ଦ୍ୱିତୀୟ ପର୍ଯ୍ୟାୟରେ ଆଜି ଆଉ ୨୭ ବିଧାନସଭା ଓ ୫ ଲୋକସଭା ସିଟ୍ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି।
ଦଳରେ ଆଉ ଗୁରୁତ୍ୱ ନ ଥିବାରୁ ଇସ୍ତଫା ଦେଇଥିବା କହିଛନ୍ତି ଦେବେନ୍ଦ୍ର କହଁର । ୨୦୦୯ରୁ ୨୦୧୪ ଯାଏଁ ଫୁଲବାଣୀ ଆସନରୁ ବିଜେଡି ବିଧାୟକ ଥିଲେ ଦେବେନ୍ଦ୍ର ।
ତେବେ ବିଜେଡିରୁ ଇସ୍ତଫା ଦେବା ପରେ ପ୍ରତିକ୍ରିୟା ରଖିଛନ୍ତି ସୋର ବିଧାୟକ ପର୍ଶୁରାମ ଧଡ଼ା। ସେ ଆଗାମୀ ନିର୍ବାଚନ ନିଶ୍ଚିତ ଲଢ଼ିବି ବୋଲି କହିଛନ୍ତି।
ବର୍ଷ ବର୍ଷ ଧରି ବାପା ଲଢୁଥିଲେ ନିର୍ବାଚନୀ ମୈଦାନରେ। ଏଣିକି ବାପାଙ୍କ ବଦଳରେ ଲଢ଼ିବେ ପୁଅ । ଏଥର ନିର୍ବାଚନୀ ରଣଭୂମିରେ ପଶ୍ଚିମ ଓଡ଼ିଶାର ଏକାଧିକ ଭେଟେରାନଙ୍କ ପ୍ରତ୍ୟକ୍ଷ ଦର୍ଶନ ମିଳିବ ନାହିଁ ।
ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ୪୭ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି କଂଗ୍ରେସ । ୨ଟି ଆସନ ଛାଡ଼ିଛି ଇଣ୍ଡି ସହଯୋଗୀଙ୍କୁ।
ଭୋଟ୍ ଆଗରୁ ଭାରତୀୟ ନିର୍ବାଚନ କମିଶନଙ୍କ ପୁଣି ଏକ ବଡ଼ ଆକ୍ସନ । ଓଡ଼ିଶାର ଦୁଇ ଜିଲ୍ଲାପାଳ ଓ ପାଞ୍ଚ ଏସପିଙ୍କ ସହ କେନ୍ଦ୍ରାଞ୍ଜଳ ପୋଲିସ ଆଇଜିଙ୍କୁ ଦେଇଛନ୍ତି ବଦଳି ଆଦେଶ ।
ସୁର ଭାଷଣ ଛଳରେ ସୁଶାନ୍ତଙ୍କୁ ପ୍ରଶଂସା କରିବା ସହ ସେ ହିଁ ବେଷ୍ଟ ବୋଲି କହିଥିଲେ। ଉତ୍ତର ଭୁବନେଶ୍ୱରରେ ଗଲା ୫ ବର୍ଷ ଧରି ସୁଶାନ୍ତ କାମ କରିଛନ୍ତି । ସେ ହିଁ ବେଷ୍ଟ, ଏକଥା ସେ ପାଣ୍ଡିଆନକୁ ବି କହିଛନ୍ତି ।
କଚୋଡି ଦୋକାନରେ କିଛି ଲୋକେ ଠିଆ ହୋଇ କଚୋଡି ଖାଉଥିଲେ। ଏହି ସମୟରେ ହଠାତ୍ ଏକ ଧଳା ରଙ୍ଗର ମର୍ସିଡିଜ କାର୍ ଦ୍ରୁତ ଗତିରେ ଆସି ଲୋକଙ୍କ ଉପରେ ଚଢ଼ି ଯାଇଥିଲା।
ସୋସିଆଲ ମିଡିଆରେ ଭାଇରାଲ ଭିଡିଓରେ ଆପଣ ଦେଖିବେ ଯେ, ଟ୍ରେନ୍ର ଭିଡ଼ ଭିତରେ ଯୁବକ ଜଣକ ଦେଶୀ ‘ସ୍ପାଇଡର୍ ମ୍ୟାନ୍’ ହୋଇଯାଇଛନ୍ତି।
ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ୬ ମାସ ଜେଲ୍ରେ ରହିବା ପରେ ଶେଷରେ ଆପ୍ ସାଂସଦ ସଞ୍ଜୟ ସିଂଙ୍କୁ ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି।
