ଗୌତମ ଗମ୍ଭୀର ଟିମ୍ ଇଣ୍ଡିଆର ମୁଖ୍ୟକୋଚ୍ ଭାବେ ଦାୟିତ୍ୱ ଗ୍ରହଣ କରିବେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜାରି ରହିଛି ।
କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀ ୩୫ନଂ ବିଜେପି ବୁଥ୍ ସଭାପତିଙ୍କୁ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି ।
ନିର୍ବାଚନ କମିଶନଙ୍କ ତଥ୍ୟ ଅନୁସାରେ ଦିନ ୧ଟା ସୁଦ୍ଧା ବାଲେଶ୍ୱରରେ ସର୍ବାଧିକ ଭୋଟିଂ ହୋଇଛି । ସେଠାରେ ମତଦାନ ହାର ୪୦.୭୧ ପ୍ରତିଶତ ରହିଛି ।
ବିଜେଡି କର୍ମୀମାନେ ବିଜେପି ବିଧାୟକ ପ୍ରାର୍ଥୀଙ୍କ ଏଜେଣ୍ଟ ଓ ୩ ସମର୍ଥକଙ୍କୁ ପନିକିରେ ହାଣିବା ସହ ଠେଙ୍ଗାରେ ପିଟିଥିବା ଅଭିଯୋଗ ହୋଇଛି ।
ଭୋଟିଂ ବେଳେ ବାରମ୍ବାର EVM ତ୍ରୁଟି ହେବାରୁ ହନ୍ତସନ୍ତ ହେଉଛନ୍ତି ଭୋଟର । EVM ତ୍ରୁଟି ପାଇଁ କେଉଁଠି ଘଣ୍ଟାଏ ତ କେଉଁଠି ଦୁଇ ଘଣ୍ଟା ଭୋଟିଂ ବିଳମ୍ବ ହୋଇଛି ।
ମୃତ୍ୟୁବରଣ କରିଥିବା BLO ଜଣକ ହେଉଛନ୍ତି ମନୋରଞ୍ଜନ ସାହୁ। ମନୋରଞ୍ଜନ ବିଞ୍ଝାରପୁର ଓଳେଇଚନ୍ଦନପୁର ୧୫୭ନଂ ବୁଥ୍ରେ କାର୍ଯ୍ୟରତ ଥିଲେ ।
ଆଜି ସକାଳେ ବୃଦ୍ଧ ଜଣଙ୍କ ଭୋଟ ଦେବାକୁ ଈଶ୍ୱରପୁର ୧୫୯ ନଂ ବୁଥକୁ ଆସିଥିଲେ। ଏହି ସମୟରେ ସେ ବୁଥରେ ଅଚେତ୍ ହୋଇ ପଡ଼ିଯାଇଥିଲେ। ପରିବାର ଲୋକେ ସଙ୍ଗେ ସଙ୍ଗେ ତାଙ୍କୁ ମେଡିକାଲରେ ଭର୍ତ୍ତି କରିଥିଲେ । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
ନିର୍ବାଚନ କମିଶନଙ୍କ ତଥ୍ୟ ଅନୁସାରେ ସକାଳ ୯ଟା ସୁଦ୍ଧା ଜଗତସିଂହପୁରରେ ସର୍ବାଧିକ ଭୋଟିଂ ହୋଇଛି । ସେଠାରେ ମତଦାନ ହାର ୮.୫୪ ପ୍ରତିଶତ ରହିଛି ।
ଆଜି ସକାଳେ ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦାରେ ନିଆଁ ଲାଗିଯାଇଥିଲା । ଚାହୁଁଚାହୁଁ ଶୀଘ୍ର ନିଆଁ ଚାରିଆଡେ ବ୍ୟାପି ଯାଇଥିଲା ।
୧୮ତମ ଲୋକସଭା ସଦସ୍ୟଙ୍କ ପଞ୍ଜୀକରଣ ପାଇଁ ବ୍ୟାପକ ପ୍ରସ୍ତୁତି କରିଛି ଲୋକସଭା ସେକ୍ରେଟାରିଏଟ୍ ।
ରାଜ୍ୟରେ ଏବେ ମୃତ୍ୟୁର ଖେଳ ଖେଳୁଛି ଗ୍ରୀଷ୍ମ ପ୍ରବାହ । ଘରୁ ଗୋଡ଼ କାଢ଼ିଲେ ସତେଯେମିତି ଭିଡ଼ି ନେଉଛି ମରଣର କୋରଡ଼କୁ ।
