• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

Bhitarkanika
ଭିତରକନିକାରେ କ୍ରୁଜ୍‌ ସେବା, ବୋଟ୍‌ ଭିତରେ ଷ୍ଟାର ହୋଟେଲ୍‌...ଗୋଟିଏ ରାତି ପାଇଁ ଦେବାକୁ ପଡ଼ିବ କେତେ, ଜାଣନ୍ତୁ...

ପର୍ଯ୍ୟଟକଙ୍କୁ ଭିତରକନିକାରେ ଏହି ସବୁର ମଜା ଦେବାକୁ ଅଗଷ୍ଟ ୧ରୁ ଆରମ୍ଭ ହେଉଛି କ୍ରୁଜ୍‌ ସେବା । ଯେଉଁଠି ବିଳାସପୂର୍ଣ୍ଣ ନୌଯାତ୍ରା ସହିତ ବୋଟରେ ରାତ୍ରିଯାପନ ପାଇଁ ବ୍ୟବସ୍ଥା ରହିବ ।

Supreme Court
ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଏବେ କୋଟା ଭିତରେ ସୃଷ୍ଟି କରାଯାଇପାରିବ କୋଟା

୨୦୦୪ରେ ଦିଆଯାଇଥିବା ସେହି ନିଷ୍ପତ୍ତିରେ ସୁପ୍ରିମକୋର୍ଟ କହିଥିଲେ ଯେ ଏସସି / ଏସଟି ଆଦିବାସୀମାନଙ୍କ ମଧ୍ୟରେ ଉପ-ବର୍ଗ ସୃଷ୍ଟି କରାଯାଇପାରିବ ନାହିଁ ।

Kerala Tragedy
ଅଧୁରା ରହିଲା ଭ୍ରମଣ ସୁଖ; ୱାୟନାଡରେ ଓଡ଼ିଆ ଡାକ୍ତରଙ୍କ ମୃତ୍ୟୁ, ଅନ୍ୟଜଣେ ନିଖୋଜ

ଭ୍ରମଣର ସୁଖଦ ଅନୁଭବ ପାଇଁ ବୁଲିବାକୁ ଯାଇ ଶେଷରେ ଶବ ହୋଇ ଫେରିବା ଭଳି କରୁଣ ପରିସ୍ଥିତି। କେରଳର ୱାୟନାଡ୍ ଯାଇଥିବା ଓଡ଼ିଶାର ଦୁଇ ଡାକ୍ତର ବନ୍ଧୁ ପ୍ରଳୟଙ୍କରୀ ଭୂସ୍ଖଳନ ବିପର୍ଯ୍ୟୟର ଶିକାର ହେବା ପରେ ଏବେ ଜଣଙ୍କର ମୃତ ଦେହ ଉଦ୍ଧାର ହୋଇଛି, ଅନ୍ୟ ଜଣେ ନିଖୋଜ...

Vigilance Raid
ଜେଲ୍ ଗଲେ ଜଟଣୀର ଯନ୍ତ୍ରୀ ମାଡାମ୍, ପାରାଦୀପ ଇଲିସି ଓ ବାଳକାଟୀ ଖାସି ପାଇଁ କରୁଥିଲେ ଡିମାଣ୍ଡ

ସପ୍ତାହ ଭିତରେ ଭିଜିଲାନ୍ସ ଜାଲରେ ପଡିଲେଣି ତିନି ତିନି ଜଣ ବଡ଼ ବାବୁ। ପ୍ରଥମେ ଲୋୟର ସୁକତେଲ ପ୍ରକଳ୍ପ ମୁଖ୍ୟ ଯନ୍ତ୍ରୀ ସୁନୀଲ କୁମାର ରାଉତ, ପରେ ଅବକାରୀ ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ର ଏବଂ ଏବେ ପାଳି ପଡିଛି ଜଟଣୀ ବ୍ଲକ୍ ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତିଙ୍କର।

Wayanad Landslide
୨୦୦ ମୁହାଁ କେରଳ ଭୂସ୍ଖଳନ ଜନିତ ମୃତ୍ୟୁସଂଖ୍ୟା, ଧ୍ବଂସସ୍ତୁପ ତଳୁ ଚାଲିଛି ରେସ୍କୁ ଟିମର ଜୀବନ ଖୋଜା

୨ ଶହ ମୁହାଁ ହେଲାଣି କେରଳ ଭୂସ୍ଖଳନଜନିତ ମୃତ୍ୟୁ ସଂଖ୍ୟା । ଏବେ ବି ଶତାଧିକ ଲୋକ ଧସିଥିବା ପାହାଡ଼ ତଳେ ଚାପି ହୋଇ ରହିଛନ୍ତି, ବନ୍ୟାରେ ଭାସି ନିଖୋଜ ଅଛନ୍ତି।

