ଓଡ଼ିଶା ରାଜନୀତିରେ ନୂଆ ଯୁଗ। ଆରମ୍ଭ ହେଲା ମୋହନ ସରକାର। ରାଜ୍ୟରେ ପ୍ରଥମ ବିଜେପି ସରକାରର ମଙ୍ଗ ଧରି ଇତିହାସ ରଚିଲେ ମୋହନ ମାଝୀ।
ଅନ୍ୟପକ୍ଷରେ ଖୁବଶୀଘ୍ର ସମୃଦ୍ଧ କୃଷକ ନୀତି ଯୋଜନା ଆସିବ । ଧାନ MSP ୩୧ ଟଙ୍କାକୁ ବୃଦ୍ଧି ନେଇ କମିଟି ଗଠନ ହେବ ବୋଲି ମଧ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ ।
୪ ବର୍ଷ ପରେ ଲୋକସେବା ଭବନକୁ ପ୍ରବେଶ ଅନୁମତି ମିଳିଲା । ୨୦୨୦ ମାର୍ଚ୍ଚ ମାସଠାରୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ଲୋକସେବା ଭବନକୁ ପ୍ରବେଶ ମନା ଥିଲା ।
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଶପଥ ପାଠ କରାଇଛନ୍ତି । ମୋହନ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ନେଇଛନ୍ତି ।
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଶପଥ ପାଠ କରାଇଛନ୍ତି । ମୋହନ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ନେଇଛନ୍ତି ।
ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଓ ୨ ଜଣ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ୧୩ ଜଣ ମନ୍ତ୍ରୀ ଆଜି ଶପଥ ନେବେ । ରାଜଭବନ ପକ୍ଷରୁ ପ୍ରକାଶ ପାଇଲା ମନ୍ତ୍ରୀ ତାଲିକା ।
ତେବେ ଏହାରି ମଧ୍ୟରେ ମନ୍ତ୍ରିମଣ୍ଡଳଙ୍କୁ ନେଇ ଆସିଛି ଏକ ବଡ଼ ଖବର। ମନ୍ତ୍ରିମଣ୍ଡଳରେ ସାମିଲ ହେବା ପାଇଁ ବିଧାୟକଙ୍କ ପାଖକୁ ଆସିଲା ଫୋନ୍ କଲ୍ ।
ପ୍ରଶାନ୍ତଙ୍କୁ ଜାମିନ ପ୍ରଦାନ କଲେ ହାଇକୋର୍ଟ । ଜାମିନ ଉପରେ ନିମ୍ନ ଅଦାଲତ ସର୍ତ୍ତ ସ୍ଥିର କରିବେ ।
ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେ ସିଧା ରାଜଭବନ ଯାଇଛନ୍ତି ।
୨୪ ନିର୍ବାଚନରେ ବିପୁଳ ବିଜୟ ସହ ୨୪ ବର୍ଷର ବିଜେଡି ସରକାରକୁ ମାତ୍ ଦେବା ପରେ ଆସନ୍ତାକାଲିଠୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ବିଜେପି ଶାସନ।
ପୋର୍ଟଫୋଲିଓ ବଣ୍ଟନ ପରେ କାର୍ଯ୍ୟାରମ୍ଭ କଲେ ବିଭିନ୍ନ ବିଭାଗର କେନ୍ଦ୍ରମନ୍ତ୍ରୀ । ଆଜି ପ୍ରଥମ ଦିନରେ କେଉଁଠି ମନ୍ତ୍ରପାଠ ଶୁଭିଲା, ତ ଆଉ କେଉଁଠି କରତାଳି।
ଖୋଲିବ ଶ୍ରୀମନ୍ଦିର ଚାରି ଦ୍ବାର । ଦୂର ହେବ ଭକ୍ତଙ୍କ ଦର୍ଶନ ଦୁର୍ଦ୍ଦଶା । ବୁଧବାର ରାଜ୍ୟରେ ବିଜେପି ସରକାରର ଶପଥ ଗ୍ରହଣ ସହ ଆରମ୍ଭ ହୋଇଯିବ କାଉଣ୍ଟଡାଉନ୍ ।
କିଛି ଦିନ ଧରି ଥିବା ସସପେନ୍ସର ଅନ୍ତ ହୋଇ ବିଧାୟକ ଦଳ ବୈଠକରେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନାମରେ ମୋହର ବାଜିଛି। ସେ କାହିଁକି ଓଡିଶା ମାଟିରେ ବିଜେପି ଦଳରୁ ହେଲେ ପ୍ରଥମ ମୁଖ୍ୟମନ୍ତ୍ରୀ। କିଏ ଏହି ମୋହନ। କ’ଣ ରହିଛି ତାଙ୍କର ରାଜନୈତିକ କ୍ୟାରିୟର୍। ଆସନ୍ତୁ...
ଖୋଲିବ ଶ୍ରୀମନ୍ଦିର ଚାରି ଦ୍ବାର । ଦୂର ହେବ ଭକ୍ତଙ୍କ ଦର୍ଶନ ଦୁର୍ଦ୍ଦଶା । ବୁଧବାର ରାଜ୍ୟରେ ବିଜେପି ସରକାରର ଶପଥ ଗ୍ରହଣ ସହ ଆରମ୍ଭ ହୋଇଯିବ କାଉଣ୍ଟଡାଉନ୍ ।
୨୪ ନିର୍ବାଚନରେ ବିପୁଳ ବିଜୟ ସହ ୨୪ ବର୍ଷର ବିଜେଡି ସରକାରକୁ ମାତ୍ ଦେବା ପରେ ଆସନ୍ତାକାଲିଠୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ବିଜେପି ଶାସନ।
ପୋର୍ଟଫୋଲିଓ ବଣ୍ଟନ ପରେ କାର୍ଯ୍ୟାରମ୍ଭ କଲେ ବିଭିନ୍ନ ବିଭାଗର କେନ୍ଦ୍ରମନ୍ତ୍ରୀ । ଆଜି ପ୍ରଥମ ଦିନରେ କେଉଁଠି ମନ୍ତ୍ରପାଠ ଶୁଭିଲା, ତ ଆଉ କେଉଁଠି କରତାଳି।
ଗ୍ରୀଷ୍ମ ତାତିକୁ ନଜରରେ ରଖି ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି SRC ।
ଦଳର ଶୋଚନୀୟ ପରାଜୟ ପରେ ଏବେ ମୁହଁ ଖୋଲୁଛନ୍ତି, ଆଗରୁ କାହିଁକି ଚୁପ୍ ରହୁଥିଲେ ବୋଲି କହିଛନ୍ତି ଅରିନ୍ଦମ।
ଅପରାହ୍ନ ୪ଟା ୪୫ରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ । ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ତୃତୀୟ ପାଳିର ପ୍ରଥମ ଦସ୍ତଖତ ଚାଷୀଙ୍କ ପାଇଁ କରିଛନ୍ତି ପ୍ରଧାନମନ୍ତ୍ରୀ । ପିଏମ୍ କିଷାନ ନିଧିର ୧୭ ତମ କିସ୍ତି ପ୍ରଦାନ ପାଇଁ ନିର୍ଦ୍ଦେଶନାମାରେ ମୋଦି ଦସ୍ତଖତ କରିଛନ୍ତି ।