ଭିନେଶ ତୁମେ ଭାରତ ପାଇଁ ଗର୍ବ ଓ ସାରା ଭାରତୀୟଙ୍କ ପାଇଁ ପ୍ରେରଣା । ପ୍ୟାରିସ ଅଲିମ୍ପିକ୍ସରୁ ଅଯୋଗ୍ୟ ଘୋଷିତ ହେବାପରେ ଭିନେଶ ଫୋଗଟଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାନ୍ତ୍ୱନା ।
କେଉଁ ଦେଶରେ ଶରଣ ନେବେ ବାଂଲାଦେଶର ପୂର୍ବ ପ୍ରଧାନମନ୍ତ୍ରୀ ଶେଖ ହସିନା ? ଶରଣ ଦେବାକୁ ବ୍ରିଟେନ, ଆମେରିକା ଅମଙ୍ଗ ହେଉଥିବା କୁହାଯାଉଛି ।
ପ୍ୟାରିସ୍ ଅଲିମ୍ପିକ୍ସରୁ କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଅଯୋଗ୍ୟ ଘୋଷିତ । ୫୦ କିଲୋଗ୍ରାମ ବର୍ଗରେ ଖେଳିପାରିବେନି ଗୋଲ୍ଡ ମେଡାଲ ମ୍ୟାଚ୍ ।
ଜୀବନ୍ତ ଜଳିଗଲା ୨୪ ଜୀବନ । ଆୱାମୀ ଲିଗ୍ ପାର୍ଟିର ଜଣେ ନେତାଙ୍କ ମାଲିକାନାରେ ଥିବା ଏହ ହୋଟେଲରେ ଦୁର୍ବୃତ୍ତ ଲଗାଇଲେ ନିଆଁ ।
ପୁଣି ବଜାରରୁ ଉଭାନ ଆଳୁ । ତିନି ଦିନ ତଳେ କିଲେ ଆଳୁ ୩୦ରୁ ୩୫ ଟଙ୍କାରେ ମିଳୁଥିଲା । ଆଜି ହାଫ୍ ସେଞ୍ଚୁରୀ ମାରିଛି ।
ବିଜେଡି ଗଢିଲା ରାଜ୍ୟସ୍ତରୀୟ ସମନ୍ୱୟ କମିଟି । ଯୁବ ବର୍ଗଙ୍କ ପ୍ରତିନିଧିତ୍ୱ ନଗଣ୍ୟ ଥିବାରୁ ଦଳ ଭିତରୁ ଆସିଲା ଅସନ୍ତୋଷର ସ୍ୱର ।
ପ୍ୟାରିସ୍ ଅଲିମ୍ପିକ୍ସ ମହିଳା କୁସ୍ତି ଇଭେଣ୍ଟରେ ବଢ଼ିଲା ପଦକ ଆଶା । ୫୦ କିଲୋଗ୍ରାମ ବର୍ଗରେ ସେମିଫାଇନାଲରେ ସ୍ଥାନ ପକା କରିଛନ୍ତି ଭାରତୀୟ କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ।
ପୂର୍ବତନ ଭାରତୀୟ କ୍ରିକେଟର ବିନୋଦ କାମ୍ବଲି ଅସୁସ୍ଥ ! ଭେଟେରାନ କ୍ରିକେଟର ଚାଲିବାକୁ ସଂଘର୍ଷ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ।
ଦେଶର ସଂରକ୍ଷଣ ନୀତିରେ ସଂସ୍କାର ପାଇଁ ଚିନ୍ତା କରିବା ହସିନା ସରକାରଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । ଛାତ୍ର ଆନ୍ଦୋଳନ ସାଂଘାତିକ ରୂପ ନେବା ପରେ ଅଣାୟତ୍ତ ହୋଇଛି ପରିସ୍ଥିତି ।
