• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

Devi Mishra
ପ୍ରଚାର ମୈଦାନରେ ହଟହଟା ହେଲେ ଦେବୀ ମିଶ୍ର, ଗରା ଓ ବାଲଟି ଧରି ବିରୋଧ କଲେ ଗ୍ରାମବାସୀ

ହଟହଟା ହେଲେ ବଡ଼ମ୍ବା ବିଧାୟକ ପ୍ରାର୍ଥୀ ଦେବୀ ମିଶ୍ର । ପାଣି ସମସ୍ୟାର ସମାଧାନ ପାଇଁ ଘେରିଲେ ଗାଁ ଲୋକ ।

Rajnath Singh
ରେଢ଼ାଖୋଲରେ ବର୍ଷିଲେ ରାଜନାଥ; କହିଲେ, ବିଜେପି ସରକାର ଆସିଲେ ହେବ ରତ୍ନଭଣ୍ଡାର ତଦନ୍ତ

ଓଡ଼ିଶାରେ ପକ୍କା ଘର ଯେଭଳି ହେବା କଥା ବିଜେଡି ସରକାର କରିନି । ବିଜେପି ସରକାର ଆସିଲେ ଓଡ଼ିଶାରେ ଆୟୁଷ୍ମାନ ଯୋଜନା ଲାଗୁ ହେବ ।

Aparajita Sarangi
ପାଣ୍ଡିଆନଙ୍କୁ ଅପରାଜିତାଙ୍କ ଟାର୍ଗେଟ, ସୀମା ଭିତରେ ରହିବାକୁ ଦେଲେ ପରାମର୍ଶ

କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ‘ଔକାତ୍’ ଏବଂ ‘ଦମ୍’ ଶବ୍ଦର ବ୍ୟବହାର କରିବା ବି ଅନୁଚିତ । ପୂର୍ବତନ ଆଇଏଏସ୍ ଅଧିକାରୀ ପାଣ୍ଡିଆନ ବାବୁଙ୍କୁ ଏହା ଶୋଭା ପାଉନି ବୋଲି କହିଛନ୍ତି ଅପରାଜିତା ।

Amit Shah
୨୧ରେ ପୁଣି ଆସିବେ ଅମିତ ଶାହ, ୪ଟି ସ୍ଥାନରେ କରିବେ ଜନସଭା

ଓଡ଼ିଶାରେ ପହଞ୍ଚିବା ପରେ ପ୍ରଥମେ ସମ୍ବଲପୁରରେ ବିଶାଳ ଜନସଭା କରିବେ ଶାହ । ଏହାପରେ କେନ୍ଦୁଝର, ପର୍ଜଙ୍ଗ ଓ ନୟାଗଡ଼ ସଭାରେ ଯୋଗ ଦେବେ ଅମିତ ଶାହ ।

Inflation Rate in Odisha
ଦରଦାମ ବୃଦ୍ଧିରେ ଓଡ଼ିଶା ଏକ ନମ୍ବର, ଏପ୍ରିଲରେ ଖୁଚୁରା ମୁଦ୍ରାସ୍ଫୀତି ହାର ୭.୧ %

ଏପ୍ରିଲ ମାସରେ ଦେଶର ହାରାହାରି ମୁଦ୍ରାସ୍ଫୀତି ହାର ୧୧ ମାସର ସର୍ବନିମ୍ନ ସ୍ତର ୪.୮ ପ୍ରତିଶତକୁ ଖସିଥିବା ବେଳେ ଓଡ଼ିଶାରେ କିନ୍ତୁ ଖସିବାର ନାଁ ଧରୁନି ଦରଦାମ ବୃଦ୍ଧି ।

Gautam Gambhir
ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ହେବେ ଗମ୍ଭୀର !

ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାରତୀୟ ଦଳର ପୂର୍ବତନ ଓପନର ଗୌତମ ଗମ୍ଭୀରଙ୍କୁ ଟିମ୍‌ ଇଣ୍ଡିଆର ପରବର୍ତ୍ତୀ କୋଚ୍‌ କରିବାକୁ ଚାହୁଁଛି ବିସିସିଆଇ ।

Bus Accident
ଟୁରିଷ୍ଟ ବସ୍‌ରେ ଲାଗିଲା ନିଆଁ, ଚାଲିଗଲା ୯ ଜୀବନ

୬୦ ତୀର୍ଥଯାତ୍ରୀଙ୍କୁ ଧରି ଯାଉଥିବା ବେଳେ ନୁହର ତାବଡ଼ ଉପମଣ୍ଡଳ ସୀମାରେ ହଠାତ୍‌ ବସ୍‌ରେ ନିଆଁ ଲାଗି ଯାଇଥିଲା । ଶୁକ୍ରବାର ରାତି ପ୍ରାୟ ୧.୩୦ରେ ଏହି ଭୟଙ୍କର ବସ୍‌ ଦୁର୍ଘଟଣା ହୋଇଥିଲା ।

Bikram Keshari Arukha
ଗାଡ଼ି ଚେକିଂ ବେଳେ ରାଗିଗଲେ ମନ୍ତ୍ରୀ, ଭାଇରାଲ ହେଲା ଭିଡିଓ

ତନରଡା ନିକଟରେ ପୋଲିସ ଗାଡି ଚେକିଂ ଚାଲିଥିଲା। ଏହି ସମୟରେ ଆସୁଥିବା ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଗାଡିକୁ ଚେକିଂ ପାଇଁ ପୋଲିସ ଅଟକାଇ ଥିଲେ । ହେଲେ ମନ୍ତ୍ରୀ ଆରୁଖ ହଠାତ୍ ଗାଡ଼ିରୁ ଓହ୍ଲାଇ ପୋଲିସକୁ ଚଢ଼ା ଗଳାରେ ଗାଡି ଚେକ୍ କର ବୋଲି କହିଥିଲେ ।...

Mangalyaan-2
ଇସ୍ରୋର ମିଶନ୍ ମଙ୍ଗଳୟାନ-୨, ମଙ୍ଗଳରେ ଅବତରଣ କରିବ ରୋଭର ଓ ହେଲିକପ୍ଟର

ମଙ୍ଗଳ ଗ୍ରହରେ ଯୋଜନାରେ ଅନୁସାରେ ରୋଭରର ନିର୍ଦ୍ଧାରିତ ଲାଣ୍ଡି ପାଇଁ ପୂର୍ବରୁ ନାସା ଦ୍ୱାର ସଫଳ ଭାବେ ପ୍ରୟୋଗ ହୋଇଥିବା ସୁପରସୋନିକ ପାରାଚ୍ୟୁଟ୍ ଓ ସ୍କାଇ କ୍ରେନ୍ ବ୍ୟବସ୍ଥାକୁ ଆପଣାଯିବ ।

Heat Wave
ପୁଣି ଫେରିଲା ହିଟୱେଭ୍‌, ୨୦ ଓ ୨୧ ତାରିଖ ପାଇଁ ସତର୍କ ସୂଚନା

ଆଜିଠୁ ୨୧ ତାରିଖ ଯାଏ ତାପମାତ୍ରା ୩ରୁ ୫ ବୃଦ୍ଧି ପାଇବ । ୨୦ ତାରିଖ ପାଇଁ ୬ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

Bishal Das
ବିଶାଳ ଦାସଙ୍କୁ IT ଟିମର ପଚରାଉଚରା !

ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳଙ୍କୁ ଝାରସୁଗୁଡ଼ାର ଏକ ହୋଟେଲରେ ପଚରାଉଚରା ହୋଇଥିବା ସୂଚନା ମିଳିଛି। ବିଶାଳଙ୍କୁ ପ୍ରାୟ ସାଢ଼େ ତିନି ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା ମିଳିଛି ।

Bhartruhari Mahtab
ରାଜ୍ୟ ସରକାରଙ୍କୁ ଭର୍ତ୍ତୃହରିଙ୍କ ପ୍ରଶ୍ନ, ରତ୍ନଭଣ୍ଡାର ଚାବି ହଜିଲା କେଉଁଠି ?

