ଏଥିସହ ୮ ବିଧାନସଭା ଆସନ ପାଇଁ ମଧ୍ୟ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । କଟକ-ବାରବାଟୀ ଆସନରୁ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ପ୍ରାର୍ଥୀ କରିଚି କଂଗ୍ରେସ।
ଦକ୍ଷିଣ ଓଡ଼ିଶା ଦଖଲ ଲକ୍ଷ୍ୟରେ ବିଜେପି । ୪ ସଂସଦୀୟ କ୍ଷେତ୍ର ବ୍ରହ୍ମପୁର, ଆସ୍କା, ନବରଙ୍ଗପୁର ଓ କୋରାପୁଟ। ୨୦୧୪ ତୁଳନାରେ ୧୯ ସାଧାରଣ ନିର୍ବାଚନରେ ସବୁଠି ଆଶାତୀତ ଭାବେ ବଢ଼ିଥିଲା ଦଳର ଭୋଟ୍ ପ୍ରତିଶତ।
ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସ୍ୱତନ୍ତ୍ର ବିମାନ ଯୋଗେ ବ୍ରହ୍ମପୁର ଯିବେ । ସେଠି ଆମ୍ବପୁଆରେ ବିଜେପିର ବିଶାଳ ସାଧାରଣ ସଭାରେ ଯୋଗ ଦେବେ ନଡ୍ଡା।
ନିଆଁ ନୈନିତାଲକୁ ବ୍ୟାପିବା ପରେ ଏହାକୁ ନିୟନ୍ତ୍ରଣ କରିବା ପାଇଁ ସେନାର ସହାୟତା ନିଆଯାଇଛି ।
ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତାକାଲି ଭୁବନେଶ୍ୱର ବିମାନ ବନ୍ଦରରେ ଅପରାହ୍ଣ ୪ଟା ୩୦ରେ ପହଞ୍ଚିବେ ।
ବିବାହ ଶୋଭାଯାତ୍ରାରେ ଆତସବାଜି ଯୋଗୁଁ ଏକ ଘରେ ନିଆଁ ଲାଗିଯାଇଥିଲା। ଏହି କାରଣରୁ, ଗୋଟିଏ ପରିବାରର ୬ ଜଣଙ୍କର ଦୁଃଖଦ ମୃତ୍ୟୁ ଘଟିଛି।
ବିଜେଡି ଆଉ ୬ ବିଧାନସଭା ଆସନରେ ପ୍ରାର୍ଥୀ ଦେଇ ନ ଥିବା ବେଳେ ବିଜେପି ୧୫ ବିଧାନସଭା ଆସନ ଓ କଂଗ୍ରେସ ୯ ବିଧାନସଭା ଓ ୨ ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କରିନାହିଁ ।
ଡହ ଡହ ଖରାରେ କାଳିଆ ଦର୍ଶନ ପାଇଁ ଆସୁଥୁବା ଭକ୍ତ କିଭଳି ଡହଳ ବିକଳ ହେଉଥିଲେ ସେନେଇ ଓଟିଭିରେ ଖବର ପ୍ରସାରଣ ହୋଇଥିଲା । ଏହି ଖବର ପ୍ରସାରଣ ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭକ୍ତମାନଙ୍କ ପାଇଁ କାର୍ପେଟ ବିଛାଇବା ସହ ଜଳ ସିଞ୍ଚନ ବ୍ୟବସ୍ଥା କରିଛି ଶ୍ରୀମନ୍ଦିର...
