• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

12
ଆଜି ଆଇପିଏଲ୍‌ରେ ସାମ୍ନାସାମ୍ନି ହେବେ ଦିଲ୍ଲୀ-ହାଇଦ୍ରାବାଦ

ନୂଆଦିଲ୍ଲୀ: ଆଇପିଏଲ୍‌ର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ସାମ୍ନାସାମ୍ନି ହେବେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ। ଏଲିମିନେଟର୍ ପର୍ଯ୍ୟାୟରେ ଦୁଇ ଦଳ ମଧ୍ୟରେ କଡ଼ା ଟକ୍କର ଦର୍ଶକ ଦେଖିବାକୁ ପାଇବେ। ଆଜି ସନ୍ଧ୍ୟା ସାଢ଼େ ୭ଟାରେ ବିଶାଖାପଟଣାରେ ଏହି ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ରେ ଯିଏ ଜିତିବ...

representational image
ଡୁଙ୍ଗୁରି ଜଙ୍ଗଲରୁ ହାତୀର ମୃତଦେହ ଉଦ୍ଧାର

କଳାହାଣ୍ଡି(ରାଜ୍‌ କୁମାର ସିଂହଦେଓ): କଳାହାଣ୍ଡି ଜିଲ୍ଲା ଉର୍ଲଦାନୀ ରେଞ୍ଜର ଡୁଙ୍ଗୁରି ଜଙ୍ଗଲରୁ ଗୋଟିଏ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ତିନି ଚାରି ଦିନ ପୂର୍ବରୁ ହାତୀର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ଏହା ଭିତରେ ହାତୀଟିର ମୃତଦେହ ପଚି ଯାଇଥିବା ଜଣାପଡ଼ିଛି। ହାତୀକୁ ହତ୍ୟା କରାଯାଇଛି ନା ସ୍ୱାଭାବିକ...

Chingudi Dum Biryani in Odia
ଚିଙ୍ଗୁଡ଼ି ଦମ୍‌ ବିରିୟାନି ପ୍ରସ୍ତୁତ ପ୍ରଣାଳୀ | Chingudi Dum Biryani

ଭୁବନେଶ୍ୱର: ବିରିୟାନି ସମସ୍ତଙ୍କର ପ୍ରିୟ ଖାଦ୍ୟ ହୋଇଥାଏ। ଆମେ ବିଭିନ୍ନ ପ୍ରକାର ବିରିୟାନି ଖାଇଛୁ। ଆଜି କିନ୍ତୁ ଚିଙ୍ଗୁଡ଼ି ବିରିୟାନି କିପରି ହୁଏ ଆପଣଙ୍କୁ ଶିଖାଇବୁ। ଏହାର ସ୍ୱାଦ ଅନ୍ୟ ସବୁ  ବିରିୟାନିର ସ୍ୱାଦଠାରୁ ଭିନ୍ନ ହୋଇଥିବା ବେଳେ ଚିଙ୍ଗୁଡ଼ିର ବାସ୍ନା ଏକ ଅଲଗା ପ୍ରକାର ସ୍ୱାଦ ଦେବ।...

5
ବିପଦକୁ ଦୂରେଇ ରଖେ ମାଛ ଆକ୍ୱାରିୟମ୍‌

ଭୁବନେଶ୍ୱର: ଘରର ସାଜସଜ୍ଜାକୁ ଆକର୍ଷଣୀୟ କରିବା ଉପରେ ପ୍ରାୟତଃ ସମସ୍ତେ ଗୁରୁତ୍ୱ ଦେଇଥାନ୍ତି। ଏଥିଲାଗି ଘରକୁ ଆଧୁନିକ ଶୈଳୀରେ ସଜାଇବା ସହ ମାଛ ଆକୱାରିୟମ୍‌ ମଧ୍ୟ ରଖିଥାନ୍ତି। ଏହା ଘରର ସୌନ୍ଦର୍ଯ୍ୟକୁ ଦ୍ୱିଗୁଣିତ କରିଥାଏ। ହେଲେ ପେଙ୍ଗ୍‌ସୁଇ ଅନୁସାରେ ଘରେ ଫିସ୍‌ ଆକୱାରିୟମ୍‌ ରଖିବା ଦ୍ୱାରା ଘରେ ସୁଖ, ଶାନ୍ତି...

