ହଜାର ହଜାର ସମର୍ଥକ, ବିଶାଳ ପଟୁଆର। ବିଜେପିରେ ଯୋଗ ଦେଉ ଦେଉ ବିଜେଡିର ଗଞ୍ଜାମ ଗଡ଼ରେ ପାୱାର ଶୋ‘ କରିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ।
ନବରଙ୍ଗପୁର, ବ୍ରହ୍ମପୁର, ବାରିପଦା... ସବୁଠି ରାଜନାଥଙ୍କ ସେଇ ଗୋଟିଏ ହୁଂକାର... ଗୋଟିଏ ଦମ୍ଭୋକ୍ତି... 'ଓଡ଼ିଶାରେ ଏଥର ବନିବ ଡବଲ୍ ଇଞ୍ଜିନ ସରକାର'।
ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଥମ ୨୧ ମ୍ୟାଚ୍ର କ୍ରୀଡାସୂଚୀ ଜାରି କରାଯାଇଛି।
ଆଇପିଏଲରେ ମହମ୍ମଦ ଶାମି ଗୁଜରାଟ ଟାଇଟନ୍ସର ପ୍ରମୁଖ ବୋଲର। ଗତ ସିଜିନ୍ରେ ଶାମି ସବୁଠୁ ଅଧିକ ୱିକେଟ୍ ଅକ୍ତିଆର କରିଥିଲେ
କେହି କେବେ ଭାବିଥିଲେ କି ଜଣେ ଆଦିବାସୀ ଭଉଣୀ ଦେଶରେ ରାଷ୍ଟ୍ରପତି ହେବେ । ଏମିତି ଜଣେ ପ୍ରଧାନମନ୍ତ୍ରୀ ଆସିବେ ଆଉ ଆଦିବାସୀ ଭଉଣୀକୁ ରାଷ୍ଟ୍ରପତି କରିବେ।
ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ ପ୍ରସ୍ତୁତ ନ ଥିବାରୁ ପ୍ରଥମ ଦୁଇଟି ମ୍ୟାଚ୍ ଅନ୍ୟ ଷ୍ଟାଡିୟମରେ ଖେଳାଯିବାର ସମ୍ଭାବନା ରହିଛି।
ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ ଖୁବଶୀଘ୍ର ଯୁବରାଜ ସିଂ ବିଜେପିରେ ଯୋଗ ଦେଇପାରନ୍ତି।
ଏଥର ୪ ଶହରୁ ଅଧିକ ସିଟ୍ ହାସଲ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଏହି ଲକ୍ଷ୍ୟକୁ ପୂରଣ କରିବା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି ରାଜନାଥ କହିଛନ୍ତି।
ଗଞ୍ଜାମର ଲୋକ ଭାଷାରେ ‘ଲେଖା ଛିଡ଼େଇ ଦେବା’ ବୋଲି କହି କର୍ମୀଙ୍କ ଉତ୍ସାହ ବଢ଼ାଇଛନ୍ତି।
ପୁଣି ନୂଆ କରି ତିଆରି ହେବ ବାରବାଟୀ ଷ୍ଟାଡିୟମ୍। ବର୍ତ୍ତମାନର ଷ୍ଟାଡିୟମ୍ ଭଙ୍ଗାହେବ, ତାରି ସ୍ଥାନରେ ୭ ଶହ କୋଟି ଟଙ୍କା ବ୍ୟୟରେ ଠିଆହେବ ବିଶ୍ୱସ୍ତରୀୟ ବାରବାଟୀ ସ୍ପୋର୍ଟସ କମ୍ପ୍ଲେକ୍ସ।
୨୪ ନିର୍ବାଚନ ପୂର୍ବରୁ କର୍ମୀଙ୍କ ଭିତରେ ଜୋଶ୍ ଭରିଲେ, ରାଜ୍ୟରେ କ୍ଷମତାସୀନ ବିଜେଡି ସରକାରଙ୍କୁ ବି ନିଶାନା କଲେ ଜାତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା।
ମାଟ୍ରିକ ପରୀକ୍ଷାରେ କପି ଧରିବା ହେଉ କି ବିଶୃଙ୍ଖଳା ରୋକିବା, ବିଭିନ୍ନ କ୍ଷେତ୍ରରେ ଫାଇଦା ଦେଉଛି ପ୍ରଥମ ଥର ପାଇଁ ବ୍ୟବହାର ହୋଇଥିବା ଆର୍ଟିଫିସିଆଲ ଇଣ୍ଟଲିଜେନ୍ସ ବା AI ।
ପାଣିପାଗ ବିଶେଷଜ୍ଞଙ୍କ ମତ, ଫେବ୍ରୁଆରୀରେ ଏଭଳି ତାତି ରାଜ୍ୟରେ ନୂଆ ନୁହେଁ । ଏହାପୂର୍ବରୁ ୨୦୧୬ରେ ଭୁବନେଶ୍ୱରରେ ଫେବ୍ରୁଆରୀ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିଲା ।
ରୋଚକ ମୋଡ଼ରେ ଗଞ୍ଜାମ ରାଜନୀତି। କାହିଁକି ନା ବିଜେପିରେ ସାମିଲ ହୋଇଛନ୍ତି ଗୋପାଳପୁରର ତିନି ଥରର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ପଦ୍ମ ଶିବିରରେ ସାମିଲ ହେଉ ହେଉ ସରକାରଙ୍କ ଉପରେ ଧୁମ୍ ବର୍ଷିଛନ୍ତି ପ୍ରଦୀପ।
ପୂରା ଭଙ୍ଗାହେବ, ସଂପୂର୍ଣ୍ଣ ନୂଆ ହେବ। ନୂଆ ରୂପରେ ଦେଖିବାକୁ ମିଳିବ କଟକ ବାରବାଟୀ ଷ୍ଟାଡିୟମ୍। ୭ ଶହ କୋଟି ଟଙ୍କାର ବ୍ୟୟବରାଦରେ ନୂଆ ଲୁକ୍ ପାଇବ ବାରବାଟୀ ଷ୍ଟାଡିୟମ।
୨୪ ନିର୍ବାଚନ ପୂର୍ବରୁ କର୍ମୀଙ୍କ ଭିତରେ ଜୋଶ୍ ଭରିଲେ, ରାଜ୍ୟରେ କ୍ଷମତାସୀନ ବିଜେଡି ସରକାରଙ୍କୁ ବି ନିଶାନା କଲେ ଜାତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା।
ବିଜେପିରେ ସାମିଲ ହୋଇଛନ୍ତି ଗୋପାଳପୁରର ତିନି ଥରର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ପଦ୍ମ ଶିବିରରେ ସାମିଲ ହେଉ ହେଉ ସରକାରଙ୍କ ଉପରେ ଧୁମ୍ ବର୍ଷିଛନ୍ତି ପ୍ରଦୀପ।
ନୂଆପଲ୍ଲୀରେ ଥିବା ଏହି ପାସ୍ପୋର୍ଟ ଅଫିସ୍ ଏବେ ରସୁଲଗଡ଼ସ୍ଥିତ ଓଡ଼ିଶା ବିଜନେସ୍ ସେଣ୍ଟର କୋଠାରେ ରହିବ।
ଏହାପୂର୍ବରୁ ଫେବ୍ରୁଆରୀ ୧୫ରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ 'ଲୋକମତ୍' କାର୍ଯ୍ୟକ୍ରମରେ କହିଥିଲେ ଯେ ରାଜ୍ ଠାକରେ NDA ସହିତ ଆସିବେ କି ନାହିଁ ଆପଣ ଶୀଘ୍ର ଜାଣିପାରିବେ।