ବିଜେଡି କର୍ପୋରେଟର ଅମରେଶ ଜେନା କହିଛନ୍ତି, କିଛି ଲୋକ ଆମ ଭିତରେ ବିଭାଜନ ଉଦ୍ୟମ କରୁଛନ୍ତି । କିନ୍ତୁ ଆମେ ଏକଜୁଟ ଅଛୁ।
ପ୍ରଥମେ ମୋ ବସ୍ର ବ୍ୟବସ୍ଥା ବଦଳିବ ତା’ ପରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ମୋ ବସ୍ର ନାମ ଓ ରଙ୍ଗ ବଦଳିବ । ଲୋକଙ୍କ ଦାବି ଅଛି ବସ୍ ସେବା ଚାଲୁ ରହୁ ଏବଂ ଅଧିକ ବସ୍ ଚାଲୁ। ତେଣୁ ବସ୍ ସେବା ଜାରି ରହିବ ଏବଂ...
ଦଇତା ସେବକ ଓ ପତି ସେବକମାନେ ଶ୍ରୀଜିଉଙ୍କ ଶ୍ରୀଅଙ୍ଗରୁ ବାହାରିଥିବା କରାଳ ଚନ୍ଦନ, ଚନ୍ଦନ ଓ ପାଟ ଡୋର ରୂପାଥାଳିରେ ଧରି ଶ୍ରୀନଅର ଆସି ଗଜପତିଙ୍କୁ ସୁସ୍ଥତାର ଖବର ଦେବେ।
ଭୁବନେଶ୍ୱର ମଞ୍ଚେଶ୍ବର ଥାନା ରଙ୍ଗମାଟିଆର ଏକ ଆପାର୍ଟମେଣ୍ଟରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । କୌଣସି କାରଣରୁ ବାପପୁଅଙ୍କ ମଧ୍ୟରେ ଗଣ୍ଡଗୋଳ ପରେ ବାପାଙ୍କୁ ହତ୍ୟା କରିଛି ପୁଅ ।
ନବୀନ ପଟ୍ଟନାୟକ ୫ ଥର ମୁଖ୍ୟମନ୍ତ୍ରୀ ହୋଇଥିଲେ । କେଉଁଠି ନା କେଉଁଠି ଆଣ୍ଟି ଇନକମ୍ବେନ୍ସୀ ବା ଦଳ ବିରୋଧୀ ହାୱା ଗୋଟିଏ ବଡ଼ ଫ୍ୟାକ୍ଟର ଭାବରେ କାମ କରିଛି ।
ରୋହିତ ଶର୍ମା ଟି-୨୦ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏବେ କିଏ ତାଙ୍କ ସ୍ଥାନ ନେବା ତାକୁ ନେଇ ଚର୍ଚ୍ଚା ଜାରି ରହିଛି । ଅର୍ଥାତ କ୍ରିକେଟର ସବୁଠୁ ଛୋଟ ଫର୍ମାଟରେ କିଏ ଧରିବ ଟିମ୍ ଇଣ୍ଡିଆର ମଙ୍ଗ ?
ଦୁର୍ଘଟଣାରେ ଚାଲିଗଲା ଦମ୍ପତିଙ୍କ ଜୀବନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ପତ୍ରାପାଲି(ଖ) ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ସ୍ବାମୀ-ସ୍ତ୍ରୀ ସମେତ ଗୋଟିଏ ଗୋରୁର ମୃତ୍ୟୁ ହୋଇଛି ।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ସତସଙ୍ଗ ସରିବା ପରେ ଲୋକେ ଘରକୁ ଫେରିବା ପାଇଁ ବ୍ୟତିବ୍ୟସ୍ତ ହୋଇପଡିଥିଲେ । ଏହି ସମୟରେ ଦୌଡାଦୌଡି ଆରମ୍ଭ ହୋଇଥିଲା । ଏଥିରେ ୨୭ ଜଣଙ୍କ ମୃତ୍ୟୁ ହେବା ସହ ଅନେକ ଲୋକ ଆହତ ହୋଇଛନ୍ତି ।
ସାମୁଦ୍ରିକ ବାତ୍ୟା ଯୋଗୁଁ ଭାରତୀୟ ଦଳ ଠିକ୍ ସମୟରେ ବାର୍ବଡୋସ୍ରୁ ବାହାରି ପାରିନଥିଲା । ତେବେ ବର୍ତ୍ତମାନ ଭାରତୀୟ ଦଳକୁ ସେଠାରୁ ଆଣିବା ପାଇଁ ବିସିସିଆଇ ସ୍ୱତନ୍ତ୍ର ବ୍ୟବସ୍ଥା କରିଛି ।
ମୁମ୍ବାଇର ଏକ ସ୍ୱତନ୍ତ୍ର କୋର୍ଟ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରିଛନ୍ତି।