cold water
ଖରାଦିନେ ଥଣ୍ଡା ପାଣି ପିଇଲେ ହୋଇଥାଏ ଏହିସବୁ କ୍ଷତି

ଭୁବନେଶ୍ୱର: ଗରମ ଦିନ ଆସିଲେ ପ୍ରାୟ ସମସ୍ତେ ଥଣ୍ଡା ପାଣି ପିଇବାକୁ ପସନ୍ଦ କରନ୍ତି। ଏଥିନିମନ୍ତେ ଲୋକମାନେ ପ୍ରଥମେ ଫ୍ରିଜରେ ଥଣ୍ଡା ପାଣି ରଖିବା ଆରମ୍ଭ କରି ଦିଅନ୍ତି। ଅନେକ ଲୋକ ଏମିତି ଥାଆନ୍ତି ଯେଉଁମାନେ ଥଣ୍ଡା ପାଣି ନ ପିଇଲେ ତାଙ୍କ ଶୋଷ ମେଣ୍ଟି ନଥାଏ ବା...

3
‘ଫୋନି’ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ

ପୁରୀ: ପ୍ରଳୟଙ୍କରୀ ସାମୁଦ୍ରିକ ଝଡ଼ ‘ଫୋନି’ ପରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିଛନ୍ତି। ‘ଫୋନି’ ଦ୍ୱାରା ବିଶେଷ ପ୍ରଭାବିତ ପୁରୀ ଜିଲ୍ଲାର ନିମାପଡ଼ା, ଗୋପ, କୋଣାର୍କ, ବ୍ରହ୍ମଗିରି, କୃଷ୍ଣପ୍ରସାଦ ଆଦି ଅଞ୍ଚଳ ପରିଦର୍ଶନ କରିବା ସହ ଜନସାଧାରଣଙ୍କ ସହ...

2
‘ଫୋନି’ ଯୋଗୁ ଶ୍ରୀମନ୍ଦିରର ୫ କୋଟି ୧୦ ଲକ୍ଷ ଟଙ୍କା କ୍ଷତି

ପୁରୀ: ବାତ୍ୟା ‘ଫୋନି’ ଯୋଗୁ ପୁରୀ ଶ୍ରୀମନ୍ଦିରର ୫ କୋଟି ୧୦ ଲକ୍ଷ ଟଙ୍କା କ୍ଷତି ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର ଏ ନେଇ ସୂଚନା ଦେଇଛନ୍ତି। କ୍ଷୟକ୍ଷତିର ରିପୋର୍ଟ SRCଙ୍କୁ ଦିଆଯାଇଛି ଓ ଭାଙ୍ଗି ଯାଇଥିବା ମୂର୍ତ୍ତିର ମରାମତି କରାଯିବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି।...

1
‘ଫୋନି’ କ୍ଷୟକ୍ଷତି ନେଇ କେନ୍ଦ୍ର କ୍ୟାବିନେଟ୍ ସଚିବଙ୍କ ସହ ଆଲୋଚନା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ‍‘ଫୋନି’ ଜନିତ କ୍ଷୟକ୍ଷତିର ପୁନରୁଦ୍ଧାର ସମ୍ପର୍କରେ କେନ୍ଦ୍ର କ୍ୟାବିନେଟ୍ ସଚିବଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ଆଲୋଚନା କରିଛନ୍ତି। ଆଲୋଚନା ପରେ ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ମୁଖ୍ୟତଃ ମୋବାଇଲ ନେଟ୍‌ୱର୍କ ଓ ବିଦ୍ୟୁତ୍ ସଂଯୋଗ ଉପରେ...