• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sangram Keshori Behera

Sangram Keshori Behera

Editor

ସଂଗ୍ରାମ କେଶୋରୀ ବେହେରା- ଭାରତୀୟ ଜନ ସଂଚାର ସଂସ୍ଥାନ(IIMC) ଢେଙ୍କାନାଳରୁ ଓଡ଼ିଆ ସାମ୍ବ ...more

ସଂଗ୍ରାମ କେଶୋରୀ ବେହେରା- ଭାରତୀୟ ଜନ ସଂଚାର ସଂସ୍ଥାନ(IIMC) ଢେଙ୍କାନାଳରୁ ଓଡ଼ିଆ ସାମ୍ବାଦିକତା । ୨୦୧୯ରୁ ୨୦୨୨ ପର୍ଯ୍ୟନ୍ତ ହାଇଦ୍ରାବାଦ ସ୍ଥିତ ରାମୋଜୀ ଫିଲ୍ମି ସିଟି ‘ଇଟିଭି ଭାରତ’ ମୁଖ୍ୟ କାର୍ଯ୍ୟାଳୟରେ କଣ୍ଟେଣ୍ଟ୍ ଏଡିଟର ଓ ନ୍ୟୁଜ ଆଙ୍କର, ସିଫ୍ଟ ଇନଚାର୍ଜ ଭାବେ କାର୍ଯ୍ୟ କରିଛନ୍ତି । କ୍ରୀଡା, ରାଜନୀତି, ସ୍ପେଶାଲ ଷ୍ଟୋରୀ, ଭଏସ୍ ଓଭର୍ ଏବଂ ଉପସ୍ଥାପନାରେ ସ୍ୱତନ୍ତ୍ର ରୁଚି । ୨୦୨୩ରୁ ବର୍ତ୍ତମାନ ରାଜ୍ୟର ପ୍ରମୁଖ ଗଣମାଧ୍ୟମ ସଂସ୍ଥା ଓଟିଭିରେ କଣ୍ଟେଣ୍ଟ୍ ଏଡିଟର ଭାବେ କାର୍ଯ୍ୟରତ ।

less

Posts by Sangram Keshori Behera

Odisha Weather
ଓଡିଶା ଉପରେ ସିରିଜ ଘୁର୍ଣ୍ଣିବଳୟ, ୫ ଦିନ ପ୍ରବଳ ବର୍ଷିବ

୫ ଦିନ ଯାଏଁ ଲଗାଣ ବର୍ଷା ଆକଳନ କରିଛି ପାଣିପାଗ ବିଭାଗ । ଦକ୍ଷିଣ ବଙ୍ଗଳାଦେଶ ଓ ତତସଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ ।

Doctor booked
ଚିକିତ୍ସା ବେଳେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ !

ଚିକିତ୍ସା ବାହାନାରେ କ୍ଲିନିକ ଭିତରେ ଜଣେ ଡାକ୍ତରଙ୍କ ହରକତ ଲଜ୍ଜାରେ ସମସ୍ତଙ୍କ ମୁଣ୍ଡ ନୁଆଁଇ ଦେଇଛି । ଜଣେ ୨୨ ବର୍ଷୀୟା ମହିଳା ରୋଗୀଙ୍କୁ ଅନୁପଯୁକ୍ତ ଭାବେ ଛୁଇଁବା ଅଭିଯୋଗ ହୋଇଛି ।

Bengaluru Landlord
ଚର୍ଚ୍ଚାରେ ଘର ମାଲିକ; ଦେଉଥିଲେ ମାଗଣା ଡିନର୍, ବଢ଼ାଉନଥିଲେ ଘର ଭଡ଼ା

ମାଗଣା ଡିନର୍, ପୁଣି ଟଙ୍କାଟିଏ ବି ଘର ଭଡ଼ା ବୃଦ୍ଧି ନାହିଁ । ବଡ଼ ହୃଦୟ ଦେଖାଇଥିବା ଏମିତି ଜଣେ ଘର ମାଲିକ ଏବେ ଚର୍ଚ୍ଚାରେ ।

