• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

Water Problem
ନା ସରୁଛି ପ୍ରକଳ୍ପ କାମ, ନା ମିଳୁଛି ପାଣି...ବର୍ଷ ବର୍ଷ ଧରି ଜଳ ସମସ୍ୟା ଭୋଗୁଛନ୍ତି ସାଧାରଣ ଜନତା

ବର୍ଷା ଏବଂ ଶୀତରେ କଷ୍ଟମଷ୍ଟେ ଚଳିଯାଉଛି। କିନ୍ତୁ ଖରାଦିନରେ ଉତ୍କଟ ହେଉଛି ପାନୀୟ ଜଳ ସମସ୍ୟା।

Gaganyaan
କିଏ ଏହି ୪ ମହାକାଶଚାରୀ, ଯିଏ ‘ଗଗନଯାନ’ରେ ଯିବେ ମହାକାଶ

ଗଗନଯାନ ମିଶନରେ ମହାକାଶ ଯିବାକୁ ଥିବା ୪ ଜଣ ହେଲେ ଭାରତୀୟ ବାୟୁସେନାର ୪ ପାଇଲଟ୍।

Patanjali
ବଢ଼ିଲା ବାବା ରାମଦେବଙ୍କ ଅଡ଼ୁଆ, ବିଭ୍ରାନ୍ତିକର ବିଜ୍ଞାପନକୁ ନେଇ ପତଞ୍ଜଳିକୁ ଅବମାନନା ନୋଟିସ୍‌

ସୁପ୍ରିମକୋର୍ଟଙ୍କ ବିଚାରପତି ଜଷ୍ଟିସ ଏହସାନୁଦ୍ଦିନ ଅମାନୁଉଲ୍ହା ଓ ପ୍ରଶାନ୍ତ କୁମାର ମିଶ୍ରାଙ୍କ ବେଞ୍ଚ ଏହି ମାଲାର ଶୁଣାଣି କରିଛନ୍ତି।

Hunter
ବାଘଙ୍କ ପାଇଁ ଲାଗିଥିଲା CCTV, ଧରାପଡ଼ିଗଲା ଦୁର୍ଦ୍ଦାନ୍ତ ଶିକାରୀ

ଟ୍ରାପ୍‌ କ୍ୟାମେରା ଦ୍ୱାରା ଏବେ ଧରାପଡ଼ିଲା ଶିକାରୀ। ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ ଏହି ସୂଚନା ଦେଇଛନ୍ତି PCCF ସୁଶାନ୍ତ ନନ୍ଦ।

CAA
ସାଧାରଣ ନିର୍ବାଚନ ପୂର୍ବରୁ ଦେଶରେ ଲାଗୁ ହେବ CAA !

ମାର୍ଚ୍ଚ ପ୍ରଥମ ସପ୍ତାହରେ ହିଁ ଦେଶରେ CAA ଲାଗୁ କରିପାରନ୍ତି ବୋଲି କୁହାଯାଉଛି ।

VK Pandian
ପାଣ୍ଡିଆନଙ୍କୁ କିଛି କହିବାକୁ ଚାହୁଁଥିଲେ ଛାତ୍ରୀ, କିନ୍ତୁ ଭିଡିନେଲେ ସାଦା ପୋଷାକଧାରୀ ପୋଲିସ୍

ନୂଆ-ଓ କାର୍ଯ୍ୟକ୍ରମରେ ପାଣ୍ଡିଆନଙ୍କୁ କ’ଣ କହିବାକୁ ଚାହୁଁଥିଲେ ଛାତ୍ରୀ ?

Narendra Modi
ମାର୍ଚ୍ଚ ପ୍ରଥମ ସପ୍ତାହରେ ଓଡ଼ିଶା ଆସିବେ ମୋଦି ! ଚଣ୍ଡିଖୋଲରେ ହେବ କାର୍ଯ୍ୟକ୍ରମ

ମାର୍ଚ୍ଚ ପ୍ରଥମ ସପ୍ତାହରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Arvind Kejriwal
ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଇଡିର ସମନ, ମାର୍ଚ୍ଚ ୪ରେ ହାଜର ହେବାକୁ ନିର୍ଦ୍ଦେଶ

ମଙ୍ଗଳବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ସମନ ପଠାଇ ମାର୍ଚ୍ଚ ୮ରେ ଯାଞ୍ଚ ଏଜେନ୍ସି ସାମ୍ନାରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦେଇଛି ଇଡି।

