିରେ ଫସିଥିବା ଶ୍ରମିକଙ୍କ ଉଦ୍ଧାର କାର୍ଯ୍ୟ ଏବେ ବି ଚାଲିଛି। ନୌସେନା ଟିମ୍ର ବୁଡ଼ାଳି ମାନେ ଖଣିର ୭୦ ଫୁଟ୍ ତଳକୁ ଯାଇ ପହଞ୍ଚିଛନ୍ତି। ତେବେ ପାଣି ଅତ୍ୟଧିକ ଥଣ୍ଡା ଏବଂ ରାଟ୍ ହୋଲ୍ ହୋଇଥିବାରୁ ଖଣି ଭିତରକୁ ପଶିବାରେ...
କଟକ: ପିପିଲି ପୀଡ଼ିତାଙ୍କୁ ଗଣଦୁଷ୍କର୍ମ ଘଟଣାରେ ତଥ୍ୟ ପ୍ରମାଣ ଯୋଗାଡ଼ରେ କ୍ରାଇମ୍ବ୍ରାଞ୍ଚ ବିଫଳ ହୋଇଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗ ଆଣି ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା କଟକରେ ଋଣହୁଙ୍କାର କରିଥିଲା। ଆଜି ଏହି ପ୍ରତିବାଦରେ ବିଜେପି ମହିଳା ମୋର୍ଚ୍ଚା ଶୋଭାଯାତ୍ରା କରିଛି। ଆଜି ରାଜ୍ୟ ବିଜେପି ମହିଳା...
ଶ୍ରୀନଗର: ଭାରତୀୟ ସେନାର ଏକ ଘାଟି ଉପରକୁ ପାକିସ୍ତାନୀ ସେନାର ବଡ଼ ଧରଣର ଆକ୍ରମଣକୁ ଭାରତୀୟ ସେନା ପଣ୍ଡ କରି ଦେଇଛନ୍ତି। ଜମ୍ମୁ ଓ କଶ୍ମୀର ନୌଗାମ୍ ସେକ୍ଟରର ନିୟନ୍ତ୍ରଣ ରେଖାକୁ ଅତିକ୍ରମ କରିବା ଲାଗି ଗତକାଲି ପାକିସ୍ତାନୀ ବର୍ଡର ଆକ୍ସନ ଟିମ୍ର ଏକ ଟିମ୍ ଉଦ୍ୟମ କରିଥିଲେ।...
କେନ୍ଦୁଝର: କେନ୍ଦୁଝରର ଶ୍ରୀବଳଦେବଜୀଉଙ୍କ ରଥ ବିଶ୍ୱର ସବୁଠୁ ବଡ଼ ରଥ ବୋଲି ଗ୍ଲୋବାଲ୍ ରେକର୍ଡସ୍ ଏଣ୍ଡ ରିସର୍ଚ୍ଚ ଫାଉଣ୍ଡେସନ୍ (GRRF) ଘୋଷଣା କରିଛି। ଫଳରେ ଏହା ଗିନିଜ୍ ୱାର୍ଲଡ୍ ରେକର୍ଡସ୍ରେ ସ୍ଥାନ ପାଇବାକୁ ପଥ ପରିଷ୍କାର ହୋଇଛି ବୋଲି ସୂଚନା ମିଳିଛି। ପୂର୍ବରୁ କେନ୍ଦୁଝର ଦେବୋତ୍ତର ବିଭାଗ ପକ୍ଷରୁ...
ଭଦ୍ରକ: ଘରେ ଶୋଇଥିବା ବେଳେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଭଦ୍ରକ ଜିଲ୍ଲା ବାସୁଦେବପୁର ଅନ୍ତର୍ଗତ ବଛିପୁର ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଗଣେଶ ଶତପଥୀ (୪୦) ସୂଚନା ଅନୁସାରେ, ଗଣେଶ ଓ ତାଙ୍କ ଝିଅ ଗତକାଲି ରାତିରେ ଘରେ ଶୋଇଥିଲେ।...
ଭୁବନେଶ୍ୱର: ଜାଡ଼ରେ ଥରୁଛି ସାରା ଓଡ଼ିଶା। ଦିନକୁ ଦିନ ପାରଦ କମୁଥିବା ବେଳେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ବିଭିନ୍ନ ପଶୁ ପକ୍ଷୀ ଯେମିତି ପ୍ରଭାବିତ ନହେବେ ସେଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଖାଲି ସାପ ନୁହେଁ ପାଣିରେ ରହୁଥିବା କୁମ୍ଭୀର ମଧ୍ୟ ଶୀତରେ ଅସ୍ତବ୍ୟସ୍ତ। କୁମ୍ଭୀରଙ୍କୁ ଶୀତ...