ଆଧୁନିକ ଯନ୍ତ୍ରପାତି ସାହାଯ୍ୟରେ ରତ୍ନଭଣ୍ଡାର ଭିତରେ ଅଧିକ କୋଠରୀ ଓ ସୁଡ଼ଙ୍ଗ ଅଛି କି ନାହିଁ ଯାଞ୍ଚ ହେବ ।
ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ । SSLV-D3 ରକେଟରେ ଉତକ୍ଷେପଣ ହେବ ଆର୍ଥ ଅବଜର୍ଭେସନ୍ ସାଟେଲାଇଟ୍ EOS-08 ।
ଜାହାଜକୁ ଆରେଷ୍ଟ କରିବା ପାଇଁ ହାଇକୋର୍ଟଙ୍କ ନିର୍ଦେଶ । ଆଦେଶ ନ ମିଳିବା ପର୍ଯ୍ୟନ୍ତ ଜାହାଜ ପାରାଦୀପ ଛାଡି କୁଆଡେ ଯାଇ ପାରିବ ନାହିଁ ।
ବଢ଼ିବ ରାଜ୍ୟରେ ବର୍ଷାର ପରିମାଣ । ଘନିଭୂତ ହେଉଛି ଆଉ ଏକ ଲଘୁଚାପ । ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।
କୋଲକାତାରେ ଲେଡି ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା । ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଏସୟୁସିଆଇ ।
୨୦୧୫ ବ୍ୟାଚର ଗୁଜରାଟ କ୍ୟାଡରର IAS ଅଫିସର ଅନନ୍ୟା ଦାସ । ପ୍ରଥମ ପ୍ରୟାସରେ ହାସଲ କରିଥିଲେ AIR ୧୬ ରାଙ୍କ୍ ।
ଆପଣ ଯଦି Bankରେ ଚାକିରି କରିବାର ସ୍ୱପ୍ନ ଦେଖୁଛନ୍ତି ତେବେ ଏହି ସୁଯୋଗ ହାତମୁଠାରେ । Indian Bank ଏକ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି । ଏହି ନିଯୁକ୍ତି ମାଧ୍ୟମରେ ୩୦୦ ଲୋକାଲ ବ୍ୟାଙ୍କ ଅଫିସର ପଦବୀ ପୂରଣ ହେବ ।
ସେପ୍ଟେମ୍ବର ୬ରେ ରିଲିଜ ହେବ ଚର୍ଚ୍ଚିତ ଫିଲ୍ମ ଏମର୍ଜେନ୍ସି । ଅଭିନୟ ଛାଡ଼ିବା ଚର୍ଚ୍ଚାକୁ ନେଇ ମୁହଁ ଖୋଲିଲେ କଙ୍ଗନା ।
ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ଚନ୍ଦ୍ର- ବିଛା ଦିବା ୧୨.୫୧ ଗତେ ଧନୁ ତିଥି- ୧୦ମୀ ଦିବା ୧୦.୨୭ ଗତେ ୧୧ଶୀ ଘାତଚନ୍ଦ୍ର- ଦିବା ୧୨.୫୧ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର...
ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଇଁ ସ୍ୱତନ୍ତ୍ର ଆୟୋଜନ । ରାଜଧାନୀର ମହାତ୍ମା ଗାନ୍ଧି ମାର୍ଗରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଲଗାତାର ୧୧ ଥର ପାଇଁ ସ୍ୱାଧୀନତା ଦିବସରେ ଲାଲକିଲ୍ଲାରୁ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଅବସର ନେଲା ଜର୍ସି ନମ୍ବର ୧୬ । ସିନିୟର ହକି ଟିମ ଇଣ୍ଡିଆର କୌଣସି ଖେଳାଳି ଆଉ ଏହି ଜର୍ସିକୁ ପିନ୍ଧିପାରିବେ ନାହିଁ ।
ଜମ୍ମୁ କାଶ୍ମୀରରେ ସର୍ଚ୍ଚ ଅପରେସନ ବେଳେ ବଡ଼ ଅଘଟଣ । ଆତଙ୍କବାଦୀଙ୍କ ସହ ଏନକାଉଣ୍ଟର ବେଳେ ୪୮ ରାଷ୍ଟ୍ରୀୟ ରାଇଫଲର ଜଣେ କ୍ୟାପଟେନ ସହିଦ୍ ହୋଇଥିବା ସୂଚନା ମିଳିଛି।
କୋର୍ଟ ଶୁଣାଇଲେ ରସୁଣ ରାୟ । ମସଲା ନା ପରିବା ନେଇ ହେଉଥିଲା ବିବାଦ ।
ଦେଶ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେବାରୁ ଗାଡ଼ିରୁ ଓହ୍ଲାଇଦେଲେ ଡ୍ରାଇଭର । ଅଧରାତିରେ ପ୍ରେମୀଯୁଗଳ ହଟହଟ୍ଟା ।
ଅଙ୍ଗଦାନ କରି ୩ ଜଣଙ୍କ ଜୀବନ ବଞ୍ଚାଇଲା ୧୯ ମାସର ଶିଶୁ । ମହତ କାମ ପାଇଁ ଆଜି ବାପା ମା'ଙ୍କୁ ସାଲ୍ୟୁଟ୍ କରୁଛି ସମାଜ ।
ଆଜି ପ୍ରକାଶ ପାଇବ ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି । ରାଜ୍ୟସଭା ସାଂସଦ ମମତା ମହାନ୍ତ ଇସ୍ତଫା ଦେବାପରେ ଖାଲି ପଡ଼ିଛି ଆସନ।
ଶୋଇଥିବା ବେଳେ ଘର ଭାଙ୍ଗିଲା ଦନ୍ତା ହାତୀ । କାନ୍ଥ ତଳେ ଚାପି ହେଇ ଗର୍ଭବତୀ ମାଆ ଓ ପୁଅର ମୃତ୍ୟୁ ।
୨୦୩୬ ସୁଦ୍ଧା ଭାରତ ଜନସଂଖ୍ୟା ୧୫୨ କୋଟିକୁ ଟପିପାରେ । କମିବେ ଶିଶୁ, ବଢ଼ିବେ ବୃଦ୍ଧ । କେନ୍ଦ୍ର ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ ମନ୍ତ୍ରାଳୟର ରିପୋର୍ଟ ।
କୋଲକାତାରେ ପହଞ୍ଚିଲା CBIର ସ୍ପେଶାଲ ଟିମ । ଲେଡି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ତଦନ୍ତ କରିବ ସିବିଆଇ ।