Puja Khedkar
ପୂଜା ଖେଡକରଙ୍କୁ ବଡ଼ ଝଟକା, ଆଉ ଦେଇପାରିବେନି UPSC ପରିଚାଳିତ କୌଣସି ପରୀକ୍ଷା

ନକଲି ପରିଚୟପତ୍ର ସହ ସେ ଏକାଧିକ ଥର ପରୀକ୍ଷାରେ ଅଂଶଗ୍ରହଣ କରିଥିବାରୁ ତାଙ୍କ ବିରୋଧରେ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

Mamata Mahant
ବିଜେଡି ଛାଡ଼ିଲେ, ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଲେ

୨୦୨୦ ମସିହାରେ ରାଜ୍ୟସଭାକୁ ବିଜେଡି ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ ମମତା ମହନ୍ତ ।

Illigal Apartment
‘ସରକାର ଚିଠି କଲେ ବେଆଇନ ଆପାର୍ଟମେଣ୍ଟ ଭାଙ୍ଗିବୁ’

ଆପାର୍ଟମେଣ୍ଟକୁ ଭାଙ୍ଗିଲେ ସେହି ଅନୁଯାୟୀ କ୍ଷତିପୂରଣ ଦେବାକୁ ପଡ଼ିବ। ବିଏମ୍‌ସି ପାଖରେ କ୍ଷତିପୂରଣ ଦେବାକୁ ପଇସା ନାହିଁ।

Flood
‘ରାଜ୍ୟରେ ଏବେ ନାହିଁ ବନ୍ୟା ସ୍ଥିତି, ମହାନଦୀ ଉପରମୁଣ୍ଡରେ କମୁଛି ଜଳସ୍ତର’

ହୀରାକୁଦ ଜଳଭଣ୍ଡାରକୁ ଏବେ ପ୍ରତି ସେକେଣ୍ଡରେ ଲକ୍ଷେ ୭୦ ହଜାର କ୍ୟୁସେକ୍ ଜଳ ପ୍ରବେଶ କରୁଛି । ନିଷ୍କାସିତ ହେଉଛି ୩ ଲକ୍ଷ ୩୦ ହଜାର କ୍ୟୁସେକ୍ ପାଣି ।

SJTA
ଶ୍ରୀମନ୍ଦିର ପରିଚାଳନା କମିଟିର ହେବ ନବକଳେବର, ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ପଦକ୍ଷେପ

ଶ୍ରୀଜଗନ୍ନାଥ ଟେମ୍ପୁଲ ଆକ୍ଟ ୧୯୫୫ ଧାରା ୬(୧) ଅନୁସାରେ ପରିଚାଳନା କମିଟି ସଦସ୍ୟଙ୍କ ନାଁ ସୁପାରିଶ ଲାଗି ଏକ ଗାଇଡଲାଇନ୍‌ ଜାରି କରିଛି ଆଇନ ବିଭାଗ ।

Keral Tragedy
ୱାଏନାଡ ଟ୍ରାଜେଡି: ମିଳିଲା ଜଣେ ଓଡ଼ିଆ ଡାକ୍ତରଙ୍କ ମୃତଦେହ !

କଟକ ଚୌଦ୍ୱାର ହାଉସିଂ ବୋର୍ଡ ବାସିନ୍ଦା ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କ ମୃତଦେହ ମିଳିଥିବା ନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।

Illegal Firearm
ବିହାରରୁ ଆଣୁଥିଲେ ବନ୍ଧୁକ, ଭୁବନେଶ୍ୱରରେ ଖେଳାଉଥିଲେ ଆତଙ୍କ

ରାତ୍ରିକାଳୀନ ଚେକିଂ ବେଳେ ଗ୍ୟାଙ୍ଗର ସଦସ୍ୟମାନଙ୍କୁ ଧରିଥିଲା କମିସନରେଟ ପୋଲିସର ସ୍ପେଶାଲ ସ୍କ୍ବାର୍ଡ ।

Hirakud Dam
ହୀରାକୁଦ ଡ୍ୟାମ୍‌ର ନିଷିଧାଞ୍ଚଳରେ ଉଡ଼ିଲା ଡ୍ରୋନ୍, ଭାଇରାଲ ହେଲା ଭିଡିଓ

ଅପରେସନ ଗ୍ୟାଲେରୀ ଏକ ନିଷିଧାଞ୍ଚଳ ହୋଇଥିବା ବେଳେ, ସେଠାରେ କିଏ ଭିଡିଓ କଲା ତାହା ଜଣା ପଡିନାହିଁ ।