ଫାଇନାଲ ରାଉଣ୍ଡରୁ ବାଦ୍ ପଡ଼ିଲେ ଓଡ଼ିଆ ଆଥଲେଟ୍ କିଶୋର ଜେନା । ମଉଳିଲା ପଦକ ଆଶା ।
ଟୋକିଓ ପରେ ପ୍ୟାରିସ ଅଲିମ୍ପିକ୍ସରେ ନୀରଜ ଚୋପ୍ରାଙ୍କ କମାଲ । ପ୍ୟାରିସ୍ ଅଲିମ୍ପିକ୍ସର ପୁରୁଷ ଜାଭେଲିନ ଥ୍ରୋ ଇଭେଣ୍ଟର ଫାଇନାଲରେ ନୀରଜ ଚୋପ୍ରା ।
ଭୋଟ୍ ବ୍ୟାଙ୍କ ବଢାଇବାକୁ ବିଜେପିର ନୂଆ ତରିକା, ଫୋକସରେ ଗ୍ରାମାଞ୍ଚଳ । ବିଜେପି ଆଡକୁ ଢଳୁଛନ୍ତି ସରପଞ୍ଚ ଓ ସମିତିସଭ୍ୟ ।
ମାତ୍ର କେଇ ଘଣ୍ଟା ଭିତରେ ଅଫିସରଙ୍କୁ ବି ପାଣି ପିଆଇଦେଲେ ହାଇସ୍କୁଲ୍ ଛାତ୍ରଛାତ୍ରୀ । ପିଲାଙ୍କ ସହ କାଦୁଅ ପଚ୍ ପଚ୍ ପାଣି ରାସ୍ତାରେ ଚାଲିଲେ ବିଡିଓ ଓ ତହସିଲଦାର ।
ଭିଜିଲାନ୍ସ ଜାଲରେ ପଡିଛନ୍ତି ଆଉ ଜଣେ କୁବେର ଇଞ୍ଜିନିୟର । ଘର ଭିତରେ ସାଇତି ରଖାଯାଇଥିବା ସଂପତ୍ତି ଦେଖିଲେ ହୋସ୍ ଉଡିଯିବ ।
ଓଡ଼ିଶାରେ ହେବ ସୁନ୍ଦରୀ ପ୍ରତିଯୋଗିତା । ମିସ୍, ମିଷ୍ଟର ଓ ମିଷ୍ଟ୍ରେସ୍ ଇଣ୍ଡିଆ ପ୍ରତିଯୋଗିତାରେ ଭାଗନେବେ ଯୁବ ପ୍ରତିଭା ।
ରତ୍ନ ଭଣ୍ଡାର ମରାମତି ନେଇ ପ୍ରସ୍ତୁତ ହେଲା SOP । ଶ୍ରୀମନ୍ଦିର ପରିଚାଳନା କମିଟିରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ।
ନୂଆ ବ୍ରଡକାଷ୍ଟ ବିଲକୁ ନେଇ ବିବାଦ । ଟେଲିଭିଜନ ନେଟୱର୍କ ଆକ୍ଟ ୧୯୯୫ର ସ୍ଥାନ ନେବାକୁ ଯାଉଛି ବ୍ରଡକାଷ୍ଟ ବିଲ୍ ୨୦୨୪ ।
ସୁଟର ମନୁ ଭାକରଙ୍କୁ ମିଳିଲା ବଡ଼ ଦାୟିତ୍ୱ । ପ୍ୟାରିସ ଅଲିମ୍ପିକ୍ସ ୨୦୨୪ର ଉଦଯାପନୀ ସମାରୋହରେ ହେବେ ଭାରତର ଧ୍ୱଜା ବାହକ ।
ସପ୍ତାହକରେ ଗିରଫ ୧୦ରୁ ଅଧିକ ସରକାରୀ ବାବୁ । କାହା ଛତ୍ରଛାୟାରେ ଓ କେଉଁ ପ୍ରଭାବଶାଳୀଙ୍କ ଆଶୀର୍ବାଦରେ ଠିଆ କରିଥିଲେ କଳାଧନର ସାମ୍ରାଜ୍ୟ ?
ବିଧାନସଭାରେ ଓ ଲୋକସଭାରେ ସବୁ ଆସନ ଜିତିବା ଲକ୍ଷ୍ୟରେ କର୍ମୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଟାସ୍କ ।