• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

IED Blast
ଛତିଶଗଡ଼ରେ ନକ୍ସଲଙ୍କ IED ବିସ୍ଫୋରଣ, ୨ ଯବାନ ସହିଦ

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ନକ୍ସଲମାନେ ଏହି ଆଇଡି ବିସ୍ଫୋରଣ କରିଛନ୍ତି । ଏହି ବିସ୍ଫୋରଣରେ ୨ ଜଣ ଯବାନ ସହିଦ ହୋଇଛନ୍ତି ।

Permanent SJTA Chief
‘ଖୁବଶୀଘ୍ର ଶ୍ରୀମନ୍ଦିରରେ ନିଯୁକ୍ତ ହେବେ ସ୍ଥାୟୀ ପ୍ରଶାସକ, ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ପ୍ରକ୍ରିୟା’

ଆଇନ ମନ୍ତ୍ରୀ କହିଛନ୍ତି, ଯଦିଓ ଏବେ ଶ୍ରୀମନ୍ଦିର ପରିଚାଳନାରେ କୌଣସି ତ୍ରୁଟି ହୋଇନାହିଁ, କିନ୍ତୁ ସ୍ଥାୟୀ ପ୍ରଶାସକ ନିଯୁକ୍ତିର ଆବଶ୍ୟକତା ଅଛି । ଶ୍ରୀମନ୍ଦିରରେ ସ୍ଥାୟୀ ପ୍ରଶାସକ ନିଯୁକ୍ତି ନେଇ ମାନ୍ୟବର କୋର୍ଟଙ୍କ ନିର୍ଦ୍ଦେଶ ମଧ୍ୟ ରହିଛି ।

Congress
କିଏ ହେବେ କଂଗ୍ରେସ ବିଧାୟକ ଦଳ ନେତା ? ହାଇକମାଣ୍ଡଙ୍କୁ ଭେଟିଲେ ୬ ବିଧାୟକ

କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲାକାଙ୍କ ନେତୃତ୍ୱରେ ଜାତୀୟ କଂଗ୍ରେସ ସଭାପତି ମଲ୍ଲିକାଜୁର୍ଣ୍ଣ ଖଡ଼ଗେଙ୍କୁ ଭେଟିଛନ୍ତି ଦଳର ୬ ଜଣ ବିଧାୟକ ।

Mayawati Successor
ପୁଣି ଥରେ ପୁତୁରାଙ୍କୁ ରାଜନୈତିକ ଉତ୍ତରାଧିକାରୀ ଘୋଷଣା କଲେ ମାୟାବତୀ

ଆକାଶ ଆନନ୍ଦଙ୍କୁ ପୁଣି ଥରେ ଉତ୍ତରାଧିକାରୀ ବୋଲି ଘୋଷଣା କରିଛନ୍ତି ମାୟାବତୀ । ତାଙ୍କୁ ପୁଣି ବହୁଜନ ସମାଜ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ କରାଯାଇଛି ।

Wiki Technical Workshop
ଚେନ୍ନାଇରେ ଅନୁଷ୍ଠିତ ଉଇକି ଟେକ୍ନିକାଲ୍ କର୍ମଶାଳାରେ ଓଡ଼ିଆ ଉଇକିଆଳିଙ୍କ ଯୋଗଦାନ

୨୦୦୨ ମସିହାରୁ ପ୍ରଥମ ଦକ୍ଷିଣ ଏସୀୟ ଭାଷା ଭାବରେ ଓଡ଼ିଆ ଉଇକିପିଡିଆ ଉପଲବ୍ଧ ଥିବାବେଳେ ୨୦୧୧ ମସିହାରୁ ସକ୍ରିୟ ଉଇକିଆଳିମାନଙ୍କର ଯୋଗଦାନ ଫଳରେ ଓଡ଼ିଆ ଉଇକିପିଡିଆରେ ଦରକାରୀ ଓ ଉପଯୋଗୀ ତଥ୍ୟ ଉପଲବ୍ଧ ଅଛି, ଯେଉଁଥିରୁ ମାସକୁ ୩ କୋଟିରୁ ଅଧିକ ଲୋକ ଜ୍ଞାନ ଆହରଣ କରୁଛନ୍ତି ।

Congress
ପିସିସି ସଭାପତିଙ୍କୁ କାଳିମାଡ଼ ଘଟଣା: ୫ କଂଗ୍ରେସ କର୍ମୀଙ୍କୁ ବହିଷ୍କାର

ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ୫ ଜଣ କଂଗ୍ରେସ କର୍ମକର୍ତ୍ତାଙ୍କୁ ବହିଷ୍କାର କରିଛି ଦଳ । ୫ ଜଣଙ୍କୁ ୬ ବର୍ଷ ପାଇଁ କଂଗ୍ରେସରୁ ବହିଷ୍କାର କଲେ ପିସିସି ସଭାପତି ଶରତ ପଟ୍ଟନାୟକ ।

