୨୬ ଜୁଲାଇରୁ ଆରମ୍ଭ ହେଉଛି ବିଶ୍ୱ କ୍ରୀଡାର ମହାକୁମ୍ଭ ୨୦୨୪ ଅଲମ୍ପିକ୍ସ । ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ଆଥଲେଟ୍ ସର୍ବକାଳୀନ ଶ୍ରେଷ୍ଠ ପ୍ରଦର୍ଶନ ସହ ସ୍ୱର୍ଣ୍ଣ ପଦକ ଓ ମୋଟ ପଦକ ଅଧିକ ସଂଖ୍ୟାରେ ଜିତିବା ନେଇ ଆଶା ରହିଛି । ଜାଣନ୍ତୁ ପ୍ୟାରିସ ଅଲିମ୍ପିକ୍ସ ଭାରତୀୟ ଖେଳାଳିଙ୍କ ...
ପାଟି ଭିତରେ ଥିଲା AK-47 ବନ୍ଧୁକ, ଆଖି ଥିଲା ଟ୍ରିଗର ଆଙ୍ଗୁଠି ଉପରେ । ମୃତ୍ୟୁ ମୁହଁରେ ସାଢ଼େ ତିନିଦିନ । କାର୍ଗିଲ ଯୁଦ୍ଧ ହିରୋ ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଗ୍ରୁପ କ୍ୟାପଟେନ୍ କେ ନଚିକେତା ରାଓଙ୍କ ଲୋମଟାଙ୍କୁରା କାହାଣୀ...
ଗୁଗୁଲ୍ ମ୍ୟାପରେ ଯୋଡ଼ିହେବାକୁ ଯାଉଛି ନୂଆ ଫିଚର୍ । ଅଣଓସାରିଆ ଓ ଭିଡ଼ ରାସ୍ତା ବଦଳରେ ଭଲ ରାସ୍ତାରେ ବାଟ କଢ଼େଇନେବ ଗୁଗୁଲ୍ ମ୍ୟାପ୍ । ରାସ୍ତାରେ ଫ୍ଲାଏଓଭର ପଡ଼ିଲେ ପୂର୍ବରୁ ଜାଣିପାରିବେ ଡ୍ରାଇଭର ।
ସ୍ୱାମୀର ପରକୀୟା ପ୍ରେମରେ ଉଜୁଡ଼ିଗଲା ସାମ୍ବାଦିକା ପତ୍ନୀର ସଂସାର । ନିର୍ଯାତନାର ଲୁହଭିଜା ଭିଡ଼ିଓ ଜାରି କରିବା ପରେ ମିଳିଲା ମୃତଦେହ । ବାୟୁସେନାରେ କାର୍ଯ୍ୟରତ ସ୍ୱାମୀଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ୍ ।
ଭାରତ ସରକାରଙ୍କ ଫୋକସରେ ଖେଲୋ ଇଣ୍ଡିଆ । କ୍ରୀଡା ବଜେଟରେ ଖେଲୋ ଇଣ୍ଡିଆକୁ ମିଳିଲା ସିଂହଭାଗ ରାଶି ।
ରାଷ୍ଟ୍ରପତି ଭବନରୁ ହଟିଲା ବ୍ରିଟିଶ୍ ଛାପ । ବଦଳିଲା ରାଷ୍ଟ୍ରପତି ଭବନର ଐତିହାସିକ ଦରବାର୍ ହଲ୍ ଓ ଅଶୋକ ହଲ୍ର ନାମ ।
୩୬ ବର୍ଷୀୟ ଭେଟେରାନ ଗୋଲକିପର ଶ୍ରୀଜେଶ ସ୍ପଷ୍ଟ କରିଛନ୍ତି ଯେ, ପ୍ୟାରିସ୍ ଅଲମ୍ପିକ୍ସ ୨୦୨୪ ହେବ ତାଙ୍କର ଶେଷ ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟ ।
ବିଜେଡିରେ ପୁଣି ପାଣ୍ଡିଆନ ଝଡ଼ । ବିଜେଡି ଭାଙ୍ଗିବାକୁ ଦିଲ୍ଲୀରେ ଡେରା ପକାଇଥିଲେ ପାଣ୍ଡିଆନ । ଏକ ଜାତୀୟ ଗଣମାଧ୍ୟମରେ ପାଣ୍ଡିଆନଙ୍କୁ ନେଇ ବିସ୍ପୋରକ ଖବର ପ୍ରକାଶ ପାଇବା ପରେ ରାଜ୍ୟ ରାଜନୀତିରେ ହଟଚମଟ ।
'ସତସାହସ ଥିଲେ...' ସାନିଆଙ୍କ ସହ ବିବାହ ଖବର ପ୍ରଚାର କରୁଥିବା ଲୋକଙ୍କୁ କ୍ରିକେଟର ମହମ୍ମଦ ସାମିଙ୍କ ଚେତାବନୀ
ତେଜୁଛି ଜିଲ୍ଲା ମାନ୍ୟତା ରାଜନୀତି । ନିର୍ବାଚନ ପାଖେଇବା ସହ ଦାବି ବି ଜୋର୍ ଧରୁଛି । ପଦମପୁରକୁ ଜିଲ୍ଲା ଗଠନ ପାଇଁ ପ୍ରକ୍ରିୟା ପାଦେ ଆଗେଇଥିବା ବେଳେ ବିରୋଧୀ କିନ୍ତୁ ଏଥିରୁ ଭୋଟ୍ ରାଜନୀତିର ଗନ୍ଧ ବାରିଛନ୍ତି ।
