• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

Hanging Bridge
ପୂରଣ ହେବ ରାଉରକେଲାବାସୀଙ୍କ ସ୍ୱପ୍ନ, ବେଦବ୍ୟାସ ପୀଠରେ ନିର୍ମାଣ ହେବ ଝୁଲା ପୋଲ

ବେଦବ୍ୟାସରେ ଝୁଲାପୋଲ କେଉଁ ସ୍ଥାନରେ ହେବ ସେନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହେବ ।

Divyang
ସ୍ୱାଭିମାନୀ ମୁରଲୀ, ଦିବ୍ୟାଙ୍ଗ ହେଲେ ବି ସ୍ୱାବଲମ୍ବୀ

ଢେଙ୍କାନାଳ ସହର ହାଟ ରୋଡରେ ରହୁଥିବା ମୁରଲୀ ସାହୁ । ଜନ୍ମରୁ ସେ ଜଣେ ଦିବ୍ୟାଙ୍ଗ । ରାତି ହେଲେ ନିଜର ତିନି ଚକିଆ ସାଇକେଲ ଯୋଗେ ବାହାରିପଡ଼ନ୍ତି ବାହାରକୁ ।

Swami Laxmanananda Saraswati
କେବେ ମିଳିବ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କୁ ନ୍ୟାୟ!

ଆଜିର ଦିନରେ ୧୬ ବର୍ଷ ତଳେ କନ୍ଧମାଳରେ ବେଦାନ୍ତକେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା ।

Opposition Crosses All Limits
ବିଧାନସଭାରେ ମହିଳା ବାଚସ୍ପତିଙ୍କୁ ଘେରାବନ୍ଦୀ ପାଇଁ ଉଦ୍ୟମ କଲେ ବିରୋଧୀ ବିଧାୟକ

ବିଶୃଙ୍ଖଳାର ସବୁ ସୀମା ଟପିଲେ ବିରୋଧୀ । ବିଧାନସଭାରେ ମହିଳା ବାଚସ୍ପତିଙ୍କୁ ଘେରାବନ୍ଦୀ କରିବା ଉଦ୍ଦେଶ୍ୟରେ ପୋଡ଼ିୟମ୍ ଦଖଲ ପାଇଁ ବିଜେଡି ବିଧାୟକଙ୍କ ଉଦ୍ୟମ।

Liquor
ମାଟି ତଳ, ନଦୀ ପଠା ସାଜୁଛି ମଦଭାଟି !

ଦିନେ କି ଅଧେ ନୁହେଁ, ମାସେ କି ବର୍ଷେ ବି ନୁହେଁ । ବର୍ଷ ବର୍ଷ ଧରି ବେଆଇନ ମଦର ପସରା ବସାଇ ଲୋକଙ୍କ ଜୀବନ ସହ ଖେଳୁଛନ୍ତି ମାଫିଆ ।

Dance Bar
‘ବର୍ଷକ ଭିତରେ ଚୋରା ମଦ କାରବାର ବନ୍ଦ’

ମଦ ଚୋରା କାରବାର ରୋକିବାକୁ ଚାଲେଞ୍ଜ ଭାବେ ନେଲେ ନୂଆ ସରକାର । ବିଧାନସଭାରେ ଅବକାରୀ ମନ୍ତ୍ରୀଙ୍କ ବଡ଼ ଘୋଷଣା ।

Kolkata Doctor Case
ଆର.ଜି.କର ହସ୍ପିଟାଲ ଯିବାକୁ ଚାହୁଁ ନଥିଲେ ଅଭୟା

କୋଲକାତା ଅଭୟା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତ ସଂଜୟ ରାୟକୁ ଆଜି ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ।

Subhadra Yojana
ଆସିଲା ସୁଭଦ୍ରା, ବର୍ଷକୁ ମିଳିବ ୧୦ ହଜାର

ରାଜ୍ୟର ଆର୍ଥିକ ଅନଗ୍ରସର ପରିବାରର ମହିଳାଙ୍କ ପାଇଁ ଆସିଲା ଖୁସି ଖବର। ଚଳିତ ଆର୍ଥିକ ବର୍ଷରୁ ରାଜ୍ୟ ସରକାର କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି ବହୁ ପ୍ରତିକ୍ଷୀତ ତଥା ବହୁ ଚର୍ଚ୍ଚିତ 'ସୁଭଦ୍ରା' ଯୋଜନା।

