ଏହି ପରିବର୍ତ୍ତନଗୁଡ଼ିକ ଘରର ରୋଷେଇ ଘରେ ବ୍ୟବହୃତ ଏଲପିଜି ସିଲିଣ୍ଡରର ମୂଲ୍ୟ ଠାରୁ କ୍ରେଡିଟ୍ କାର୍ଡ ବ୍ୟବହାର ଉପରେ ଚାର୍ଜ ବୃଦ୍ଧି ପର୍ଯ୍ୟନ୍ତ ଅନ୍ତର୍ଭୁକ୍ତ ।
ଯାତ୍ରୀମାନଙ୍କୁ ଦୁଇ ଘଣ୍ଟା କିମ୍ବା ତାହାଠାରୁ ଅଧିକ ସମୟ ଧରି ଅପେକ୍ଷା କରିବାକୁ ପଡ଼ିପାରେ । ତେଣୁ ପୁରୀକୁ ଆସିବାକୁ ଯୋଜନା କରୁଥିବା ଭକ୍ତ ଓ ଯାତ୍ରୀମାନେ ଦୟାକରି ଏହାକୁ ଧ୍ୟାନରେ ରଖି ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସନ୍ତୁ ବୋଲି ଓଡ଼ିଶା ପୋଲିସ୍ ପକ୍ଷରୁ କୁହାଯାଇଛି ।
ଉଚ୍ଚ ଶିକ୍ଷା ବିଭାଗ ସଚିବ ଦାୟିତ୍ବ ସହ ରଥଯାତ୍ରା ପରିଚାଳନା ଦାୟିତ୍ବ ତୁଲାଇବେ ଅରବିନ୍ଦ । ରଥଯାତ୍ରା ସୁପରଭିଜନ ପାଇଁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି ।
ଯେଉଁମାନଙ୍କ ଅବହେଳା ପାଇଁ ଏହି ଅଘଟଣ ହୋଇଛି ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।
କିଏ ଭାଇଙ୍କୁ ଭିଡ଼ ଭିତରେ ଖୋଜୁଛି ତ ଆଉ କିଏ ତଳେ ପଡିଯାଇଥିବା ମା’ଙ୍କୁ ଟାଣି ଆଣିବାକୁ ଚେଷ୍ଟା କରୁଛି। କିଏ ଚେତା ହରାଇଛି ତ ଆଉ କାହାର ଜୀବନ ଚାଲିଯାଇଛି।
ଶରଧାବାଲି ଅଘଟଣ, ବଡ଼ କାର୍ଯ୍ୟାନୁଷ୍ଠାନ । ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସପି । ଚଞ୍ଚଳ ରାଣା ହେଲେ ପୁରୀର ନୂଆ ଜିଲ୍ଲାପାଳ । ପିନାକ ମିଶ୍ରଙ୍କୁ ପୁରୀ ଏସପି ଦାୟିତ୍ୱ ।
ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ସ୍ଥାନରେ ନୂଆ ଜିଲ୍ଲାପାଳ ହେଲେ ଚଞ୍ଚଲ ରାଣା । ସେହିପରି ଏସ୍ପି ଭିନୀତ୍ ଅଗ୍ରୱାଲଙ୍କ ସ୍ଥାନରେ ନୂଆ ଏସ୍ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି ।
ଯେଉଁମାନଙ୍କ ଅବହେଳା ପାଇଁ ଏହି ଅଘଟଣ ହୋଇଛି ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।
ଏହି ଅଘଟଣ ପରେ ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଁ ଏବଂ ମୋ ସରକାର ସମସ୍ତ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ ।
ଶେଷରେ ଜଗତର ନାଥ ଜଗନ୍ନାଥ ଝୁଲି ଝୁଲି ଧାଡ଼ି ପହଣ୍ଡିରେ ଆସିଥିଲେ । ନନ୍ଦିଘୋଷ ରଥରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ଭକ୍ତିମାନଙ୍କ ମଧ୍ୟରେ ଅପୂର୍ବ ଉତ୍କଣ୍ଠା ସୃଷ୍ଟି ହୋଇଛି ।
