• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

1
ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ

ଭୁବନେଶ୍ୱର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ। ଏନେଇ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଅପେକ୍ଷା ଏଥର ୧୫ ଦିନ ବିଳମ୍ବରେ ବିଜ୍ଞାନ ପରୀକ୍ଷା ଫଳ ବାହାରୁଛି। ସାଧାରଣ ନିର୍ବାଚନ, ଫୋନି ଓ ମୂଲ୍ୟାୟନକାରୀ ଅଭାବ ବିଳମ୍ବର କାରଣ ବୋଲି...

kalpana dash
ଆଜି ଭୁବନେଶ୍ୱରରେ ପହଞ୍ଚିବ କଳ୍ପନାଙ୍କ ମରଶରୀର

ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ପହଞ୍ଚିବ ଏଭରେଷ୍ଟ ଆରୋହଣକାରୀ କଳ୍ପନା ଦାଶଙ୍କ ମରଶରୀର। ଗତକାଲି କାଠମାଣ୍ଡୁରୁ କଳ୍ପନାଙ୍କ ମୃତଦେହକୁ ଧରି ନୂଆଦିଲ୍ଲୀରେ ବିଳମ୍ବରେ ପହଞ୍ଚିଥିଲା ବିମାନ । ଫଳରେ ଦିଲ୍ଲୀ-ଭୁବନେଶ୍ୱର ବିମାନ ପଳାଇ ଆସିଥିଲା। ଆଜି ମରଶରୀର ପହଞ୍ଚିବା ପରେ ଏୟାରପୋର୍ଟରୁ କଳିଙ୍ଗ ଷ୍ଟାଡିୟମ ନିଆଯିବ। ସକାଳ ୯ ଟା...

vote
ଦିନ ୧୨ଟା ସୁଦ୍ଧା ୨୫.୧୩ ପ୍ରତିଶତ ଭୋଟିଂ

ନୂଆଦିଲ୍ଲୀ: ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ମତଦାନ ହେଉଛି। ୭ଟି ରାଜ୍ୟର ୫୯ଟି ଲୋକସଭା ଆସନ ପାଇଁ ଭୋଟ ଚାଲିଛି। ଦିନ ୧୨ଟା ସୁଦ୍ଧା ମୋଟ୍‌ ୨୫.୧୩ ପ୍ରତିଶତ ଭୋଟିଂ ହୋଇଛି। ପଶ୍ଚିମବଙ୍ଗରେ ୩୮.୨୬ ପ୍ରତିଶତ, ଦିଲ୍ଲୀରେ ୧୯.୫୫ ପ୍ରତିଶତ, ହରିୟାଣାରେ ୨୩.୨୬ ପ୍ରତିଶତ, ଉତ୍ତର ପ୍ରଦେଶରେ...