ଆଜି ବିଶ୍ୱନିୟନ୍ତାଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ପୁରୀ ବାହାରିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଜଭବନରୁ ବାହାରି ପୁରୀ ଅଭିମୁଖେ ବାହାରିଲେ ରାଷ୍ଟ୍ରପତି ।
ରଥାରୂଢ଼ ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ସାତ ଦରିଆ ପାର ହୋଇ ଶ୍ରୀକ୍ଷେତ୍ରକୁ ଆସିଛନ୍ତି ବିଦେଶୀ ଭକ୍ତ । ମହାପ୍ରଭୁଙ୍କ ନବଦିନାତ୍ମକ ରଥଯାତ୍ରାରେ ସାମିଲ ହେବାକୁ ପୁରୀ ଆସିଛନ୍ତି ଋଷର ନତାଲିଆ। ।
କାଳିଆ ସାଆନ୍ତଙ୍କ ଘୋଷଯାତ୍ରାରେ ସାମିଲ ହେବା ପାଇଁ କାହିଁ କେତେଦୂରରୁ ଧାଇଁ ଆସୁଛନ୍ତି ଭକ୍ତ । କଣ୍ଠରେ ମହାପ୍ରଭୁଙ୍କ ଭଜନ। ହାତରେ ମୃଦଙ୍ଗ ସହ ଝାଞ୍ଜ। ରଥାରୂଢ ଚତୁର୍ଦ୍ଧା ମୂରତିଙ୍କୁ ଦର୍ଶନ ସହ ରଥ ଦଉଡ଼ି ଟାଣି ଜୀବନକୁ ଧନ୍ୟ ମଣିବା ପାଇଁ ମାଇଲ ମାଇଲ ବାଟ ଅତିକ୍ରମ କରି...
ଯାଜପୁରର କୁସୁମା କଟେଜ୍ କେଳେଙ୍କାରୀ ପଛର ସତ କ’ଣ ? କିଏ, କାହିଁକି ଏବଂ କେଉଁ ସ୍ବାର୍ଥପାଇଁ କୁସୁମା ପ୍ରକଳ୍ପ ଭିତରେ ତିଆରି କରିଥିଲା ୯ଟି ଆଲିସାନ୍ କଟେଜ୍ ।
ଷ୍ଟାଟଅପ୍ ଓଡ଼ିଶା ଅଧ୍ୟକ୍ଷ ପଦରେ ଜଣେ ଅନଭିଜ୍ଞ ଅଣ ଓଡ଼ିଆଙ୍କୁ ବସାଇ କିଭଳି ଓଡିଶାର ଯୁବ ଉ୍ଦ୍ୟୋଗୀଙ୍କୁ ହତାଶ କରାଯାଇଛି, ତା’ର ସାଂଘାତିକ ଚିତ୍ର ଏବେ ସାମ୍ନାକୁ ଆସୁଛି ।
ଜିମ୍ବାୱେଠୁ ହାରିଲା ଭାରତ । ଏକ ଲୋ ସ୍କୋରିଂ ମ୍ୟାଚ୍ରେ ଭାରତକୁ ୧୩ ରନ୍ରେ ପରାସ୍ତ କରିଛି ଜିମ୍ବାୱେ ।
ତେବେ ଚଳିତ ବର୍ଷ ରଥଯାତ୍ରାରେ ଲକ୍ଷାଧିକ ଲୋକଙ୍କ ଜନ ସମାଗମ ହେବ । ଏହାକୁ ଦୃଷ୍ଟିରେ ରଖି ବସ୍ ଯାତ୍ରୀମାନଙ୍କ ପାଇଁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।
କୃଷି ବିଭାଗ ସମୀକ୍ଷା ପରେ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାଳିଆରେ ୪୬ ଲକ୍ଷ ଚାଷୀ ସାମିଲ ଥିବା ବେଳେ ପିଏମ କିଷାନରେ ମାତ୍ର ୩୧ ଲକ୍ଷ ଅନ୍ତର୍ଭୁକ୍ତ ଅଛନ୍ତି । ତେଣୁ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ମହାମହିମ ରାଷ୍ଟ୍ରପତି ସିଧାସଳଖ ଜୟଦେବ ଭବନ ଅଭିମୁଖେ ଯାଇଛନ୍ତି ।
ଚଳିତ ବଜେଟ୍ ଅଧିବେଶନ ଜୁଲାଇ ୨୨ରୁ ଆରମ୍ଭ ହୋଇ ଅଗଷ୍ଟ ୧୨ ତାରିଖ ଯାଏ ଚାଲିବ। ସଂସଦୀୟ ବ୍ୟାପାର ମନ୍ତ୍ରୀ କିରନ ରିଜିଜୁ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ବଜେଟ୍ ଅଧିବେଶନ ବିଷୟରେ ସୂଚନା ଦେଇଛନ୍ତି ।
