ଗତକାଲି ସନ୍ଧ୍ୟାରେ ଏକ ବୋଟର ଇଞ୍ଜିନ ଅଚଳ ହୋଇଯିବାରୁ ଅନ୍ୟ ଏକ ବୋଟ ତାକୁ ଟାଣି ଟାଣି ଆଣିଥିଲା । ତେବେ ଅଶାନ୍ତ ମୁହାଣରେ ବୋଟ୍ ଦଉଡି ଛିଡ଼ି ଯିବାରୁ ଦୂରକୁ ଭାସିଯାଇଥିଲା ।
ଗୁରୁବାର ବିଳମ୍ବିତ ରାତିରେ ବନ୍ଦ ଘରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ସମସ୍ତଙ୍କୁ SCB ମେଡିକାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ସୌମ୍ୟଙ୍କ ବାପା ଉମାଚରଣ ପଣ୍ଡା ଓ ସରୋଜିନୀ ପଣ୍ଡାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅତି ସଂକଟାପନ୍ନ ରହିଛି ।
ପାଣି ବଢିଲେ ଯିବା ଆସିବା ଏକ ପ୍ରକାର ଠପ ହୋଇଯାଏ । ବହୁ ଜରୁରୀ ଥିଲେ ଦଉଡି ସାହାଯ୍ୟରେ ଉଛୁଳା ନାଳକୁ ପାରି କରିଥାନ୍ତି କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ କାଦକଳା ପଞ୍ଚାୟତ ହଳଡିହି ସାହି ବାସିନ୍ଦା।
ବିଧବା ମହିଳା ଓ ଡିଭୋର୍ସି ମହିଳାଙ୍କୁ ଟାର୍ଗେଟ କରୁଥିଲା ଠକ I ମାଟ୍ରିମନି ସାଇଟରୁ ଠିକଣା ନେଉଥିଲା । ମହିଳାଙ୍କୁ ବାହା ହେବା ସହ ତାଙ୍କ ନାଁରେ ଲୋନ୍ କରୁଥିଲା । ଆଉ ସେହି ଟଙ୍କାରେ ମଉଜ କରୁଥିଲା ରସିକିଆ ନାଗର I
ଶେଷଥର ପାଇଁ ଅଲିମ୍ପିକ୍ସରେ ଭାରତ ୧୯୭୨ ମସିହାରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା । ତେବେ ୫୨ ବର୍ଷ ପରେ ଆଜି ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତ, କଙ୍ଗାରୁ ଦଳକୁ ୩-୨ରେ ପରାସ୍ତ କରିଛି ।
ଶୁକ୍ରବାର ପ୍ୟାରିସ୍ ଅଲିମ୍ପିକ୍ସର ଷଷ୍ଠ ଦିନରେ ମନୁ ଭାକର ୨୫ ମିଟର ଏୟାର ପିସ୍ତଲ ମହିଳା ଯୋଗ୍ୟତା ମ୍ୟାଚରେ ଚମତ୍କାର ପ୍ରଦର୍ଶନ କରିଥିଲେ ଏବଂ ୨୫ ମିଟର ଏୟାର ପିସ୍ତଲ ଫାଇନାଲରେ ନିଜ ସ୍ଥାନ ପକ୍କା କରିଛନ୍ତି ।
ଏହି ଚର୍ଚ୍ଚା ଭିତରେ ଗଣମାଧ୍ୟମ ପ୍ରଶ୍ନର ଉତ୍ତରରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି ଯେ, ଯାହା କେନ୍ଦ୍ରୀୟ ନେତୃତ୍ୱ ନିଷ୍ପତ୍ତି ନେବେ ସେ ଅନୁସାରେ କାର୍ଯ୍ୟ ହେବ ।
୨୦୦୧୧ ମସିହାରେ ରେଢ଼ାଖୋଲ କେନ୍ଦୁପତ୍ର ବିଭାଗରେ ୬ଟି ଫରେଷ୍ଟର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ହୋଇଥିଲା । ଗୀତାଞ୍ଜଳି ଲିଖିତ ଓ ଶାରୀରିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ମଧ୍ୟ ପଦବୀରୁ ବଞ୍ଚିତ ହେଲେ ।
