• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

2
ତିତ୍‌ଲି ଦେଇଗଲା ଦୁଃଖ; ବିଚ୍ଛିନ୍ନାଞ୍ଚଳରେ ରହିବା ଭଳି ଦିନ କାଟୁଛନ୍ତି ଲୋକେ

ଗଞ୍ଜାମ: ବାତ୍ୟା ତିତ୍‌ଲି ଓ ପରବର୍ତ୍ତୀ ବନ୍ୟାରେ ହୋଇଥିବା ବ୍ୟାପକ କ୍ଷୟକ୍ଷତିରେ ଏବେ ବି ଲୋକମାନେ ଦୁର୍ଦ୍ଦଶାରେ ଜୀବନ କାଟୁଛନ୍ତି। ତିତ୍‌ଲିକୁ ତିନି ସପ୍ତାହ ପୂରିବାକୁ ବସିଲାଣି ହେଲେ ଗଞ୍ଜାମ ଜିଲ୍ଲା ଗାଜଲବାଡ଼ି ପଞ୍ଚାୟତ ବାସିନ୍ଦା ଏବେ ଯାଏ ମଧ୍ୟ ଅଣ୍ଟା ସଳଖି କରି ପାରିନାହାନ୍ତି। ବାତ୍ୟା ପରବର୍ତ୍ତୀ...

p1
ଆଜିଠୁ ୬ଟି ସହରରେ ପଲିଥିନ୍ ବ୍ୟାନ୍ କଡ଼ାକଡ଼ି

ଭୁବନେଶ୍ୱର: ଆଜିଠାରୁ ରାଜ୍ୟର ୬ଟି ସହରରେ ପଲିଥିନ୍ ବ୍ୟାନ୍ କଡ଼ାକଡ଼ି ହେବ। ଏଥିସହ ଖିଲାପକାରୀଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ନିଆଯିବ। ୫୦ ମାଇକ୍ରୋନ୍‌ରୁ କମ୍ ପତଳା ପଲିଥିନ୍ ବ୍ୟବହାର ନ କରିବାକୁ କୁହାଯାଇଛି। ଯେଉଁମାନେ ପଲିଥିନ୍ ଷ୍ଟକ୍ ରଖିଛନ୍ତି ସେଠାରେ ପରିବେଶ ବିଭାଗ, ନଗର ଉନ୍ନୟନ ବିଭାଗ ଓ ସଂପୃକ୍ତ...

polithin
ପଲିଥିନ୍ ବ୍ୟାନ୍‌କୁ ନ ମାନିଲେ ଗଣିବେ ଜରିମାନା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପଲିଥିନ ବ୍ୟାନ୍‌ ନିୟମକୁ ନ ମାନିଲେ ଜରିମାନା ଲାଗିବ। ଆଜିଠୁ ଖାଉଟି ଏବଂ ବିକ୍ରେତାଙ୍କ ପାଇଁ ଜରିମାନା ରାଶି ଧାର୍ଯ୍ୟ କରିଛି BMC। ଖାଉଟି, ରାସ୍ତାକଡ଼ ଦୋକାନ ଏବଂ ସମସ୍ତ ପ୍ରକାର ହୋଟେଲ ପାଇଁ ଜରିମାନା ରାଶି ଧାର୍ଯ୍ୟ ହୋଇଛି। ଖାଉଟିଙ୍କ ପାଇଁ ୨...

1d
ଅାଇଜି ପାର୍କରେ ଇନ୍ଦିରାଙ୍କୁ କଂଗ୍ରେସର ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଭୁବନେଶ୍ୱରରେ ଅାଇଜି ପାର୍କରେ କଂଗ୍ରେସ ପକ୍ଷରୁ ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ବହୁ କଂଗ୍ରେସ କର୍ମୀ ଇନ୍ଦିରାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ଏଥିସହ ପିସିସି ସଭାପତିଙ୍କ ସହ ଅନ୍ୟ କଂଗ୍ରେସ କର୍ମକର୍ତ୍ତା ଲୌହମାନବ ସର୍ଦ୍ଦାର ପଟେଲଙ୍କୁ ମଧ୍ୟ...

1a
ଗାଁରେ ପହଞ୍ଚିଲା ଅଚ୍ୟୁତାନନ୍ଦଙ୍କ ମରଶରୀର

ବଲାଙ୍ଗିର: ଛତିଶଗଡ଼ ଦାନ୍ତେୱାଡ଼ାରେ ନକ୍ସଲଙ୍କ ଆକ୍ରମଣରେ ନିହତ ହୋଇଥିବା ଅଚ୍ୟୁତାନନ୍ଦ ସାହୁଙ୍କ ମରଶରୀର ତାଙ୍କ ଗାଁରେ ପହଞ୍ଚିଛି। ବଲାଙ୍ଗିର ଜିଲ୍ଲା ଘୁଷୁରାମୁଣ୍ଡା ଗାଁରେ ତାଙ୍କ ମରଶରୀର ପହଞ୍ଚିଲା ପରେ ଗାଁ ପରିବେଶ ଶୋକାକୁଳ ହୋଇଯାଇଛି। ଅଚ୍ୟୁତାନନ୍ଦଙ୍କୁ ଝୁରୁଛି ଜନ୍ମମାଟି। ଗତକାଲି ଛତିଶଗଡ଼ ଦନ୍ତେୱାଡ଼ା ଅରନ୍‌ପୁରରେ ନକ୍ସଲ ଆକ୍ରମଣରେ ତାଙ୍କର...