ଦିନ ବେଳେ ନିଆଁ ଲାଗିବା ପଏଣ୍ଟ ଅଧିକ ହେଉଥିବା ସୂଚନା ମିଳିଛି । ନିଆଁ ଲିଭେଇବା ପାଇଁ ବନ ବିଭାଗ କର୍ମଚାରୀ ଏବଂ ଓଡ୍ରାଫ ଟିମ୍ ସାମିଲ ଅଛନ୍ତି ।
ଇଡି ଅଧିକାରୀଙ୍କ ଉପରେ ଆକ୍ରମଣ ମାମଲାରେ ସନ୍ଦେଶଖାଲିରେ ସିବିଆଇର ୫ଟି ଟିମ୍ ଚଢ଼ାଉ କରିଛି ।
ସୂଚନା ଅନୁଯାୟୀ ୩ ଜଣ ଯୁବକ ଏକ ବାଇକରେ ଅନୁଗୁଳ ଆଡ଼କୁ ଆସୁଥିବା ବେଳେ ପଞ୍ଚମହଲା ନିକଟରେ ଏକ ଟ୍ରକ ସେମାନଙ୍କୁ ପଛରୁ ଧକ୍କା ଦେବା ସହ କିଛି ବାଟ ଘୋଷାଡି ନେଇଥିଲା ।
ତେବେ ପ୍ରାର୍ଥୀ ଘୋଷଣା ପୂର୍ବରୁ କର୍ମୀଙ୍କ ସହ ଆଲୋଚନା କରିଥିଲେ ଦ୍ୱନ୍ଦ୍ୱ ରହି ନ ଥାନ୍ତା ବୋଲି ସେ କହିଛନ୍ତି। ଆସନ୍ତା ଦୁଇ ଦିନ ମଧ୍ୟରେ ନିଜର ଆଗାମୀ ରଣନୀତି କ’ଣ ହେବ ତାହା ଜଣାଇବେ ବୋଲି କହିଛନ୍ତି।
ଅନ୍ୟପଟେ ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ଏଭଳି ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଦିନେ ଯେଉଁ ପଦ୍ମପୁରକୁ ଜିଲ୍ଲା ମାନ୍ୟତାର କଥା କହି ବିଜେଡି ନିର୍ବାଚନୀ ବୈତରଣୀ ପାରି ହୋଇଥିଲା, ଏବେ ତା’ର ଗୁମର ଖୋଲିଛି ।
ଓଡ଼ିଶାରେ ଭାରତୀୟ ଜନତା ପାର୍ଟିକୁ କ୍ଷମତାକୁ ଆଣିଲେ ବଲାଙ୍ଗିର ଜିଲ୍ଲାରେ ବସାଇବୁ ଟେକ୍ସଟାଇଲ୍ ମିଲ୍ । ଗତକାଲି ସୋନପୁର ନିର୍ବାଚନୀ ସଭାରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ଏଭଳି ବଡ଼ ପ୍ରତିଶ୍ରୁତି ପରେ ସୃଷ୍ଟି ହୋଇଛି ପଶ୍ଚିମ ଓଡ଼ିଶାରେ କଂପନ।
ଆସନ୍ତା ଦୁଇ ବର୍ଷ ମଧ୍ୟରେ ରାଜଧାନୀ ଦିଲ୍ଲୀର ଆକାଶରେ ଉଡିବ ଏୟାର ଟ୍ୟାକ୍ସି । ଏୟାର ଇଣ୍ଡିଆର ପ୍ୟାରେଣ୍ଟ୍ କମ୍ପାନୀ ଇଣ୍ଟରଗ୍ଲୋବ ଏଣ୍ଟରପ୍ରାଇଜେସ୍ ଏବଂ ଆମେରିକାର ଆର୍ଚର ଆଭିଏସନର ମିଳିତ ସହଯୋଗରେ ଖୁବ ଶୀଘ୍ର ଏହି ସେବା ଆରମ୍ଭ ହେବାକୁ ଯାଉଛି।
ଗୋପନୀୟତା ଏବଂ ଏଣ୍ଡ-ଟୁ-ଏଣ୍ଡ ଏନକ୍ରିପସନ୍ ପାଇଁ ହିଁ ଲୋକମାନେ ଏହି ପ୍ଲାଟଫର୍ମ ବ୍ୟବହାର କରନ୍ତି। ଯଦି ଏହାକୁ ହଟାଇବାକୁ କୁହାଯାଏ ତେବେ ଏହି ଅନଲାଇନ୍ ମେସେଜିଂ ପ୍ଲାଟଫର୍ମ ଭାରତରେ କାମ କରିବା ବନ୍ଦ କରିବ ।
ସେ କହିଛନ୍ତି, ଟିଟିଲାଗଡ଼କୁ ବାଦ ଦେଇ ପଦ୍ମପୁର ଜିଲ୍ଲା ହୋଇଥିଲେ ସେ ଆଗ ଇସ୍ତଫା ଦେଇଥାନ୍ତେ । ସେଦିନ ସିଧା ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଇସ୍ତଫା ପତ୍ର ଦେଇଦେଇଥାନ୍ତି ।
ଆଜିର ଆମ ପ୍ରଶ୍ନ ଆଉ ପ୍ରସଙ୍ଗର ମୁଖ୍ୟ ନାୟକ ଆଳୁ, ଆଉ ତା’ର ପରିଚୟ । କହିଲେ ଦେଖି ଆଳୁ ଦେଶୀ ନା ବିଦେଶୀ ।