• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sangram Keshori Behera

Sangram Keshori Behera

Editor

ସଂଗ୍ରାମ କେଶୋରୀ ବେହେରା- ଭାରତୀୟ ଜନ ସଂଚାର ସଂସ୍ଥାନ(IIMC) ଢେଙ୍କାନାଳରୁ ଓଡ଼ିଆ ସାମ୍ବ ...more

ସଂଗ୍ରାମ କେଶୋରୀ ବେହେରା- ଭାରତୀୟ ଜନ ସଂଚାର ସଂସ୍ଥାନ(IIMC) ଢେଙ୍କାନାଳରୁ ଓଡ଼ିଆ ସାମ୍ବାଦିକତା । ୨୦୧୯ରୁ ୨୦୨୨ ପର୍ଯ୍ୟନ୍ତ ହାଇଦ୍ରାବାଦ ସ୍ଥିତ ରାମୋଜୀ ଫିଲ୍ମି ସିଟି ‘ଇଟିଭି ଭାରତ’ ମୁଖ୍ୟ କାର୍ଯ୍ୟାଳୟରେ କଣ୍ଟେଣ୍ଟ୍ ଏଡିଟର ଓ ନ୍ୟୁଜ ଆଙ୍କର, ସିଫ୍ଟ ଇନଚାର୍ଜ ଭାବେ କାର୍ଯ୍ୟ କରିଛନ୍ତି । କ୍ରୀଡା, ରାଜନୀତି, ସ୍ପେଶାଲ ଷ୍ଟୋରୀ, ଭଏସ୍ ଓଭର୍ ଏବଂ ଉପସ୍ଥାପନାରେ ସ୍ୱତନ୍ତ୍ର ରୁଚି । ୨୦୨୩ରୁ ବର୍ତ୍ତମାନ ରାଜ୍ୟର ପ୍ରମୁଖ ଗଣମାଧ୍ୟମ ସଂସ୍ଥା ଓଟିଭିରେ କଣ୍ଟେଣ୍ଟ୍ ଏଡିଟର ଭାବେ କାର୍ଯ୍ୟରତ ।

less

Posts by Sangram Keshori Behera

Narendra Modi
ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତି ଭାଙ୍ଗିବା ଘଟଣା, ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ମହାରାଷ୍ଟ୍ରରେ ଭାଙ୍ଗିଥିଲା ଛତ୍ରପତି ଶିବାଜୀଙ୍କ ୩୫ ଫୁଟ୍ ଉଚ୍ଚର ପ୍ରତିମୂର୍ତ୍ତି । ସିନ୍ଧୁଦୁର୍ଗ ଜିଲ୍ଲା ରାଜକୋଟ୍ ଦୁର୍ଗରେ ଥିଲା ପ୍ରତିମୂର୍ତ୍ତି ।

Preeti Pal bags bronze
Paris Paralympics: ଆରମ୍ଭରୁ ଆଥଲେଟିକ୍ସରେ କମାଲ, ପ୍ରୀତି ପାଲ୍ ଜିତିଲେ ବ୍ରୋଞ୍ଜ

ପ୍ୟାରିସ ପାରା ଅଲିମ୍ପିକ୍ସର ଆଥଲେଟିକ୍ସ ଇଭେଣ୍ଟରେ ପଦକ ଖାତା ଖୋଲିଲା ଭାରତ । ମହିଳା ୧୦୦ ମିଟର T-୩୫ ଫାଇନାଲରେ ଭାରତୀୟ ଧାବିକା ପ୍ରୀତି ପାଲ ଜିତିଲେ ବ୍ରୋଞ୍ଜ । 

Rohit Sharma
ମୁମ୍ବାଇ ଇଣ୍ଡିଆନ୍ସ ନୁହେଁ, ଏହି ଟିମ ପାଇଁ ଖେଳିପାରନ୍ତି ରୋହିତ ଶର୍ମା

ରୋହିତ ଶର୍ମା ଆଇପିଏଲ ୨୦୨୫ରେ ଫ୍ରାଞ୍ଚାଇଜ ବଦଳାଇ ପାରନ୍ତି ବୋଲି ଚର୍ଚ୍ଚା । ଆଗକୁ ଆଇପିଏଲର ମେଗା ନିଲାମ ଅନୁଷ୍ଠିତ ହେବାକୁ ଥିବାରୁ ରୋହିତ ମୁମ୍ବାଇ କ୍ୟାମ୍ପ୍ ଛାଡ଼ିବା ସମ୍ଭାବନା ।

