• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

Ganesh Puja
ଡାକ୍ତର ବେଶରେ ଶ୍ରୀଗଣେଶ, କଲେ ମୂଷିକର ଚିକିତ୍ସା

ଏହି ନିଆରା ପୂଜା ମଣ୍ଡପ ବନାଇ ଚର୍ଚ୍ଚାରେ କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରର ଯୁବଗୋଷ୍ଠୀ । ଏହି ପୂଜା ମାଧ୍ୟମରେ ସେମାନେ ବାର୍ତ୍ତା ଦେଇଛନ୍ତି ଯେ ଡାକ୍ତର ହେଉଛନ୍ତି ଚଳନ୍ତି ଭଗବାନ ।

9/11 Attack
୯/୧୧ ଆକ୍ରମଣକୁ ପୁରିଲା ୨୩ ବର୍ଷ, ଚାଲିଯାଇଥିଲା ୩ ହଜାରରୁ ଅଧିକ ଲୋକଙ୍କ ଜୀବନ

ଏହି ଆକ୍ରମଣ ପଛର ମୁଖ୍ୟ ଖଳନାୟକ ଥିଲା ଅଲ କାଏଦା ମୁଖ୍ୟ ଓସାମା ବିନ୍ ଲାଡେନ୍ । ଏହି ଭୟଙ୍କର ଆତଙ୍କୀ ଆକ୍ରମଣର ପୁରା ପ୍ଲାନ କରିଥିଲା ଲାଡେନ୍ ।

Ganesh Puja
ଡିଜେ କଲା ବାଇଆ, ଗଣେଶଙ୍କୁ ଏକୁଟିଆ ଛାଡି ଭକ୍ତ ଫେରାର

ତମାଣ୍ଡୋ ଥାନା ଅଞ୍ଚଳ ଭଗବାନପୁର ମା’ ମଙ୍ଗଳା କ୍ଳବ ପକ୍ଷରୁ ପ୍ରଭୁ ଗଣନାଥଙ୍କ ପୂଜା ପାଇଁ ଆୟୋଜନ ହୋଇଥିଲା। ପୂର୍ବରୁ ଡିଜେ ପାଇଁ ବରାଦ୍ ବି ଦିଆ ସରିଥିଲା। ହେଲେ ଠିକ୍ ସମୟକୁ କମିଶନରେଟ୍ ପୁଲିସ୍ ଡିଜେ ବ୍ୟାନ କଲା ।

Forester
୧୦ ଘଣ୍ଟା ପରେ ଫେରିଲା ଫରେଷ୍ଟରଙ୍କ ଚେତା, ଭୁଲରେ ବାଜିଥିଲା ଟ୍ରାଙ୍କୁଲାଇଜ୍‌ ଇଞ୍ଜେକସନ୍‌

ଢେଙ୍କାନାଳ ହସ୍ପିଟାଲରେ ଗତକାଲି ଦୁଇ ଘଣ୍ଟାର ଚିକିତ୍ସା ପରେ ଆଇସିୟୁର ସୁବିଧା ନଥିବା ହେତୁ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ସୁଧାର ଆସିପାରିନଥିଲା । ଫଳରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା ।

Semicon India -2024
ଆଜି ସେମିକନ୍ ଇଣ୍ଡିଆ-୨୦୨୪କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଚଳିତ ବର୍ଷର ବିଷୟବସ୍ତୁ ‘ସାପିଂ ଦ ସେମିକଣ୍ଡକ୍ଟର୍ ଫ୍ୟୁଚର୍ ’କୁ ନେଇ ସେପ୍ଟେମ୍ବର ୧୩ ଯାଏ ତିନି ଦିନିଆ ସମ୍ମିଳନୀ ଆୟୋଜିତ ହେବ ।

Ganesh idol
ଗୁଡ଼ରେ ତିଆରି ହୋଇଛି ୭୫ ଫୁଟର ଗଣେଶ, ଦେଖିବାକୁ ଭକ୍ତଙ୍କ ପ୍ରବଳ ଭିଡ଼

ବିଶାଖାପାଟଣା ସହରରେ କେବେ ଚାଉଳରେ, କେବେ ଚୁଡ଼ିରେ, କେବେ ନଡ଼ିଆରେ ସୁଉଚ ଗଣେଶ ମୂର୍ତ୍ତି ନିର୍ମାଣ କରାଯାଇଥାଏ । କିନ୍ତୁ ଚଳିତ ବର୍ଷ ସହରର ଗାଜୁୱାକା ନିକଟରେ ଲମ୍ବୋଦର ଚାରିଟେବୁଲ ଟ୍ରଷ୍ଟ ଦ୍ୱାରା ନିର୍ମାଣ ହୋଇଛି ୭୫ ଫୁଟର ଗଣେଶ । ଯାହା ଖାଇବା ଗୁଡରେ ତିଆରି ହୋଇଛି।

Arindam Sil
ସୁଟିଂ ସେଟ୍‌ରେ ମାନିଲେନି ନିର୍ଦ୍ଦେଶକ, ଅଭିନେତ୍ରୀଙ୍କୁ କୋଳରେ ବସାଇ କଲେ ଏମିତି...

