• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

2
ଏକର ଏକର ଅମୃତଭଣ୍ଡା ଚାଷ ନଷ୍ଟ; ଚିନ୍ତାରେ ଚାଷୀ

ବାଲେଶ୍ୱର: ବାଲେଶ୍ୱର ରେମୁଣା ବ୍ଳକ୍‌ କଅଁରାଳି ଗାଁରେ ଚାଷୀ କରିଥିବା ଏକର ଏକର ଅମୃତଭଣ୍ଡା ଚାଷ ନଷ୍ଟ ହୋଇଛି। ବାତ୍ୟା ତିତ୍‌ଲି ପରବର୍ତ୍ତୀ ବନ୍ୟାରେ ଭଣ୍ଡା ଗଛ ସବୁ ଉଜୁଡ଼ି ଯାଇଛି। ଫଳରେ ଚାଷୀ ଏବେ ମୁଣ୍ଡରେ ହାତ ଦେଇ ବସିଛନ୍ତି। ଆଉ ଯେତିକି ଅମୃତଭଣ୍ଡା ଗଛ ସବୁ...

aska
ଭୂତପଙ୍କାଳ ଗାଁରେ ୬ ଜଣ ଭାସିଯିବା ଘଟଣା: ମିଳିଲା ଜଣଙ୍କ ମୃତଦେହ

ଗଞ୍ଜାମ: ବାତ୍ୟା ତିତ୍‌ଲି ପ୍ରଭାବରେ ବର୍ଷା ଓ ପରବର୍ତ୍ତୀ ବନ୍ୟାରେ ଗଞ୍ଜାମ ଜିଲ୍ଲା ସୋରଡ଼ା ନିକଟସ୍ଥ ଭୂତପଙ୍କାଳରୁ ଭାସିଯାଇଥିବା ୬ ଜଣଙ୍କ ମଧ୍ୟରୁ ଆଜି ଆଉ ଜଣଙ୍କ ମୃତଦେହ ମିଳିଛି। ଏଯାଏ ଘଟଣାରେ ୪ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଘରଠାରୁ ଗୋଟେ କିଲୋମିଟର ଦୂରରେ ମୃତଦେହ ମିଳିଛି।...

jharsuguda airport
ଝାରସୁଗୁଡ଼ା ବିମାନବନ୍ଦରରୁ ଉଡ଼ାଣ ବ୍ୟବସ୍ଥା ଫେଲ୍‌ ମାରିଥିବା ଅଭିଯୋଗ

ଝାରସୁଗୁଡ଼ା: ଖାଁ ଖାଁ ଟର୍ମିନାଲ୍‌ ଓ ଟିକେଟ୍‌ କାଉଣ୍ଟର। କାହାରି ଦେଖା ଦର୍ଶନ ନାହିଁ। ନା ଯାତ୍ରୀ ନା କର୍ମଚାରୀ … ସବୁ ଶୁନଶାନ୍। ନୂତନ ଭାବେ ଉଦ୍‌ଘାଟିତ ହୋଇଥିବା ଝାରସୁଗୁଡ଼ା ବିମାନ ବନ୍ଦରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ସେପ୍ଟେମ୍ବର ୨୨ ତାରିଖରେ ଝାରସୁଗୁଡ଼ା ବିମାନବନ୍ଦରକୁ ପ୍ରଧାନମନ୍ତ୍ରୀ...

bali yatra..
କଟକ ବାଲିଯାତ୍ରା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ

କଟକ: କଟକର ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ ହୋଇଛି। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ସିଏମ୍‌ସି ମେୟର ଓ କମିଶନର ଉପସ୍ଥିତ ଥିଲେ। ନଭେମ୍ବର ୨୩ରୁ ୨୯ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ମହୋତ୍ସବ ଅନୁଷ୍ଠିତ ହେବ। ଏହା...

4
ଟିଟିଲାଗଡ଼କୁ ଜିଲ୍ଲା ମାନ୍ୟତା ଦାବିରେ ବନ୍ଦ ଡାକରା

ଟିଟିଲାଗଡ଼: ଟିଟିଲାଗଡ଼କୁ ଜିଲ୍ଲା ମାନ୍ୟତା ଦାବିରେ ଟିଟିଲାଗଡ଼ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଟିଟିଲାଗଡ଼ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ସହରରେ ବନ୍ଦ ପାଳନ ହେଉଛି। ଏଥିରେ ବିଭିନ୍ନ ସଂଗଠନ ସାମିଲ ହୋଇଛନ୍ତି। ଫଳରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। କ୍ରିୟାନୁଷ୍ଠାନ କମିଟି...

9
ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଷୀଙ୍କ ମୃତ୍ୟୁ

ନୟାଗଡ଼: ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଷୀଙ୍କ ମୃତ୍ୟୁ। ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ଖାଲମଡ଼ା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ଚାଷୀଙ୍କ ନାଁ ନିରଞ୍ଜନ ପ୍ରଧାନ। ସକାଳେ ନିରଞ୍ଜନ ବିଲକୁ ଯାଉଥିବା ବେଳେ ତଳେ ଛିଣ୍ଡି ପଡ଼ିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ।...

2
ଫସଲ ବୀମା ରାଶି ପ୍ରଦାନରେ ବିଳମ୍ବକୁ ନେଇ ଚାଷୀ ଅସନ୍ତୋଷ

ସମ୍ବଲପୁର: ଫସଲ ବୀମା ରାଶି ପ୍ରଦାନରେ ବିଳମ୍ବ ହେଉଥିବାରୁ ଚାଷୀ ଅସନ୍ତୋଷ ତେଜୁଛି। ଖରିଫ ଫସଲର ସମୟ ବିତି ଯାଇଥିଲେ ମଧ୍ୟ ତା’ ପୂର୍ବ ବର୍ଷର ପ୍ରଧାନ ମନ୍ତ୍ରୀ ଫସଲ ବୀମା ରାଶି ମିଳି ନାହିଁ। ଏହାର ପ୍ରତିବାଦରେ ସମ୍ବଲପୁର ଜିଲ୍ଲାର ଚାଷୀ ରାସ୍ତାକୁ ଓହ୍ଲାଇଛନ୍ତି। ଆଜି ଜିଲ୍ଲାର...