ଶ୍ରୀନଗର: ଜମ୍ମୁ ଓ କଶ୍ମୀରରେ ସେନାର ଅପରେସନ ଅଲ୍ ଆଉଟ୍କୁ ଆଜି ଆଉ ଏକ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ପୁଲୱାମା ଜିଲ୍ଲାର ରିଞ୍ଜିପୋରା ଅଞ୍ଚଳରେ ଆଜି ସୁରକ୍ଷାବଳ ଓ ସଶସ୍ତ୍ର ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଦୀର୍ଘ ସମୟ ଧରି ଉଭୟ ପକ୍ଷରୁ ଗୁଳିମାଡ଼ ହେବା ଫଳରେ...
ନୂଆଦିଲ୍ଲୀ: ଫ୍ରାଇଡେ ରିଲିଜ୍ରେ ପରଦାକୁ ଆସିଛି ବଲିଉଡ୍ ଆକ୍ସନ୍ କମେଡି ମୁଭି ‘ସିମ୍ବା’। ରୋହିତ ସେଟ୍ଟୀ ନିର୍ଦ୍ଦେଶିତ ସିମ୍ବାରେ ରଣବୀର ସିଂହ ଲିଡ୍ ରୋଲ୍ ଥିବାବେଳେ ତାଙ୍କ ଅପୋଜିଟରେ ନଜର ଆସିଛନ୍ତି ସୈଫ ଅଲୀ ଖାଁଙ୍କ ଝିଅ ସାରା ଅଲୀ ଖାଁ। ମୁଭିରେ ପ୍ରଥମେ ରଣବୀର ଜଣେ ଦୁର୍ନୀତିଗ୍ରସ୍ତ...
ନୂଆଦିଲ୍ଲୀ: ମେଘାଳୟ କୋଇଲା ଖଣିରେ ଫସି ରହିଥିବା ଶ୍ରମିକଙ୍କ ଉଦ୍ଧାର କାର୍ଯ୍ୟରେ ସହାୟତା କରିବାକୁ ଗଲା ଓଡ଼ିଶା ଅଗ୍ନିଶମ ବାହିନୀର ଏକ ଟିମ୍ ମେଘାଳୟ ଯାଇଛି। ଆଜି ଚିଫ୍ ଫାୟାର୍ ଅଫିସର ସୁକାନ୍ତ ସେଠୀଙ୍କ ନେତୃତ୍ୱରେ ୨୦ ଜଣିଆ ଟିମ୍ ଭାରତୀୟ ବାୟୁସେନାର C 130J ଟ୍ରାନ୍ସପୋର୍ଟ ବିମାନରେ...
ସାଲେପୁର: ପିକ୍ନିକ୍ ବସ୍ ଦୁର୍ଘଟଣାଗ୍ରସ୍ତ। ସାଲେପୁର କମରପଦା ନିକଟରେ ଏକ ପିକ୍ନିକ୍ ବସ୍ ହାଇୱାକୁ ଧକ୍କା ଦେଇ ଓଲଟି ପଡ଼ିଛି। ଏଥିରେ ୨୦ ଜଣ ଆହତ ହୋଇଥିବା ବେଳେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବସ୍ରେ ୪୦ରୁ ଅଧିକ...
ନୂଆଦିଲ୍ଲୀ: କେନ୍ଦ୍ର ସରକାର ୨୩ଟି ଲଘୁ ବନଜାତ ସାମଗ୍ରୀର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ବୃଦ୍ଧି କରିଛନ୍ତି। କେନ୍ଦ୍ର ସରକାରଙ୍କ ଆଦିବାସୀ ମନ୍ତ୍ରାଳୟ ଏ ସଂପର୍କରେ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏବଂ ସବୁ ରାଜ୍ୟ ସରକାରଙ୍କୁ ଏହାକୁ ଲାଗୁ କରିବା ପାଇଁ କୁହାଯାଇଛି। ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି...
ରାଉରକେଲା: ରାଉରକେଲାରେ ଚାଞ୍ଚଲ୍ୟ। ୧ ନମ୍ବର ସେକ୍ଟରରେ ଜଣେ ଆର୍ଏସ୍ପି କର୍ମଚାରୀଙ୍କୁ ଦୁର୍ବୃତ୍ତମାନେ ଗୁଳିକରି ହତ୍ୟା କରିଛନ୍ତି। ଘର ଭିତରେ ପଶି ତାଙ୍କୁ ୪ଜଣ ଦୁର୍ବୃତ୍ତ ଗୁଳି କରି ଫେରାର ହୋଇଯାଇଥିବା ସୂଚନା ମିଳିଛି। ମୃତ ଆରଏସ୍ପି କର୍ମଚାରୀଙ୍କ ମୁଣ୍ଡରେ ଗୁଳି ବାଜିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଇସ୍ପାତ...
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା କରଦାଙ୍ଗି ଘୋଡ଼ାବେଡ଼ା ସାହିରେ ଜଣେ ମହିଳାଙ୍କୁ କିରାସିନ ଢାଳି ପୋଡ଼ି ମାରି ଦିଆଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଟୁନା ମହାନ୍ତଙ୍କ ସ୍ତ୍ରୀ ସବିତା ମହାନ୍ତ। ଟୁନା ଆଉ ଜଣେ ଝିଅକୁ ଭଲ ପାଉଛି ବୋଲି ସବିତାଙ୍କ ବାପା ଲମ୍ବୋଦର ମହାନ୍ତ...
ପୁରୀ: ବର୍ତ୍ତମାନ ସୁଦ୍ଧା ଶ୍ରୀମନ୍ଦିର ବଡ଼ଦେଉଳର ଦ୍ୱାର ଖୋଲିନାହିଁ। ତେଣୁ ଶ୍ରୀଜିଉଙ୍କ ମଙ୍ଗଳ ଆଳତି କିମ୍ବା କୌଣସି ନୀତିକାନ୍ତି ମଧ୍ୟ ଆରମ୍ଭ ହୋଇନାହିଁ। ଏଥିଯୋଗୁଁ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସିଥିବା ଶ୍ରଦ୍ଧାଳୁ ନିରାଶ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟଟନ ଋତୁ ଚାଲୁଥିବାରୁ ଏବେ ଶୀକ୍ଷେତ୍ରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ...
ବଲାଙ୍ଗିର: ବଲାଙ୍ଗିର ଭୀମଭୋଇ ମେଡିକାଲ୍ କଲେଜ ଓ ହସ୍ପିଟାଲ୍ରେ ଏକ ସାଂଘାତିକ ଭୁଲ୍ ସାମ୍ନାକୁ ଆସିଛି। ଗୋଟିଏ ନବଜାତ ଶିଶୁ ଅସୁସ୍ଥ ହେବା ପରେ ତାକୁ ବୁର୍ଲା ପଠା ଯାଇଥିଲା। ତେବେ ତା’ ବାପାଙ୍କ ବଦଳରେ ଆଉ ଏକ ଶିଶୁର ବାପାଙ୍କୁ ତାକୁ ହସ୍ତାନ୍ତର କରାଯାଇଥିଲା। ଏହି ଭୁଲ୍କୁ...