• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

factory
ରବର ଗୋଦାମରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀର ସିରସାପୁର ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏକ ରବର ଗୋଦାମରେ ନିଆଁ ଲାଗି ଯାଇଥିଲା। ୨୬ଟି ଦମକଳ ବାହିନୀ ଘଟଣାସ୍ଥଳରେ ଉପସ୍ଥିତ ରହି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ ଚାହୁଁ ଚାହୁଁ ନିଆଁ ପୂରା ଗୋଦାମରେ ବ୍ୟାପି ଯାଇଥିଲା। ହେଲେ...

plane1
ପରୀକ୍ଷାମୂଳକ ଭାବେ ଉଡ଼ାଣ ଭରିଲା ବିଶ୍ୱର ସର୍ବବୃହତ ବିମାନ

ନୂଆଦିଲ୍ଲୀ: ବିଶ୍ୱର ସର୍ବବୃହତ ବିମାନ ପରୀକ୍ଷାମୂଳକ ଭାବେ ଉଡ଼ାଣ ଭରିଛି। ଆମେରିକାର କାଲିଫର୍ଣ୍ଣିଆରୁ ଏହି ବିମାନ ଯାତ୍ରା ଆରମ୍ଭ କରି ମୋଜାବେ ମରୁଭୂମି ଉପରେ ଉଡ଼ିଥିଲା। ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଏହା ଉଡ଼ାଣ କରିଥିଲା। ଉଡ଼ାଣ ବେଳେ ଏହାର ବେଗ ଘଣ୍ଟାପ୍ରତି ୩୦୪ କିଲୋମିଟର...