ସାହସିକତା ପାଇଁ ଓଡ଼ିଆ ପୁଅ ତଥା ନୌସେନାରେ କାର୍ଯ୍ୟରତ ଲେଫ୍ଟନାଣ୍ଟ ବିମଳ ରଞ୍ଜନ ବେହେରାଙ୍କୁ ପ୍ରଦାନ କରାଯାଇଛି ଶୌର୍ଯ୍ୟଚକ୍ର ସମ୍ମାନ ।
ସେ ଆହୁରି କହିଛନ୍ତି ଯେ, ବହୁ ଦଶନ୍ଧି ହେଲାଣି ରତ୍ନଭଣ୍ଡାର ତାଲା ଖୋଲା ଯାଇନାହିଁ । ଯଦି ଡୁପ୍ଲିକେଟ୍ ଚାବିରେ ନ ଖୋଲିଲେ ତେବେ ରତ୍ନଭଣ୍ଡାର ତାଲା ଭଙ୍ଗାଯିବ ।
ରଥ ଝଟକିଲାଣି... ପଥରେ ଝୋଟି ଫୁଟିଲାଣି... ଜୀବନ୍ତ ଦିଶିଲେଣି ଧଳା, କଳା ଓ ନାଲି ଘୋଡ଼ା । ଏବର୍ଷ ଖୁବ୍ ସ୍ବତନ୍ତ୍ର ହେବାକୁ ଯାଉଛି ମହାପ୍ରଭୁଙ୍କ ରଥଯାତ୍ରା।
ବ୍ରିଜ୍ ଭୁଶୁଡ଼ିବା ମାମଲାରେ ୧୫ ଜଣ ଇଞ୍ଜିନିୟରଙ୍କୁ ନିଲମ୍ବିତ କରାଯାଇଛି । ଏହା ସହ ଦୁଇ ଜଣ ଇଞ୍ଜିନିୟରଙ୍କଠାରୁ ସଷ୍ଟୀକରଣ ମାଗିଛନ୍ତି ସରକାର ।
ଓଟିଭିର ବଡ଼ ପ୍ରଭାବ । ଗାଦିମଡ଼ା ଅଫିସରଙ୍କ ସଂପର୍କରେ ଖବର ପ୍ରସାରଣ ପରେ । ଆକ୍ସନ୍ ମୋଡରେ ମୋହନ ସରକାର । ଦୁଇ ଦିନରେ ହଟିଲେ ୬ ଅଧିକାରୀ ।
ଏଇ ରଥଯାତ୍ରା ଭିତରେ ? ନା ନୀଳାଦ୍ରି ବିଜେ ପରେ ? କେବେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ? କାଲି ଆସିବ ସ୍ପଷ୍ଟ ଚିତ୍ର, ଶନିବାର ବସୁଛି ରାଜ୍ୟ ସରକାର ନୂଆକରି ଗଢିଥିବା ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ମିଟିଂ ।
ଏହି ଐତିହାସିକ ବିଜୟ ପରେ ଭାରତୀୟ ଖେଳାଳିମାନେ ସ୍ୱଦେଶ ଫେରିଛନ୍ତି । ଭାରତ ଫେରିବା ପରେ ଖେଳାଳିମାନେ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ ।
ଅଗଷ୍ଟ ସୁଦ୍ଧା ଡେବ୍ରିଗଡ଼ ଓ ଅକ୍ଟୋବର ଶେଷ ସୁଦ୍ଧା ଶିମିଳିପାଳକୁ ଏଇ ୫ ନୂଆ ମହାବଳଙ୍କୁ ଅଣାଯିବ।
ଗତକାଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୪ ଜଣ ଅଫିସରଙ୍କୁ ହଟାଯାଇଥିବାବେଳେ ଆଜି ଅବସର ପରେ ବି ସରକାରୀ ପଦବୀରେ ଥିବା ୨ ଅଧିକାରୀଙ୍କୁ ହଟାଯାଇଛି ।
ବନ ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ରାଜ୍ୟରେ ଚେରୀ ବ୍ଲସମ୍ ଗଛ ଲଗାଯିବ । ଓଡ଼ିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡିରେ ଏହି ଚାଷ ହେବାକୁ ଯାଉଛି।