Vigilance Raid
ଭିଜିଲାନ୍ସ ଜାଲରେ ଅବକାରୀ ଜଏଣ୍ଟ କମିଶନର, ମାଳ ମାଳ ଘର ଓ ପ୍ଲଟ୍ ଠାବ

ବର୍ତ୍ତମାନ ସୁଦ୍ଧା ରେଡ୍‌ରୁ ରାମଚନ୍ଦ୍ର ମିଶ୍ରଙ୍କର ୩୦ରୁ ଅଧିକ ପ୍ଲଟ୍ ଥିବା ଠାବ ହୋଇଥିବା ସୂଚନା ମିଳିଛି ।

Vande Bharat Train
ଖୁବଶୀଘ୍ର ଗଡ଼ିବ ବନ୍ଦେ ଭାରତ ସ୍ଲିପର ଟ୍ରେନ୍‌, ଜାଣନ୍ତୁ କେତେ ରହିବ ସ୍ପିଡ୍‌...

ଟ୍ରାକରେ କେବଳ ବନ୍ଦେ ଭାରତ ଟ୍ରେନ୍‌ର ଚେୟାର କାର୍ ଭର୍ସନ ଚାଲୁଛି । ଆଗାମୀ ତିନିରୁ ଚାରି ବର୍ଷ ମଧ୍ୟରେ ଦେଶର ସମସ୍ତ ପ୍ରମୁଖ ମାର୍ଗରେ ଏହି ସ୍ଲିପର ଭର୍ସନ ଟ୍ରେନ୍‌ ଚାଲୁ କରିବାକୁ ଯୋଜନା ରହିଛି ।

CM Mohan Majhi
ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌ ଆଣିଲା କଂଗ୍ରେସ

ଗୃହ ଚାଲିଥିବା ବେଳେ ମୁଖ୍ୟମନ୍ତ୍ରୀ କାହିଁକି ବାହାରେ ଘୋଷଣା କଲେ ବୋଲି ପ୍ରଶ୍ନ କରିଛନ୍ତି କଂଗ୍ରେସ ବିଧାୟକ ତାରା ବହିନୀପତି ।

Paris Olympics
Paris Olympics 2024: ଆଜି ଭାରତକୁ ମିଳିପାରେ ୩ ଗୋଲ୍ଡ ମେଡାଲ !

ଆଜି ଅର୍ଥାତ ଜୁଲାଇ ୨୯ରେ ଭାରତ ଗୋଟିଏ କିମ୍ବା ଦୁଇଟି ନୁହେଁ ବରଂ ତିନୋଟି ଗୋଲ୍ଡ ମେଡାଲ ଜିତିପାରିବ ।

Old Age Pension
ବାଃ ବାଃରେ ଆମ ବ୍ୟବସ୍ଥା ! ସଧବା ପାଉଛି ବିଧବା ଭତ୍ତା

ଜାଲ୍ ଭିନ୍ନକ୍ଷମ ପ୍ରମାଣପତ୍ର ଦେଇ ୧୪ ଜଣ ଭତ୍ତା ନେଇଥିବା ବେଳେ ଜଣେ ସଧବା ମଧ୍ୟ ବିଧବା ଭତ୍ତା ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ।

Maa Bhattarika Temple
ଆସିଲାଣି ବନ୍ୟାପାଣି, ଏଥର ମା’ ଭଟ୍ଟାରିକା ରହିବେ କେଉଁଠି ?

ଉପରମୁଣ୍ଡରେ ଦୁଇ ଦିନ ବର୍ଷା ଲାଗି ରହିଲେ ମନ୍ଦିର ଭିତରକୁ ପାଣି ପ୍ରବେଶ କରେ । ଫଳରେ ମା'ଙ୍କ ବିଜେ ପ୍ରତିମାକୁ ସ୍ଥାନାନ୍ତରିତ କରିଥାନ୍ତି ସେବାୟତ ।

Manu Bhaker
ଫାଇନାଲ ଇଭେଣ୍ଟ ବେଳେ କ’ଣ ଭାବୁଥିଲେ ମନୁ, ମେଡାଲ ଜିତିବା ପରେ କହିଲେ ମନର କଥା...

ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିବା ପରେ ନିଜ ମନର କଥା କହିଛନ୍ତି ବ୍ରୋଞ୍ଜ ମେଡାଲ ବିଜେତା ମନୁ ଭାକର । ସେ କହିଛନ୍ତି, ଫାଇନାଲ ଇଭେଣ୍ଟ ଚାଲିଥିବାବେଳେ ତାଙ୍କ ମନରେ ଗୀତାର ବାଣୀ ଚାଲିଥିଲା ।

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।