ବାଲେଶ୍ୱର(ରଶ୍ମୀ ରଞ୍ଜନ ଦାସ): ଅଦିନିଆ ବର୍ଷା ଓ କୁଆପଥର ମାଡ଼ ଯୋଗୁ ବାଲେଶ୍ୱରରେ ପରିବା ଚାଷ କ୍ଷତିଗ୍ରସ୍ତ ହୋଇଛି। ଗତ ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ ଟମାଟୋ, ବାଇଗଣ, କଖାରୁ ଓ ଲଙ୍କା ଭଳି ବିଭିନ୍ନ ପନିପରିବା ଫସଲ ନଷ୍ଟ...
ଭୁବନେଶ୍ୱର: ସାମାଜିକ ନ୍ୟାୟ କେବଳ ଏକକରେ ସୀମିତ ନୁହେଁ। ଏହା ରାଜନୈତିକ ଏବଂ ଅର୍ଥନୈତିକ ଭାବେ ପରସ୍ପର ସହ ଜଡ଼ିତ। ଓଟିଭି ଫୋର୍ସାଇଟ୍ରେ ଯୋଗ ଦେଇ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନବିଚାରପତି ଜଷ୍ଟିସ୍ ଦୀପକ ମିଶ୍ର ମତପ୍ରକାଶ କରିଛନ୍ତି। ସାମାଜିକ ନ୍ୟାୟର ବିଭିନ୍ନ ଦିଗ ଉପରେ ଜଷ୍ଟିସ ଦୀପକ ମିଶ୍ର...
ଶ୍ରୀନଗର: ଜମ୍ମୁ ଓ କଶ୍ମୀରର ପୁଞ୍ଚ ଜିଲ୍ଲା ସୀମାରେ ପାକିସ୍ତାନ ପକ୍ଷରୁ ଗୁଳି ମାଡ଼ ଯୋଗୁ ଗୋଟିଏ ପରିବାରର ୩ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଗୁଳିମାଡ଼ରେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକମାନ ହେଲେ ରୁବାନା କୋସର ତାଙ୍କ ପୁଅ ଫଜନ ଏବଂ ୯ ମାସର ଶିଶୁ...
ନୂଆଦିଲ୍ଲୀ: ଗୋଟେପଟେ ୱିଙ୍ଗ କମାଣ୍ଡର ଅଭିନନ୍ଦନଙ୍କୁ ଭାରତ ଫେରାଇ ପାକିସ୍ତାନ ଶାନ୍ତିର ବାର୍ତ୍ତ ଦେବାକୁ ଚାହୁଁଛି ବୋଲି ପ୍ରଚାର କରୁଛି। ହେଲେ ଅନ୍ୟପଟେ ତାଙ୍କୁ ଛାଡ଼ିବା ପୂର୍ବରୁ ଜାରି କରାଯାଇଥିବା ଅଭିନନ୍ଦନଙ୍କ ଭିଡିଓରେ ପାକିସ୍ତାନର ଆଉ ଏକ ଚାଲ୍ ଧରାପଡ଼ିଯାଇଛି। ଭାରତ ଛାଡ଼ିବା ପୂର୍ବରୁ ଅଭିନନ୍ଦନଙ୍କ ଏକ ଭିଡିଓ...
ଭଦ୍ରକ: ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ବିଜେଡିରେ ଗୋଷ୍ଠୀ କନ୍ଦଳ ଦେଖାଦେଇଛି । ଗୋଷ୍ଠୀ କନ୍ଦଳ ଯୋଗୁ ଏବେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ପାଇଁ ଅଡୁଆ ବଢ଼ିଛି। ଜିଲ୍ଲା ବିଜେଡି ଉପସଭାପତି ଓ ବିଧାୟକଙ୍କର ବିଭିନ୍ନ ପଞ୍ଚାୟତରେ ଅଲଗା ଅଲଗା କାର୍ଯ୍ୟାଳୟ ଚାଲିଛି। ସମାନ୍ତରାଳ ଭାବେ ଦୁଇ ଗୋଷ୍ଠୀ ଏବେ...
ଭୁବନେଶ୍ୱର: ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଆରମ୍ଭରୁ ଦେଖାଦେଇଛି ବିଭ୍ରାଟ। ମାଟ୍ରିକ୍ ପରୀକ୍ଷାର ପ୍ରଥମ ଦିନରୁ ହିଁ ପ୍ରଶ୍ନପତ୍ର ଭାଇରାଲ୍ ହୋଇଥିଲା। ମାତୃଭାଷା, ଇଂରାଜୀ ପ୍ରଶ୍ନପତ୍ର ଭାଇରାଲ୍ ହେବା ପରେ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଥିବା ବେଳେ ଏଥର ଦୁଇ ଦୁଇଟି ଜିଲ୍ଲାରେ ଗଣିତ ପ୍ରଶ୍ନପତ୍ର ଭାଇରାଲ୍...
ନୟାଗଡ଼: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଗୋପିନାଥପୁରରେ ଅଟୋ ଧକ୍କାରେ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଛି। ଗତକାଲି ରାତିରେ ଟ୍ୟୁସନ୍ ସାରି ଘରକୁ ଫେରୁଥିବା ବେଳେ ଛାତ୍ରଜଣଙ୍କୁ ସମ୍ମୁଖ ପଟୁ ଆସୁଥିବା ଏକ ଅଟୋ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ଘଟାଇଥିବା ଅଟୋ ଡ୍ରାଇଭରଙ୍କୁ...
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା କପ୍ତିପଦାରେ କାନ୍ଥ ପଡ଼ିଯିବାରୁ ଜଣେ ଶିଶୁର ମୃତ୍ୟୁ ହୋଇଛି। କପ୍ତିପଦାର ଡାଙ୍ଗରସାହିରେ କାନ୍ଥ ପଡ଼ି ସୋମନାଥ ସେଲେଙ୍ଗୀଙ୍କ ୪ ବର୍ଷର ପୁଅଙ୍କ ମୃତ୍ୟୁ ହୋଇଛି। ଏଭଳି ଖବର ପ୍ରଚାରିତ ହେବା ପରେ ସମଗ୍ର ଗାଁରେ ଶୋକ ଖେଳି ଯାଇଛି। ଗତକାଲି ରାତିରେ ରାତ୍ରି ଭୋଜନ...
ଭୁବନେଶ୍ୱର: ଆଜି ଓଟିଭି ଫୋର୍ସାଇଟ୍ କାର୍ଯ୍ୟକ୍ରମ ଆୟୋଜିତ ହେବ । ଓଟିଭିର ଏହି ନବମ ବାର୍ଷିକ ଆଲୋଚନାଚକ୍ର ଓ ସମ୍ମିଳନୀରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ। ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ଓ ଜଣାଶୁଣା ବ୍ୟକ୍ତିବିଶେଷ ଏହି ଅବସରରେ ଉପସ୍ଥିତ ରହିବେ। ସେମାନେ ଗତ ବର୍ଷଗୁଡ଼ିକ ଭଳି ଏଥର ମଧ୍ୟ...