• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

ପ୍ରବଳ ବର୍ଷା, ଏହି ଜିଲ୍ଲାକୁ ଆଲର୍ଟ
Weather Update: ଅବପାତର ରୂପ ନେଲା ଲଘୁଚାପ, ଆଜି ବି ଲାଗି ରହିବ ବର୍ଷା

ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି ।

ପରିକ୍ରମା ପ୍ରକଳ୍ପ ଡିଜାଇନ୍‌ ବଦଳିବ
Srimandir Parikrama Project Row: ଆଇନମନ୍ତ୍ରୀଙ୍କ ବଡ଼ ବୟାନ; କହିଲେ ପରିବର୍ତ୍ତନ ହେବ ପରିକ୍ରମା ପ୍ରକଳ୍ପର ଡିଜାଇନ୍‌

ପୁରୁଣା ଡିଜାଇନ ସହ ଆଉ କିଛି ଆଡ୍ କରି ନୂଆ ଡିଜାଇନ ହେବ । ଶ୍ରଦ୍ଧାଳୁଙ୍କ ଧର୍ମିୟ ଭାବନାକୁ ଦେଖି ବ୍ୟବସ୍ଥା ହେବ ।

ପ୍ରିନ୍ସିପାଲ କରୁଥିଲେ ଅଣ୍ଡା ଚୋରି
Viral Video: ସ୍କୁଲରୁ Mid Day Meal ଅଣ୍ଡା ଚୋରି କରୁଥିଲେ ପ୍ରିନ୍ସପାଲ୍, ଭିଡିଓ ଭାଇରାଲ ପରେ ଆକ୍ସନ ମୁଡ୍‌ରେ ଶିକ୍ଷା ବିଭାଗ

ବିଦ୍ୟାଳୟର ପ୍ରିନ୍ସପାଲ୍ ପିଲାମାନଙ୍କ ପାଇଁ ଆଣିଥିବା ଅଣ୍ଡାକୁ ତାଙ୍କ ବ୍ୟାଗରେ ରଖି ଘରକୁ ନେଉଥିବାର ନଜର ଆସିଛନ୍ତି । ଭିଡିଓ ଭାଇରାଲ ହେବା ପରେ ଶିକ୍ଷା ବିଭାଗ ପକ୍ଷରୁ ଏକ ତଦନ୍ତ କରାଯାଇଥିଲା ।

କେମିତି ହୋଇଥିଲା CDSଙ୍କ ହେଲିକପ୍ଟର କ୍ରାସ୍‌ ?
Bipin Rawat Chopper Crash: କେମିତି ହୋଇଥିଲା CDS ବିପିନ୍‌ ରାୱତଙ୍କ ହେଲିକପ୍ଟର କ୍ରାସ୍‌, ସାମ୍ନାକୁ ଆସିଲା ରିପୋର୍ଟ...

ମଙ୍ଗଳବାର ସଂସଦରେ ଉପସ୍ଥାପିତ ହୋଇଥିବା ରିପୋର୍ଟରେ ପ୍ରତିରକ୍ଷା ଷ୍ଟାଣ୍ଡିଂ କମିଟି ୧୩ ତମ ପ୍ରତିରକ୍ଷା ଯୋଜନା ଅବଧି ମଧ୍ୟରେ ଭାରତୀୟ ବାୟୁସେନା ବିମାନ ସହିତ କେତେ ଥର ଦୁର୍ଘଟଣା ହୋଇଛି ସେ ସମ୍ପର୍କରେ ତଥ୍ୟ ରଖାଯାଇଥିଲା ।

ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ରେଡ୍‌
Niranjan Patnaik: ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ED ରେଡ୍‌

ଆଜି ସକାଳ ୭ଟାରୁ ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ପକ୍ଷରୁ ରେଡ୍‌ କରାଯାଉଛି । ଇଡିର ୮ରୁ ୧୦ଜଣ ଅଧିକାରୀ ନିରଞ୍ଜନଙ୍କ ଘରେ ପହଞ୍ଚି ଚଢ଼ାଉ କରିଥିଲେ ।

ଜଳିଗଲା ୪୦ ଗାଡ଼ି
Bhankrota Fire Accident: ରାଜସ୍ଥାନରେ ଭୟଙ୍କର ଦୁର୍ଘଟଣା...୪୦ ଗାଡ଼ିରେ ଲାଗିଲା ନିଆଁ, ୫ ଜୀବନ୍ତ ଦଗ୍ଧ