୧୧୨ ଜଣିଆ ପ୍ରାର୍ଥୀଙ୍କ ମଧ୍ୟରେ ୧୭ ଜଣ ବିଧାୟକଙ୍କୁ ପୁଣି ଥରେ ଟିକେଟ୍ ଦେଇଛି ଭାରତୀୟ ଜନତା ପାର୍ଟି।
୮ ଲୋକସଭା ଆସନ ଓ ୪୯ ବିଧାନସଭା ସିଟ୍ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ ।
ଏପ୍ରିଲ ୧ରେ ଓଡ଼ିଶା ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟର ମାନ୍ୟାତା ପାଇଥିଲା । ଓଡ଼ିଶାର ସ୍ୱତନ୍ତ୍ର ପରିଚୟ ଏବଂ ପ୍ରତିଷ୍ଠା ଦିବସକୁ ମନେ ରଖିବା ପାଇଁ ଏହି ଦିନକୁ ପାଳନ କରିଥାନ୍ତି କୋଟି କୋଟି ଓଡିଆ ।
ପ୍ରାର୍ଥୀ ଚୟନ ସହ ପ୍ରଚାର କସରତ। କେଉଁ ନେତା କେଉଁଠି କରିବେ ପ୍ରଚାର। ପ୍ରଧାନମନ୍ତ୍ରୀ ମୋଦି କେଉଁଠି କରିବେ ରୋଡ୍ ଶୋ, ଶାହ କେଉଁଠି କରିବେ ସଭା । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା ବୈଠକରେ ପ୍ରସ୍ତୁତ ହୋଇଛି ବ୍ଲୁ ପ୍ରିଣ୍ଟ ।
ମାର୍ଚ୍ଚ ୨୭ରେ ଆସିଲା ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା। ଦୁଇ ଦଫାରେ ୧୫ ଜଣିଆ ଲୋକସଭା ପ୍ରାର୍ଥୀ ଓ ୭୨ ବିଧାନସଭା ପ୍ରାର୍ଥୀଙ୍କ ନାଁ। ହେଲେ ଏପଟେ ଯେମିତି ଦଳରୁ ଅସନ୍ତୁଷ୍ଟ ନେତାଙ୍କ ଘଳିଆ ପଡ଼ିଗଲାଣି। ଦଳ ଛାଡୁଛନ୍ତି ଜଣଙ୍କ ପରେ ଜଣେ ସାଂସଦ, ବିଧାୟକ, ନେତା।
ବୟସ ହେଲାଣି ୯୮ । ତଥାପି ଥକିନି ପାଦ । ସୁନାବେଡ଼ାର ମୋହନ ବେହେରାଙ୍କ ପରିଚୟ ତାଙ୍କ ବୟସ ନୁହେଁ, ଲୋକେ ତାଙ୍କୁ ଜାଣନ୍ତି ଯୁବସୁଲଭ କର୍ମତତ୍ପରତା ପାଇଁ ।
ଜଗତସିଂହପୁର ପଲିଟିକ୍ସରେ ବିଜେଡି କନ୍ଦଳ। ସ୍ଥିତି ସାଂଘାତିକ। ଟିକେଟ ଅଙ୍କ ଛିଡୁନଥିବାବେଳେ ଦାବିଦାରଙ୍କ ସଂଖ୍ୟା ବଢୁଛି। ରାଲି, ସମାବେଶ, ଶୋଭାଯାତ୍ରା ମାଧ୍ୟମରେ ଶକ୍ତି ପ୍ରଦର୍ଶନ କରୁଛନ୍ତି ଆଶାୟୀ।
ଗାଁ ମୁଣ୍ଡରେ ଚକାଚକ୍ ଗେଟ୍ । ନୂଆ ପାଣି ଟାଙ୍କି ବି ବସିଛି । ତାସାଙ୍ଗକୁ କାନ୍ଥରେ ବସୁଧା ଯୋଜନାର ଡିଣ୍ଡିମ ପିଟା ବିଜ୍ଞାପନ ହେଲେ ଗାଁ ଭିତରେ ନାହିଁ ପାନୀୟ ଜଳ ଯୋଗାଣ ।
ପ୍ରାର୍ଥୀ ଚୟନ ସହ ପ୍ରଚାର କସରତ। କେଉଁ ନେତା କେଉଁଠି କରିବେ ପ୍ରଚାର। ପ୍ରଧାନମନ୍ତ୍ରୀ ମୋଦି କେଉଁଠି କରିବେ ରୋଡ୍ ଶୋ, ଶାହ କେଉଁଠି କରିବେ ସଭା । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା ବୈଠକରେ ପ୍ରସ୍ତୁତ ହୋଇଛି ବ୍ଲୁ ପ୍ରିଣ୍ଟ ।