୨୦୨୧ ମସିହା କୋଭିଡ୍ ଲକଡାଉନ୍ ସମୟରେ ବାପା-ମାଆ ଏହି ଦୁଇ ଭାଇ ଭଉଣୀଙ୍କୁ ମୋବାଇଲ ଫୋନ୍ ଓ ଟିଭି ଦେଖିବାକୁ ବାରଣ କରିଥିଲେ । ଯେଉଁଥିରେ ଅତିଷ୍ଠ ହୋଇ ଶେଷରେ ଏହି ଦୁଇ ଭାଇ ଭଉଣୀ ତାଙ୍କ ବାପା-ମାଆଙ୍କ ବିରୋଧରେ ଚନ୍ଦନନଗର ପୋଲିସ୍ ଷ୍ଟେସନରେ ଅଭିଯୋଗ କରିଥିଲେ ।
ଓଡ଼ିଶା ସହ ପଶ୍ଚିମବଙ୍ଗରେ ଏବେ ଯାଏଁ ୮୫ଟି ପ୍ଲଟ ଠାବ ହେଲାଣି । ତା ଭିତରୁ କେବଳ ଜଳେଶ୍ବରରେ ୮୦ଟି ପ୍ଲଟ୍ ରହିଛି ।
କୋରାପୁଟରେ ବର୍ଷା ହେଉଛି ବିଦ୍ୟୁତ ନୟନା । ସବୁ ବ୍ୟଥା, କ୍ଲେଶ ଦୂରକରି ସେ ପ୍ରକୃତି ଓ ପାହାଡ କୋଳରେ, କଣ୍ଠରେ ଆଣିଦିଏ ମୁଖରତା ।
ବିଜେଡିକୁ ଟାର୍ଗେଟ କରି ବିଜେପି ନେତା ଅରବିନ୍ଦ ଢାଲି ଆହୁରି କହିଛନ୍ତି ଯେ, ‘ବିଜେଡିରେ ବାକ୍ ସ୍ୱାଧୀନତା ନାହିଁ । ବିଜେଡି ସୁପ୍ରିମୋଙ୍କୁ ଦେଖା କରିପାରିବେ ନାହିଁ ।
ଅନ୍ଲାଇନ ଟ୍ରେଡିଙ୍ଗରେ କ୍ଷତି ସହିବା ପରେ ନଦୀକୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।
ଜୁଲାଇ ୩୦ରେ ସେ ଲେଖିଥିଲେ କି, ଯଦି ନୀରଜ ଚୋପ୍ରା ଅଲିମ୍ପିକ୍ସରେ ଗୋଲ୍ଡ ମେଡାଲ ଜିତନ୍ତି ତେବେ ମୁଁ ବ୍ୟକ୍ତିଗତ ଭାବେ ସମସ୍ତଙ୍କୁ ମାଗଣା ଭିସା ପଠାଇବି ।
ବିଜେପି ଦିଲ୍ଲୀ ମୁଖ୍ୟାଳୟରେ ସାଧାରଣ ସଂପାଦକ ଅରୁଣ ସିଂହଙ୍କ ଉପସ୍ଥିତିରେ ପଦ୍ମ ଧରିଲେ ମମତା ।
ତେବେ ଏହି LED ବଲ୍ବ ବଣ୍ଟନରେ ଅନେକ ବଡ଼ ରାଜ୍ୟ କାହିଁକି ପଛରେ ଅଛନ୍ତି ଓ ଏହାକୁ ଆଗକୁ ନେବାକୁ କ’ଣ ପଦକ୍ଷେପ ନିଆଯାଉଛି ବୋଲି ସେ ପ୍ରଶ୍ନ କରିଥିଲେ ।
ଏହି ୨୮ ବର୍ଷୀୟ ସୁଟରଙ୍କ ଜୀବନ କାହାଣୀ କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଏମଏସ୍ ଧୋନିଙ୍କ କାହାଣୀ ସହିତ କିଛି ମାତ୍ରାରେ ସମାନ ।
ଗଜପତି ଜିଲ୍ଲା ମୋହନା ବ୍ଲକ କୋର୍ଚବାଡ଼ି ପଂଚାୟତ ଢେପାନାଜୁ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବାବୁଲା ଗୌଡ଼ l ପିଲାଟି ଦିନରୁ ସେ ଦିବ୍ୟାଙ୍ଗ l
ନିଜର ପ୍ରଥମ ଅଲିମ୍ପିକ୍ସରେ ବ୍ରୋଞ୍ଜ ମେଡାଲ ଜିତିଲେ ଭାରତର ସ୍ୱପ୍ନିଲ କୁସାଲେ ।