• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

modi
ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ହାଇଭୋଲଟେଜ୍ ପ୍ରଚାର

ନୂଆଦିଲ୍ଲୀ: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ଏବେ ଫୋକସ୍‌ରେ ଦ୍ୱିତୀୟ ପର୍ଯ୍ୟାୟ। ହାତରେ ମାତ୍ର ଅଳ୍ପ ସମୟ ଥିବାରୁ ଏହି ସୁଯୋଗକୁ କୌଣସି ଦଳ ହାତ ଛଡ଼ା କରିବାକୁ ଚାହୁଁ ନାହାନ୍ତି। ବିଜେପି, କଂଗ୍ରେସ ସମେତ ଅନ୍ୟ ଦଳ ବି ପ୍ରଚାରକୁ ଜୋରଦାର୍ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

tarini
ଆଜି ଘଟଗାଁ ପୀଠରେ ଚଇତି ପର୍ବ

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ଘଟଗାଁ ପୀଠରେ ଆଜି ଚଇତି ପର୍ବ ପାଳନ ହେଉଛି। ପଣା ସଂକ୍ରାନ୍ତି ଅବସରରେ ମା’ ତାରିଣୀ ସୁନା ବେଶରେ ଦର୍ଶନ ଦେଉଛନ୍ତି। ମାଆଙ୍କୁ କ୍ଷୀର, ଲହୁଣୀ, ହଳଦି, ଚୁଆ ଓ ଚନ୍ଦନରେ ସ୍ନାନ କରାଯାଇଥିଲା।    

vote
ଭୋଟରଙ୍କୁ ପ୍ରବର୍ତ୍ତାଇବା ଭିଡିଓ ଭାଇରାଲ, ପୁନଃ ମତଦାନ ପାଇଁ ଦାବି

ନୂଆପଡ଼ା(ମାୟାଧର ସରଫ) : ଗତ ୧୧ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ ଖରିଆର ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୬୯ ନମ୍ବର ବୁଥ୍‌ରେ ଭୋଟ୍‌ ଦେବାକୁ ଏକ ନିର୍ଦ୍ଦିଷ୍ଟ ଦଳର ଜଣେ ବ୍ୟକ୍ତି ପ୍ରବର୍ତ୍ତାଉଥିବାର ଭିଡିଓ ଭାଇରାଲ୍‌ ହୋଇଛି। ଏହାପରେ ସେଠାକାର ବିଜେପି ପ୍ରାର୍ଥୀ ଅସନ୍ତୋଷ ପ୍ରକାଶ...

election
ଏପ୍ରିଲ ୨୯ରେ ଅନୁଷ୍ଠିତ ହେବ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ

ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୨୯ ତାରିଖରେ ଅନୁଷ୍ଠିତ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେବ। ଏଥିରେ ରାଜ୍ୟର ୬ଟି ଲୋକସଭା ଆସନରେ ଭୋଟଗ୍ରହଣ ହେବ। ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ହେବ ନିର୍ବାଚନ। ଏହି ୬ ଲୋକସବା ଆସନ ସହ ୪୨ ଗୋଟି ବିଧାନସଭା ଆସନରେ...

rathha
ଆଜି ପୁଣି ଟଣା ହେବ ରୁକୁଣା ରଥ

ଭୁବନେଶ୍ୱର: ବଢ଼େଇ ବାଙ୍କରେ ଅଟକି ଥିବା ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ ଆଜି ପୁଣି ଟଣା ହେବ। ଗତକାଲି ରୁକୁଣା ରଥଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଥିଲା ଏକାମ୍ର କ୍ଷେତ୍ର। ଠାକୁରଙ୍କ ଦୈନନ୍ଦିନ ନୀତିକାନ୍ତି ସହ ମଙ୍ଗଳ ଆଳତୀ ଓ ଅବକାଶ ପରେ ସକାଳ ଧୂପ ଅନୁଷ୍ଠିତ ହୋଇଥିଲା। ନୀତି...

chadak
ଚଡ଼କ ମେଳା ଉଦ୍‌ଯାପିତ

ଜଳେଶ୍ୱର(ଅଜିତ ଦାସ): ୧୩ ଦିନ ଧରି ବାଲେଶ୍ୱର ଭୋଗରାଇ ଚନ୍ଦନେଶ୍ୱର ପୀଠରେ ବେଶ୍ ଧୁମ୍‌ଧାମରେ ଚାଲିଥିବା ପ୍ରସିଦ୍ଧ ଚଡ଼କ ମେଳା ଉଦ୍‌ଯାପିତ ହୋଇଯାଇଛି। ବିଶ୍ୱାସ ଓ ପରମ୍ପରାର ଅନନ୍ୟ ନିଦର୍ଶନ ଚଡ଼କ ଯାତ୍ରାର ଗତକାଲି ଅନ୍ତିମ ଚରଣ ପାଟ ପର୍ବରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ସାମିଲ ହୋଇଥିଲେ। ସକାଳୁ...