ପ୍ରତିଦିନ ରାଜ୍ୟରେ ୧୬ ଜଣ ଅପହରଣ ହେଉଛନ୍ତି, ଆଉ ନିଖୋଜ ହେଉଛନ୍ତି ୫୧ ଜଣ। ନ୍ୟାସନାଲ କ୍ରାଇମ୍ ରେକର୍ଡସ୍ ବ୍ୟୁରୋ- NCRBରୁ ମିଳିଛି ଏଭଳି ଆଖି ତରାଟିଲା ଭଳି ତଥ୍ୟ।
୭ ତାରିଖରେ ତେଲେଙ୍ଗାନାକୁ ମିଳିବ ନୂଆ ସିଏମ୍। ଶକ୍ତିଶାଳୀ ବିଆରଏସକୁ ମାତ୍ ଦେଇ ରାଜ୍ୟରେ ପ୍ରଥମ ଥର ପାଇଁ କ୍ଷମତାକୁ ଆସିଥିବା କଂଗ୍ରେସର ପୋଷ୍ଟର୍ ବୟ୍ ଅନୁମୁଲା ରେବନ୍ତ ରେଡ୍ଡୀ ମୁଖ୍ୟମନ୍ତ୍ରୀ ହେବା ଏକରକମ ନିଶ୍ଚିତ।
ସୈାର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର, ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..
ଆକର୍ଷଣୀୟ ଆଲୋକମାଳାରେ ଝଲସୁଛି ଉତ୍ତରପ୍ରଦେଶର ଅଯୋଧ୍ୟା। କେଉଁଠି ଏଲଇଡି ତୋରଣ, ଲାଇଟ୍ ସୋ', ତ ଆଉ କେଉଁଠି ବିରାଟ ବିରାଟ ସ୍କ୍ରିନରେ ରାମାୟଣ ପ୍ରଦର୍ଶନ। ଆସନ୍ତାକାଲି ୫୧ଟି ଘାଟରେ ଏକାଠି ଜଳିବ ୨୪ ଲକ୍ଷ ଦୀପ ।
ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାରେ ସାଂଘାତିକ ତ୍ରୁଟି । ପଞ୍ଚୁକ ପୂର୍ବରୁ ପଦାରେ ପଡ଼ିଲା ଦର୍ଶନ ବ୍ୟବସ୍ଥାରେ ଅବ୍ୟବସ୍ଥା । ସାତପାହାଚ ନିକଟରେ ଠେଲାପେଲା, ୧୦ରୁ ଅଧିକ ଆହତ ।
ମୁଖାପିନ୍ଧି ଆସିଲେ, ଟଙ୍କା ଟ୍ରଙ୍କ ଧରି ଚମ୍ପଟ ମାରିଲେ । ATM ଭ୍ୟାନ୍ କୁ ରାସ୍ତାରେ ଅଟକାଇ ନଗଦ ୧ କୋଟି ୭୩ ଲକ୍ଷ ଟଙ୍କା ଥିବା ଟ୍ରଙ୍କକୁ ଧରି ଦୁର୍ବୃତ୍ତ ସୀମାପାର୍ ଅଭିଯୋଗ ।
"ପାକିସ୍ତାନ ବିଶ୍ୱକପ ଟିମରେ ଥିବା ଖେଳାଳି ଭାରତରେ ପ୍ରଥମ ଥର ଖେଳୁଛନ୍ତି । ସେଥିପାଇଁ ଏଠାକାର ପରିବେଶ ସହ ଖାପ ଖୁଆଇବା ପାଇଁ ଟିକେ ସମୟ ଲାଗୁଛି ।"
କିଛି ମାସ ତଳେ ଓଡ଼ିଶା ଚାଷୀ କେଜି ପିଛା ପିଆଜ ମାତ୍ର ୪/୫ ଟଙ୍କାରେ ବିକି ଦେଇଥିଲେ, ଏବେ ନିଜେ ଖାଇବା ପାଇଁ ୬୦-୭୦ ଟଙ୍କାରେ କିଣୁଛନ୍ତି ।
ଗୋଷ୍ଠୀ ସଂଘର୍ଷ ମାମଲାରେ ଘରେ ଘରେ ପଶି ପୁରୁଷ ଓ ମହିଳାଙ୍କୁ ଗିରଫ କରିବା ପରେ ଏବେ ପୁରା ଗାଁ ଏବେ ଶୂନଶାନ୍ ।
ଗଜପତି ମହାରାଜାଙ୍କ ପ୍ରସ୍ତାବରେ ରାଜ୍ୟ ସରକାରଙ୍କ ମୋହର ବାଜେ, ତାହେଲେ ଜାନୁଆରୀ ୧୭ରେ ହିଁ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ। ତେବେ ପ୍ରଶ୍ନ କାମ ତ ସମ୍ପୂର୍ଣ୍ଣ ହୋଇନି, ହେଲେ ଲୋକାର୍ପଣ ପାଇଁ ରାଜ୍ୟ ସରକାର ଏତେ ତର ତର କାହିଁକି ?