ଭାଇରାଲ ହେଉଥିବା ଭିଡିଓରେ ଦେଖିବାକୁ ମିଳୁଛି କି ଜଣେ ଯୁବକ ତ୍ରିଚେର କୋଲିଡାମ ନଦୀ ବ୍ରିଜ୍ ଉପରେ ଥିବା ରୋଡ୍ ଡିଭାଇଡର ଉପରେ ବାଇକ୍ ଚଲାଉଛନ୍ତି ।
ଭୀଷଣ ରୂପ ଧାରଣ କରି ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ଲ୍ୟାଣ୍ଡଫଲ୍ । ପ୍ରାୟ ୪ ଘଣ୍ଟା ଧରି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି ରହିବ ।
ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ କେକେଆର ଫାଇନାଲ୍ ମ୍ୟାଚ୍ରେ ସନ୍ ରାଇଜର୍ସ ହାଇଦ୍ରାବାଦକୁ ... ୱିକେଟ୍ରେ ପରାସ୍ତ କରି ତୃତୀୟ ଥର ପାଇଁ ହାତେଇଛି ଆଇପିଏଲ ଟାଇଟଲ ।
ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ । ଏଥର ପାସ୍ ହାର ରହିଛି ୯୬.୦୭ ପ୍ରତିଶତ, ଯାହାକି ଗତବର୍ଷର ପାସ୍ ହାରଠାରୁ ସାମାନ୍ୟ କମ୍ । ତେବେ ପୁଅଙ୍କ ତୁଳନାରେ ଆଗରେ ରହିଛନ୍ତି ଝିଅ ।
ବେଗୁନିଆ କାଉଁରିପାଟଣା ବୁଥ୍ ଇଭିଏମ୍ ଭଙ୍ଗାରୁଜା ଘଟଣାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜେଲ୍ ପଠାଯିବା ଘଟଣାରେ ତେଜିଛି ରାଜନୀତି ।
କେବଳ ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ବିଜେଡି ନିଯୁକ୍ତ କରିଛି ୧୬ ଜଣ ସହ ପର୍ଯ୍ୟବେକ୍ଷକ । ଆଉ ଚାନ୍ଦବାଲିରେ ବି ୮ ନେତାଙ୍କୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ।
ତୃତୀୟ ପର୍ଯ୍ୟାୟ ନିର୍ବାଚନ ସରିବା ସହିତ ରାଜ୍ୟର ୧୦୫ ବିଧାନସଭା ଓ ୧୫ ଲୋକସଭା ଆସନରେ ନିର୍ଦ୍ଧାରିତ ହୋଇସାରିଛି ପ୍ରାର୍ଥୀଙ୍କ ଭାଗ୍ୟ ।
ତୃତୀୟ ପର୍ଯ୍ୟାୟ ନିର୍ବାଚନ ସରିବା ସହିତ ରାଜ୍ୟର ୧୦୫ ବିଧାନସଭା ଓ ୧୫ ଲୋକସଭା ଆସନରେ ନିର୍ଦ୍ଧାରିତ ହୋଇସାରିଛି ପ୍ରାର୍ଥୀଙ୍କ ଭାଗ୍ୟ ।
କେବଳ ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ବିଜେଡି ନିଯୁକ୍ତ କରିଛି ୧୬ ଜଣ ସହ ପର୍ଯ୍ୟବେକ୍ଷକ । ଆଉ ଚାନ୍ଦବାଲିରେ ବି ୮ ନେତାଙ୍କୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ।
ଗତକାଲି କୋଶଳା ପଂଚାୟତ ଶିମିଳିସାହି ୮୪ ନମ୍ବର ବୁଥରେ ଭୋଟରଙ୍କୁ ବିଧାୟକ ସୁଶାନ୍ତ ବେହେରା ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା ।
ଢେଙ୍କାନାଳ ହିନ୍ଦୋଳ ବାହାଲୁଣ୍ଡା ବୁଥ୍ ନମ୍ବର ୧୩୬ରେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ ହୋଇଛି । ହିନ୍ଦୋଳ ମେଡିକାଲରେ ମୃତ ଘୋଷଣା କରିଛନ୍ତି ଡାକ୍ତର ।
ନିର୍ବାଚନ ପାଇଁ ବିଜେଡିର ମୁଖ୍ୟ ପ୍ରସଙ୍ଗ ମାଗଣା ବିଜୁଳି । ହେଲେ ବିଜେଡି ମୁଖିଆଙ୍କ ସହ ପାଣ୍ଡିଆନଙ୍କୁ ବି ଧୋଇଦେଲେ ଏହି ମଉସା ।
ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଧାଡ଼ିରେ ଛିଡ଼ା ହୋଇଥିବା ବେଳେ ପାଖରେ ପିଟାପିଟି ହୋଇଥିଲା । ମାଡ଼ପିଟ୍ରେ ଉଭୟ ଗୋଷ୍ଠୀର ୪ ଜଣ ଆହତ ହୋଇଛନ୍ତି ।
ମୋବାଇଲ ନ ନେବାକୁ ନିୟମ ଲାଗୁ ହୋଇଥିବା ବେଳେ ଅନେକ ଲୋକ ଏକଥା ଜାଣି ନାହାନ୍ତି । ଏପଟେ ମତଦାନ କେନ୍ଦ୍ରରେ ବି ମୋବାଇଲ ରଖିବାକୁ କୌଣସି ବ୍ୟବସ୍ଥା ହୋଇନଥିବାରୁ ଭୋଟର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ।
୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନରେ ଅଛନ୍ତି ୬୪ ପ୍ରାର୍ଥୀ । ଏମାନଙ୍କ ମଧ୍ୟରୁ ୫୫ ଜଣ ପୁରୁଷ ଓ ୯ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ୪୨ ବିଧାନସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୩୮୩ ପ୍ରାର୍ଥୀ ।
ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ଜଣ ମାଓବାଦୀ ଟଳିପଡିଛନ୍ତି। ମୃତାହତଙ୍କ ସଂଖ୍ୟା ଅଧିକ ହୋଇଥାଇପାରେ ବୋଲି ଆଶଙ୍କା କରାଯାଉଛି।
ଗଲା କିଛି ଦିନ ଭିତରେ ନବୀନ, ରାଜଧାନୀରେ ତିନି ତିନିଟି ରୋଡ୍ ସୋ କରିଥିବା ବେଳେ କେଉଁ ଗୋଟିଏ ରୋଡ୍ ସୋ'ରେ ବି ସେମିତି ଭିଡ଼ ଦେଖିବାକୁ ମିଳିନଥିଲା ।
ପ୍ରଥମ ଓ ଦ୍ୱିତୀୟ ଦଫା ଭଳି ତୃତୀୟ ଓ ଚତୁର୍ଥ ପାଳି ଭୋଟ୍ ପୂର୍ବରୁ ଶାସକ ବିଜେଡି ଉପରେ କେନ୍ଦ୍ରୀୟ ନେତାଙ୍କ ପ୍ରଚଣ୍ଡ ପ୍ରହାର । ମୟୁରଭଞ୍ଜ, ଭଦ୍ରକ, ଯାଜପୁର ଓ ଜଗତସିଂହପୁର ସଂସଦୀୟ କ୍ଷେତ୍ରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ତ ସେପଟେ ସମ୍ବଲପୁର ଓ...