ମହାପ୍ରଭୁଙ୍କ ଦର୍ଶନ ଲାଗି ଠେଲାପେଲା ଗହଳି...ବ୍ୟାରିକେଡ ଭାଙ୍ଗିବାକୁ ଚେଷ୍ଟା କଲେ ଲୋକ। ଚାପି ହୋଇ ଚେତା ହରାଇଲେ ଶ୍ରଦ୍ଧାଳୁ...।
ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ବଳଭଦ୍ର ରଥାରୂଢ଼ ହେଲେ ।ଦେବୀ ସୁଭଦ୍ରାଙ୍କ ପରେ ଶେଷରେ ରଥାରୂଢ଼ ହେଲେ ଶ୍ରୀଜଗନ୍ନାଥ ।
ଶେଷରେ ଜଗତର ନାଥ ଜଗନ୍ନାଥ ଝୁଲି ଝୁଲି ଧାଡ଼ି ପହଣ୍ଡିରେ ଆସିଥିଲେ । ନନ୍ଦିଘୋଷ ରଥରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ଭକ୍ତିମାନଙ୍କ ମଧ୍ୟରେ ଅପୂର୍ବ ଉତ୍କଣ୍ଠା ସୃଷ୍ଟି ହୋଇଛି ।
ବିଶ୍ବପ୍ରସିଦ୍ଧ ରଥଯାତ୍ରା କେମିତି ହେବ ଭକ୍ତଙ୍କ ପାଇଁ ସୁଗମ । ସେଥିପାଇଁ ଜୀ-ଜାନ୍ ଲଗାଇଛନ୍ତି ସରକାର । ଟ୍ରାଫିକ ପରିଚାଳନାରୁ ପାର୍କିଂ, ସ୍ବାସ୍ଥ୍ୟସେବାରୁ ସିକ୍ୟୁରିଟି ଯାଏଁ ସବୁ କ୍ଷେତ୍ରରେ ହୋଇଛି ନୂଆ ବ୍ୟବସ୍ଥା ।
ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହୋଇଛି । ଧାଡ଼ି ପହଣ୍ଡିରେ ଆସୁଛନ୍ତି ଚକ୍ରରାଜ ସୁଦର୍ଶନ । ମା’ ସୁଭଦ୍ରାଙ୍କ ଦେବଦଳନ ରଥରେ ସ୍ଥାପନା କରିବା ପାଇଁ ସେବାୟତମାନେ ଆରମ୍ଭ କରିଛନ୍ତି ସୁଦର୍ଶନଙ୍କ ପହଣ୍ଡି ବିଜେ ନୀତି ।
ବୋହୂର ରଙ୍ଗ କଳା ବୋଲି ଶାଶୁଘର ଲୋକେ ବୋହୂକୁ ଜୀବନରୁ ମାରିଦେଇଥିବା ଅଭିଯୋଗ ହୋଇଛି। ଏଭଳି କିଛି ଚାଞ୍ଚଲ୍ୟକର ଘଟଣା ଘଟିଛି ଭଦ୍ରକ ଧାମରା ଥାନା କଇଥଖୋଲା ଗାଁରେ ।
ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଉଠୁଛି ପଡୁଛି ଶ୍ରୀକ୍ଷେତ୍ର ପୁରୀ। ଆସନ୍ତାକାଲି ଅପରାହ୍ଣ ୪ଟାରେ ରଥଟଣା ପାଇଁ ନୀତିନିର୍ଘଣ୍ଟ ହୋଇଛି।
୧୪ ଦିନର ଅଣସର ପରେ ନବଯୌବନ ବେଶରେ ଦର୍ଶନ ଦେଇଛନ୍ତି ଭାବ ବିନୋଦିଆ । ଚକା ଆଖିରେ ଆଖି ମିଶାଇ ଲୁହ ଢାଳିଛନ୍ତି ଶ୍ରଦ୍ଧାଳୁ । ଅଣସର ପରେ ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ କରି କୃତ୍ୟ କୃତ୍ୟ ଭକ୍ତ । ଅନବସର ତାଟି ଫିଟିବା ପରେ ଆଜି ସକାଳୁ...
କିଏ କେଉଁ ବାଟେ ପୁରୀକୁ ଆସୁଛି ? ଟ୍ରାଫିକ୍ ଜାମ୍ କେଉଁଠି ରହିଛି ? ପାର୍କିଂ ସ୍ପଟରେ କିଭଳି ସ୍ଥିତି ? ସମୁଦ୍ର କୂଳରେ ଚାଲିଛି କ’ଣ ? ସାବଧାନ ପୁରୀରେ ଟିକନିଖ୍ ଏସବୁ ଦୃଶ୍ୟର ନିରୀକ୍ଷଣ ହେଉଛି, INTIGRATED COMMAND CONTROL CENTERରେ ।