୨୪ ନିର୍ବାଚନରେ କାହିଁକି କ୍ଷମତାଚ୍ୟୁତ ହେଲା ବିଜେଡି ? କାହିଁକି ଭୁଶୁଡ଼ିଲା ବିଶାଳ ଦୁର୍ଗ ? ଯଦିଓ ବିଜେଡି ସୁପ୍ରିମୋ ନବୀନ ପଚ୍ଚନାୟକ ଏହାର କାରଣ ଖୋଜୁଛନ୍ତି, ହେଲେ ଦଳର ବିପର୍ଯ୍ୟୟ ପାଇଁ ସିଧା ପାଣ୍ଡିଆନ୍ ଙ୍କୁ ଦାୟୀ କରି ଦଳରେ ଜୋର ଧରିଲାଣି ଅସନ୍ତୋଷ।
ମିଛ କହିଥିଲେ ଆଇପିଏସ୍ ଆଶିଷ ସିଂ। ଫିଟ୍ ଥାଇ ନିଜ ସ୍ବାସ୍ଥ୍ୟ ବାବଦରେ ଦେଇଥିଲେ ଭୁଲ୍ ତଥ୍ୟ। ତେଣୁ ତାଙ୍କ ବିରୋଧରେ ହେବ ଆକ୍ସନ।
ଭୁବନେଶ୍ୱରରୁ ୫ ଥର ସାଂସଦ ଥିଲେ ପ୍ରସନ୍ନ ପାଟ୍ଟଶାଣୀ । ୧୯୯୮ରୁ ୨୦୧୯ ଯାଏ ସେ ସାଂସଦ ଥିଲେ ।
ସତ୍ତାର ସତରଞ୍ଜରେ ବହୁ ଅଭିଜ୍ଞଙ୍କୁ ମାତ୍ ଦେଇଛନ୍ତି ଅପେକ୍ଷାକୃତ ନବାଗତ ପ୍ରାର୍ଥୀ। ବିଜେଡିର ବହୁ ହେଭିୱେଟଙ୍କୁ ବଡ଼ ଭୋଟ୍ ବ୍ୟବଧାନରେ ହରାଇ ଅଚାନକ ହିରୋ ପାଲଟି ଯାଇଛନ୍ତି ବହୁ ବିଜୟୀ ପ୍ରାର୍ଥୀ।
ରାଜ୍ୟବାସୀଙ୍କୁ BSKY ଆଶ୍ବସ୍ତି। ମୁଖ୍ୟ ସଚିବ କହିଲେ ବନ୍ଦ ହୋଇନି ଯୋଜନା, ଚିକିତ୍ସାରେ ଅବହେଳା କରୁଥିଲେ-ହସ୍ପିଟାଲ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ।
ବିଜେଡିର ପତନ ପରେ ଧିରେ ଧିରେ ମୁହଁ ଖୋଲୁଛନ୍ତି ବରିଷ୍ଠ। ନିର୍ବାଚନ ପରିଚାଳନାରେ ବରିଷ୍ଠ ନେତାଙ୍କୁ ଦୂରେଇ ରଖିବାରୁ ଦଳ ପରାଜିତ ହେଲା ବୋଲି ଶଶୀ ବେହେରା ମତ ରଖିଛନ୍ତି।
ବିଜେଡିର ବିପର୍ଯ୍ୟୟ ପରେ ନବୀନଙ୍କ ଭାବମୂର୍ତ୍ତି ବଞ୍ଚାଇବାର ଚେଷ୍ଟା । ସୋସିଆଲ୍ ମିଡିଆରେ ନବୀନଙ୍କୁ ମସିହା ସଜାଉଛନ୍ତି ବିଜେଡି ନେତା । ହେଲେ ବିଜେପି କହିଛି, ରାଜ୍ୟରେ ବର୍ତ୍ତମାନର ଏ ସ୍ଥିତି ପାଇଁ ନବୀନ ହିଁ ମୁଖ୍ୟ ଦୋଷୀ ।
ପୂର୍ଣ୍ଣ ବହୁମତ ମିଳିବା ପରେ ଏବେ ବିଜେପିର ମୁଖ୍ୟମନ୍ତ୍ରୀ କସରତ। ରାଜ୍ୟ ବିଜେପି ନେତାଙ୍କୁ ଦିଲ୍ଲୀ ଡାକରା। କିଏ ହେବ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ, ତାକୁ ନେଇ କଳ୍ପନା ଜଳ୍ପନା ଲାଗି ରହିଥିବା ବେଳେ ଅନେକ ନାଁ କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।
ରାଜ୍ୟବାସୀଙ୍କୁ BSKY ଆଶ୍ବସ୍ତି। ମୁଖ୍ୟ ସଚିବ କହିଲେ ବନ୍ଦ ହୋଇନି ଯୋଜନା, ଚିକିତ୍ସାରେ ଅବହେଳା କରୁଥିଲେ-ହସ୍ପିଟାଲ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ।