ସମଗ୍ର ଦେଶରେ ଲାଗୁ ହୋଇଥିବା ଭାରତୀୟ ନାଗରିକ ସୁରକ୍ଷା ସଂହିତା ୨୦୨୩ର ୧୮୪ ଧାରା ଅନୁସାରେ ଏହି ପଦକ୍ଷେପ ନିଆଯିବ ବୋଲି ସ୍ୱାସ୍ଥ୍ୟ ବିଭାଗ ଜାରି କରିଥିବା ବିଜ୍ଞପ୍ତିରେ ପ୍ରକାଶ କରିଛି ।
ଆଜି ଢେଙ୍କାନାଳ ବସ୍ ଷ୍ଟାଣ୍ଡରେ ଛିଡ଼ା ହୋଇଥିବା ଲକ୍ଷ୍ମୀ ବସ୍ ଗୁଡ଼ିକର ରଙ୍ଗ ବଦଳି ଯାଇଛି । ତେବେ କାହା ନିର୍ଦ୍ଦେଶରେ ରଙ୍ଗ ବଦଳିଛି ତାହା ଏବେ ଯାଏଁ ଜଣାପଡ଼ିନି ।
ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି, ସେବାୟତ ସମେତ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ଏଥିରେ ଉପସ୍ଥିତ ରହିବେ ।
ଗତକାଲି ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ କେନ୍ଦ୍ର ସରକାରଙ୍କୁ କଡ଼ା ହମଲା ପରେ ଆଜି ପ୍ରଧାନମନ୍ତ୍ରୀ ମୋଦି ଏହାର ଜବାବ କିପରି ରଖୁଛନ୍ତି ତା ଉପରେ ସାରା ଦେଶର ନଜର ରହିଛି ।
ଗତକାଲି ରାତିରେ ରାଜଧାନୀର ଜୟଦେବ ବିହାର ନିକଟରେ ଡ୍ୟୁଟି ସାରି ଫେରୁଥିବା ଜଣେ ଟ୍ରାଫିକ କନଷ୍ଟେବଲଙ୍କ ବାଇକକୁ ଏକ ଭାରିଯାନ ଧକ୍କା ଦେବାରୁ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଛି।
ଦିଲ୍ଲୀ ଦରବାରରେ ବିଜେଡିର ବିରୋଧୀ ଭୂମିକାକୁ ନେଇ ସରଗରମ ରାଜ୍ୟ ରାଜନୀତି । ନିଟ୍ ପ୍ରସଙ୍ଗରେ ରାଜ୍ୟରେ ଦଳର ସାଂସଦଙ୍କ ହଙ୍ଗାମାକୁ ବିଜେପି କଡ଼ା ସମାଲୋଚନା କରି ଦିଲ୍ଲୀରେ ଇଏ ବିଜେଡିର ଅସ୍ତିତ୍ବ ବଞ୍ଚାଇବାର ପ୍ରୟାସ ବୋଲି କହିଛି ।
ସୂର୍ଯ୍ୟକୁମାର ଯାଦବ ଏକ ଜାତୀୟ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଭାରତୀୟ ଦଳ ଚାମ୍ପିୟନ ହେବା ପରେ ପୂରା ମାହୋଲ ଇମୋସନାଲ ଥିଲା । ତେବେ ଏହାରି ମଧ୍ୟରେ ଯେତେବେଳେ ଏହି ଉଭୟ ଷ୍ଟାର ଖେଳାଳି ଅବସର ଘୋଷଣା କରିଥିଲା, ଏହାପରେ ସମସ୍ତେ ବହୁତ ଇମୋସନାଲ ହୋଇଯାଇଥିଲେ...
ଦୁଇଟି ବିଶ୍ୱକପ୍, ଦୁଇଟି ଅଭୁଲା କ୍ୟାଚ୍ । କୁହାଯାଏ ନା କ୍ୟାଚ୍ ବଦଳାଇ ଦିଏ ମ୍ୟାଚ୍ । ଏଠି ତ ଗୋଟିଏ କ୍ୟାଚ୍ ବିଶ୍ୱକପ୍ ଟ୍ରଫି ହିଁ ଆଣିଦେଲା।
ଗତକାଲି ଟି-୨୦ ଫର୍ମାଟରୁ ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଅବସର ପରେ ଆଜି ରବୀନ୍ଦ୍ର ଜାଡେଜା ଅବସର ଘୋଷଣା କରିଛନ୍ତି ।
ପ୍ରଦୀପ ଜେନାଙ୍କ ପରେ ମୁଖ୍ୟ ଶାସନ ସଚିବ ଭାବେ ୧୯୯୦ ବ୍ୟାଚର ମନୋଜ ଆହୁଜା ଅଧିକାରୀଙ୍କ ନାଁ ଉପରେ ମୋହର ମାରିଥିଲେ ରାଜ୍ୟ ସରକାର ।