Mera Pehla Vote Desh Ki Liye
‘ଗଣତନ୍ତ୍ରର ସବୁଠୁ ବଡ଼ ପର୍ବରେ ସାମିଲ ହୁଅନ୍ତୁ, ଦେଶ ପାଇଁ ପ୍ରଥମ ଭୋଟ୍‌ ଦିଅନ୍ତୁ’

ଏହି ଥିମ୍‌ ସଙ୍ଗକୁ ଆଜି କ୍ରୀଡା ଏବଂ ଯୁବ ବ୍ୟାପାର ମନ୍ତ୍ରୀ ଅନୁରାଗ ଠାକୁର ପୋଷ୍ଟ କରିବା ସହ କହିଛନ୍ତି ଯେ, ଲୋକମାନେ ନିଜେ ଭୋଟ୍‌ ଦେବା ସହ ଯୁବକମାନଙ୍କୁ ଭୋଟ୍‌ ଦେବାକୁ ପ୍ରୋତ୍ସାହିତ କରିବା ଉଚିତ୍‌।

Mann Ki Baat
‘ମନ୍ କି ବାତ୍‌’ରେ ଓଡ଼ିଆ ଦମ୍ପତିଙ୍କୁ ମୋଦିଙ୍କ ପ୍ରଶଂସା

ଆଜି ୧୧୦ ତମ ମନ କି ବାତ୍‌ କାର୍ଯ୍ୟକ୍ରମରେ ଓଡ଼ିଆ ଦମ୍ପତିଙ୍କୁ ପ୍ରଶଂସା କରିଛନ୍ତି ମୋଦି।

Ritesh Pandey
ମୋଦିଙ୍କ ସହ କରିଥିଲେ ଲଞ୍ଚ, ଏବେ BSP ଛାଡ଼ି BJPରେ ମିଶିଲେ ସାଂସଦ ରିତେଶ ପାଣ୍ଡେ

ସଂସଦର ବଜେଟ୍ ଅଧିବେଶନରେ ସଂସଦ ଗୃହର କ୍ୟାଣ୍ଟିନରେ ମଧ୍ୟାହ୍ନ ଭୋଜନ କରିଥିବା ୯ ସାଂସଦଙ୍କ ମଧ୍ୟରେ ରିତେଶ ପାଣ୍ଡେ ମଧ୍ୟ ଥିଲେ।

Train Run Without Driver
ଚା’ ପିଇବାକୁ ଯାଇଥିଲେ ଡ୍ରାଇଭର, ଆପେ ଆପେ ଗଡ଼ିଲା ଟ୍ରେନ୍‌

ଟ୍ରେନ୍‌ଟି ଷ୍ଟେସନରେ ରହିବା ପରେ ଡ୍ରାଇଭର ଚା’ ପିଇବାକୁ ଓହ୍ଲାଇଥିଲେ। ଏହି ସମୟରେ ଟ୍ରେନ୍‌ଟି ହଠାତ ଗଡ଼ିବା ଆରମ୍ଭ କରିଥିଲା।

Fire
ଯିଏ ଶୁଣୁଛି ସିଏ କହୁଛି, ଏମିତି ଜୋଇଁ ସମସ୍ତଙ୍କୁ ମିଳୁ..

ନିଆଁ ସିନା ସବୁ ଜାଳିପୋଡ଼ି ସାରିଦେଲା... କିନ୍ତୁ ସଂପର୍କର ବନ୍ଧନ ସାତ ଜନ୍ମ ପାଇଁ ସାଥୀ ହେବାକୁ କଥା ଦେଇଥିବା ମଣିଷ, ବଦଳିଲାନି... କେବଳ ଶାଢୀ ଖଣ୍ଡିଏରେ ସବୁଦିନ ପାଇଁ ହୀରାମଣିଙ୍କୁ ବୋହୂ କରି ନେବେ ବୋଲି ଦେଇଛନ୍ତି ପ୍ରତିଶ୍ରୁତି। ଆଉ ଏ କଥା ଯିଏ ଶୁଣୁଛି ସିଏ...