Subhadra Yojana
‘ରାଜ୍ୟର ସବୁ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା ଟଙ୍କା’

ମହିଳା ଓ ଶିଶୁ ବିଭାଗ ସମ୍ପୂର୍ଣ୍ଣ ଭାବେ ଏହି ସ୍କିମକୁ ମହିଳାମାନଙ୍କ ପାଖରେ ପହଞ୍ଚାଇବା ପାଇଁ ପ୍ରସ୍ତୁତ ରହିଛି । ଆଉ ଏହି ସୁଭଦ୍ରା ଯୋଜନା ପାଇଁ ଯେଉଁ ବଜେଟର ଆବଶ୍ୟକତା ରହିଛି, ସେ ନେଇ କେନ୍ଦ୍ର ସରକାରଙ୍କୁ ଅବଗତ କରାଯାଇଛି ବୋଲି ପ୍ରଭାତୀ ପରିଡା ଗଣମାଧ୍ୟମକୁ ସୂଚନା...

Swami Sivananda
୧୨୭ ବର୍ଷ ହେଲା ନା ଦେହ ଖରାପ ହୋଇଛି ନା ଖାଇଛନ୍ତି ମେଡିସିନ୍

ତାଙ୍କ ବୟସ ୧୨୭ ହେଲେ ଶରୀରରେ ଜୋସ୍ ୧୭ ବର୍ଷର। ଶରୀର ସିନା ବୁଢ଼ା ହୋଇଗଲାଣି କିନ୍ତୁ ମନ ଏବେବି ରହିଛି ଯବାନ।

Know The Importance of 'Sena Pata'
ବଉଳ କାଠରେ କାହିଁକି ବନ୍ଧା ହୁଅନ୍ତି ମହାପ୍ରଭୁ ?

ବଉଳ କାଠ ଆଉ କାଳିଆ ସାଆନ୍ତ। ପ୍ରତିବର୍ଷ ଏ ସମ୍ପର୍କର କଥା ଉଠେ। କାଳିଆ ଠାକୁରଙ୍କ ଦାରୁ ଦେହକୁ ନିଜ ଛାତିରେ ଧରିରଖେ ଏହି ବଉଳ କାଠର ସାଜ। ନାଁ ତାର ସେନାପଟା।

Snan Yatra
ସ୍ନାନ ପୂର୍ଣ୍ଣିମା କାହା ପାଇଁ କେମିତି... କ’ଣ କହୁଛନ୍ତି ଭକ୍ତ, ଶୁଣନ୍ତୁ...

ସଜେଇ ହୋଇଛି ସ୍ନାନବେଦି । ଆଜି ସ୍ନାନବେଦିରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଏଥିପାଇଁ ଆରମ୍ଭ ହୋଇସାରିଛି ବ୍ୟାପକ ପ୍ରସ୍ତୁତି ।

Snan Purnima
ଦେବସ୍ନାନ ପୂର୍ଣ୍ଣିମା: ଜାଣନ୍ତୁ କେଉଁଠି କରିବେ ଗାଡ଼ି ପାର୍କିଂ, କେମିତି କରିବେ ଦର୍ଶନ

ମହାପ୍ରଭୁଙ୍କ ଦୁର୍ଲଭ ହାତୀ ବେଶ ଦେଖିବାକୁ ଜନସମୁଦ୍ର ପାଲଟିଯାଇଛି ବଡ଼ଦାଣ୍ଡ । ଏ ବର୍ଷ ଲକ୍ଷାଧିକ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ପୁରୀ ଜିଲ୍ଲା ପ୍ରଶାସନ ଓ ପୋଲିସ୍ ପ୍ରଶାସନ ପକ୍ଷରୁ ହୋଇଛି ବ୍ୟାପକ ବନ୍ଦୋବସ୍ତ।

Debasnan Purnima
ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା: ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ବଡ଼ଦାଣ୍ଡ ଲୋକାରଣ୍ୟ

ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ପ୍ରବଳ ଭିଡ଼ । ମହାପ୍ରଭୁଙ୍କ ଦୁର୍ଲଭ ହାତୀ ବେଶ ଦେଖିବାକୁ ଜନସମୁଦ୍ର ପାଲଟିଯାଇଛି ବଡ଼ଦାଣ୍ଡ ।

Snan Purnima
ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା, ଗଜବେଶରେ ଦର୍ଶନ ଦେବେ ମହାପ୍ରଭୁ

ଆଜି ଦାରୁ ଦିଅଁଙ୍କ ଦିବ୍ୟ ସ୍ନାନ । ସଜେଇ ହୋଇଛି ସ୍ନାନବେଦୀ । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ ।

UGC-NET Question Leak
ଏତିକି ଟଙ୍କାରେ ବିକ୍ରି ହୋଇଥିଲା UGC-NET ପ୍ରଶ୍ନପତ୍ର ! ଡାର୍କୱେବରେ କରାଯାଇଥିଲା ଅପଲୋଡ୍‌