Subhadra Yojana
ମହିଳାଙ୍କ ପାଇଁ ଖୁସି ଖବର, ସୁଭଦ୍ରା ଯୋଜନାରେ ବର୍ଷକୁ ମିଳିବ ୧୦ ହଜାର

ରାଜ୍ୟର ଆର୍ଥିକ ଅନଗ୍ରସର ପରିବାରର ମହିଳାଙ୍କ ପାଇଁ ଆସିଲା ଖୁସି ଖବର । ଚଳିତ ଆର୍ଥିକ ବର୍ଷରୁ ରାଜ୍ୟ ସରକାର କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି ବହୁ ପ୍ରତିକ୍ଷୀତ ତଥା ବହୁ ଚର୍ଚ୍ଚିତ 'ସୁଭଦ୍ରା' ଯୋଜନା ।

Opposition Crosses All Limits
ସବୁ ସୀମା ଟପିଲେ ବିରୋଧୀ, ବିଧାନସଭାରେ ମହିଳା ବାଚସ୍ପତିଙ୍କୁ ଘେରାବନ୍ଦୀ ଉଦ୍ୟମ

ବିଶୃଙ୍ଖଳାର ସବୁ ସୀମା ଟପିଲେ ବିରୋଧୀ । ବିଧାନସଭାରେ ମହିଳା ବାଚସ୍ପତିଙ୍କୁ ଘେରାବନ୍ଦୀ କରିବା ଉଦ୍ଦେଶ୍ୟରେ ପୋଡ଼ିୟମ୍ ଦଖଲ ପାଇଁ ବିଜେଡି ବିଧାୟକଙ୍କ ଉଦ୍ୟମ।

Asish Singh
ବଢ଼ିଲା କୁଟ୍ଟେ ଓ ଆଶିଷ ସିଂଙ୍କ ଅଡ଼ୁଆ, ଉଭୟଙ୍କ ପ୍ରତି ହୋଇପାରେ କାର୍ଯ୍ୟାନୁଷ୍ଠାନ

କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରକ୍ରିୟା ଆରମ୍ଭ କଲା ଗୃହବିଭାଗ । ୩୦ ଦିନ ଭିତରେ ଉତ୍ତର ଦେବାକୁ ଉଭୟଙ୍କୁ ବିଭାଗୀୟ ନିର୍ଦ୍ଦେଶ ହୋଇଛି ।

Subhadra Yojana
ଆସିଲା ‘ସୁଭଦ୍ରା’ ଯୋଜନା SOP, ଜାଣନ୍ତୁ କାହାକୁ ମିଳିବ ...

୨୧ରୁ ୬୦ ବର୍ଷର ମହିଳାଙ୍କୁ ମିଳିବ ସୁଭଦ୍ରା ସହାୟତା । ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଯିବ ।

Farooq Abdullah
ଫାରୁକ୍‌ ଅବଦୁଲ୍ଲାଙ୍କ ବଡ଼ ଘୋଷଣା, ବିଧାନସଭା ନିର୍ବାଚନରେ କଂଗ୍ରେସ ସହ ମେଣ୍ଟ କରିବ NC

ଜାମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା J-K ନ୍ୟାସନାଲ କନଫରେନ୍ସର ସଭାପତି ଫାରୁକ୍ ଅବଦୁଲ୍ଲା ଘୋଷଣା କରିଛନ୍ତି ଯେ ତାଙ୍କ ଦଳ ଆଗାମୀ ବିଧାନସଭା ନିର୍ବାଚନରେ ​​କଂଗ୍ରେସ ସହ ମେଣ୍ଟ କରିବ ।

Sim Box
ସାମ୍ନାକୁ ଆସିଲା ସିମ୍‌ ବକ୍ସ ମାଷ୍ଟର ମାଇଣ୍ଡର ଫଟୋ, ଢାକାରେ ରହି କରୁଥିଲା ଅପରେଟ୍‌

ବାଂଲାଦେଶରେ ରିମୋଟ୍, ଭୁବନେଶ୍ୱର ଓ ରାଞ୍ଚିରେ କଣ୍ଟ୍ରୋଲ । ସ୍ମାର୍ଟ ସୁଇଚ ଧରି ସିମ୍‌ ବକ୍ସ ଚଳାଉଥିଲା ଅସାଦ୍ଦୁର । NIA ସହ CBI ଓ ଇଣ୍ଟରପୋଲ କରିବ ତଦନ୍ତ ।