Nua-O Scholarship
ବନ୍ଦ ହେଲା ନବୀନ ସରକାରଙ୍କର ‘ନୂଆ ଓ’ ଛାତ୍ରବୃତ୍ତି ଯୋଜନା, ଆରମ୍ଭ ହେବ ନୂଆ ଯୋଜନା

ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର । ଆରମ୍ଭ ହେବ ଫାଇନାନ୍ ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ ।

NBF Delegation Met PM Modi
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ NBF ପ୍ରତିନିଧି ମଣ୍ଡଳୀ

ନ୍ୟୁଜ ବ୍ରଡକାଷ୍ଟର୍ସ ଫେଡେରେସନର (NBF) ପ୍ରତିନିଧି ମଣ୍ଡଳୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି । ଭାରତୀୟ ବ୍ରଡକାଷ୍ଟ ନ୍ୟୁଜ ମିଡିଆ ଇଣ୍ଡଷ୍ଟ୍ରୀ ସହ ଜଡ଼ିତ ବିଭିନ୍ନ ସମସ୍ୟା ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ।

Vistara Airlines
ଖୁବଶୀଘ୍ର ବନ୍ଦ ହୋଇଯିବ ଏହି ବିମାନର ଟିକେଟ ବୁକିଂ, ଏୟାର ଇଣ୍ଡିଆ ସହ ହେବ ମିଶ୍ରଣ

ସେପ୍ଟେମ୍ବର ୩ ପରେ ଯାତ୍ରୀମାନେ ଭିସ୍ତାରାରେ ଟିକେଟ ବୁକିଂ କରିପାରିବେ ନାହିଁ । ଏୟାର ଇଣ୍ଡିଆ ସହିତ ଭିସ୍ତାରା ଏୟାରଲାଇନ୍ସର ବିଲୟ ପ୍ରକ୍ରିୟା ଆରମ୍ଭ ହେବାପରେ କମ୍ପାନୀର ନିଷ୍ପତ୍ତି ।

Tata Power
ଟାଟା ପାୱାର ବିରୋଧରେ ହଲ୍ଲାବୋଲ, ମିଟର ଫିଙ୍ଗିଲେ ୧୫ ପଞ୍ଚାୟତର ଉପଭୋକ୍ତା

ସ୍ମାର୍ଟମିଟର ନାଁରେ ଶୋଷଣ ବିରୋଧରେ ହଲ୍ଲାବୋଲ । ବିଜୁଳି ବିଲ୍ ରେ ଟାମ୍ପରିଂ କରି କମ୍ପାନୀ ଲୁଟୁଥିବା ଅଭିଯୋଗ ।

Khandagiri Murder case
ପ୍ରେମ ପାଇଁ ରକ୍ତରଞ୍ଜିତ ରାଜଧାନୀର ରାସ୍ତା

ପ୍ରେମ ପାଇଁ ପ୍ରେମିକାର ଦାଦାକୁ ମାରିଦେଲା ପାଗଳ ପ୍ରେମିକ । ଖଣ୍ଡଗିରି ଥାନା ଅଞ୍ଚଳରେ ସିନେମା ଷ୍ଟାଇଲର ଥ୍ରିଲର ମର୍ଡର କ୍ରାଇମ ।

Mines
ଫାଇନ୍ ଫାଙ୍କୁଛନ୍ତି ୨୩ ଖଣି ମାଲିକ, ବାକି ପଡ଼ିଛି ୨୭୨୩ କୋଟି ଜରିମାନା

ବିଧାନସଭାରେ ସାରଦା ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ ବିଭୁତି ଜେନାଙ୍କ ଉତ୍ତର । ଶାହା କମିଶନଙ୍କ ତଦନ୍ତ ପରେ ଫାଇନ୍ ପାଇଁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ ।