Heroic Mother Rat
VIDEO: ହାରିଲା ମୃତ୍ୟୁ, ମରଣ ମୁହଁରୁ ଛୁଆର ଜୀବନ ଛଡ଼ାଇ ଆଣିଲା ମାଆ

ମାଆ ନିଜ ଛୁଆ ପାଇଁ ଦୁନିଆର ସବୁଠୁ ବଡ଼ ସୁରକ୍ଷା କବଚ । ଛୁଆ ଉପରେ ବିପଦ ଆସିଲେ ଦୁନିଆର ସବୁ ଶକ୍ତି ସହ ଲଢିବାକୁ ପ୍ରସ୍ତୁତ ହୋଇଯାଏ ମାଆ ।

Balasore Hospital
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଲହଡ଼ି ଖେଳିଲା ବର୍ଷା ପାଣି

ସାମାନ୍ୟ ବର୍ଷାରେ ବେହାଲ ହେଲା ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ । ମାତ୍ର ଅଧା ଘଣ୍ଟା ବର୍ଷା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭିତରେ ଲହଡ଼ି ଖେଳିଲା ପାଣି ।

Diarrhoea outbreak
ଡାଇରିଆ କବଳରୁ ରକ୍ଷା ପାଇଁ ଗ୍ରାମଦେବତୀଙ୍କୁ ପୂଜା

ଝାଡ଼ାବାନ୍ତି ପାଇଁ ପୂଜା ପାଠ । ଗ୍ରାମ ଦେବତୀଙ୍କୁ ଶାନ୍ତି କରିବା ପାଇଁ ଚଣ୍ଡୀ ପାଠ ଓ ହୋମ କରୁଛନ୍ତି ଗ୍ରାମବାସୀ ।

CHSE Odisha
ବଦଳିଲା ଯୁକ୍ତ ଦୁଇ ପ୍ରଶ୍ନପତ୍ର ଢାଞ୍ଚା

ବଦଳିଲା ଯୁକ୍ତ ଦୁଇ ପ୍ରଶ୍ନପତ୍ର ଢାଞ୍ଚା। ବାର୍ଷିକ ପରୀକ୍ଷାରେ ଏଣିକି ଆଉ ୧୦୦ ନୁହେଁ, ୮୦ ମାର୍କର ଥିଓରୀ ପରୀକ୍ଷା।

Lathi charge
ଭାରତ ବନ୍ଦ: ବିକ୍ଷୋଭକାରୀଙ୍କୁ ଲାଠିଚାର୍ଜ ବେଳେ ମାଡ଼ ଖାଇଗଲେ SDM

ଭାରତ ବନ୍ଦ ବେଳେ ଅଭାବନୀୟ ଘଟଣା । ପାଟନାର ସବ୍ ଡିଭିଜିନାଲ ମାଜିଷ୍ଟ୍ରେଟଙ୍କୁ ଲାଠିରେ ପିଟିଛି ପୋଲିସ।

Hockey Team India
ହକି ହିରୋଙ୍କୁ ଓଡ଼ିଶାରେ ସମ୍ବର୍ଦ୍ଧନା

ହକି ହିରୋଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ବର୍ଦ୍ଧନା । ବିମାନ ବନ୍ଦରରୁ ବିଶାଳ ରୋଡ୍ ସୋ'ରେ ପହଞ୍ଚିଥିଲେ କଳିଙ୍ଗ ଷ୍ଟାଡିୟମ ।