ବିଜେଡିର ପତନ ପରେ ଧିରେ ଧିରେ ମୁହଁ ଖୋଲୁଛନ୍ତି ବରିଷ୍ଠ। ନିର୍ବାଚନ ପରିଚାଳନାରେ ବରିଷ୍ଠ ନେତାଙ୍କୁ ଦୂରେଇ ରଖିବାରୁ ଦଳ ପରାଜିତ ହେଲା ବୋଲି ଶଶୀ ବେହେରା ମତ ରଖିଛନ୍ତି।
ପୂର୍ଣ୍ଣ ବହୁମତ ମିଳିବା ପରେ ଏବେ ବିଜେପିର ମୁଖ୍ୟମନ୍ତ୍ରୀ କସରତ। ରାଜ୍ୟ ବିଜେପି ନେତାଙ୍କୁ ଦିଲ୍ଲୀ ଡାକରା। କିଏ ହେବ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ, ତାକୁ ନେଇ କଳ୍ପନା ଜଳ୍ପନା ଲାଗି ରହିଥିବା ବେଳେ ଅନେକ ନାଁ କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।
ଗତକାଲି ବିଲମ୍ବିତ ରାତିରେ ଦିଲ୍ଲୀ ଯାଇଥିବା ସୂଚନା ମିଳିଛି । ଦିଲ୍ଲୀ ଯାଇ ସେଠାରେ ଏକ ପଞ୍ଚ ତାରକା ହୋଟେଲରେ ରହୁଥିବା ସୂଚନା ମିଳିଛି ।
ମୁଖ୍ୟମନ୍ତ୍ରୀ ପଦରୁ ନବୀନ ପଟ୍ଟନାୟକଙ୍କ ଇସ୍ତଫା ପରେ CMOରୁ ଇସ୍ତଫା ଦେଇଛନ୍ତି ଦୁଇ ବରିଷ୍ଠ ଆଇଏଏସ୍ ସୁରେଶ ମହାପାତ୍ର ଓ ଆର୍.ବାଲକ୍ରିଷ୍ଣନ୍।
ଅପରାହ୍ମ ୩ଟାରୁ ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହା ସନ୍ଧ୍ୟା ୭ ଟା ଯାଏଁ ଚାଲିବ । ସେଦିନ ଘଟଣାସ୍ଥଳରେ ଉପସ୍ଥିତ ଥିବା ପ୍ରତ୍ୟକ୍ଷଦର୍ଶୀ, ପୁରୀ ପୋଲିସ, ଏସପି, ଅଗ୍ନିଶମ ବିଭାଗ ଅଧିକାରୀ ଓ ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀ ବୟାନ ରଖିବେ।
ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ ହେବ । ଆଜି ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ବିଜେପି ସରକାର ଶପଥ ନେବା ପରେ ଆୟୁଷ୍ମାନ ଯୋଜନାକୁ ଲାଗୁ କରାଯିବ।
ନୂଆ ସରକାର ଗଠନ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ।
ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶପଥ ଗ୍ରହଣ ସମାରୋହ ଜୁନ୍ ୮ ତାରିଖ ସନ୍ଧ୍ୟାରେ ହୋଇପାରେ ।
ଇତିହାସ ରଚିବା ବଦଳରେ ଇତିହାସ ପାଲଟିଲେ ନବୀନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମହାବାତ୍ୟାରେ ଧରାଶାୟୀ ନବୀନ ମ୍ୟାଜିକ୍ ।
ରାଜଭବନ ଆସି ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି ନବୀନ ପଟ୍ଟନାୟକ ।