UGC-NET ପ୍ରଶ୍ନପତ୍ର ଲିକ୍‌ ହେବା ପରେ ସରକାର ଏହି ମାମଲାର ତଦନ୍ତ ଦାୟିତ୍ୱ ସିବିଆଇକୁ ଦେଇଛନ୍ତି । ଯାଞ୍ଚ ବେଳେ ସିବିଆଇ ଜାଣିବାକୁ ପାଇଛି କି UGC-NET ପ୍ରଶ୍ନପତ୍ର କେଉଁଠୁ ଲିକ୍‌ ହୋଇଛି ।

EVM Recounting
ECI ଗ୍ରହଣ କଲେ ଦୀପାଳିଙ୍କ ଆବେଦନ, ଝାରସୁଗୁଡ଼ାରେ ପୁଣି ଯାଞ୍ଚ ହେବ EVM

ଝାରସୁଗୁଡ଼ାରେ ନିର୍ବାଚନ କମିଶନରଙ୍କ ତତ୍ତ୍ୱାବଧାନରେ ଏକ ଇଞ୍ଜିନିୟରିଂ ଟିମ୍‌ର ଉପସ୍ଥିତିରେ ୧୩ଟି ବୁଥ୍‌ରେ, ୧୩ ସେଟ୍ ଇଭିଏମ୍ ଓ ଭିଭିପାଟ୍ ଯାଞ୍ଚ କରାଯିବ ।

Hockey India
୨୦୩୬ ପର୍ଯ୍ୟନ୍ତ ହକି ଇଣ୍ଡିଆର ପ୍ରାୟୋଜକ ରହିବ ଓଡ଼ିଶା

ଓଡ଼ିଶା ଗଠନର ୧୦୦ ବର୍ଷ ପୂର୍ତ୍ତି ଅବସର ପାଇଁ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି । ୨୦୩୩ ପରିବର୍ତ୍ତେ ୨୦୩୬ ଯାଏ ପ୍ରାୟୋଜକ ରହିବା ନେଇ ସୂଚନା ଦେଇଛନ୍ତି ହକି ଇଣ୍ଡିଆ ମହାସଚିବ ଭୋଲାନାଥ ସିଂ ।

Debasnan Purnima
ଦେବସ୍ନାନ ପୂର୍ଣ୍ଣିମାରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା, ୬୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ

ଦେବସ୍ନାନ ପୂର୍ଣ୍ଣିମା ଦିନ ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସିଂହଦ୍ୱାର ଦେଇ ଭକ୍ତମାନେ ପ୍ରବେଶ କରିବେ ଓ ଅନ୍ୟ ୩ଟି ଦ୍ୱାର ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦ୍ୱାର ଦେଇ ପ୍ରସ୍ଥାନ କରିବେ ।...

Diphtheria Disease
‘ରାୟଗଡ଼ା ନୁହେଁ କଳାହାଣ୍ଡି ହେଉଛି ଡିପ୍‌ଥେରିଆ ସଂକ୍ରମଣର ଉତ୍ସ’

କଳାହାଣ୍ଡିର ଇନ୍ଦ୍ରାବତୀ ବୁଡ଼ି ଅଞ୍ଚଳରୁ ବ୍ୟାପିଛି ଡିପଥେରିଆ ସଂକ୍ରମଣ । ମାନୁଷପଦରରୁ ଜଣେ ବ୍ୟକ୍ତି ଇନ୍ଦ୍ରାବତୀକୁ ଯାଇଥିଲେ । ସେ ସେଠାରୁ ସଂକ୍ରମିତ ହୋଇ ମାନୁଷପଦର ଫେରିବା ପରେ ରାଜ୍ୟରେ ବ୍ୟାପିଛି ଡିପଥେରିଆ ସଂକ୍ରମଣ ।

Shami-Sania marriage
ବିବାହ କରିବେ କି ଶାମି-ସାନିଆ ? ଭାଇରାଲ ଖବରକୁ ନେଇ ମୁହଁ ଖୋଲିଲେ ଟେନିସ୍‌ ଷ୍ଟାରଙ୍କ ପିତା...

ସୋସିଆଲ ମିଡିଆରେ ଏହି ଚର୍ଚ୍ଚା ମଧ୍ୟରେ ସାନିଆ ମିର୍ଜାଙ୍କ ପିତା ଇମ୍ରାନ ମିର୍ଜା ଏହି ଗୁଜବ ଉପରେ ପ୍ରତିକ୍ରିୟା ରଖିଛନ୍ତି ।

Sarat Pattanayak
କଂଗ୍ରେସ ଭବନରେ ପିସିସି ସଭାପତିଙ୍କୁ କାଳିମାଡ଼

କଂଗ୍ରେସ ଭବନରେ ପଶି ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ କଲେ ଅସନ୍ତୁଷ୍ଟ ଗୋଷ୍ଠୀ ।

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।