ଆଜି ସକାଳ ପ୍ରାୟ ୫ଟା ୩୦ରେ ଜୟପୁର ଭାନ୍‌କ୍ରୋଟା ସ୍ଥିତ ଏକ ପେଟ୍ରୋଲ୍‌ ପମ୍ପ ସାମ୍ନାରେ ଏକ LPG ବୋଝେଇ ଟ୍ରକ୍‌ ଓ CNG ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା ।

ଭାରତ ଛାଡ଼ିବେ ବିରାଟ୍‌ !
Virat Kohli Leaving India: କୋହଲିଙ୍କ କୋଚ୍‌ଙ୍କ ବଡ଼ ଖୁଲାସା, ଭାରତ ଛାଡ଼ି ସବୁଦିନ ପାଇଁ ଲଣ୍ଡନ ପଳାଇବେ ବିରାଟ

ବିରାଟଙ୍କ କୋଚ୍ ରାଜକୁମାର ଶର୍ମା ଜାତୀୟ ଗଣମାଧ୍ୟମରେ ଏହି ସାକ୍ଷାତକାର ଦେଇଥିଲେ । ଏହି ସାକ୍ଷାତକାରରେ ତାଙ୍କୁ ପ୍ରଶ୍ନ କରାଯାଇଥିଲା ଯେ ବିରାଟ କୋହଲି ସବୁଦିନ ପାଇଁ ଭାରତ ଛାଡ଼ି ଲଣ୍ଡନରେ ବସବାସ କରିବାକୁ ଯୋଜନା କରୁଛନ୍ତି କି ?

Youtuberଙ୍କ ଉପରେ ୧୦ କୋଟି ଫାଇନ୍‌
SEBI Fines Youtuber: ୟୁଟ୍ୟୁବ୍‌ରେ ଦେଉଥିଲେ ସେୟାର ମାର୍କେଟ୍‌ ଟିପ୍ସ, SEBI ଲଗାଇଲା ୧୦ କୋଟିର ଫାଇନ୍‌

ରେଜିଷ୍ଟ୍ରେସନ୍ ନ କରି, ନିବେଶ ସମ୍ପର୍କିତ ପରାମର୍ଶ ଦେବା ଓ ସେ ସମ୍ପର୍କିତ ଭିଡିଓ କରି କୋଟି କୋଟି ଟଙ୍କା ଆୟ କରିଥିବା ରବୀନ୍ଦ୍ର ଭାରତୀଙ୍କୁ ମୋଟା ଅଙ୍କର୍ ଫାଇନ୍ ପକାଇଛି SEBI ।

ଜେଲରୁ ବାହାରିଲେ ୩ ଅଭିଯୁକ୍ତ
10 Lakh Bribery Case: 'ମୋ ସହ ଷଡ଼ଯନ୍ତ୍ର ହୋଇଛି, ସମୟ ଆସିଲେ ସତ ସାମ୍ନାକୁ ଆସିବ'

ଜେଲରୁ ବାହାରିବା ପରେ ବ୍ରିଜ୍ ଆଣ୍ଡ୍ ରୁଫ୍ କମ୍ପାନୀର ଗ୍ରୁପ୍ ଜେନରାଲ ମ୍ୟାନେଜର ଚଞ୍ଚଳ ମୁଖାର୍ଜୀଙ୍କ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ତାଙ୍କ ସହ ଷଡ଼ଯନ୍ତ୍ର ହୋଇଛି । ସମୟ ଆସିଲେ ସତ ସାମ୍ନାକୁ ଆସିବ ।

ରାହୁଲଙ୍କ ଧକ୍କାବାଜି, ଦେଶ ହୁଲସ୍ତୁଲ
Scuffle in Parliament: ସଂସଦରେ ଧକ୍କାକାଣ୍ଡକୁ ନେଇ ସାରା ଦେଶ ହୁଲସ୍ତୁଲ, ଅଭିଯୋଗ ପ୍ରତି-ଅଭିଯୋଗ ସହ ଥାନାକୁ ଗଲେ ଦୁଇ ଦଳ

