• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sangram Keshori Behera

Sangram Keshori Behera

Editor

ସଂଗ୍ରାମ କେଶୋରୀ ବେହେରା- ଭାରତୀୟ ଜନ ସଂଚାର ସଂସ୍ଥାନ(IIMC) ଢେଙ୍କାନାଳରୁ ଓଡ଼ିଆ ସାମ୍ବ ...more

ସଂଗ୍ରାମ କେଶୋରୀ ବେହେରା- ଭାରତୀୟ ଜନ ସଂଚାର ସଂସ୍ଥାନ(IIMC) ଢେଙ୍କାନାଳରୁ ଓଡ଼ିଆ ସାମ୍ବାଦିକତା । ୨୦୧୯ରୁ ୨୦୨୨ ପର୍ଯ୍ୟନ୍ତ ହାଇଦ୍ରାବାଦ ସ୍ଥିତ ରାମୋଜୀ ଫିଲ୍ମି ସିଟି ‘ଇଟିଭି ଭାରତ’ ମୁଖ୍ୟ କାର୍ଯ୍ୟାଳୟରେ କଣ୍ଟେଣ୍ଟ୍ ଏଡିଟର ଓ ନ୍ୟୁଜ ଆଙ୍କର, ସିଫ୍ଟ ଇନଚାର୍ଜ ଭାବେ କାର୍ଯ୍ୟ କରିଛନ୍ତି । କ୍ରୀଡା, ରାଜନୀତି, ସ୍ପେଶାଲ ଷ୍ଟୋରୀ, ଭଏସ୍ ଓଭର୍ ଏବଂ ଉପସ୍ଥାପନାରେ ସ୍ୱତନ୍ତ୍ର ରୁଚି । ୨୦୨୩ରୁ ବର୍ତ୍ତମାନ ରାଜ୍ୟର ପ୍ରମୁଖ ଗଣମାଧ୍ୟମ ସଂସ୍ଥା ଓଟିଭିରେ କଣ୍ଟେଣ୍ଟ୍ ଏଡିଟର ଭାବେ କାର୍ଯ୍ୟରତ ।

less

Posts by Sangram Keshori Behera

Sujeet Kumar
ବିଜେପିରେ ମିଶିଲେ ସୁଜିତ କୁମାର

ବିଜେଡି ଛାଡ଼ି ବିଜେପିରେ ମିଶିଲେ ସୁଜିତ କୁମାର । ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ।

Sujeet Kumar
ରାଜ୍ୟସଭାରୁ ସୁଜିତ କୁମାରଙ୍କ ଇସ୍ତଫା, ରାଜ୍ୟସଭା ଅଧ୍ୟକ୍ଷଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର

ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର । ରାଜ୍ୟସଭା ଅଧ୍ୟକ୍ଷଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଲେ ।

Fire
ଭୟାବହ ଅଗ୍ନିକାଣ୍ଡ, ୪ଟି ପରିବାରର ୮ବଖରା ଘର ଜଳିପୋଡ଼ି ପାଉଁଶ

୪ଟି ପରିବାରର ୮ବଖରା ଚାଳ ଛପର ଘର ଜଳିପୋଡ଼ି ପାଉଁଶ । କେବଳ ବିପନ୍ନମାନେ ପିନ୍ଧିଥିବା ବସ୍ତ୍ରକୁ ଛାଡିଦେଲେ ସବୁ ଜଳିଯାଇଛି ।

Panchang
Panchang Today 6th September 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୦୬ ତାରିଖ ଶୁକ୍ରବାର, ଚନ୍ଦ୍ର- କନ୍ୟା ରାତ୍ରି ୧୧.୦୦ ଗତେ ତୁଳା । ତିଥି- ୩ୟା ଦିବା ୦୩.୦୧ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ରାତ୍ରି ୧୧.୦୦ ପର୍ଯ୍ୟନ୍ତ ।

Preparation For festive season
ପାଖେଇ ଆସୁଛି ପାର୍ବଣ ୠତୁ, ରିହରସାଲରେ ବ୍ୟସ୍ତ ମେଲୋଡି କଳାକାର

ପାର୍ବଣ ୠତୁ ପାଇଁ ଚଳଚଞ୍ଚଳ ହୋଇପଡିଛି କଟକ ସହର । ରିହରସାଲରେ ବ୍ୟସ୍ତ ମେଲୋଡି କଳାକାର । 

Teacher's Day
ଗୁରୁ ହେବ ତ ଏମିତି, ପିଲାଙ୍କୁ ମଣିଷ କରିବାର ଝୁଙ୍କରେ ବନିଛନ୍ତି ଭିନ୍ନ ଦ୍ରୋଣାଚାର୍ଯ୍ୟ

କାହା ପାଇଁ ପାଉଣା ତୁଚ୍ଛ, କାହା ଆଗରେ ହାରିଯାଇଛି ବୟସ । ଭାସ୍କର, ଡୋମିନିକ୍ ଓ କଳେବର ସାରଙ୍କ ତ୍ୟାଗ ଓ ଉତ୍ସର୍ଗର କାହାଣୀ ।

APM CM Chandrababu Naidu
ଟ୍ରେନ୍ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ

ଏକ ନିଶ୍ଚିତ ଟ୍ରେନ୍ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ । ରେଲ୍ ବ୍ରିଜ୍ ଉପରେ ରହି ବନ୍ୟା ସ୍ଥିତିର ସମୀକ୍ଷା ବେଳେ ମାଡ଼ିଆସିଲା ଯାତ୍ରୀବାହୀ ଟ୍ରେନ୍।

Odisha CM Mohan Majhi
ରାଜ୍ୟର ପ୍ରତି ପଞ୍ଚାୟତରେ ହେବ ମଡେଲ୍ ପ୍ରାଥମିକ ସ୍କୁଲ: ମୁଖ୍ୟମନ୍ତ୍ରୀ

ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଗୁରୁଦିବସ ଅବସରରେ ଓଟିଭିକୁ ସ୍ୱତନ୍ତ୍ର ସାକ୍ଷାତକାର ଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Ravenshaw University Name Change Row
ରାଜନୀତି ପଶାପାଲିରେ ରେଭେନ୍ସା ଗୋଟି ! ମୁହାଁମୁହିଁ ଶାସକ-ବିରୋଧୀ

ପୋଲିସ ସହାୟତା ଲୋଡ଼ିଲେ ରେଭେନ୍ସା କର୍ତ୍ତୃପକ୍ଷ । ବିତର୍କ କମ୍, ବଢିଲା ଗୋଳିଆପାଣିରୁ ଫାଇଦା ନେବା ପ୍ରତିଯୋଗିତା ।

Jharpada Jail
ପୁଣି ଚର୍ଚ୍ଚାରେ ଝାରପଡା ଜେଲ୍, ଅଡିଓ ଜାରିକଲେ ଆକ୍ରମଣର ଶିକାର ସୌମ୍ୟ

ଝାରପଡା ଜେଲ କଏଦୀ ଆକ୍ରମଣ ଘଟଣାରେ ତଦନ୍ତ ରିପୋର୍ଟ ହୋଇଛି ଦାଖଲ। ଜେଲ୍ ଏଡିଜି ଅମିତାଭ ଠାକୁରଙ୍କ ନିକଟରେ ରିପୋର୍ଟ ଦାଖଲ କରିଛନ୍ତି ଡିଆଇଜି ଅନୁସୂୟା ଜେନା।

IAF Helicopter Emergency Landing
ବାୟୁସେନା ହେଲିକପ୍ଟରର ଜରୁରୀ ଅବତରଣ, ବନ୍ୟାଞ୍ଚଳରେ ଉଦ୍ଧାର କାର୍ଯ୍ୟରେ ଥିଲା ସାମିଲ

ଆନ୍ଧ୍ର ଓ ତେଲେଙ୍ଗାନାରେ ବନ୍ୟାଞ୍ଚଳରେ ରିଲିଫ କାର୍ଯ୍ୟରେ ସାମିଲ ଥିଲା ହେଲିକପ୍ଟର । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଜରୁରୀ ଅବତରଣ ।

CM Mohan Majhi
ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଦୁଇଦିନିଆ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଖାଇ ଅବସରରେ ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ।

UP Woman Molested In Ambulance
ଆମ୍ୱୁଲାନ୍ସ ଭିତରେ ମହିଳାଙ୍କୁ ଅସାଦାଚରଣ, ବିରୋଧ କରିବାରୁ...

ଆମ୍ୱୁଲାନ୍ସ ଭିତରେ ମହିଳାଙ୍କୁ ଅସାଦାଚରଣ । ବିରୋଧ କରିବାରୁ ଅକ୍ସିଜେନ ସପୋର୍ଟ କାଢ଼ି ଅସୁସ୍ଥ ସ୍ୱାମୀଙ୍କୁ ଗାଡ଼ିରୁ ଫିଙ୍ଗିଦେଲେ ।

Tribal Boy Clears NEET
Success Story: ନେଟ୍‌ୱର୍କ ନଥିବାରୁ ପାହାଡ ଉପରେ ପଢ଼ୁଥିଲେ, ପ୍ରଥମ ପ୍ରୟାସରେ NEET କ୍ଳିଅର୍

ଡାକ୍ତର ହେବେ ଆଦିବାସୀ ଗରିବ ଘରର ପୁଅ । ପ୍ରଥମ ପ୍ରଚେଷ୍ଟାରେ ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ।

School students Protest
ପ୍ରଧାନଶିକ୍ଷକଙ୍କ ନିଲମ୍ବନ ପ୍ରତ୍ୟାହାର ଦାବିରେ ଛାତ୍ରଛାତ୍ରୀଙ୍କ ଧାରଣା

