ଗଞ୍ଜାମ: ଗଞ୍ଜାମ କବିସୂର୍ଯ୍ୟନଗର ନାବାଳିକା ଦୁଷ୍କର୍ମ ମାମଲାରେ ୩ ଜଣ ଗିରଫ ହୋଇଛନ୍ତି। ଗତ ଅକ୍ଟୋବର ୩୧ ତାରିଖରେ ଏହି ଗଣଦୁଷ୍କର୍ମ ହୋଇଥିଲା। ଦୁର୍ବୃତ୍ତମାନେ ଚୋରି କରିବାକୁ ଆସି ଘରୁ ୮ ବର୍ଷର ନାବାଳିକାକୁ ଉଠାଇ ନେଇଥିଲେ। ଧାନ ବିଲକୁ ନେଇ ଅଭିଯୁକ୍ତମାନେ ଗଣଦୁଷ୍କର୍ମ କରିଥିଲେ। ପୁଲିସ୍ ଏହାର...
ଭୁବନେଶ୍ୱର: ବିୟର ଫ୍ୟାକ୍ଟ୍ରି ପାଇଁ ରାଜ୍ୟ ସରକାର ଜାଗା ଦେଉଛନ୍ତି। କିନ୍ତୁ ପାଇକ ବିଦ୍ରୋହର ସ୍ମାରକୀ ପାଇଁ ଜମି ଦେବାକୁ ଆଗ୍ରହ ନାହିଁ। ଏଭଳି ଅଭିଯୋଗ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଭୁବନେଶ୍ୱର ଲୋୟର ପିଏମ୍ଜିରେ ଡଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଅବସରରେ...
ବଲାଙ୍ଗିର: ବଲାଙ୍ଗିର ବାଇପାସ୍କୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ଶ୍ରେୟ ନେବାକୁ ତିନି ପ୍ରମୁଖ ରାଜନୀତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ମଧ୍ୟରେ ଲଢ଼େଇ ଦେଖା ଦେଇଛି। ୧୭ ବର୍ଷ ତଳେ ବଲାଙ୍ଗିର ବାଇପାସ୍ ରାସ୍ତାର ଶିଳାନ୍ୟାସ ହୋଇଥିଲା। କିନ୍ତୁ ଏଯାଏ କାମ ଆରମ୍ଭ ହେଇପାରିନି। ଏବେ...
ଭୁବନେଶ୍ୱର: ଟିକେଟ ନଥିଲେ ମଧ୍ୟ ହକି ବିଶ୍ୱକପର ରଙ୍ଗାରଙ୍ଗ ଉଦ୍ଘାଟନୀ ଉତ୍ସବକୁ ଲୋକମାନେ ବିଗ୍ ଏଲ୍ଇଡି ସ୍କ୍ରିନ୍ରେ ଦେଖି ମଜା ଉଠାଇ ପାରିବେ। କାହିଁକି ନା ବିଶ୍ୱକପ ହକି ଉଦ୍ଘାଟନୀ ସମାରୋହ ପାଇଁ ରାଜଧାନୀରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ରାଜଧାନୀରେ ୧୨ଟି ସ୍ଥାନରେ ବଡ଼ବଡ଼ ଏଲ୍ଇଡି ଲାଗିବ। ବଡ଼ବଡ଼...
ଭୁବନେଶ୍ୱର: ସ୍ଥାୟୀ ନିଯୁକ୍ତି ଦାବିରେ ରାଜ୍ୟ ତହସିଲ ଡାଟାଏଣ୍ଟ୍ରି ଅପରେଟର ସଂଘର ବିଧାନସଭା ସମ୍ମୁଖରେ ଧାରଣା। ୧୨ ବର୍ଷ ପରେ ମଧ୍ୟ ସେମାନଙ୍କୁ ସ୍ଥାୟୀ ନିଯୁକ୍ତି ମିଳିନଥିବାରୁ ସଂଘ ପକ୍ଷରୁ ଧାରଣା ଦିଆ ଯାଇଛି। ୨୦୦୭ ମସିହାରେ ପ୍ରାୟ ୬୦୦ ଡାଟାଏଣ୍ଟ୍ରି ଅପରେଟର ନିଯୁକ୍ତି ପାଇଥିଲେ। ୬ ବର୍ଷ...