Explosion at Pharma firm
ମେଡିସିନ୍ କମ୍ପାନୀରେ ଭୟଙ୍କର ବିସ୍ଫୋରଣ, ୪ ମୃତ ୨୦ ଗୁରୁତର

ମେଡିସିନ୍ କମ୍ପାନୀରେ ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଆହତ ।

Jay Shah
ଆଇସିସିର ଆଗାମୀ ଅଧ୍ୟକ୍ଷ ହୋଇପାରନ୍ତି ଜୟ ଶାହ

ଆଇସିସିର ଆଗାମୀ ଅଧ୍ୟକ୍ଷ ହୋଇପାରନ୍ତି ବିସିସିଆଇର ସମ୍ପାଦକ ଜୟ ଶାହ । ଶାହଙ୍କୁ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ କ୍ରିକେଟ ବୋର୍ଡର ସମର୍ଥନ ।

PM Narendra Modi
ପୋଲାଣ୍ଡ ଓ ୟୁକ୍ରେନ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି

୪ ଦଶନ୍ଧି ମଧ୍ୟରେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ପୋଲାଣ୍ଡ ଯାଉଛନ୍ତି ମୋଦି । ୟୁକ୍ରେନ ରାଷ୍ଟ୍ରପତି ଭ୍ଲୋଡୋମିର ଜେଲେନସ୍କି ବି କରିଛନ୍ତି ନିମନ୍ତ୍ରଣ ।

Elephant Ramu
କେମିତି ହେଲା ହାତୀ ରାମୁର ମୃତ୍ୟୁ ?

ଚନ୍ଦକାରେ ଆଉ ଶୁଣିବାକୁ ମିଳିବନି ବୟସ୍କ ଗଜ ରାମୁର ଗର୍ଜନ କି ଦେଖିବାକୁ ମିଳବନି ତା’ ହରକତ । ଜୀବନର ୪୦ ବର୍ଷ ଚନ୍ଦକା ଜଙ୍ଗଲରେ ରାଜା ଭଳି ଜିଇଁବା ପରେ ଆଖି ବୁଜିଛି ହାତୀ ରାମୁ ।

Rajya Sabha election
ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ଜଗନ୍ନାଥ ପ୍ରଧାନ

ବିଜେପି ନେତା ଜଗନ୍ନାଥ ପ୍ରଧାନ ଆଜି ରାଜ୍ୟସଭା ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି । ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ମମତା ମହାନ୍ତ ।

Sourav Ganguly
କୋଲକାତା ପୀଡିତାଙ୍କୁ ନ୍ୟାୟ ଦାବି, ଆନ୍ଦୋଳନରେ ସାମିଲ ହେବେ ଗାଙ୍ଗୁଲି

କୋଲକାତା ଲେଡି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ପୀଡିତାଙ୍କୁ ନ୍ୟାୟ ଦାବି । ଆନ୍ଦୋଳନରେ ସାମିଲ ହେବେ ଭାରତୀୟ କ୍ରିକେଟ ଟିମର ପୂର୍ବତନ କ୍ୟାପଟେନ ସୌରଭ ଗାଙ୍ଗୁଲି ।

Hockey Team India
ଭୁବନେଶ୍ୱରରେ ପ୍ୟାରିସ୍ ଅଲିମ୍ପିକ୍ସ ବ୍ରୋଞ୍ଜ ବିଜେତା ଭାରତୀୟ ହକି ଟିମ୍

ଭୁବନେଶ୍ୱରରେ ପହଞ୍ଚିଲେ ପ୍ୟାରିସ୍ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଟିମ୍ । ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ ଖେଳାଳିଙ୍କୁ ଭବ୍ୟ ସ୍ୱାଗତ ।

Safety reality check
ଓଡ଼ିଶାରେ ମେଡିକାଲ କଲେଜ ହସ୍ପିଟାଲରେ ସୁରକ୍ଷା ବ୍ୟବସ୍ଥା କେମିତି ?

