• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

muniguda
କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ

ମୁନିଗୁଡ଼ା: ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ରେଳ ଷ୍ଟେସନରେ କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ। ଷ୍ଟେସନରେ ଛିଡ଼ା ହୋଇଥିବା କୋଇଲା ବୋଝେଇ ଟ୍ରେନର ୪ଟି ବଗିରୁ ସକାଳେ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। ଏହା ଦେଖି ଷ୍ଟେସନ କର୍ମଚାରୀ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଦମକଳବାହିନୀ ପହଞ୍ଚି ନିଆଁ ଲିଭାଇଛନ୍ତି।...

book
‘ନବୀନ ପଟ୍ଟନାୟକ’ର ଓଡ଼ିଆ ଅନୁବାଦ ପୁସ୍ତକ ଉନ୍ମୋଚନ

ଭୁବନେଶ୍ୱର:  ରୁବେନ୍‌ ବାନାର୍ଜିଙ୍କ ଦ୍ୱାରା ମୁଖ୍ୟମନ୍ତ୍ରୀଙ୍କ ଉପରେ ଲିଖିତ ପୁସ୍ତକ ‘ନବୀନ ପଟ୍ଟନାୟକ’ର ଓଡ଼ିଆ ଅନୁବାଦ ପୁସ୍ତକ ଉନ୍ମୋଚିତ ହୋଇଛି। ଭୁବନେଶ୍ୱର ଲୋହିଆ ଭବନରେ ଏହାର ଉନ୍ମୋଚନ କରାଯାଇଛି। ସାହିତ୍ୟିକ ଅଶୋକ ମିଶ୍ର ଏହି ଓଡ଼ିଆ ପୁସ୍ତକକୁ ଅନୁବାଦ କରିଛନ୍ତି। ଇଂରାଜୀ ପୁସ୍ତକରେ ଯାହା ଥିଲା, ସେହି ସମାନ...