Amit Rohidas
ଜନ୍ମମାଟିରେ ପହଞ୍ଚିଲେ ଅମିତ ରୋହିଦାସ, ସ୍ୱାଗତ ସମ୍ବର୍ଦ୍ଧନାରେ ହେଲେ ଭାବବିହ୍ୱଳ

ଗାଁରେ ପହଞ୍ଚିବା ପରେ ଗ୍ରାମବାସୀଙ୍କ ସ୍ଵାଗତ ଦେଖି ଭାବବିହ୍ବଳ ହୋଇପଡ଼ିଥିଲେ ଅମିତ ।

Supreme Court
କୋଲକାତା ଲଜ୍ଜା: ଜଷ୍ଟିସ୍‌ ପାରଦିୱାଲାଙ୍କ କଡ଼ା ଟିପ୍ପଣୀ; କହିଲେ, ୩୦ ବର୍ଷରେ ଦେଖିନି ଏଭଳି ଦାୟିତ୍ୱହୀନତା

ପଶ୍ଚିମବଙ୍ଗ ପୋଲିସର ବ୍ୟବହାର ଅତ୍ୟନ୍ତ ଲଜ୍ଜାଜନକ । ଆନ୍ଦୋଳନରତ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ଶୁଣାଣି ବେଳେ ଏଭଳି କହିଛନ୍ତି ସୁପ୍ରିମକୋର୍ଟ ।

Odisha hooch tragedy:
ଅବକାରୀ ମନ୍ତ୍ରୀଙ୍କ ବଡ଼ ବୟାନ, ଚୋରା ମଦ ଭାଟିରେ ବୁଲିବ ବୁଲ୍‌ଡୋଜର

ବେଆଇନ ମଦ କାରବାର ରୋକିବା ପାଇଁ ସାରା ରାଜ୍ୟରେ ରେଡ୍‌ ଚାଲିଛି। ୨୧୭ଟି ବେଆଇନ ମଦ ଭାଟି ଚିହ୍ନଟ ହୋଇଛି ।

Gold Mines
ଖଣି ମନ୍ତ୍ରୀଙ୍କ ବଡ଼ ବୟାନ, ଓଡ଼ିଶାରେ ମିଳିଛି ସୁନା ଖଣିର ସନ୍ଧାନ

ଦେବଗଡ଼ ଜିଲ୍ଲା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ସୁନାପଥର ସନ୍ଧାନ ମିଳିଛି ।

LAccMI Bus
କ୍ଷତିରେ ଚାଲୁଛି ଲକ୍ଷ୍ମୀ ବସ୍‌: ବ୍ୟୟ ପାଖାପାଖି ୪ ଶହ କୋଟି, ଆୟ ମାତ୍ର ୨୫ କୋଟି

ବସ୍‌ ଚଳାଚଳ ବାବଦରେ ରାଜ୍ୟ ସରକାର ୩୯୯ କୋଟି ୧୨ ଲକ୍ଷ ୪୪ ହଜାର ୬୪୦ ଟଙ୍କା ଖର୍ଚ୍ଚ କରିଥିବା ବେଳେ ଆୟ ହୋଇଛି ମାତ୍ର ୨୫ କୋଟି ୩ ଲକ୍ଷ ୮୬ ହଜାର ୫୮୫ ଟଙ୍କା ।

Cristiano Ronaldo
୨୪ ଘଣ୍ଟାରେ ୧୦ ମିଲିୟନ୍‌ ସବ୍‌ସ୍କ୍ରାଇବର, YouTubeର ସବୁ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି

କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଚ୍ୟାନେଲ ଲଞ୍ଚ ହେବା ପରେ ସବ୍‌ସ୍କ୍ରାଇବର ସଂଖ୍ୟା ବଢ଼ିବାରେ ଲାଗିଛି । ଏହି ଚ୍ୟାନେଲରେ ୨୪ ଘଣ୍ଟା ମଧ୍ୟରେ ୧୦ ମିଲିୟନ୍‌ ସବ୍‌ସ୍କ୍ରାଇବର ଯୋଡ଼ି ହୋଇଛନ୍ତି ।

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।