ନିଲମ୍ବିତ ପ୍ରଧାନଶିକ୍ଷକଙ୍କ ସପକ୍ଷରେ ବାହାରିଲେ ଛାତ୍ରଛାତ୍ରୀ। ସ୍କୁଲରେ ତାଲା ପକାଇ ଧାରଣାରେ ବସିଛନ୍ତି ଛାତ୍ରଛାତ୍ରୀ, ଅଭିଭାବକ।

Victim’s Family Demands Accused's Expulsion
୩ ଦିନ ପରେ ବି ଯୁବତୀଙ୍କ ମୃତଦେହ ନେଉନାହାନ୍ତି ପରିବାର

ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ଘଟଣାକୁ ନେଇ ଉତ୍ତେଜନା । ନାକଟିଦେଉଳ ଥାନା ଝାରବେଡ଼ା ଜଙ୍ଗଲରୁ ମିଳିଥିଲା ଯୁବତୀଙ୍କ ମୃତଦେହ ।

High court bench
ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସରକାରଙ୍କ ବିଚାରାଧୀନ: ମୁଖ୍ୟମନ୍ତ୍ରୀ

ଲୋକଙ୍କୁ ତ୍ୱରିତ୍ ନ୍ୟାୟ ଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ । ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସରକାରଙ୍କ ବିଚାରାଧୀନ ଅଛି । ଗୃହରେ ସ୍ପଷ୍ଟୀକରଣ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Murder case
ଗୋଚାଲାଣକାରୀ ସନ୍ଦେହରେ ଦ୍ୱାଦଶ ଶ୍ରେଣୀର ଛାତ୍ରକୁ ଗୁଳି ମାରିଦେଲେ

ଅଗଷ୍ଟ ୨୩ ତାରିଖରେ ହୋଇଥିବା ଆକ୍ରମଣ ପାଇଁ ଗୋରକ୍ଷକ ସଂଗଠନର ୫ଜଣ ସଦସ୍ୟ ଗିରଫ । ଭୁଲବଶତଃ ମୃତ ଛାତ୍ରକୁ ଗୋଚାଲାଣକାରୀ ସନ୍ଦେହ କରିଥିଲେ ଗୋରକ୍ଷକ ।

Indian Coast Guard helicopter
ଭାରତୀୟ ତଟରକ୍ଷୀ ବାହିନୀର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୩ ସଦସ୍ୟ ନିଖୋଜ

ଭାରତୀୟ ତଟରକ୍ଷୀ ବାହିନୀର ALH ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ଏମର୍ଜେନ୍ସି ଲ୍ୟାଣ୍ଡିଂ ବେଳେ ୩ ସଦସ୍ୟ ନିଖୋଜ ।

Police Van-108 Ambulance Collision
ପୋଲିସ ଭ୍ୟାନକୁ ପିଟିଲା ୧୦୮ ଆମ୍ବୁଲାନ୍ସ; ହୋମଗାର୍ଡ ମୃତ, ଆଇଆଇସି ଆହତ

ପୋଲିସ ଗାଡ଼ି ସଂପୂର୍ଣ୍ଣ ଚୁରମାର୍ । ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବା ବେଳେ ଆଇଆଇସିଙ୍କ ସମେତ ୪ ଜଣ ଆହତ।

ସଂଗ୍ରାମ କେଶୋରୀ ବେହେରା- ଭାରତୀୟ ଜନ ସଂଚାର ସଂସ୍ଥାନ(IIMC) ଢେଙ୍କାନାଳରୁ ଓଡ଼ିଆ ସାମ୍ବାଦିକତା । ୨୦୧୯ରୁ ୨୦୨୨ ପର୍ଯ୍ୟନ୍ତ ହାଇଦ୍ରାବାଦ ସ୍ଥିତ ରାମୋଜୀ ଫିଲ୍ମି ସିଟି ‘ଇଟିଭି ଭାରତ’ ମୁଖ୍ୟ କାର୍ଯ୍ୟାଳୟରେ କଣ୍ଟେଣ୍ଟ୍ ଏଡିଟର ଓ ନ୍ୟୁଜ ଆଙ୍କର, ସିଫ୍ଟ ଇନଚାର୍ଜ ଭାବେ କାର୍ଯ୍ୟ କରିଛନ୍ତି । କ୍ରୀଡା, ରାଜନୀତି, ସ୍ପେଶାଲ ଷ୍ଟୋରୀ, ଭଏସ୍ ଓଭର୍ ଏବଂ ଉପସ୍ଥାପନାରେ ସ୍ୱତନ୍ତ୍ର ରୁଚି । ୨୦୨୩ରୁ ବର୍ତ୍ତମାନ ରାଜ୍ୟର ପ୍ରମୁଖ ଗଣମାଧ୍ୟମ ସଂସ୍ଥା ଓଟିଭିରେ କଣ୍ଟେଣ୍ଟ୍ ଏଡିଟର ଭାବେ କାର୍ଯ୍ୟରତ ।