ନିକଟରେ ଜଣେ ଅଭିନେତ୍ରୀ ନିର୍ଦ୍ଦେଶକ ଅରିନ୍ଦମ ସିଲଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି । ଅଭିନେତ୍ରୀ ଅଭିଯୋଗ କରିଛନ୍ତି ଯେ ଏକ ଫିଲ୍ମର ସୁଟିଂ ସମୟରେ ନିର୍ଦ୍ଦେଶକ ତାଙ୍କୁ ବିନା ଅନୁମତିରେ ସର୍ବସାଧାରଣରେ କିସ୍‌ କରିଥିଲେ ।

Doctor Protest
କୋଲକାତା ଲଜ୍ଜା: ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ଡେଡ୍‌ଲାଇନ୍‌, କାଲି ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ

ଆସନ୍ତାକାଲି ସନ୍ଧ୍ୟା ୫ଟା ସୁଦ୍ଧା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ଅନୁରୋଧ କରିଛନ୍ତି ସୁପ୍ରିମକୋର୍ଟ ।

SRC
‘ରାଜ୍ୟରେ ନାହିଁ ବନ୍ୟା ସ୍ଥିତି, ଲଗାଣ ବର୍ଷା ଯୋଗୁଁ ଫୋକସରେ ମାଲକାନଗିରି’

ଲଗାଣ ବର୍ଷା ଯୋଗୁଁ ଫୋକସରେ ମାଲକାନଗିରି ଜିଲ୍ଲା ରହିଛି । ମାଲକାନଗିରି ଓ କାଲିମେଳା ବ୍ଲକ ଅଧିକ ପ୍ରଭାବିତ ହୋଇଛି ।

Deep Depression
ଓଡ଼ିଶା ଉପକୂଳ ଅତିକ୍ରମ କଲା ଗଭୀର ଅବପାତ, ଅତି ଭୀଷଣ ବର୍ଷା ନେଇ ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଗଭୀର ଅବପାତ ପ୍ରଭାବରେ ଆଜି ସାରା ରାଜ୍ୟରେ ଭୀଷଣ ବର୍ଷା ହେବ। ଅତି ଭୀଷଣ ବର୍ଷା ସମ୍ଭାବନା ଥିବା ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Cyclone yagi
ବାତ୍ୟା ମାଡ଼ରେ ଚାଇନା ଛାରଖାର...ସାମ୍ନାକୁ ଆସୁଛି ଗୋଟିଏ ପରେ ଗୋଟିଏ ହୃଦୟ ବିଦାରକ ଦୃଶ୍ୟ

ବାତ୍ୟା ‘ୟାଗି’ ଚାଇନାରେ ତାଣ୍ଡବ ରଚିବା ପରେ ଏବେ ଧୀରେ ଧୀରେ ଗୋଟିଏ ଗୋଟିଏ ଦୃଦୟ ବିଦାରକ ଦୃଶ୍ୟ ସାମ୍‌ନାକୁ ଆସୁଛି ।

LPG Cylinder in train track
ରେଳ ଦୁର୍ଘଟଣା ପାଇଁ ବଡ଼ ଷଡ଼ଯନ୍ତ୍ର, ଟ୍ରାକ୍‌ରେ ରଖା ଯାଇଥିଲା ଗ୍ୟାସ୍‌ ସିଲିଣ୍ଡର ଓ ପେଟ୍ରୋଲ ବୋମା

କାନପୁର ମୁଡେରି ଗାଁ ନିକଟରେ ରେଳ ଲାଇନ ଉପରେ ରଖା ଯାଇଥିଲା ଏକ ଗ୍ୟାସ ସିଲିଣ୍ଡର ।

Protest
କୋଲକାତା ଲଜ୍ଜା: ନ୍ୟାୟ ପାଇଁ ୨୫ ଦେଶରେ ବିକ୍ଷୋଭ ପ୍ରଦର୍ଶନ

୨୫ଟି ଦେଶର ପ୍ରାୟ ୧୩୦ରୁ ଅଧିକ ସହରରେ ଏହି ବିରୋଧ ଦେଖିବାକୁ ମିଳିଛି ।

National Rowing Championship
ପଞ୍ଜାବରେ ଚମକିଲେ ଓଡ଼ିଆ ପୁଅ, ନ୍ୟାସନାଲ ରୋଇଂ ଚାମ୍ପିୟନସିପରେ ଦେଖାଇଲେ ଜଲୱା

ପଞ୍ଜାବରୁ ଫେରି ଗାଁରେ ପହଞ୍ଚିବା ପରେ ଆୟୁଷଙ୍କୁ ଗ୍ରାମବାସୀଙ୍କ ପକ୍ଷରୁ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା ।

Special Story
ଦାଦନ ଖଟିବାକୁ ଯାଇଥିଲା ଝିଅ, ହେଲେ ଦୁର୍ଘଟଣା ପରେ...

