ମହେନ୍ଦ୍ର ସିଂ ଧୋନି ବାଇକ୍ ଚଲାଉଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । କିନ୍ତୁ ଏଥର ମାହିଙ୍କୁ ବ୍ୟାଟ୍ କିମ୍ବା ବଲ୍ ସହିତ ନୁହେଁ ବରଂ ତାଙ୍କ ପୁରୁଣା ୟାମାହା RD 350 ସହିତ ଦେଖିବାକୁ ମିଳୁଛି ।
ଉତ୍କଳ ଭୂମିର ଶାସନ ଜଗନ୍ନାଥ ପରମ୍ପରାକୁ ଆଗକୁ ନେଉଥିବା ବ୍ୟକ୍ତି ହିଁ କରିବ । ପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରାକୁ ବନ୍ଦ କରିବାକୁ ଷଡ଼ଯନ୍ତ୍ର କରାଯାଇଥିଲା । କିନ୍ତୁ ପ୍ରଧାନମନ୍ତ୍ରୀ ଜଗନ୍ନାଥ ପରମ୍ପରାକୁ ଅକ୍ଷୂଣ୍ଣ ରଖିବାକୁ କାମ କରିଥିଲେ ।
କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଗ୍ରାମ ପିଛା ୬,୮୩୦ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୪,୬୪୦ ଟଙ୍କା ରହିଛି ।
ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ପତାକାକୁ ଅର୍ଦ୍ଧନମିତ କରାଯିବା ସହ ଦେଶବ୍ୟାପୀ ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳନ ହେବ ବୋଲି ଘୋଷଣା କରାଯାଇଛି ।
ବିଜେଡି ପ୍ରାର୍ଥୀ ସାରଦା ନାୟକଙ୍କ ପାଇଁ ଉତ୍ତେଜନା । ବିଜେଡି ବିଧାୟକ ପ୍ରାର୍ଥୀ ସାରଦା ନାୟକ ତାଙ୍କ କର୍ମୀଙ୍କୁ ନେଇ ବୁଥ୍ ଭିତରେ ପଶିବାକୁ ଉଦ୍ୟମ କରିଥିଲେ।
ବାସ୍ତବରେ ଜିଓଫ୍ରେ ହିଣ୍ଟନ୍ କହିଛନ୍ତି ଯେ ବିଗତ କିଛି ଦିନ ହେବ ସେ ବହୁତ ଚିନ୍ତିତ ଅଛନ୍ତି କାରଣ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଟେକ୍ନୋଲୋଜି ଅନେକ ଚାକିରି ଛଡାଇ ନେଇଛି ।
ଅରମାନ କହିଥିଲେ ଦିନେ ସେ ମିସ୍ତ୍ରୀ ଓ ଗାଡି ମେକାନିକ ଭାବେ କାର୍ଯ୍ୟ କରୁଥିଲେ। କରୋନା ସମୟରେ ତାଙ୍କ ପାଖରେ କିଛି ନଥିଲା ।
କିଛି ଭୋଟରଙ୍କୁ ଧରି ଅଟୋ ଚାଳକ ଯିବାବେଳେ ହତ୍ୟା କରାଯାଇଥିବା ସୂଚନା । ତେବେ କେଉଁମାନେ ହତ୍ୟା କରିଛନ୍ତି ଏବଂ ହତ୍ୟାର କାରଣ ଏବେ ବି ଅସ୍ପଷ୍ଟ ରହିଛି ।
ବୁଥ୍ ଭିତରେ ବିଜେଡି କର୍ମୀ ରିଗିଂ ଉଦ୍ୟମ କରୁଥିବା ଅଭିଯୋଗ ବେଳେ ହାତାହାତି ପରିସ୍ଥିତି ସୃଷ୍ଟି ହୋଇଛି ।
ଶ୍ରୀମନ୍ଦିର ଓ ରତ୍ନଭଣ୍ଡାର ପ୍ରସଙ୍ଗରେ ମଧ୍ୟ ବିଜେଡି ଉପରେ ବର୍ଷିଛନ୍ତି ମୋଦି । ସେ କହିଛନ୍ତି, ବିଜେଡି ଶାସନରେ ଜଗନ୍ନାଥ ସଂସ୍କୃତି ବି ସୁରକ୍ଷିତ ନୁହେଁ । ଗଲା ୬ ବର୍ଷ ହେଲାଣି ରତ୍ନଭଣ୍ଡାର ଚାବିର ପତ୍ତା ମିଳୁନି ।
ଏବେ ଯେମିତି ସୁରଙ୍କର ସେହି କଥା ପାଇକ ପୁଅର ନୁହେଁ ବରଂ ପାଣିର ଗାର ପରି ଦୃଶ୍ୟମାନ ହୋଇଛି । ବାରମ୍ବାର ନୀତି, ନୈତିକତା ଓ ଜଣେ ଶୃଙ୍ଖଳିତ କର୍ମୀ ବୋଲି କହି ଆସୁଥିବା ସୁର ଆଜି ପୁତ୍ର ମୋହରେ ଯେମିତି ଅନ୍ଧ ହୋଇଯାଇଛନ୍ତି ।
ପୁଅର ଫେରିବା ବାଟକୁ ଅନାଇ ବସିଛି ପରିବାର । କାନ୍ଦି କାନ୍ଦି ବାପା-ମା’ ଓ କୁନି ଭଉଣୀ ଆଖିରୁ ଲୁହ ଶୁଖିଲାଣି ।
ଭୋଟ୍ ଦେଉଛି ଓଡ଼ିଶା। ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ। ୫ଟି ସଂସଦୀୟ କ୍ଷେତ୍ର
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ବେଳେ ଜଗନ୍ନାଥ ମନ୍ଦିର ଚାରିପାଖେ ଥିବା ପ୍ରାୟ ୨୦ଟି ପୁରାତନ ମଠର ହଜି ଯାଇଛି ସତ୍ତା ।
ବିଜେଡିକୁ ଲାଗିଲା ବଡ଼ ଝଟକା । ପୂର୍ବତନ ମନ୍ତ୍ରୀ ତଥା ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶ ଶେଷରେ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି ।
ଟିଟିଲାଗଡ଼ ଡିଏଭି କଲେଜ ଡିସପୋଜାଲ୍ ସେଣ୍ଟରରୁ ଭୋଟିଂ ସାମଗ୍ରୀ ସଂଗ୍ରହ ବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ ସୁଶୀଲ ଆଚାର୍ଯ୍ୟ । ତାଙ୍କୁ ଟିଟିଲାଗଡ଼ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରୁ ବଲାଙ୍ଗିର ସ୍ଥାନାନ୍ତର ବେଳେ ଆଖି ବୁଜିଥିଲେ ସୁଶୀଲ ଆଚାର୍ଯ୍ୟ ।
ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ମୋଦି ।
ସ୍ପେନ ଓ ପର୍ତ୍ତୁଗାଲବାସୀ ଏହି ବିରଳ ମହାଜାଗତିକ ଦୃଶ୍ୟକୁ ନିଜ କ୍ୟାମେରାରେ କଏଦ କରିଛନ୍ତି, ଯାହାର ଭିଡିଓ ସୋସିଆଲ୍ ମିଡିଆରେ ବେଶ୍ ଭାଇରାଲ୍ ହେବାରେ ଲାଗିଛି।
ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଲାଗି ୫ ଲୋକସଭା ଏବଂ ଏହା ଅନ୍ତର୍ଗତ ୩୫ ବିଧାନସଭା କ୍ଷେତ୍ରରେ ମୋଟ ୩୩ ହଜାର ପୋଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି ।