• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

pramod4
ଗୋଆର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପ୍ରମୋଦ ସାୱନ୍ତ

ନୂଆଦିଲ୍ଲୀ: ଗୋଆର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ପ୍ରମୋଦ ସାୱନ୍ତ। ଗତକାଲି ବିଳମ୍ବିତ ରାତିରେ ଗୋଆ ରାଜ୍ୟପାଳ ମୃଦୁଳା ସିହ୍ନା ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରିଛନ୍ତି। ଏଥିପାଇଁ ଗୋଆ ରାଜଭବନରେ ବିଶେଷ ଆୟୋଜନ ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସହ ୧୨ ଜଣିଆ ମନ୍ତ୍ରିମଣ୍ଡଳ ଶପଥ...

rajya
ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇବ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ଓଡ଼ିଶାର ୫ଟି ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସିକା ଏବଂ ୩୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ବିଜ୍ଞପ୍ତି ପ୍ରକାଶ ସହ...

naveen
ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା: ହିଞ୍ଜିଳି ଓ ବିଜେପୁରରୁ ନିର୍ବାଚନ ଲଢ଼ିବେ ନବୀନ

ଭୁବନେଶ୍ୱର: ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ସହ ବିଜେଡି ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏହି ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁ ବି ରହିଛି। ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ନିର୍ବାଚନ ମଣ୍ଡଳୀ...

priyanka
ପ୍ରିୟଙ୍କାଙ୍କ ଗଙ୍ଗା ଯାତ୍ରା

ନୂଆଦିଲ୍ଲୀ: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧିଙ୍କ ମିଶନ ୟୁପି ଅଭିଯାନ ଆରମ୍ଭ କରିଛନ୍ତି। ଉତ୍ତରପ୍ରଦେଶ ପୂର୍ବାଞ୍ଚଳର ପ୍ରଭାରୀ ଭାବେ ଦାୟିତ୍ୱ ନେଇଥିବା ପ୍ରିୟଙ୍କା ଆଜି ନୌକା ଯାତ୍ରାରେ ବାହାରିଛନ୍ତି। ପ୍ରୟାଗରାଜର ପବିତ୍ର ତ୍ରିବେଣୀ ସଙ୍ଗମରୁ ୩ ଦିନିଆ ଯାତ୍ରାରେ ବାହାରିଛନ୍ତି ପ୍ରିୟଙ୍କା। ପ୍ରୟାଗରାଜରୁ ବାରାଣସୀର ଆସି ଘାଟ ପର୍ଯ୍ୟନ୍ତ ...

leave3
କଦଳୀ ବଗିଚା ନଷ୍ଟ କରିଦେଲେ ହାତୀ ପଲ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅନ୍ତର୍ଗତ ଗୋଡ଼ା ଗାଁରେ ହାତୀ ଉପଦ୍ରବ। ଗତକାଲି ରାତିରେ ହାତୀ ପଶି ଘରଦ୍ୱାର ଭାଙ୍ଗିବା ସହ ବ୍ୟାପକ ଫସଲ ନଷ୍ଟ କରିଛନ୍ତି। ଉକ୍ତ ଗ୍ରାମର ବଟକୃଷ୍ଣ ଖୁଣ୍ଟିଆ ଓ ମାଧବ ପାଇକରାୟଙ୍କ କଦଳୀ ବଗିଚା ସଂପୂର୍ଣ୍ଣ ନଷ୍ଟ କରି ଦେଇଛନ୍ତି। ହାତୀ ପଲ ଏହାସହ...

death
ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ପୁଅ

ବରଗଡ଼( ଦୀପକ ଶର୍ମା):  ବାପାକୁ ହତ୍ୟା କରି ଘର ଭିତରେ ମାଟି ଖୋଳି ପୋତିବାକୁ ଉଦ୍ୟମ କରିଛି ପୁଅ।  ଏମିତି ଅଭିଯୋଗ ଆସିଛି ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ତରଭା ଗାଁରୁ। ମୃତକଙ୍କ ନାଁ ପର୍ଶୁରାମ ସାହୁ। ପୁଅ କମ୍ପାଲ ସାହୁ ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିବା...

holy
ମଥୁରାର ବରସାନାରେ ଲାଠମାର ହୋଲି ପାଳନ

ନୂଆଦିଲ୍ଲୀ: ଆଗକୁ ଆସୁଛି ହୋଲି ପର୍ବ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମସ୍ଥାନ ଉତ୍ତରପ୍ରଦେଶର ମଥୁରାରେ ହୋଲି ପର୍ବ ବେଶ୍ ଧୁମ୍‌ଧାମ୍‌ରେ ପାଳନ ଆରମ୍ଭ ହୋଇଛି। ଶ୍ରୀ ରାଧାରାଣୀ ମନ୍ଦିରରେ ହୋଲି ପାଳନ ହୋଇଥିବାବେଳେ ବିଭିନ୍ନ ମଠ, ଆଶ୍ରମ ଓ ମନ୍ଦିରରେ ମଧ୍ୟ ଏହି ପର୍ବ ପାଳନ ହେଉଛି। ପରସ୍ପରକୁ ରଙ୍ଗ...

accident
ଦୁଇଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ସୋର(ଶଶିକାନ୍ତ ବେହେରା): ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲ୍ଲା ସୋର ଅଞ୍ଚଳରେ ୨ଟି ଦୁର୍ଘଟଣା ହୋଇଛି।ସେହି ଦୁଇଟି ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ଆହତ ଦୁହିଁଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ସିମୁଳିଆ ଜଳଙ୍ଗର ନରହରି ରଣା ବାଇକରେ ଘରକୁ ଫେରୁଥିବାବେଳେ ଚନ୍ଦନପୁର ବଜାର...

fire
ବଜାରରେ ଲାଗିଗଲା ନିଆଁ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ଏରସମାର ସୋମପୁର ବଜାରରେ ନିଆଁ ଲାଗି ଗୋଟିଏ ଦୋକାନ ସହ ୨ ବଖରା ଘର ଜଳି ଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସଂପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। ଗତକାଲି ରାତି ପ୍ରାୟ ୧୨ଟା ବେଳେ ବୁଲାକି ସାହୁଙ୍କ ଦୋକାନରେ ନିଆଁ ଲାଗି ଯାଇଥିଲା। ପରେ...

egg
କେଉଁ ସମୟରେ ଅଣ୍ଡା ଖାଇଲେ ଅଧିକ ଲାଭ ମିଳିଥାଏ ଜାଣନ୍ତୁ

ଭୁବନେଶ୍ୱର: ଆମିଶ ଖାଉଥିବା ଲୋକେ ପ୍ରାୟ ଅଣ୍ଡା ଖାଇବାକୁ ଭଲ ପାଆନ୍ତି। ଅଣ୍ଡା ସ୍ୱାସ୍ଥ୍ୟ ପାଇଁ ଖୁବ୍‌ ଉପକାରୀ। ଏଥିରେ ଫସ୍‌ଫରସ୍, ଭିଟାମିନ୍‌, ସେଲେନିୟମ୍‌, ପ୍ରୋଟିନ୍‌, ସୋଡିୟମ୍‌, କାର୍ବୋହାଇଡ୍ରେଡ୍‌, ଆଇରନ୍‌, ମ୍ୟାଗ୍ନେସିୟମ୍‌, ପୋଟାୟିୟମ୍‌ ପରି ଅନେକ ତତ୍ତ୍ୱ ରହିଛି। ମାଂସପେଶୀ ତିଆରି କରିବା ପାଇଁ ଅଣ୍ଡାକୁ ସର୍ବୋକୃଷ୍ଟ ଖାଦ୍ୟ...

parikara
ଓଡ଼ିଶା ଗସ୍ତ ବେଳେ ଗୁରୁଙ୍କୁ ଭେଟିବାକୁ ଭୁଲି ନଥିଲେ ପାରିକର

ଭୁବନେଶ୍ୱର: ଶେଷ ଥର ପାଇଁ ୨୦୧୬ ଜୁନ୍‌ରେ ଓଡ଼ିଶା ଆସିଥିଲେ ଗୋଆ ମୁଖ୍ୟମନ୍ତ୍ରୀ ମନୋହର ପାରିକର। ସେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଓଡ଼ିଶା ଆସିଥିଲେ। ଏହି ଗସ୍ତ ସମୟରେ କଟକରେ ବିଜେପିର ବିକାଶ ଉତ୍ସବ ତଥା ବୁଦ୍ଧିଜୀବୀ ସମାବେଶରେ ପାରିକର ସାମିଲ ହୋଇଥିଲେ। ତେବେ ରୋଚକପୂର୍ଣ୍ଣ...

parikar
ଗୋଆରେ ସରକାର ଗଠନ ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଲା କଂଗ୍ରେସ

ନୂଆଦିଲ୍ଲୀ: ପାରିକରଙ୍କ ପରଲୋକରେ ଗୋଆ ସ୍ତବ୍ଧ ହୋଇଥିବା ବେଳେ ରାଜନୈତିକ ମାହୋଲ୍‌ ବି ସରଗରମ୍‌ ରହିଛି। ପାରିକରଙ୍କ ବିୟୋଗରେ ଗତକାଲି ବିଜେପି ବିଧାୟକ ଦଳ ବୈଠକ ବସିଥିଲା। ଏଥିରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରିଙ୍କ ସମେତ ଦଳର ପ୍ରମୁଖ ହେବିୱେଟ ନେତା ସାମିଲ ହୋଇଥିଲେ। ସେପଟେ ଗୋଆ ରାଜ୍ୟପାଳଙ୍କୁ ଗତକାଲି...