Koraput
ଆସିଛି ଫଗୁଣ....ସଜେଇ ହୋଇଛି କୋରାପୁଟ

ସଜେଇ ହୋଇଛି କୋରାପୁଟ । ନିର୍ମଳ ଆକାଶ, ପୁଷ୍ପରାଜି, ପକ୍ଷୀ କାକଳିରେ ପୁରି ଉଠୁଛି ପରିବେଶ । ବାଟରେ ଯାଉଥିବା ପଥିକଟିଏ ବି ଅଟକି ଯାଉଛି । ଆମ୍ବ ଗଛରେ ହସୁଥିବା ବଉଳର ବାସ୍ନାରେ ସେ ହେଉଛି ବିମୋହିତ ।

Nuapada
ଭଙ୍ଗା ଘର, ଜରି ପାଲ ତଳେ ଜୀବନ

ଭଙ୍ଗା ଦଦରା ଘରଟିଏ। ଘରର ଅଧା କାନ୍ଥ ମାଟିରେ ମିଶି ଗଲାଣି… ଚାଳ ନଇଁ ତଳେ ଲାଗିଲାଣି। ଦଲକାଏ ପବନ ଅସରାଏ ବର୍ଷାରେ କେତେବେଳେ ବି ମାଟିରେ ମିଶିଯିବ ଠିକ୍ ନାହିଁ।

Doctor
ବିଦେଶରେ ନାମଜାଦା ଡାକ୍ତର, ହେଲେ ମନ ଗାଁରେ

ବିଦେଶରେ ନାମଜାଦା ଡାକ୍ତର, ହେଲେ ମନ ଗାଁରେ । ସୁଦୂର ଲଣ୍ଡନରେ ଜଣେ ଲୋକପ୍ରିୟ ଡାକ୍ତର । ବିପୁଳ ସଫଳତା, ଅର୍ଥ, ପଦମର୍ଯ୍ୟାଦା, ପ୍ରାଚୁର୍ଯ୍ୟର ଗହଳି ଭିତରେ ସହଦେବ ଭୁଲି ନାହାନ୍ତି ନିଜର ଗାଁ ମାଟି, ପ୍ରିୟ ବିଦ୍ୟାଳୟ ଓ ପ୍ରିୟ ପରିଜନଙ୍କୁ । ବିଦ୍ୟାଳୟରେ ପିଲାମାନଙ୍କ କମ୍ପ୍ୟୁଟର...

Cyber Loot
୪ ଡଜନ୍‌ ଅଣ୍ଡାକୁ ୪୯ ଟଙ୍କାରେ କରୁଥିଲେ ଅର୍ଡର, ସାଇବର ଲୁଟେରା ନେଇଗଲେ ୪୮ ହଜାର

ମାତ୍ର ୪୯ ଟଙ୍କାରେ ୪ ଡଜନ୍‌ ଅଣ୍ଡା ଅର୍ଡର କରିବା ଲୋଭରେ ସେ ହରାଇଛନ୍ତି ୪୮ ହଜାର ଟଙ୍କା।

Paytm
Paytm ବ୍ୟାଙ୍କରେ ଫସିଛି କି ଆପଣଙ୍କ ଟଙ୍କା ? ଜାଣନ୍ତୁ କ’ଣ ରହିଛି ବିକଳ୍ପ...

ଯଦି ଆପଣଙ୍କ ଟଙ୍କା ପେଟିଏମ୍‌ ପେମେଣ୍ଟ୍ସ ବ୍ୟାଙ୍କରେ ରହିଛି ତେବେ ଆପଣ ଏହାକୁ ବ୍ୟବହାର କରିପାରିବେ।

Sudarshan Setu
ଲୋକାର୍ପିତ ହେଲା ଦେଶର ସବୁଠୁ ବଡ଼ କେବୁଲ୍ ବ୍ରିଜ୍, ‘ସୁଦର୍ଶନ ସେତୁ’ର ଉଦଘାଟନ କଲେ ମୋଦି

ନରେନ୍ଦ୍ର ମୋଦି ଆଜି ଦେଶବାସୀଙ୍କ ପାଇଁ ଗୁଜରାଟର ଦ୍ୱାରକାରେ ସୁଦର୍ଶନ ସେତୁର ଉଦଘାଟନ କରିଛନ୍ତି।

Blackmail
ନୌସେନା ଅଧିକାରୀ କହି ଯୁବତୀଙ୍କୁ ଫସାଇଲେ, ଅନ୍ତରଙ୍ଗ ସମୟର ଭିଡିଓ ଭାଇରାଲ କଲେ

ନୌସେନା ଅଧିକାରୀ କହି ଯୁବତୀଙ୍କୁ ଫସାଇଲେ, ଅନ୍ତରଙ୍ଗ ସମୟର ଭିଡିଓ ଭାଇରାଲ କଲେ

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।