ମହିଳା ଡାକ୍ତରଙ୍କ ସୁରକ୍ଷାକୁ ନେଇ ବଢୁଛି ଉଦବେଗ । ବ୍ରହ୍ମପୁରର ଏମକେସିଜି, ବୁର୍ଲାର ଭିମସାର୍ ଓ ବାରିପଦାର ପିଆରଏମରେ ବିଳମ୍ବିତ ରାତିରେ ସୁରକ୍ଷା ସ୍ଥିତି ପରଖିଲା ଓଟିଭି ।

Sim Box Racket
ରାଞ୍ଚିରେ ବି ସିମବକ୍ସ ସେଟଅପ୍, ଆତଙ୍କୀ ଲିଙ୍କ ତଦନ୍ତ କରିବ NIA

ରାଞ୍ଚିରେ ବି ବସିଥିଲା ସିମବକ୍ସ ସେଟ୍ଅପ୍ । ଭଡ଼ାଘରୁ ୫ଟି ସିମବକ୍ସ ଠାବ କଲା ଓଡ଼ିଶା ପୋଲିସ ।

UPSC Lateral Entry
UPSC ଲେଟେରାଲ ଏଣ୍ଟ୍ରି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ୟୁଟର୍ଣ୍ଣ

ଯୁଗ୍ମ ସଚିବ ଓ ବିଭିନ୍ନ ବିଭାଗ ଏବଂ ମନ୍ତ୍ରଳାୟର ନିର୍ଦ୍ଦେଶକ ଭାବେ ନିଯୁକ୍ତି ନେଇ UPSC ପକ୍ଷରୁ ବାହାରିଥିଲା ବିଜ୍ଞପ୍ତି ।

Biker Attacks Car
ଭିତରେ ଛୁଆ ଅଛି ଆମକୁ ଛାଡ଼ିଦିଅ..ଦମ୍ପତ୍ତିଙ୍କ ଗୁହାରି ଶୁଣିଲେନି ବାଇକ୍ ଚାଳକ

କାର୍ ଭିତରେ ଥିବା ଦମ୍ପତ୍ତି ଗୁହାରି କରୁଛନ୍ତି କିନ୍ତୁ ଜଣେ ଉତ୍ତ୍ୟକ୍ତ ବ୍ୟକ୍ତି ମଝି ରାସ୍ତାରେ ଗାଡ଼ିକୁ ଅଟକାଇ ଆକ୍ରମଣ କରିବାରେ ଲାଗିଛନ୍ତି ।

ସଂଗ୍ରାମ କେଶୋରୀ ବେହେରା- ଭାରତୀୟ ଜନ ସଂଚାର ସଂସ୍ଥାନ(IIMC) ଢେଙ୍କାନାଳରୁ ଓଡ଼ିଆ ସାମ୍ବାଦିକତା । ୨୦୧୯ରୁ ୨୦୨୨ ପର୍ଯ୍ୟନ୍ତ ହାଇଦ୍ରାବାଦ ସ୍ଥିତ ରାମୋଜୀ ଫିଲ୍ମି ସିଟି ‘ଇଟିଭି ଭାରତ’ ମୁଖ୍ୟ କାର୍ଯ୍ୟାଳୟରେ କଣ୍ଟେଣ୍ଟ୍ ଏଡିଟର ଓ ନ୍ୟୁଜ ଆଙ୍କର, ସିଫ୍ଟ ଇନଚାର୍ଜ ଭାବେ କାର୍ଯ୍ୟ କରିଛନ୍ତି । କ୍ରୀଡା, ରାଜନୀତି, ସ୍ପେଶାଲ ଷ୍ଟୋରୀ, ଭଏସ୍ ଓଭର୍ ଏବଂ ଉପସ୍ଥାପନାରେ ସ୍ୱତନ୍ତ୍ର ରୁଚି । ୨୦୨୩ରୁ ବର୍ତ୍ତମାନ ରାଜ୍ୟର ପ୍ରମୁଖ ଗଣମାଧ୍ୟମ ସଂସ୍ଥା ଓଟିଭିରେ କଣ୍ଟେଣ୍ଟ୍ ଏଡିଟର ଭାବେ କାର୍ଯ୍ୟରତ ।