କାହିଁକି ହଠାତ୍ ରୌଦ୍ର ନିଆଁ ଝାମ୍ପି ନେଉଛି ଜୀବନ । ରାଜ୍ୟରେ ଦୁଇ ଦିନରେ ୨୦ରୁ ଅଧିକ ଜୀବନହାନୀ ପରେ, ଓଡ଼ିଶାବାସୀଙ୍କୁ ଛାନିଆ କରିଛି ଓ ୧୯୯୮ ସ୍ଥିତି ବି ମନେ ପକାଇ ଦେଇଛି ।
କନ୍ୟାକୁମାରୀ ବିବେକାନନ୍ଦ ରକ୍ ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଧ୍ୟାନକୁ ପ୍ରାୟ ୨୪ ଘଣ୍ଟା ପୂରିବ । ମୋଟ ୪୫ ଘଣ୍ଟା ବିନା କୌଣସି ଆହାରରେ ମୌନବ୍ରତ ଧାରଣ କରି ଧ୍ୟାନରେ ବିତାଇବେ ମୋଦି । ଆସନ୍ତାକାଲି ଏହା ସଂପୂର୍ଣ୍ଣ ହେବ ।
ରାତି ପାହିଲେ ୨୪ ମହାସଂଗ୍ରାମର ଅନ୍ତିମ ପର୍ଯ୍ୟାୟ ଭୋଟ୍ ଲଢ଼େଇ । ରାଜ୍ୟର ୬ ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ କାଲି ସକାଳ ୭ରୁ ପଡ଼ିବ ଭୋଟ୍ ।
ରାତି ପାହିଲେ ୨୪ ମହାସଂଗ୍ରାମର ଅନ୍ତିମ ପର୍ଯ୍ୟାୟ ଭୋଟ୍ ଲଢ଼େଇ । ରାଜ୍ୟର ୬ ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ କାଲି ସକାଳ ୭ରୁ ପଡ଼ିବ ଭୋଟ୍ ।
ଘଟଣାସ୍ଥଳରୁ ଏକ କଳା ପଲିଥିନରୁ ଜବତ ହୋଇଛି ୫୦୦ ଟଙ୍କିଆ ନୋଟ୍ ବଣ୍ଡଲ୍ । ଧଳା କାଗଜ ଉପରେ ବିଭିନ୍ନ ପଞ୍ଚାୟତର ନାଁ ବି ଲେଖା ଯାଇଛି।
କାହିଁକି ହଠାତ୍ ରୌଦ୍ର ନିଆଁ ଝାମ୍ପି ନେଉଛି ଜୀବନ । ରାଜ୍ୟରେ ଦୁଇ ଦିନରେ ୨୦ରୁ ଅଧିକ ଜୀବନହାନୀ ପରେ, ଓଡ଼ିଶାବାସୀଙ୍କୁ ଛାନିଆ କରିଛି ଓ ୧୯୯୮ ସ୍ଥିତି ବି ମନେ ପକାଇ ଦେଇଛି ।
ଦିଲ୍ଲୀରେ ପାଣି ସଂକଟର ପ୍ରମୁଖ କାରଣ ହେଉଛି ଯମୁନା ନଦୀର ଜଳ ସ୍ତର କମିବା । ଏଥିପାଇଁ ଦିଲ୍ଲୀ ସରକାର ହରିୟାଣାକୁ ଦାୟୀ କରିଛନ୍ତି।
ଅନ୍ତିମ ପର୍ଯ୍ୟାୟ ନିର୍ବାଚନର ଠିକ୍ ପୂର୍ବରୁ ANIକୁ ସାକ୍ଷାତକାର ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏ ମନ୍ତବ୍ୟକୁ ନେଇ ସରଗରମ୍ ରାଜ୍ୟ ରାଜନୀତି।
ଉତ୍ତର ଭାରତରେ ସବୁ ରେକର୍ଡ ଭାଙ୍ଗୁଛି ହିଟୱେଭ୍ । ଏପଟେ ରାଜ୍ୟରେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଆହୁରି ୩ ଦିନ ଗ୍ରୀଷ୍ମପ୍ରବାହ । ଉପକୂଳ ଓଡ଼ିଶାରେ ଆହୁରି ୫ ଦିନ ଗରମ ଓ ଗୁଳୁଗୁଳି...