Gujarat rain
ଗୁଜରାଟରେ ଜଳପ୍ରଳୟ; ୧୮ଜିଲ୍ଲା ପ୍ରଭାବିତ, ଗଲାଣି ୩୦ ଜୀବନ

୩/୪ ଦିନର ଲଗାଣ ବର୍ଷାରେ ବେହାଲ୍ ହୋଇଯାଇଛି ଅଧାରୁ ଅଧିକ ଗୁଜରାଟ । ହଜାର ହଜାର ଲୋକ ଜଳବନ୍ଦୀ ।

Man Sexually Assaults Woman
ବିବାହ ପ୍ରତିଶ୍ରୁତି ଦେଇ ଠକିଦେଲା ପ୍ରେମିକ, ସୋସିଆଲ ମିଡିଆରୁ ହୋଇଥିଲା ପ୍ରେମ 

ରାଜଧାନୀ ଭୁବନେଶ୍ୱରରେ ପୁଣି ଲଭ୍, ସେକ୍ସ ଓ ଧୋକା ଅଭିଯୋଗ । ବିବାହର ପ୍ରତିଶ୍ରୁତି ଦେଇ ଠକିଦେଲା ପ୍ରେମିକ ।

National Sports Day
National Sports Day: ଅବହେଳିତ ପ୍ରତିଭାବାନ୍ ଖେଳାଳି, କିଏ ଦୋକାନୀ ତ କିଏ ପାଲଟିଛି ସିକ୍ୟୁରିଟି ଗାର୍ଡ   

ଇଚ୍ଛା ଥିଲା ଦେଶ ପାଇଁ ଗୌରବ ଆଣିବେ, ମେଡାଲ ପିନ୍ଧି ଛାତି ଚୌଡା ହେବ । ହେଲେ ଛାତିରେ ମେଡାଲ ନୁହେଁ, ରହିଛି ସିକ୍ୟୁରିଟି ଗାର୍ଡର ପୋଷାକ ।

Nuakhai
ରାଜ୍ୟ ସରକାରଙ୍କ ଘୋଷଣା: ନୂଆଖାଇ ପାଇଁ ସେପ୍ଟେମ୍ବର ୯ ଛୁଟି

ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ ।

Salman Khan
ଚେୟାରରୁ ଉଠିପାରିଲେନି ସଲମାନ୍ ! ସିଟରୁ ଉଠିବାକୁ ସଂଘର୍ଷ କରୁଥିବା ଭିଡିଓ ଭାଇରାଲ୍

ସୁପରଷ୍ଟାର ସଲମାନ୍ ଖାନ୍ ନିଜ ସିଟରୁ ଉଠି ଛିଡ଼ାହେବାକୁ ସଂଘର୍ଷ କରୁଥିବା ଭିଡିଓ ଭାଇରାଲ୍ । ଆଶୁ ଆରୋଗ୍ୟ କାମନା କରିଛନ୍ତି ଫ୍ୟାନ୍ସ ।

Sorcery practice in Bhubaneswar
ଭୁବନେଶ୍ୱରରେ ଚାଞ୍ଚଲ୍ୟ, ବନ୍ଦ ଘରେ ହାଡ଼ ରଖି ଚାଲିଥିଲା ପୂଜାର୍ଚ୍ଚନା

ଭୁବନେଶ୍ୱରର ରବି ଟକିଜ ଟଙ୍କପାଣି ରୋଡ଼ ନିକଟରେ ବନ୍ଦ ଘରୁ ମିଳିଲା ହାଡ଼ । ହାଡ଼ ରଖି ଚାଲିଥିଲା ପୂଜାର୍ଚ୍ଚନା ।

Railway recruitment
ରେଲୱେରେ ଆଉ ୪୫ ହଜାର ନିଯୁକ୍ତି, ନିକଟରେ ମିଳିଛି ଦେଢ଼ ଲକ୍ଷ ଚାକିରି: ରେଳମନ୍ତ୍ରୀ

ରେଲୱେରେ ୧ ଲକ୍ଷ ୫୪ ହଜାର ଲୋକଙ୍କୁ ନିକଟରେ ଚାକିରି ମିଳିଛି । ରେଲୱେରେ ନିଯୁକ୍ତି ନେଇ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସୂଚନା

President Droupadi Murmu
ବହୁତ ହୋଇଗଲା ମହିଳାଙ୍କ ପ୍ରତି ହିଂସା..କୋଲକାତା ଲଜ୍ଜାକୁ ଭୟାନକ କହିଲେ ରାଷ୍ଟ୍ରପତି

କୋଲକାତା ଆରଜି କର ମେଡିକାଲ କଲେଜରେ ଜୁନିୟର ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଘଟଣାକୁ ଉଦବେଗଜନକ ଓ ଭୟାନକ କହିଛନ୍ତି ରାଷ୍ଟ୍ରପତି ।

Y chromosome is disappearing
ଲୋପ ପାଉଛି Y Chromosomes, ପୃଥିବୀରୁ ଶେଷ ହୋଇଯିବେ କି ପୁରୁଷ ? 

ମଣିଷ ଶରୀରରେ ଥିବା ଦୁଇଟି ସେକ୍ସ ଗୁଣସୂତ୍ର ମଧ୍ୟରୁ ସରି ସରି ଯାଉଛି Y ଗୁଣସୂତ୍ର । Y ଗୁଣସୂତ୍ରର ସଂପୂର୍ଣ୍ଣ ବିଲୋପ ଅର୍ଥ ପୃଥିବୀ ପୃଷ୍ଠରେ ଆଉ ପୁରୁଷ ଜନ୍ମ ସମ୍ଭବ ହୋଇନପାରେ । 

Odisha Assembly
ବିଧାନସଭାକୁ ମୋବାଇଲ ଓ ପାଣି ବୋତଲ ମନା, କଟକଣା ଲଗାଇଲେ ବାଚସ୍ପତି

କିଛି ବିଧାୟକ ଫଟୋ ଉଠାଇବା ସହ ଫୋନରେ କଥା ହେଉଛନ୍ତି । ଏହା ଜାଣିବା ପରେ ବିଧାନସଭା ଗୃହ ଭିତରେ ମୋବାଇଲ ଓ ପାଣି ବୋତଲ କଟକଣା ଲଗାଇଛନ୍ତି ବାଚସ୍ପତି ।

Petrol Pump Scam
ରାଜ୍ୟର ୩୭୦ ପେଟ୍ରୋଲ ପମ୍ପରେ ଠକେଇ, ମାପ ଓ ଓଜନରେ ଠକୁଛନ୍ତି ବ୍ୟବସାୟୀ

ବର୍ଷକରେ ୨ ହଜାର ୮ଶହ ୪୬ ଦୋକାନୀ ଗ୍ରାହକଙ୍କୁ ଠକିଛନ୍ତି । ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଉତ୍ତର ।

ସଂଗ୍ରାମ କେଶୋରୀ ବେହେରା- ଭାରତୀୟ ଜନ ସଂଚାର ସଂସ୍ଥାନ(IIMC) ଢେଙ୍କାନାଳରୁ ଓଡ଼ିଆ ସାମ୍ବାଦିକତା । ୨୦୧୯ରୁ ୨୦୨୨ ପର୍ଯ୍ୟନ୍ତ ହାଇଦ୍ରାବାଦ ସ୍ଥିତ ରାମୋଜୀ ଫିଲ୍ମି ସିଟି ‘ଇଟିଭି ଭାରତ’ ମୁଖ୍ୟ କାର୍ଯ୍ୟାଳୟରେ କଣ୍ଟେଣ୍ଟ୍ ଏଡିଟର ଓ ନ୍ୟୁଜ ଆଙ୍କର, ସିଫ୍ଟ ଇନଚାର୍ଜ ଭାବେ କାର୍ଯ୍ୟ କରିଛନ୍ତି । କ୍ରୀଡା, ରାଜନୀତି, ସ୍ପେଶାଲ ଷ୍ଟୋରୀ, ଭଏସ୍ ଓଭର୍ ଏବଂ ଉପସ୍ଥାପନାରେ ସ୍ୱତନ୍ତ୍ର ରୁଚି । ୨୦୨୩ରୁ ବର୍ତ୍ତମାନ ରାଜ୍ୟର ପ୍ରମୁଖ ଗଣମାଧ୍ୟମ ସଂସ୍ଥା ଓଟିଭିରେ କଣ୍ଟେଣ୍ଟ୍ ଏଡିଟର ଭାବେ କାର୍ଯ୍ୟରତ ।