ସମ୍ବିଧାନ...ଆମ୍ବେଦକର...ବାକ୍ ଲଢ଼େଇରୁ ଧକ୍କାମୁକ୍କି, ରକ୍ତପାତ...ସଂସଦ ବାହାରେ ଶାସକ ଏନଡିଏ-ବିରୋଧୀ ଇଣ୍ଡି ମେଣ୍ଟ ମଧ୍ୟରେ ଟକରାଟକରିରୁ ସାଂଘାତିକ ସ୍ଥିତି । ଠେଲାପେଲାରୁ ଶିଡ଼ି ପାହାଚରୁ ପଡ଼ି ପୂର୍ବତନ ମନ୍ତ୍ରୀ ତଥା ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ମୁଣ୍ଡରେ ଗଭୀର ଆଘାତ।

ନୂଆବର୍ଷରୁ ନୂଆ ଦର୍ଶନ ବ୍ୟବସ୍ଥା
Srimandir: ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା, ସ୍ବତନ୍ତ୍ର ବାରିକେଡ୍ ଯୋଗେ ଦର୍ଶନ କରିବେ ଶ୍ରଦ୍ଧାଳୁ

ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା । ଜାନୁଆରୀ ପହିଲାରୁ ଲାଗୁ ହେବ ନାଟମଣ୍ଡପରେ ବ୍ୟାରିକେଡ୍ ଓ ରାଂପ୍ ସିଷ୍ଟମ । ସ୍ବତନ୍ତ୍ର ବାରିକେଡ୍ ଯୋଗେ ଶ୍ରୀଜିଉଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ ।

ଅଶ୍ୱିନଙ୍କ ପରେ ବିରାଟ- ରୋହିତ !
Virat Kohli, Rohit Sharma to follow Ashwin ?: ଅଶ୍ୱିନ୍‌ଙ୍କ ପରେ ଅବସର ନେବେ ବିରାଟ କୋହଲି ଓ ରୋହିତ ଶର୍ମା !

ଜାତୀୟ ଗଣମାଧ୍ୟମର ଏକ ରିପୋର୍ଟରେ କୁହାଯାଇଛି ଯେ ଭାରତୀୟ କ୍ରିକେଟ୍ ଏକ ବଡ଼ ପରିବର୍ତ୍ତନ ଆଡ଼କୁ ଯାଉଛି । କ୍ରିକବଜ୍ ରିପୋର୍ଟ ଅନୁଯାୟୀ, ବହୁ ବରିଷ୍ଠ ଖେଳାଳି ଆସନ୍ତା ବର୍ଷ ଜୁନ୍-ଜୁଲାଇରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଅବସର ନେଇପାରନ୍ତି ।

ଆସନ୍ତା ୩ ଦିନ ବର୍ଷା ସମ୍ଭାବନା !
Odisha Weather Update: ଆସନ୍ତା ୩ ଦିନ ରାଜ୍ୟରେ ବର୍ଷା ସମ୍ଭାବନା, ୨୨ ପରେ ପାଗରେ ପରିବର୍ତ୍ତନ

ଲଘୁଚାପ ପ୍ରଭାବରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି ।

ରାହୁଲ...ତୁମକୁ ଲାଜ ଲାଗୁନି
When Rahul Came To See Pratap: ପ୍ରତାପ ଷଡ଼ଙ୍ଗୀଙ୍କ ପାଖକୁ ଯାଉଥିଲେ ରାହୁଲ... ବିଜେପି ସାଂସଦ କହିଲେ; ‘ତୁମେ ଗୁଣ୍ଡାଗର୍ଦ୍ଦି କରୁଛ କି ?’

ରାହୁଲ ଗାନ୍ଧି କିଛି ସାଂସଦଙ୍କୁ ଠେଲି ଦେଇଥିଲେ। ଏଥିରେ ସଂସଦର ମକର ଦ୍ବାରର ସିଡି ଉପରରୁ ତଳକୁ ପଡ଼ି ଯାଇଥିଲେ ପ୍ରତାପ। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି, ୫ଟି ଷ୍ଟିଚ୍ ପଡିଛି ।

‘ନୂଆବର୍ଷରୁ ନୂଆ ଦର୍ଶନ ବ୍ୟବସ୍ଥା’
Special Darshan Arrangements: ଶ୍ରୀମନ୍ଦିରରେ ନୂଆବର୍ଷରୁ ନୂଆ ଦର୍ଶନ ବ୍ୟବସ୍ଥା, ସ୍ବତନ୍ତ୍ର ବାରିକେଡ୍ ଯୋଗେ ଶ୍ରୀଜିଉଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ

ଆନନ୍ଦବଜାରରେ ଶୃଙ୍ଖଳା ପ୍ରସଙ୍ଗରେ ମଧ୍ୟ ମୁଖ୍ୟ ପ୍ରଶାସକ ପ୍ରତିକ୍ରିୟା ରଖି କହିଛନ୍ତି- ଏନେଇ ଏକ କମିଟି ଗଠନ ହୋଇଛି। ପୂର୍ବରୁ ଆନନ୍ଦବଜାର ଶୃଙ୍ଖଳା ପାଇଁ ସେନା ନିବୃତ କର୍ମଚାରୀ ଗଠନ କରାଯାଇଛି।

ପୁଣି ଓଡ଼ିଶା ଆସିବେ ଶାହ
Amit Shah: ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ, ବିଧାୟକ ଟ୍ରେନିଂ କାର୍ଯ୍ୟକ୍ରମରେ ଦେବେ ଯୋଗ

ଏହି ଦୁଇ ଦିନିଆ ଗସ୍ତ ସମୟରେ ଅମିତ ଶାହ ଭୁବନେଶ୍ୱରରେ ବିଧାୟକଙ୍କ ଟ୍ରେନିଂ କାର୍ଯ୍ୟକ୍ରମରେ ଯୋଗ ଦେବେ । ସେହିପରି ସମ୍ବଲପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।

Coastal Security
Video: ଉପକୂଳରେ ଭୟ ବଢ଼ାଉଛି VHF

ଓଡ଼ିଶା ଉପକୂଳରେ ଭୟ ବଢ଼ାଉଛି ଭିଏଚ୍ଏଫ୍ । ବ୍ୟକ୍ତିଗତ ଭାବେ ଘରେ ଘରେ ଲଗାଯାଇଥିବା ଭିଏଚଏଫ୍‌କୁ ନେଇ ବଢ଼ିଛି ଶଙ୍କା ।

Kashmirs Chenab Bridge
Video: ବିଶ୍ୱର ସବୁଠୁ ଉଚ୍ଚ ରେଲୱେ ବ୍ରିଜରେ ଓଟିଭି

ଦୁନିଆର ସବୁଠୁ ଉଚ୍ଚ ରେଲୱେ ବ୍ରିଜ୍ । ଅଦ୍ଭୁତ...ଅକଳ୍ପନୀୟ...ଅବିଶ୍ୱସନୀୟ । ଆଖି ପାଉନି । ନଦେଖିଲେ ବିଶ୍ୱାସ ହେବନି ।

MP-MLAଙ୍କୁ ଗୁରୁତ୍ୱ ନଦେଲେ...
Video: ମୋହନ ସରକାରରେ ପାୱାରଫୁଲ୍ ହେବେ ଜନପ୍ରତିନିଧି

ନବୀନ ସରକାରରେ ଚାଲିଥିଲା ଏକଛତ୍ରବାଦ । ପାୱାରଲେସ୍ ଥିଲେ ବିଧାୟକ, ସାଂସଦ । କିନ୍ତୁ ମୋହନ ସରକାରରେ ପାୱାରଫୁଲ୍ ହେବେ ଜନପ୍ରତିନିଧି । ସେମାନଙ୍କ ଅଭିଯୋଗ ଆଉ କଥା ଶୁଣିବାକୁ ଖୋଲିବ ସ୍ପେଶାଲ ସେଲ୍ ।

ଅଶ୍ୱିନଙ୍କ ଅବସର
Video: ଟିମ୍ ଇଣ୍ଡିଆ ଜର୍ସିରେ ଆଉ ଦିଶିବେନି ଅଶ୍ବିନ

ଥ୍ୟାଙ୍କ୍ ୟୁ ଅଶ୍ୱିନ୍ ... ଏକ ଚମତ୍କାର କ୍ୟାରିଅର୍ ପାଇଁ, ଭାରତକୁ ଏତେ ମ୍ୟାଚ୍ ଜିତାଇବା ପାଇଁ, ସ୍ପିନର ଯାଦୁ ପାଇଁ...ଆଜି ଯେତେବେଳେ ବ୍ରିସବେନ୍ ଟେଷ୍ଟ ଡ୍ର’ ଆଡ଼କୁ ବଢ଼ୁଥିଲା, ସମସ୍ତଙ୍କ ନଜର ଥିଲା ଭାରତୀୟ ଟିମର ଡ୍ରେସିଂ ରୁମ୍ ଉପରେ...

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।