ଘର ଦୁଆରେ ବସି ବାହୁନି ବାହୁନି ଆଖିରୁ ଲୁହ ଗଡ଼ାଉଛନ୍ତି ମା’ । ବୁଢ଼ା ବାପାଟା ବି ନିଃସହାୟ । ଦୁର୍ଘଟଣାର ଶିକାର ହୋଇ ଘରେ ବସି କାନ୍ଦୁଛନ୍ତି ୨୪ ବର୍ଷୀୟ ଝିଅ କୁନିରାଣୀ ।

Kargil War
କାର୍ଗିଲ ଯୁଦ୍ଧ: ୨୫ ବର୍ଷ ପରେ ସତ ମାନିଲା ପାକିସ୍ତାନ, ନିଜ ଦେଶ ସୈନିକଙ୍କ ମୃତ୍ୟୁର କଲା ସ୍ବୀକାର

ପାକିସ୍ତାନ ସେନା ମୁଖ୍ୟ ଜେନେରାଲ୍ ଅସୀମ ମୁନିର ପ୍ରତିରକ୍ଷା ଦିବସ ପାଳନ ଅବସରରେ କାର୍ଗିଲ ଯୁଦ୍ଧରେ ସୈନିକଙ୍କ ମୃତ୍ୟୁ ହୋଇଥିବା ମାନିଛନ୍ତି ।

Flood
ଲଗାଣ ବର୍ଷାରେ ବେହାଲ କୋରାପୁଟ, ବଢୁଛି କୋଲାବ ନଦୀର ଜଳସ୍ତର

ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । କୋଲାବ ନଦୀ ଫୁଲୁଥିବାରୁ କିଛି ତଳିଆ ଅଞ୍ଚଳରେ ପାଣି ପଶିଛି । କୋଲାବ ନଦୀରେ ଦୀଗାପୁର ଠାରେ ଥିବା ବ୍ରିଜ୍ ଉପରେ ଚାଲୁଛି ପାଣି ।

TMC MP
ଦିଦିଙ୍କୁ ବଡ଼ ଝଟକା, ଇସ୍ତଫା ଦେଲେ TMC ସାଂସଦ ଜୱାହାର ସରକାର

ଟିଏମସି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିକଟକୁ ପତ୍ର ଲେଖି ଇସ୍ତଫା ବିଷୟରେ ଅବଗତ କରିବା ସହ ରାଜନୀତିରୁ ମଧ୍ୟ ସନ୍ନ୍ୟାସ ନେବା କଥା ଉଲ୍ଲେଖ କରିଛନ୍ତି ।

Navdeep Singh
ପ୍ୟାରିସ ପାରାଲିମ୍ପିକ୍ସ: ଜାଭେଲିନରେ ଗୋଲ୍ଡକୁ ବଦଳିଲା ନବଦୀପ ସିଂଙ୍କ ସିଲଭର୍ ମେଡାଲ୍

ଜାଭେଲିନରେ ନବଦୀପଙ୍କ ପ୍ରଥମ ପ୍ରୟାସକୁ ଫାଉଲ୍‌ କରାଯାଇଥିଲା । କିନ୍ତୁ ସେ ଦ୍ୱିତୀୟ ପ୍ରୟାସରେ ୪୬.୩୯ ମିଟର ଥ୍ରୋ କରି ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ ।

Nuapada MVI
ଗିର‍ଫ ହେଲେ ନୂଆପଡ଼ା MVI, ଗାଡ଼ିରୁ ଜବତ ହୋଇଥିଲା ୧ ଲକ୍ଷ ୩୨ ହଜାର

ନୂଆପଡ଼ାରୁ ଭୁବନେଶ୍ବର ଯାଉଥିବା ବେଳେ ଗତକାଲି ବିଜୟଙ୍କ ଗାଡ଼ିରୁ ୧ ଲକ୍ଷ ୩୨ ହଜାର ଟଙ୍କା ଜବତ କରିଥିଲା ଭିଜିଲାନ୍ସ ।

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।