• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

ଭବ୍ୟ କରିବାକୁ ଭାରି ଚେଷ୍ଟା
Video: ଭବ୍ୟ ହେବ ପ୍ରବାସୀ ଭାରତୀୟ ଦିବସ

ଆରମ୍ଭ ହୋଇସାରିଛି କାଉଣ୍ଟଡାଉନ୍ । ଆଉ ମାତ୍ର ୩ ଦିନର ଅପେକ୍ଷା। ଭୁବନେଶ୍ବରରେ ଆରମ୍ଭ ହେବ ୧୮ତମ ପ୍ରବାସୀ ଭାରତୀୟ ଦିବସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଯାଏଁ, ତାସହିତ ବୈଦେଶିକ ବ୍ୟାପାର ମନ୍ତ୍ରୀ ବି ଯୋଗଦେବେ ଏହି ୩ ଦିନିଆ...

ଭବ୍ୟ କରିବାକୁ ଭାରି ଚେଷ୍ଟା
Pravasi Bharatiya Divas: ଭବ୍ୟ ହେବ ପ୍ରବାସୀ ଭାରତୀୟ ଦିବସ...ହୋମ୍ ଷ୍ଟେରେ ରହିବେ, ଡବଲ ଡେକର ବସରେ ବୁଲିବେ ଅତିଥି

ଆରମ୍ଭ ହୋଇସାରିଛି କାଉଣ୍ଟଡାଉନ୍ । ଆଉ ମାତ୍ର ୩ ଦିନର ଅପେକ୍ଷା। ଭୁବନେଶ୍ବରରେ ଆରମ୍ଭ ହେବ ୧୮ତମ ପ୍ରବାସୀ ଭାରତୀୟ ଦିବସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଯାଏଁ, ତାସହିତ ବୈଦେଶିକ ବ୍ୟାପାର ମନ୍ତ୍ରୀ ବି ଯୋଗଦେବେ ଏହି ୩ ଦିନିଆ...

କିଏ କଂସ, କିଏ ରାବଣ
Pravat Biswal: କଟକ ବିଜେଡିକୁ ଡେଇଁଲା ଅନ୍ତଃକନ୍ଦଳ ! ଦଳରେ କିଏ ରାବଣ ଓ କଂସ, ବଢ଼ିଲା ଚର୍ଚ୍ଚା

କିଏ ସେ ରାବଣ, ଆଉ କିଏ ସେ କଂସ ? ବିଜେଡିର କେଉଁ ନେତାଙ୍କୁ ରାବଣ ଓ କଂସ ସହ ତୁଳନା କଲେ ପ୍ରଭାତ ବିଶ୍ବାଳ ? ଖାଲି ସେତିକି ନୁହେଁ ରାଜନୀତିର ଏହି ରାବଣ ଓ କଂସଙ୍କ ପାଇଁ ସେ ନାଲି ପୋଷାକ ପିନ୍ଧିବା ଆରମ୍ଭ କରିଛନ୍ତି...

୧୫ ପରେ ପୁଣି ସୁଭଦ୍ରା ଟଙ୍କା
Subhadra Yojana: ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍, ଜାନୁଆରୀ ୧୫ ପରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

ସୁଭଦ୍ରାକୁ ନେଇ ପୁଣି ଏକ ବଡ଼ ଅପଡେଟ୍ । ପୂର୍ବ ସ୍ଥିରୀକୃତ ମାର୍ଚ୍ଚ ୮ ମହିଳା ଦିବସ ନୁହେଁ ବରଂ ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକାଥରେ ମିଳିଯିବ ୨ଟି ଯାକ କିସ୍ତିର ଟଙ୍କା ।

ଖୋ ଖୋର ପ୍ରାୟୋଜକ ହେବ ଓଡ଼ିଶା
National Kho Kho team: ହକି ପରେ ‘ଖୋ ଖୋ’ ଟିମ୍‌ର ପ୍ରାୟୋଜକ ହେବ ଓଡ଼ିଶା

