ଅଲିମ୍ପିକ୍ସରେ ଆଜି ଏକାଧିକ ପଦକ ଆଶାରେ ଭାରତ । ଗୋଲ୍ଡେନ ବୟ ନୀରଜ ଚୋପ୍ରା ଓ ପୁରୁଷ ହକି ଟିମ ପାଖରେ ରହିଛି ପଦକ ଜିତିବାର ସୁଯୋଗ ।
ଆଜି ହେବ ଶପଥଗ୍ରହଣ ଉତ୍ସବ । ବାଂଲାଦେଶରେ ନବଗଠିତ ଅନ୍ତରୀଣ ସରକାରର ନେତୃତ୍ବ ନେବେ ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସ ।
ଅପରିବର୍ତ୍ତିତ ରହିଲା ରେପୋ ରେଟ୍ । ଲଗାତାର ନବମ ଥର ପାଇଁ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛନ୍ତି ରିଜର୍ଭ ବ୍ୟାଙ୍କ ।
ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ଦେହାନ୍ତ । ୨୦୦୦ରୁ ୨୦୧୧ ପର୍ଯ୍ୟନ୍ତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଥିଲେ ।
ସବୁ ସାରିଦେଲା ଉଧାର ଟଙ୍କା । ବାହାଚିତା ଲିଭିନି, ନୂଆବୋହୂ ମଥାରୁ ଲିଭିଗଲା ସିନ୍ଦୂର ।
ବର୍ଷେ ହେଲା ଭୁଶୁଡି ପଡ଼ିଛି ଅଙ୍ଗନବାଡ଼ି କେନ୍ଦ୍ର । ବିପଦ ମୁଣ୍ଡାଇ ପାଠ ପଢ଼ୁଛନ୍ତି କୁନି କୁନି ପିଲା ।
ମାଟି ଅତଡ଼ା ତଳୁ ଦୁଇଟି କୁନି ମାଙ୍କଡ଼ ଉଦ୍ଧାର ହୋଇଛନ୍ତି । ପାଖରେ ମା’ ନାହିଁ, ବଞ୍ଚିବାକୁ ସାହାରା ବି ନାହିଁ, ହେଲେ ଭଗବାନ ବଞ୍ଚାଇ ଦେଇଛନ୍ତି ।
ସ୍ୱାଧୀନତା ଦିବସରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ । ଉତକ୍ଷେପଣ ହେବ ଆର୍ଥ ଅବଜର୍ଭେସନ୍ ସାଟେଲାଇଟ୍ EOS-08 ।
ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ସାମାନ୍ୟ ଗାଡ଼ି ପାର୍କିଂକୁ ନେଇ ଭୁବନେଶ୍ୱରରେ ଘଟିଛି ଡବଲ ମର୍ଡର ।
ବାଇଓଲୋଜିକାଲ ସାଇନ୍ସ ପାଇଁ ପ୍ରଫେସର ଗୋବିନ୍ଦରାଜନ୍ ପଦ୍ମନାଭନଙ୍କୁ ମିଳିବ ବିଜ୍ଞାନ ରତ୍ନ । ବିଜ୍ଞାନ ଟିମ୍ ପୁରସ୍କାର ପାଇବେ ଇସ୍ରୋର ଚନ୍ଦ୍ରାୟନ-ଥ୍ରୀ ଟିମ୍ ସଦସ୍ୟ ।
ନୀରଜ ଚୋପ୍ରାଙ୍କ ପାଇଁ ବଡ଼ ଅଫର ଘୋଷଣା କଲେ କ୍ରିକେଟର ରିଷଭ ପନ୍ତ । ଗୋଲ୍ଡ ଜିତିଲେ ଲକି ବିଜେତାଙ୍କୁ ମିଳିବ ।
ଭିନେଶ ତୁମେ ଭାରତ ପାଇଁ ଗର୍ବ ଓ ସାରା ଭାରତୀୟଙ୍କ ପାଇଁ ପ୍ରେରଣା । ପ୍ୟାରିସ ଅଲିମ୍ପିକ୍ସରୁ ଅଯୋଗ୍ୟ ଘୋଷିତ ହେବାପରେ ଭିନେଶ ଫୋଗଟଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାନ୍ତ୍ୱନା ।
କେଉଁ ଦେଶରେ ଶରଣ ନେବେ ବାଂଲାଦେଶର ପୂର୍ବ ପ୍ରଧାନମନ୍ତ୍ରୀ ଶେଖ ହସିନା ? ଶରଣ ଦେବାକୁ ବ୍ରିଟେନ, ଆମେରିକା ଅମଙ୍ଗ ହେଉଥିବା କୁହାଯାଉଛି ।
ପ୍ୟାରିସ୍ ଅଲିମ୍ପିକ୍ସରୁ କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଅଯୋଗ୍ୟ ଘୋଷିତ । ୫୦ କିଲୋଗ୍ରାମ ବର୍ଗରେ ଖେଳିପାରିବେନି ଗୋଲ୍ଡ ମେଡାଲ ମ୍ୟାଚ୍ ।
ଜୀବନ୍ତ ଜଳିଗଲା ୨୪ ଜୀବନ । ଆୱାମୀ ଲିଗ୍ ପାର୍ଟିର ଜଣେ ନେତାଙ୍କ ମାଲିକାନାରେ ଥିବା ଏହ ହୋଟେଲରେ ଦୁର୍ବୃତ୍ତ ଲଗାଇଲେ ନିଆଁ ।
ପୁଣି ବଜାରରୁ ଉଭାନ ଆଳୁ । ତିନି ଦିନ ତଳେ କିଲେ ଆଳୁ ୩୦ରୁ ୩୫ ଟଙ୍କାରେ ମିଳୁଥିଲା । ଆଜି ହାଫ୍ ସେଞ୍ଚୁରୀ ମାରିଛି ।
ବିଜେଡି ଗଢିଲା ରାଜ୍ୟସ୍ତରୀୟ ସମନ୍ୱୟ କମିଟି । ଯୁବ ବର୍ଗଙ୍କ ପ୍ରତିନିଧିତ୍ୱ ନଗଣ୍ୟ ଥିବାରୁ ଦଳ ଭିତରୁ ଆସିଲା ଅସନ୍ତୋଷର ସ୍ୱର ।
ପ୍ୟାରିସ୍ ଅଲିମ୍ପିକ୍ସ ମହିଳା କୁସ୍ତି ଇଭେଣ୍ଟରେ ବଢ଼ିଲା ପଦକ ଆଶା । ୫୦ କିଲୋଗ୍ରାମ ବର୍ଗରେ ସେମିଫାଇନାଲରେ ସ୍ଥାନ ପକା କରିଛନ୍ତି ଭାରତୀୟ କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ।
ପୂର୍ବତନ ଭାରତୀୟ କ୍ରିକେଟର ବିନୋଦ କାମ୍ବଲି ଅସୁସ୍ଥ ! ଭେଟେରାନ କ୍ରିକେଟର ଚାଲିବାକୁ ସଂଘର୍ଷ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ।
ଦେଶର ସଂରକ୍ଷଣ ନୀତିରେ ସଂସ୍କାର ପାଇଁ ଚିନ୍ତା କରିବା ହସିନା ସରକାରଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । ଛାତ୍ର ଆନ୍ଦୋଳନ ସାଂଘାତିକ ରୂପ ନେବା ପରେ ଅଣାୟତ୍ତ ହୋଇଛି ପରିସ୍ଥିତି ।