ସେପଟେ ଚଳିତ ନିର୍ବାଚନରେ ରାଜ୍ୟ ବିଜେପିର ନିର୍ବାଚନୀ ମୁଦ୍ଦାରେ ମୁଖ୍ୟ ପ୍ରସଙ୍ଗ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଡୁପ୍ଲିକେଟ୍ ଚାବିକୁ ନେଇ ମୋଦିଙ୍କଠୁ ଆସାମ ମୁଖ୍ୟମନ୍ତ୍ରୀଙ୍କ ଯାଏଁ, କିଏ ନବୀନ ସରକାର ତ କିଏ ପାଣ୍ଡିଆନ୍‌ଙ୍କୁ କରୁଛି ଡାଇରେକ୍ଟ ଆଟାକ୍।

Election 2024
ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ପାଇଁ ଆଜି ସରିବ ପ୍ରଚାର, ଶେଷ ଦିନରେ ଜନମତ ସଂଗ୍ରହ କରିବେ ପ୍ରାର୍ଥୀ

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାରର ଶେଷଦିନରେ ଓଡ଼ିଶାରେ ପ୍ରଚାର କରିବେ ବହୁ କେନ୍ଦ୍ରୀୟ ନେତା ।

Narendra Modi
୧୯ରେ ପୁଣି ଓଡ଼ିଶା ଆସିବେ ମୋଦି

୧୯ ତାରିଖ ସନ୍ଧ୍ୟାରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସନ୍ଧ୍ୟା ୭ଟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସମୀକ୍ଷା ବୈଠକ ।

Amit Shah
‘ଓଡ଼ିଶାର ଶାସନ ଓଡ଼ିଆରେ ନା ତାମିଲରେ ଚାଲିବ’

ଓଡ଼ିଶାର ଶାସନ ବ୍ୟବସ୍ଥା ଓ ରତ୍ନଭଣ୍ଡାର ପ୍ରସଙ୍ଗରେ ପୁଣି ଥରେ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ଅମିତ ଶାହ ।

VK Pandian
ଓଡ଼ିଶାର ବରପୁତ୍ରଙ୍କୁ ଭୁଲ ସମ୍ବୋଧନ କଲେ ପାଣ୍ଡିଆନ !

ଓଡ଼ିଶାର ବରପୁତ୍ରଙ୍କୁ ଭୁଲ ସମ୍ବୋଧନ କଲେ ପାଣ୍ଡିଆନ । ସମ୍ବଲପୁର ସଭାମଞ୍ଚରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କୁ ଭୁଲ୍ ସମ୍ବୋଧନ କଲେ ଏବଂ ସନ୍ଥକବି ଭୀମଭୋଇଙ୍କୁ କେବଳ କବି ବୋଲି କହିଲେ ପାଣ୍ଡିଆନ ।

Narendra Modi
୧୯ରେ ପୁଣି ଓଡ଼ିଶା ଆସିବେ ମୋଦି, ୨୦ରେ ପୁରୀରେ କରିବେ ରୋଡ୍‌ ସୋ’

ଭୁବନେଶ୍ୱରରେ ପହଞ୍ଚିବା ପରେ ସନ୍ଧ୍ୟା ୭ଟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ ବୈଠକରେ ସମୀକ୍ଷା କରିବେ ।

Kerala
ଅଭାବନୀୟ...ଆଙ୍ଗୁଠି ସର୍ଜରୀ ପାଇଁ ଆସିଥିଲେ, ଜିଭ ସର୍ଜରୀ କରିଦେଲେ ଡାକ୍ତର

ଏହି ଚାରି ବର୍ଷର ଝିଅଟି ତା’ର ଆଙ୍ଗୁଠି ଅସ୍ତ୍ରୋପଚାର ପାଇଁ ମେଡିକାଲ କଲେଜକୁ ଆସିଥିଲେ, କିନ୍ତୁ ଡାକ୍ତରମାନେ ଭୁଲ୍‌ରେ ଝିଅଟିର ଜିଭରେ ଅସ୍ତ୍ରୋପଚାର କରିଥିଲେ ।

Hema Malini
ଭୁବନେଶ୍ୱରରେ ଡ୍ରିମ୍‌ଗାର୍ଲ ହେମାମାଳିନୀ, ବିଜେପି ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର

ଆଜି ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶାରେ ପହଞ୍ଚିଛନ୍ତି ବଲିଉଡ୍ ଅଭିନେତ୍ରୀ ତଥା ବିଜେପି ନେତ୍ରୀ ହେମାମାଳିନୀ ।

CAPF
ନିର୍ବାଚନୀ ହିଂସା: ଗଞ୍ଜାମ ଯିବେ ଅତିରିକ୍ତ ୨୦ କମ୍ପାନୀ CAPF

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଞ୍ଜାମରେ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ କରିବା ପାଇଁ ଅନୁମୋଦନ ଦେଇଛନ୍ତି ।

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।