ଏହି ସ୍ପନସରସିପର ଅବଧି ୨୦୨୫ ଜାନୁଆରୀରୁ ୨୦୨୭ ଡିସେମ୍ବର ପର୍ଯ୍ୟନ୍ତ ରହିବ । ଏଥିପାଇଁ ବର୍ଷକୁ ୫ କୋଟି ଟଙ୍କା ଲେଖାଏଁ ସମୁଦାୟ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ ।

ତରଙ୍ଗ ପ୍ଲସ୍‌ରେ ଚିଟ୍‌ଫଣ୍ଡ
Video: ତରଙ୍ଗ ପ୍ଲସ୍ OTTରେ ୱେବ୍‌ସିରିଜ୍ ‘ଚିଟ୍‌ଫଣ୍ଡ୍‌’ ରିଲିଜ୍‌

ତରଙ୍ଗ ପ୍ଲସ୍ OTT ପ୍ଲାଟଫର୍ମରେ ଓଡ଼ିଆ ୱେବସିରିଜ୍ ‘ଚିଟଫଣ୍ଡ’ ରିଲିଜ। ମହାଠକେଇର ଗୁମର କାହାଣୀ ଦେଖୁଛନ୍ତି ଦର୍ଶକ। ୱେବ୍ ସିରିଜରେ ରହିଛି ଚିଟଫଣ୍ଡ ସଂସ୍ଥାଙ୍କ ମାୟାଜାଲର କାହାଣୀ। ଦର୍ଶକଙ୍କ ଭିତରେ ରୋମାଞ୍ଚ ଭରୁଛି ୱେବସିରିଜ୍ ‘ଚିଟଫଣ୍ଡ’ର କାହାଣୀ।

Bank Fraud
Video: ହଜାରେ ଟଙ୍କିଆ ଚେକ୍ ନେଇ ବ୍ୟାଙ୍କରୁ ପୋଛିନେଲା ୭୧ ହଜାର...

ଭଦ୍ରକ ଧାମନଗର ଅଞ୍ଚଳରେ କୃଷି ଯନ୍ତ୍ରପାତି ଯୋଗାଣ ଆଳରେ ବିଶ୍ବାସ ଜନ୍ମାଇ ଚାରି ଚାରି ଜଣ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ଜଣେ ଠକ ଚୂନ ଲଗାଇବା ପରେ ସୃଷ୍ଟି ହୋଇଛି ହଇଚଇ।

୩୦ କେଜି ସୁନା ପୋଛି ନେଲେ
Video: ମଣପୁରମ୍ ଫାଇନାନ୍ସ କମ୍ପାନୀରେ ସଶସ୍ତ୍ର ଡକାୟତି

ମଣପୁରମ୍ ଫାଇନାନ୍ସ କମ୍ପାନୀରେ ସଶସ୍ତ୍ର ଡକାୟତି। ଡକାୟତ ବୋହିନେଲେ ୨୦ କୋଟିର ୩୦ କେଜି ସୁନା । ସୁନା ସହ ନଗଦ ୩ ଲକ୍ଷ ଟଙ୍କା ନେଇ ସଂସ୍ଥାରେ ବୁଲାଇଦେଲେ କଳାକନା ।

Naveen Patnaik’s Visit to Farmers
Video: ବିଜେଡିର ପ୍ରାୟୋଜିତ ଥିଲା କି ନବୀନଙ୍କ ବିଲ ବୁଲା ?

ନବୀନଙ୍କ ବିଲ ବୁଲାବେଳେ ହୋଇଥିଲା କି ଡ୍ରାମା ? ସାଲେପୁରରେ ପ୍ରାୟୋଜିତ ଟୁର୍ କରାଇଥିଲେ କି ସେଠିକାର ବିଜେଡି ନେତା ? ଚାଷୀଙ୍କୁ ଶୁଆ ଭଳି ପାଠ ପଢ଼ାଇ ସୃଷ୍ଟି କରିଥିଲେ କି ଇମୋସନାଲ୍ ନାଟକ ?

ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ମହାଭରସା
Video: ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ସର୍ବସ୍ବାନ୍ତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ପ୍ରାକୃତିକ ବିପର୍ଯ୍ୟୟ ଭାବେ ବିବେଚିତ ହେବ ଅଦିନିଆ ବର୍ଷା । ସେଇ ଆଧାରରେ ଅନ୍ନଦାତାଙ୍କୁ ଦିଆଯିବ କ୍ଷତିପୂରଣ ।

ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ମହାଭରସା
Big Announcement for Farmers: ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, SDRF ଫଣ୍ଡରୁ ଅନ୍ନଦାତାଙ୍କୁ ଦିଆଯିବ ୨୯୧ କୋଟି

ସର୍ବସ୍ବାନ୍ତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ପ୍ରାକୃତିକ ବିପର୍ଯ୍ୟୟ ଭାବେ ବିବେଚିତ ହେବ ଅଦିନିଆ ବର୍ଷା । ସେଇ ଆଧାରରେ ଅନ୍ନଦାତାଙ୍କୁ ଦିଆଯିବ କ୍ଷତିପୂରଣ ।

୯ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର
Subhadra Yojana: 'ସୁଭଦ୍ରା'କୁ ନେଇ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି, ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କଲେ ମିଳିବ ୨ଟି କିସ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ବିଭିନ୍ନ ବିଭାଗର ୯ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମୋହର ମିଳିଛି । ତା’ମଧ୍ୟରୁ କୃଷି ଉଦ୍ୟୋଗୀଙ୍କୁ ଆସନ୍ତା ୫ ବର୍ଷ ପାଇଁ ରୋଜଗାର ଏବଂ ୠଣ ଦେବା ପାଇଁ ୮୭୪.୧୪ କୋଟି ଟଙ୍କାର ଖର୍ଚ୍ଚ ଅଟକଳକୁ ଅନୁମୋଦନ...

୩୦ କେଜି ସୁନା ପୋଛି ନେଲେ
Loot in Sambalpur: ମଣପୁରମ୍ ଫାଇନାନ୍ସ କମ୍ପାନୀରେ ସଶସ୍ତ୍ର ଡକାୟତି, ୩୦ କେଜି ସୁନା ଧରି ଚମ୍ପଟ ମାରିଲେ ଲୁଟେରା

ମଣପୁରମ୍ ଫାଇନାନ୍ସ କମ୍ପାନୀରେ ସଶସ୍ତ୍ର ଡକାୟତି। ଡକାୟତ ବୋହିନେଲେ ୨୦ କୋଟିର ୩୦ କେଜି ସୁନା । ସୁନା ସହ ନଗଦ ୩ ଲକ୍ଷ ଟଙ୍କା ନେଇ ସଂସ୍ଥାରେ ବୁଲାଇଦେଲେ କଳାକନା ।

Leaders
Video: ନୂଆବର୍ଷରେ ୩ ଦଳର ନୂଆ ମୁଖିଆ !

କିଏ ଧରିବେ ରାଜ୍ୟ ବିଜେପିର ମଙ୍ଗ? କିଏ ହେବେ କଂଗ୍ରେସର ନୂଆ ମଙ୍ଗୁଆଳ? ବିଜେଡି ସୁପ୍ରିମୋ ଯଦିଓ ନବୀନ, ହେଲେ ସେନାପତି କିଏ ହେବେ?

Dadan
Video: ଚର୍ଚ୍ଚାରେ ପୋଲିସ-ସର୍ଦ୍ଦାର ଦୋସ୍ତି

ଚା ଦୋକାନର ଏକ ଫଟୋ ଏବେ ଭାଇରାଲ୍ ହେବାରେ ଲାଗିଛି। ଯେଉଁଥିରେ ଅଛନ୍ତି ଦାଦନ ସର୍ଦ୍ଦାର ଶ୍ରୀଧର କୁମ୍ଭାର, ସୁଶାନ୍ତ ପାତ୍ର ଓ ଖୋଦ୍ ପାଟଣାଗଡ଼ ଆଇଆଇସି ହରିବନ୍ଧୁ ଗଡ଼ତିଆ।ପୋଲିସ ବାବୁ ଏଠି କଣ କରୁଛନ୍ତି, କେଉଁ ବିଷୟରେ କଥା ହେଉଛନ୍ତି?

‘ପ୍ରବାସୀ ମେଳି’ ମହାତୟାରି
Video: ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ମହାତୟାରି

ସମୟ କମ୍, ଆୟୋଜନ ବେଶୀ । ଅତିଥି ସତ୍କାରରେ କେମିତି ବିଶ୍ବରେ ଉଦାହରଣ ସାଜିବ ଓଡିଶା । ସେଥିପାଇଁ ଏ ବିଶାଳ ତୟାରି, ପ୍ରଥମ ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ଭୁବନେଶ୍ବର ଜନତା ମଇଦାନରେ ରାତି ଦିନ ଚାଲିଛି ଟେଣ୍ଟ ବନ୍ଧା ଓ ମଣ୍ଡପ ସଜ୍ଜା କାମ ।

ଆଭା କହିଦେବ ହେଲ୍‌ଥ ହିଷ୍ଟ୍ରି
Video: ପୁଳା ପୁଳା ପ୍ରେସକ୍ରିପସନରୁ ମୁକ୍ତି ଦେବ ‘ଆଭା’ କାର୍ଡ

ମାଳ ମାଳ ପ୍ରେସକ୍ରିପସନ୍ ଝମେଲାରୁ ମିଳିବ ମୁକ୍ତି । ଗୋଟିଏ କାର୍ଡରେ ରହିବ ରୋଗୀଙ୍କ ସମସ୍ତ ତଥ୍ୟ । ରାଜ୍ୟ ସରକାର ଲାଗୁ କରିବାକୁ ଯାଉଛନ୍ତି ଆଭା କାର୍ଡ ବ୍ୟବସ୍ଥା ।

ଅନ୍ନଦାତାଙ୍କୁ ଉତ୍ପାତିଆ ଦନ୍ତା ଚିନ୍ତା
Video: ଚାଷୀଙ୍କୁ ଘାରିଛି ଉତ୍ପାତିଆ ଦନ୍ତା ଚିନ୍ତା

ବିଲରେ କଟା ହୋଇ ପଡିଛି ପାଚିଲା ଧାନ। ଅମଳ ଫସଲ ଖଳାକୁ ନେବାକୁ ଚାଷୀ ତରତର। ହେଲେ ନିଦ ହଜାଇଛନ୍ତି ହାତୀ ପଲ। ଜମିରେ ପଶି ଉଜାଡି ଦେଉଛନ୍ତି ଚାଷୀର ବର୍ଷକର ପରିଶ୍ରମ।

ଅନ୍ନଦାତାଙ୍କୁ ଉତ୍ପାତିଆ ଦନ୍ତା ଚିନ୍ତା
Elephants: ଚାଷୀଙ୍କୁ ଘାରିଛି ଉତ୍ପାତିଆ ଦନ୍ତା ଚିନ୍ତା, ପାଚିଲା ଧାନ କିଆରିରେ ଉପଦ୍ରବ କରୁଛନ୍ତି ହାତୀ

ବିଲରେ କଟା ହୋଇ ପଡିଛି ପାଚିଲା ଧାନ। ଅମଳ ଫସଲ ଖଳାକୁ ନେବାକୁ ଚାଷୀ ତରତର। ହେଲେ ନିଦ ହଜାଇଛନ୍ତି ହାତୀ ପଲ। ଜମିରେ ପଶି ଉଜାଡି ଦେଉଛନ୍ତି ଚାଷୀର ବର୍ଷକର ପରିଶ୍ରମ।

ଆଭା କହିଦେବ ହେଲ୍‌ଥ ହିଷ୍ଟ୍ରି
ABHA: ପୁଳା ପୁଳା ପ୍ରେସକ୍ରିପସନରୁ ମୁକ୍ତି ଦେବ ‘ଆଭା’ କାର୍ଡ, ସ୍କାନ କଲେ ଜାଣିହେବ ପୂର୍ବ ରୋଗର ବିସ୍ତୃତ ତଥ୍ୟ